ଭାରତ ସହାୟତାରେ ଶ୍ରୀଲଙ୍କାରେ ନିର୍ମିତ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

April 06th, 12:09 pm

06.04.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀଲଙ୍କାର ରାଷ୍ଟ୍ରପତି ମହାମହିମ ଅନୁରା କୁମାର ଦିଶାନାୟକଙ୍କ ସହ ଆଜି ଅନୁରାଧାପୁରରେ ଭାରତ ସହାୟତାରେ ନିର୍ମିତ ଦୁଇଟି ରେଳ ପ୍ରକଳ୍ପର ଉଦଘାଟନ କରିବା ସହିତ ସମାରୋହରେ ଅଂଶଗ୍ରହଣ କରିଥିଲେ ।

ଜୟା ଶ୍ରୀ ମହାବୋଧି ମନ୍ଦିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

April 06th, 11:24 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀଲଙ୍କା ରାଷ୍ଟ୍ରପତି ମହାମହିମ ଅନୁରା କୁମାରା ଦିଶାନାୟକେଙ୍କ ସହ ଅନୁରାଧାପୁରସ୍ଥିତ ପବିତ୍ର ଜୟା ଶ୍ରୀ ମହାବୋଧି ମନ୍ଦିର ପରିଦର୍ଶନ କରିବା ସହ ପୂଜନୀୟ ମହାବୋଧି ବୃକ୍ଷର ପୂଜାର୍ଚ୍ଚନା କରିଛନ୍ତି ।

List of Outcomes: Visit of Prime Minister to Sri Lanka

April 05th, 01:45 pm

PM Modi and Sri Lankan President Anura Kumara Dissanayake signed seven MoUs including MoU on Cooperation in Pharmacopoeial, Health & Medicine. Also MoU on Defence, Energy, Power and Digital transformation were signed.

ଏପ୍ରିଲ 3-6, 2025 ପ୍ରଧାନମନ୍ତ୍ରୀଙ୍କ ଥାଇଲାଣ୍ଡ ଓ ଶ୍ରୀଲଙ୍କା ଗସ୍ତ

April 02nd, 02:00 pm

ବ୍ୟାଙ୍କକରେ ଆୟୋଜିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (ଏପ୍ରିଲ 3-4, 2025) ରେ ଥାଇଲାଣ୍ଡ ଗସ୍ତରେ ଯିବେ। ଏହାପରେ ସେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକଙ୍କ ନିମନ୍ତ୍ରଣକ୍ରମେ (ଏପ୍ରିଲ 4-6, 2025)ରେ ଶ୍ରୀଲଙ୍କା ଗସ୍ତରେ ଯିବେ।