ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ୭୫ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

December 15th, 08:44 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ତାଙ୍କ ୭୫ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଥିଲେ ଯେ ସର୍ଦ୍ଦାର ପଟେଲ ତାଙ୍କ ସମଗ୍ର ଜୀବନ ଦେଶକୁ ଏକଜୁଟ କରିବା ଏବଂ ଭାରତକୁ ଏକତାର ଗୋଟିଏ ସୂତ୍ରରେ ବାନ୍ଧି ରଖବାପାଇଁ ପାଇଁ ଉତ୍ସର୍ଗ କରିଥିଲେ।

ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରଜତ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 09th, 01:00 pm

ଦେବଭୂମି ଉତ୍ତରାଖଣ୍ଡର ମୋର ଭାଇ-ବନ୍ଧୁ, ବଡ଼ ଭଉଣୀ-ସାନ ଭଉଣୀ, ବୟସ୍କ-ଯୁବକ । ଆପଣ ସମସ୍ତଙ୍କୁ ମୋର ନମସ୍କାର ।

ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରୌପ୍ୟ ଜୟନ୍ତୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 09th, 12:30 pm

ପ୍ରଧାନମନ୍ତ୍ରୀ କହିଥିଲେ ଯେ ନଭେମ୍ବର ୯ ତାରିଖ ହେଉଛି ଏକ ଦୀର୍ଘ ଏବଂ ଉତ୍ସର୍ଗୀକୃତ ସଂଘର୍ଷର ପରିଣାମ । ଏହି ଦିନ ଆମ ସମସ୍ତଙ୍କ ମଧ୍ୟରେ ଗର୍ବର ଗଭୀର ଭାବନା ସୃଷ୍ଟି କରେ। ସେ କହିଥିଲେ ଯେ ଉତ୍ତରାଖଣ୍ଡର ଦେବତୁଲ୍ୟ ଲୋକମାନେ ଏକ ସ୍ୱପ୍ନ ଦେଖିଥିଲେ, ଯାହା ୨୫ ବର୍ଷ ପୂର୍ବେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱରେ ପୂରଣ ହୋଇଥିଲା। ଗତ ୨୫ ବର୍ଷର ଯାତ୍ରା ଉପରେ ପ୍ରତିଫଳିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଉତ୍ତରାଖଣ୍ଡ ଯେଉଁ ଉଚ୍ଚତାରେ ପହଞ୍ଚିଛି ତାହା ଦେଖି, ଏହି ସୁନ୍ଦର ରାଜ୍ୟ ନିର୍ମାଣ ପାଇଁ ସଂଘର୍ଷ କରୁଥିବା ପ୍ରତ୍ୟେକଙ୍କ ପାଇଁ ଆନନ୍ଦିତ ହେବା ସ୍ୱାଭାବିକ। ସେ କହିଥିଲେ ଯେ ଯେଉଁମାନେ ପର୍ବତକୁ ଭଲ ପାଆନ୍ତି, ଉତ୍ତରାଖଣ୍ଡର ସଂସ୍କୃତି, ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆଦର କରନ୍ତି ଏବଂ ଦେବଭୂମିର ଲୋକଙ୍କ ପ୍ରତି ସ୍ନେହ ରଖନ୍ତି, ସେମାନେ ଆଜି ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ।

ରାଜ୍ୟ ପ୍ରତିଷ୍ଠାର ୨୫ତମ ବାର୍ଷିକୀ ଅବସରରେ ଉତ୍ତରାଖଣ୍ଡର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

November 09th, 09:05 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡ ରାଜ୍ୟ ପ୍ରତିଷ୍ଠାର ୨୫ତମ ବାର୍ଷିକୀ ଅବସରରେ ଉତ୍ତରାଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରକୃତିର କୋଳରେ ବାସ କରୁଥିବା ଆମର ଏହି ଦିବ୍ୟ ଭୂମି ଆଜି ପର୍ଯ୍ୟଟନ ସହିତ ପ୍ରତ୍ୟେକ କ୍ଷେତ୍ରରେ ପ୍ରଗତିର ଏକ ନୂତନ ଗତି ହାସଲ କରୁଛି, ବୋଲି ଶ୍ରୀ ମୋଦୀ କହିଛନ୍ତି।

ରାମବିଳାସ ପାଶ୍ୱାନଙ୍କ ପୂଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

October 08th, 10:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ଲୋକପ୍ରିୟ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାମବିଳାସ ପାଶ୍ୱାନଙ୍କ ପୂଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

September 26th, 08:51 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

Prime Minister marks 11 Years of Make in India initiative

September 25th, 01:01 pm

Prime Minister Shri Narendra Modi today marked the 11th anniversary of the Make in India initiative, celebrating its transformative impact on India’s economic landscape and entrepreneurial ecosystem. Shri Modi hailed the impetus provided by Make in India to India's entrepreneurs, thus creating a global impact.

