President of Sri Lanka, Anura Kumara Dissanayake meets Prime Minister
February 20th, 09:49 pm
PM Modi met Sri Lankan President Anura Kumara Dissanayake, reaffirming the strong friendship between India and Sri Lanka. The two leaders reviewed the progress in India–Sri Lanka relations in recent times and discussed avenues of cooperation in multiple areas..Prime Minister Expresses Gratitude to President of Sri Lanka for Inaugurating the Exposition of the Holy Devnimori Relics
February 05th, 10:45 am
PM Modi conveyed his gratitude to Sri Lankan President Anura Kumara Dissanayake for inaugurating the Exposition of the Holy Devnimori Relics at the sacred Gangaramaya Temple in Colombo. He recalled his visit to Sri Lanka in April 2025, during which the decision to bring the revered relics to the country was taken. The PM expressed hope that Lord Buddha’s timeless message of compassion, peace and harmony will continue to guide humanity.ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 01st, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀଲଙ୍କାର ଗଣତାନ୍ତ୍ରିକ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ଅନୁରା କୁମାର ଦିସାନାୟକେଙ୍କ ସହ ଟେଲିଫୋନ୍ ଯୋଗେ ବାର୍ତ୍ତାଳାପ କରିଛନ୍ତି।ବାତ୍ୟା ଦିତୱାହରେ ଶ୍ରୀଲଙ୍କାରେ ହୋଇଥିବା ପ୍ରାଣହାନୀ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
November 28th, 03:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀଲଙ୍କାର ଜନସାଧାରଣଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ଯେଉଁମାନେ ଘୂର୍ଣ୍ଣିଝଡ ଦିତୱାହ ଯୋଗୁଁ ହୋଇଥିବା କ୍ଷୟକ୍ଷତିରେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି । ସେ ସମସ୍ତ ପ୍ରଭାବିତ ପରିବାରମାନଙ୍କର ସୁରକ୍ଷା, କଲ୍ୟାଣ ଏବଂ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ଭାରତର ନିକଟତମ ସାମୁଦ୍ରିକ ପଡୋଶୀଙ୍କ ସହିତ ଏକତାର ଏକ ଦୃଢ଼ ନିଦର୍ଶନ ସ୍ୱରୂପ, ଭାରତ ସରକାର ଅପରେସନ ସାଗର ବନ୍ଧୁ ଅଧୀନରେ ତୁରନ୍ତ ରିଲିଫ ସାମଗ୍ରୀ ଏବଂ ଗୁରୁତ୍ୱପୂର୍ଣ୍ଣ ମାନବୀୟ ସହାୟତା ଏବଂ ବିପର୍ଯ୍ୟୟ ରିଲିଫ (ଏଚଏଡିଆର) ସହାୟତା ପଠାଇଛନ୍ତି । ଏପରି ସ୍ଥିତିରେ ଆବଶ୍ୟକତା ଅନୁଯାୟୀ ଭାରତ ଅତିରିକ୍ତ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି ।ଜମ୍ମୁ କାଶ୍ମୀରରେ ପହଲଗାମ ଆତଙ୍କବାଦୀ ଆକ୍ରମଣର ଦୃଢ଼ ନିନ୍ଦା କରିଛି ବିଶ୍ୱ
