Prime Minister expresses gratitude to Rashtrapati Ji for her warm wishes and kind words
June 10th, 07:18 pm
Prime Minister Shri Narendra Modi today expressed gratitude to Rashtrapati Ji for her warm wishes and kind words. The Prime Minister stated that whatever has been achieved over the years is the result of the collective efforts and aspirations of the people of India.Prime Minister highlights 12 years of transformative initiatives centered on Garib Kalyan and human empowerment
June 08th, 10:24 am
Prime Minister Shri Narendra Modi today highlighted that over the last 12 years, India has witnessed many transformations, stating that at the core of these changes is the welfare of the poor and downtrodden. The Prime Minister noted that the government has always been inspired by Antyodaya and its effort has always been to ensure that the benefits of development reach those who were left behind for decades.ରାଷ୍ଟ୍ର ଏବଂ ମାନବତାର ସେବାରେ ସମ୍ପୂର୍ଣ୍ଣ ଭକ୍ତି ଉପରେ ଆଲୋକପାତ କରି ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି
February 11th, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ର ଏବଂ ମାନବତାର ସେବାରେ ସମ୍ପୂର୍ଣ୍ଣ ନିଷ୍ଠା ଉପରେ ଆଲୋକପାତ କରୁଥିବା ଏକ ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି।ଜାନୁଆରୀ ୧୫ ରେ ପିଏମ୍-ଜନମନ ଅଧୀନରେ ପିଏମଏୱାଇ (ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
January 14th, 01:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୫, ୨୦୨୪ ମଧ୍ୟାହ୍ନ ୧୨ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହା ଅଭିଯାନ ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ଗ୍ରାମୀଣ (ପିଏମଏୱାଇ - ଜି) ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ-ଜନମନର ହିତାଧିକାରୀଙ୍କ ସହ ଆଲୋଚନା କରିବେ ।