୧୮୯୩ ଚିକାଗୋ ବିଶ୍ୱ ଧର୍ମ ସଂସଦରେ ସ୍ୱାମୀ ବିବେକାନନ୍ଦଙ୍କ ଐତିହାସିକ ସମ୍ବୋଧନକୁ ସେୟାର କଲେ ପ୍ରଧାନମନ୍ତ୍ରୀ

September 11th, 08:49 am

୧୮୯୩ ମସିହାରେ ଚିକାଗୋଠାରେ ବିଶ୍ୱ ଧର୍ମ ସଂସଦରେ ସ୍ୱାମୀ ବିବେକାନନ୍ଦ ଦେଇଥିବା ଐତିହାସିକ ସମ୍ବୋଧନର ୧୩୨ତମ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କି, ଏହା ଏକ ଐତିହାସିକ ମୁହୂର୍ତ୍ତ ଥିଲା, ଯାହା ସଦଭାବ ଏବଂ ସାର୍ବଭୌମିକ ଭାଇଚାରା ଉପରେ ଗୁରୁତ୍ବ ଦେଇଥିଲା । ସେ କହିଛନ୍ତି, ଏହା ବାସ୍ତବରେ ଆମ ଇତିହାସରେ ସବୁଠୁ ପ୍ରସିଦ୍ଧ ଏବଂ ପ୍ରେରଣାଦାୟକ ମୁହୂର୍ତ୍ତ ମଧ୍ୟରୁ ଅନ୍ୟତମ ।

ମାଳଦ୍ୱୀପର ୬୦ତମ ସ୍ୱାଧୀନତା ଦିବସ ସମାରୋହରେ ସମ୍ମାନିତ ଅତିଥି ଭାବରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

July 26th, 06:47 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେଠାରେ ମାଳଦ୍ୱୀପର ୬୦ତମ ସ୍ୱାଧୀନତା ଦିବସ ସମାରୋହରେ ‘ସମ୍ମାନିତ ଅତିଥି’ ଭାବରେ ଯୋଗ ଦେଇଛନ୍ତି। ପ୍ରଥମ ଥର କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ ମାଳଦ୍ୱୀପର ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ପ୍ରଥମ ବିଦେଶୀ ନେତା ଯାହାଙ୍କୁ ରାଷ୍ଟ୍ରପତି ମୁଇଜୁ ଆତିଥ୍ୟ ପ୍ରଦାନ କରିଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

May 21st, 08:34 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ସିକିମର ୫୦ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

May 16th, 10:13 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିକିମର ଲୋକମାନଙ୍କୁ ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଚଳିତ ବର୍ଷ, ଏହି ଦିବସ ବେଶ୍ ସ୍ୱତନ୍ତ୍ର କାରଣ ଆମେ ସିକିମ ରାଜ୍ୟ ପ୍ରତିଷ୍ଠାର ୫୦ତମ ବାର୍ଷିକୀ ପାଳନ କରୁଛୁ! ସିକିମ ଶାନ୍ତ, ସୌନ୍ଦର୍ଯ୍ୟ, ସମୃଦ୍ଧ ସାଂସ୍କୃତିକ ପରମ୍ପରା ଏବଂ ପରିଶ୍ରମୀ ଲୋକମାନଙ୍କର ରାଜ୍ୟ ।”

ମୁଦ୍ରା ଯୋଜନାର ଦଶମ ବାର୍ଷିକୀରେ ଏହାର ପରିବର୍ତ୍ତନକାରୀ ପ୍ରଭାବକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

April 08th, 09:08 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମ୍‌ଏମ୍‌ୱାଇ)ର ହିତାଧିକାରୀମାନଙ୍କୁ ହୃଦୟର ସହିତ ଅଭିନନ୍ଦନ ଜଣାଇଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ, ଦେଶ ମୁଦ୍ରା ଯୋଜନାର ୧୦ ବର୍ଷ ପୂର୍ତ୍ତୀର ଉତ୍ସବ ପାଳନ କରୁଛି ।

PM pays tributes to great freedom fighter Shyamji Krishna Verma on his death anniversary

March 30th, 11:42 am

The Prime Minister Shri Narendra Modi paid tributes to the great freedom fighter Shyamji Krishna Verma on his death anniversary today.

