ଏସିଆନ୍ ପାରା ଗେମ୍ସ ୨୦୨୨ର ପୁରୁଷ ୧୫୦୦ ମିଟର - ଟି୧୧ ଫାଇନାଲ ଇଭେଣ୍ଟରେ ଅଙ୍କୁର ଧାମା ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 25th, 04:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚୀନର ହାଙ୍ଗଜୋଠାରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୧୫୦୦ ମିଟର - ଟି୧୧ ଫାଇନାଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅଙ୍କୁର ଧାମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୫୦୦୦ ମିଟର ଟି୧୧ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଅଙ୍କୁର ଧାମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 23rd, 06:43 pm
ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୫୦୦୦ ମିଟର ଟି୧୧ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଅଙ୍କୁର ଧାମଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।