'ବନ୍ଦେ ମାତରମ୍'ର ଭାବନା ଭାରତର ଅମର ଚେତନା ସହିତ ଜଡିତ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
October 26th, 11:30 am
ଅକ୍ଟୋବର 31 ତାରିଖରେ ସର୍ଦ୍ଦାର ପଟେଲଙ୍କ 150ତମ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଛଠ ପୂଜା ଉତ୍ସବ, ପରିବେଶ ସୁରକ୍ଷା, ଭାରତୀୟ କୁକୁର ପ୍ରଜାତି, ଭାରତୀୟ କଫି, ଆଦିବାସୀ ସମ୍ପ୍ରଦାୟର ନେତା ଏବଂ ସଂସ୍କୃତ ଭାଷାର ଗୁରୁତ୍ୱ ଭଳି ଆକର୍ଷଣୀୟ ବିଷୟ ଉପରେ ମଧ୍ୟ ସେ ମତ ରଖିଛନ୍ତି । ପ୍ରଧାନମନ୍ତ୍ରୀ 'ବନ୍ଦେ ମାତରମ୍' ଗୀତର 150ତମ ବର୍ଷ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।