ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରୀ କୁଏତ ଗସ୍ତର ମିଳିତ ବାର୍ତ୍ତା (ଡିସେମ୍ବର ୨୧-୨୨, ୨୦୨୪)

December 22nd, 07:46 pm

କୁଏତର ଅମୀର ଶେଖ ମେସାଲ ଅଲ-ଅହମଦ ଅଲ-ଜାବେର ଅଲ-ସବାହଙ୍କ ଆମନ୍ତ୍ରଣ କ୍ରମେ ଡିସେମ୍ବର ୨୧ରୁ ୨୨ ତାରିଖ ଯାଏ ଦୁଇ ଦିନିଆ ସରକାରୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥିଲେ । ଏହା ତାଙ୍କର ପ୍ରଥମ କୁଏତ ଗସ୍ତ । ଡିସେମ୍ବର ୨୧ ତାରିଖରେ ଆରମ୍ଭ ହୋଇଥିବା ୨୬ତମ ଆରବିଆନ ଗଲଫ କପ ଉଦଘାଟନୀ ମ୍ୟାଚରେ କୁଏତର ଅମୀରଙ୍କ ସମ୍ମାନିତ ଅତିଥି ଭାବେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗ ଦେଇଥିଲେ ।

କୁଏତ ଅମୀରଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

December 22nd, 05:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଅମୀର ମହାମହିମ ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବାହଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ବୈଠକ ଥିଲା। ବାୟନ ପ୍ୟାଲେସରେ ପହଞ୍ଚିବା ପରେ ଶ୍ରୀ ମୋଦୀଙ୍କୁ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା ଏବଂ କୁଏତର ପ୍ରଧାନମନ୍ତ୍ରୀ ମହାମହିମ ଅହମ୍ମଦ ଅଲ-ଅବଦୁଲ୍ଲା ଅଲ-ଅହମ୍ମଦ ଅଲ-ସବା ତାଙ୍କୁ ସ୍ୱାଗତ କରିଥିଲେ।

କୁୱେତର ମହାମାନ୍ୟ ଅମୀରଙ୍କ ନିମନ୍ତ୍ରଣ କ୍ରମେ ଆରବିଆନ ଗଲଫ୍ କପରେ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

December 21st, 10:24 pm

କୁୱେତର ମହାମାନ୍ୟ ଅମୀର ଶେଖ୍ ମେଶାଲ ଅଲ୍-ଅହମ୍ମଦ ଅଲ୍-ଜାବେର ଅଲ୍-ସବାହଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁୱେତରେ ୨୬ତମ ଆରବିଆନ ଗଲଫ୍ କପର ଉଦଘାଟନୀ ଉତ୍ସବରେ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୁୱେତର ମହାମାନ୍ୟ ଅମୀର, ମହାମାନ୍ୟ ଯୁବରାଜ ଏବଂ ମହାମାନ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମ ଅବସରରେ କୁୱେତର ନେତୃତ୍ୱଙ୍କ ସହ ପ୍ରଧାନମନ୍ତ୍ରୀ ଅନୌପଚାରିକ ଭାବେ ଆଲୋଚନା ମଧ୍ୟ କରିଥିଲେ ।

The relationship between India and Kuwait is one of civilizations, seas and commerce: PM Modi

December 21st, 06:34 pm

PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.

କୁଏତରେ ‘ହାଲା ମୋଦୀ’ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 21st, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଶେଖ ସାଦ ଅଲ ଅବଦୁଲ୍ଲା ଇଣ୍ଡୋର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ 'ହାଲା ମୋଦୀ'ରେ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୁଏତରେ ସମ୍ପ୍ରଦାୟର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ଭାରତୀୟ ନାଗରିକମାନେ ଯୋଗ ଦେଇଥିଲେ।

PM Modi's departure statement ahead of his visit to Kuwait

December 21st, 09:21 am

PM Modi will visit Kuwait on 21-22 December 2024, at the invitation of His Highness Sheikh Meshal Al-Ahmad Al-Jaber Al-Sabah, the Amir of the State of Kuwait. This will be the first visit of an Indian PM to Kuwait in 43 years. During the visit, PM Modi will hold discussions with the leadership of Kuwait. He will also interact with the Indian community in Kuwait.