April 24th, 03:29 pm
22 ଏପ୍ରିଲ, 2025 ରେ ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ନିରୀହ ଲୋକଙ୍କ ଜୀବନ ଯାଇଥିବା ବେଳେ ବିଶ୍ୱ ନେତାମାନଙ୍କଠାରୁ ଏକତାର ଏକ ଦୃଢ଼ ଲହରୀ ସୃଷ୍ଟି କରିଛି । ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱବ୍ୟାପୀ ସମର୍ଥନ ପାଇଁ କୃତଜ୍ଞତା ପ୍ରକାଶ କରି ପ୍ରତିଜ୍ଞା କରିଛନ୍ତି ଯେ ଭାରତ ଆତଙ୍କବାଦୀ ଏବଂ ସେମାନଙ୍କ ସମର୍ଥକମାନଙ୍କୁ ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ ପିଛା କରିବ।ଭାରତ ସହାୟତାରେ ଶ୍ରୀଲଙ୍କାରେ ନିର୍ମିତ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
April 06th, 12:09 pm
06.04.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀଲଙ୍କାର ରାଷ୍ଟ୍ରପତି ମହାମହିମ ଅନୁରା କୁମାର ଦିଶାନାୟକଙ୍କ ସହ ଆଜି ଅନୁରାଧାପୁରରେ ଭାରତ ସହାୟତାରେ ନିର୍ମିତ ଦୁଇଟି ରେଳ ପ୍ରକଳ୍ପର ଉଦଘାଟନ କରିବା ସହିତ ସମାରୋହରେ ଅଂଶଗ୍ରହଣ କରିଥିଲେ ।ଜୟା ଶ୍ରୀ ମହାବୋଧି ମନ୍ଦିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
April 06th, 11:24 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀଲଙ୍କା ରାଷ୍ଟ୍ରପତି ମହାମହିମ ଅନୁରା କୁମାରା ଦିଶାନାୟକେଙ୍କ ସହ ଅନୁରାଧାପୁରସ୍ଥିତ ପବିତ୍ର ଜୟା ଶ୍ରୀ ମହାବୋଧି ମନ୍ଦିର ପରିଦର୍ଶନ କରିବା ସହ ପୂଜନୀୟ ମହାବୋଧି ବୃକ୍ଷର ପୂଜାର୍ଚ୍ଚନା କରିଛନ୍ତି ।Prime Minister holds bilateral talks with President of Sri Lanka
April 05th, 05:54 pm
PM Modi met President of Sri Lanka, Anura Kumara Dissanayake and reviewed cooperation in the fields of connectivity, development cooperation, economic ties, defence relations, reconciliation and fishermen issues. They witnessed the exchange of seven MoUs and virtually inaugurated several projects.List of Outcomes: Visit of Prime Minister to Sri Lanka
April 05th, 01:45 pm
PM Modi and Sri Lankan President Anura Kumara Dissanayake signed seven MoUs including MoU on Cooperation in Pharmacopoeial, Health & Medicine. Also MoU on Defence, Energy, Power and Digital transformation were signed.ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହିତ ସାମ୍ବାଦିକ ସମ୍ମିଳନୀରେ ମିଳିତ ପ୍ରେସ୍ ବିବୃତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
April 05th, 11:30 am