୨୮ ଫେବୃଆରୀରେ ନୂଆଦିଲ୍ଲୀରେ ଜାହାନ-ଏ-ଖୁସ୍ରୋ ୨୦୨୫ରେ ଭାଗ ନେବେ ପ୍ରଧାନମନ୍ତ୍ରୀ

February 27th, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ଫେବୃଆରୀ ସନ୍ଧ୍ୟା ପ୍ରାୟ ୭:୩୦ ସମୟରେ ନୂଆଦିଲ୍ଲୀର ସୁନ୍ଦର ନର୍ସରୀଠାରେ ଭବ୍ୟ ସୁଫି ସଙ୍ଗୀତ ମହୋତ୍ସବ, ଜାହାନ-ଏ-ଖୁସ୍ରୋ ୨୦୨୫ରେ ଅଂଶଗ୍ରହଣ କରିବେ ।

Prime Minister pays tributes to Mahatma Gandhi on his death anniversary

January 30th, 09:06 am

The Prime Minister Shri Narendra Modi today paid tribute to Mahatma Gandhi on his death anniversary. Shri Modi also paid tributes to all those martyred for our nation and recalled their service as well as sacrifices.

PM Modi greets everyone on the first anniversary of the consecration of Ram Lalla in Ayodhya

January 11th, 09:53 am

The Prime Minister, Shri Narendra Modi has wished all the countrymen on the first anniversary of the consecration of Ram Lalla in Ayodhya, today. This temple, built after centuries of sacrifice, penance and struggle, is a great heritage of our culture and spirituality, Shri Modi stated.

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

December 15th, 09:32 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସର୍ଦ୍ଦାର ବଲ୍ଳଭଭାଇ ପଟେଲଙ୍କୁ ତାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ କହିଛନ୍ତି, ଶ୍ରୀ ପଟେଲଙ୍କ ବ୍ୟକ୍ତିତ୍ୱ ଏବଂ କାର୍ଯ୍ୟ ସର୍ବଦା ଦେଶବାସୀଙ୍କ ପାଇଁ ପ୍ରେରଣା ହୋଇ ରହିଛି । ଦେଶର ଏକତା, ଅଖଣ୍ଡତା ଏବଂ ବିକଶିତ ଭାରତର ସଂକଳ୍ପର ସିଦ୍ଧି ପାଇଁ ମଧ୍ୟ ଏହା ଦେଶବାସୀଙ୍କ ପ୍ରେରଣାର ସ୍ରୋତ ।

ଗୁଜରାଟର ଭଡ଼ତାଳରେ ନଭେମ୍ବର ୧୧ରେ ଶ୍ରୀ ସ୍ୱାମୀନାରାୟଣ ମନ୍ଦିରର ୨୦୦ ତମ ବାର୍ଷିକୀ ଉତ୍ସବରେ ଅଂଶ ଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

November 10th, 07:09 pm

ଗୁଜରାଟର ଭଡ଼ତାଳରେ ନଭେମ୍ବର ୧୧ ତାରିଖରେ ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ମିନିଟରେ ଶ୍ରୀ ସ୍ୱାମୀନାରାୟଣ ମନ୍ଦିରର ୨୦୦ତମ ବାର୍ଷିକୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଂଶ ଗ୍ରହଣ କରିବେ । ଉପସ୍ଥିତ ଜନସାଧାରଣଙ୍କୁ ମଧ୍ୟ ସେ ଉଦବୋଧନ ଦେବେ ।

ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 08th, 01:00 pm

ଏହି ପବିତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ପୂଜା ସନ୍ଥଗଣ, ସାଧୁ, ଆଚାର୍ଯ୍ୟ ଗୌଡିୟ ମିଶନର ଶ୍ରଦ୍ଧେୟ ଭକ୍ତି ସୁନ୍ଦର ସନ୍ୟାସୀ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଦେଶ ଓ ବିଶ୍ୱ ସହ ଜଡିତ ସମସ୍ତ କୃଷ୍ଣ ଭକ୍ତ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ଗଣ,

ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

February 08th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ତାଙ୍କ ସମ୍ମାନରେ ଏକ ସ୍ମାରକୀ ଟିକଟ ଓ ମୁଦ୍ରା ଉନ୍ମୋଚନ କରିଥିଲେ । ଗୌଡୀୟ ମିଶନର ପ୍ରତିଷ୍ଠାତା ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦ ବୈଷ୍ଣବ ଧର୍ମର ମୌଳିକ ସିଦ୍ଧାନ୍ତ ଗୁଡିକୁ ସଂରକ୍ଷିତ କରିବା ଓ ପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।