ଆଜି ରାଷ୍ଟ୍ରପତି ଦିଶାନାୟକଙ୍କ ଦ୍ୱାରା 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନରେ ସମ୍ମାନିତ ହେବା ମୋ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ। ଏହି ପୁରସ୍କାର କେବଳ ମୋତେ ସମ୍ମାନିତ କରି ନାହିଁ, ବରଂ ୧୪୦ କୋଟି ଭାରତୀୟଙ୍କୁ ସମ୍ମାନିତ କରିଛି। ଏହା ଏକ ଶ୍ରଦ୍ଧାଞ୍ଜଳି । ଏହା ଭାରତ ଏବଂ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଐତିହାସିକ ସମ୍ପର୍କ ଏବଂ ଗଭୀର ବନ୍ଧୁତାକୁ ପ୍ରତିଫଳିତ କରିଛି।PM Modi arrives in Sri Lanka
April 04th, 10:06 pm
Prime Minister Narendra Modi arrived in Colombo, Sri Lanka. During his visit, the PM will take part in various programmes. He will meet President Anura Kumara Dissanayake.ଭାରତ-ଶ୍ରୀଲଙ୍କା ମିଳିତ ବିବୃତି: ଭାଗିଦାରୀ ଭବିଷ୍ୟତ ପାଇଁ ଭାଗିଦାରୀକୁ ପ୍ରୋତ୍ସାହିତ କରିବା
December 16th, 03:26 pm
16 ଡିସେମ୍ବର 2024 ରେ ଭାରତ ଗସ୍ତ ସମୟରେ ଶ୍ରୀଲଙ୍କାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକ ନୂଆଦିଲ୍ଲୀରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବ୍ୟାପକ ଏବଂ ଫଳପ୍ରଦ ଆଲୋଚନା କରିଥିଲେ ।ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବିବୃତ୍ତି
December 16th, 01:00 pm
ମୁଁ ରାଷ୍ଟ୍ରପତି ଦିଶାନାୟକଙ୍କୁ ଭାରତକୁ ସ୍ୱାଗତ କରୁଛି । ମୁଁ ଆନନ୍ଦିତ ଯେ ଆପଣ ରାଷ୍ଟ୍ରପତି ଭାବରେ ନିଜର ପ୍ରଥମ ବିଦେଶ ଗସ୍ତ ପାଇଁ ଭାରତକୁ ବାଛିଛନ୍ତି । ରାଷ୍ଟ୍ରପତି ଦିଶାନାୟକଙ୍କ ଗସ୍ତ ଆମ ସମ୍ପର୍କରେ ନୂତନ ଗତିଶୀଳତା ଏବଂ ଶକ୍ତି ସୃଷ୍ଟି କରିଛି । ଆମର ଭାଗିଦାରୀ ପାଇଁ ଆମେ ଏକ ଭବିଷ୍ୟତ ଦୃଷ୍ଟିକୋଣ ଗ୍ରହଣ କରିଛୁ । ଆମେ ଆମର ଅର୍ଥନୈତିକ ଭାଗିଦାରୀରେ ନିବେଶ ଭିତ୍ତିକ ଅଭିବୃଦ୍ଧି ଏବଂ ଯୋଗାଯୋଗ ଉପରେ ଗୁରୁତ୍ୱ ଦେଇଛୁ ଏବଂ ସ୍ଥିର କରିଛୁ ଯେ ଭୌତିକ, ଡିଜିଟାଲ ଏବଂ ଶକ୍ତି ସଂଯୋଗ ଆମର ଭାଗିଦାରୀର ମୁଖ୍ୟ ସ୍ତମ୍ଭ ହେବ । ଆମେ ଉଭୟ ଦେଶ ମଧ୍ୟରେ ବିଦ୍ୟୁତ-ଗ୍ରିଡ୍ ସଂଯୋଗ ଏବଂ ମଲ୍ଟି-ପ୍ରଡକ୍ଟ ପେଟ୍ରୋଲିୟମ ପାଇପଲାଇନ ସ୍ଥାପନ ଦିଗରେ କାର୍ଯ୍ୟ କରିବୁ । ସାମପୁର ସୌର ଶକ୍ତି ପ୍ରକଳ୍ପକୁ ତ୍ୱରାନ୍ୱିତ କରାଯିବ । ଏହାବ୍ୟତୀତ ଶ୍ରୀଲଙ୍କାର ପାୱାର ପ୍ଲାଣ୍ଟ ପାଇଁ ଏଲଏନଜି ଯୋଗାଇ ଦିଆଯିବ । ଦ୍ୱିପାକ୍ଷିକ ବାଣିଜ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଉଭୟ ପକ୍ଷ ଖୁବଶୀଘ୍ର ଇଟିସିଏ ସମ୍ପୂର୍ଣ୍ଣ କରିବାକୁ ପ୍ରୟାସ କରିବେ ।ଶ୍ରୀଲଙ୍କା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଅନୁରା କୁମାର ଦିସାନାୟକେଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
September 23rd, 12:11 am
ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଅନୁରା କୁମାର ଦିସାନାୟକେଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ବହୁମୁଖୀ ସହଯୋଗକୁ ଅଧିକ ସୁଦୃଢ଼ କରିବା ଦିଗରେ ଶ୍ରୀଲଙ୍କା ସହ କାର୍ଯ୍ୟ କରିବାକୁ ଶ୍ରୀ ମୋଦୀ ଆଶା ପ୍ରକାଶ କରିଥିଲେ ।