Bihar doesn't need ‘Katta Sarkar’: PM Modi in Sitamarhi
November 08th, 11:15 am
PM Modi addressed a large and enthusiastic gathering in Sitamarhi, Bihar, seeking blessings at the sacred land of Mata Sita and underlining the deep connection between faith and nation building. Recalling the events of November 8 2019, when he had prayed for a favourable Ayodhya judgment before inauguration duties the next day, he said today he had come to Sitamarhi to seek the people’s blessings for a Viksit Bihar. He reminded voters that this election will decide the future of Bihar’s youth and urged them to vote for progress.Unstoppable wave of support as PM Modi addresses rallies in Sitamarhi and Bettiah, Bihar
November 08th, 11:00 am
PM Modi today addressed large and enthusiastic gatherings in Sitamarhi and Bettiah, Bihar, seeking blessings in the sacred land of Mata Sita and highlighting the deep connection between faith and nation-building. Recalling the events of November 8, 2019, when he had prayed for a favourable Ayodhya verdict before heading for an inauguration the following day, he said he had now come to Sitamarhi to seek the people’s blessings for a Viksit Bihar.ପ୍ରଧାନମନ୍ତ୍ରୀଙ୍କୁ ବ୍ୟୁନସ ଏୟାର୍ସ ସହରର ଚାବି ପ୍ରଦାନ କରାଗଲା
July 06th, 02:42 am
ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀଙ୍କୁ ବ୍ୟୁନସ୍ ଏୟାର୍ସ ନଗର ସରକାରଙ୍କ ମୁଖ୍ୟ ଶ୍ରୀ ଜର୍ଜ ମ୍ୟାକ୍ରି ବ୍ୟୁନସ୍ ଏୟାର୍ସ ସହରର ଚାବି ପ୍ରଦାନ କରିଛନ୍ତି ।ଆର୍ଜଣ୍ଟିନାର ରାଷ୍ଟ୍ରପତି ଜାଭିଏର୍ ମିଲେଇଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 06th, 01:48 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆର୍ଜଣ୍ଟିନାର ରାଷ୍ଟ୍ରପତି ଜାଭିଏର୍ ମିଲେଇଙ୍କୁ ଭେଟିଛନ୍ତି । କାସା ରୋସାଡାରେ ପହଞ୍ଚିବା ପରେ ରାଷ୍ଟ୍ରପତି ମିଲେଇ ତାଙ୍କର ଭବ୍ୟ ସ୍ୱାଗତ କରିଥିଲେ । ଗତ କାଲି ବ୍ୟୁନସ୍ ଏୟାର୍ସରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କର ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କର ଏହି ଗସ୍ତ ବେଶ୍ ଗୁରୁତ୍ୱପୂର୍ଣ୍ଣ । କାରଣ ୫୭ ବର୍ଷର ବ୍ୟବଧାନ ପରେ ଜଣେ ଭରତୀୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆର୍ଜେଣ୍ଟିନାକୁ ଏହା ପ୍ରଥମ ଦ୍ୱିପାକ୍ଷିକ ଗସ୍ତ । ଭାରତ - ଆର୍ଜେଣ୍ଟିନା ସମ୍ପର୍କ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ, କାରଣ ଉଭୟ ଦେଶ କୂଟନୈତିକ ସମ୍ପର୍କ ସ୍ଥାପନର ୭୫ ବର୍ଷ ପାଳନ କରୁଛନ୍ତି । ତାଙ୍କୁ ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ପ୍ରଦାନ କରାଯାଇଥିବା ଭବ୍ୟ ଆତିଥ୍ୟ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ମିଲେଇଙ୍କୁ ଧନ୍ୟବାଦ ଜଣାଇଥିଲେ ।ସାନ ମାର୍ଟିନ ସ୍ମାରକୀରେ ପୁଷ୍ପାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
July 06th, 12:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆର୍ଜେଣ୍ଟିନାର ଜାତିର ପିତା ଜେନେରାଲ ଜୋସେ ଡି ସାନ ମାର୍ଟିନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଆର୍ଜେଣ୍ଟିନାକୁ ତାଙ୍କର ସରକାରୀ ଗସ୍ତ ଆରମ୍ଭ କରିଥିଲେ ।PM Modi arrives in Buenos Aires, Argentina
July 05th, 07:23 am
Prime Minister Narendra Modi arrived in Argentina a short while ago. He will hold bilateral talks with President Milei.ଘାନା, ତ୍ରିନିଦାଦ ଓ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ପୂର୍ବ ବିବୃତ୍ତି
July 02nd, 07:34 am
ରାଷ୍ଟ୍ରପତି ଜନ୍ ଡ୍ରାମାନି ମହାମାଙ୍କ ନିମନ୍ତ୍ରଣରେ, ୨-୩ ଜୁଲାଇରେ ମୁଁ ଘାନା ଗସ୍ତ କରିବି । ଗ୍ଲୋବାଲ୍ ସାଉଥରେ ଘାନା ଏକ ପ୍ରମୁଖ ଅଂଶୀଦାର ଏବଂ ଆଫ୍ରିକୀୟ ସଂଘ ତଥା ପଶ୍ଚିମ ଆଫ୍ରିକୀୟ ଦେଶଗୁଡିକର ଅର୍ଥନୈତିକ ସମ୍ପ୍ରଦାୟରେ ମଧ୍ୟ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଘାନା ସହିତ ଆମର ଐତିହାସିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ନିବେଶ, ଶକ୍ତି, ସ୍ୱାସ୍ଥ୍ୟ, ସୁରକ୍ଷା, କ୍ଷମତା ନିର୍ମାଣ ତଥା ବିକାଶ ସହଭାଗିତା କ୍ଷେତ୍ର ସମେତ ସହଯୋଗର ନୂତନ ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ମୋର ମତ ଆଦାନପ୍ରଦାନ ପାଇଁ ମୁଁ ଅପେକ୍ଷା କରିଛି । ସହଯୋଗୀ ଗଣତାନ୍ତ୍ରିକ ଦେଶ ଭାବରେ, ଘାନାର ସଂସଦରେ ଭାଷଣ ଦେବା ଏକ ସମ୍ମାନର ବିଷୟ ହେବ ।ପ୍ରଧାନମନ୍ତ୍ରୀଙ୍କ ଘାନା, ତ୍ରିନିଦାଦ ଏବଂ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତ (ଜୁଲାଇ ୦୨-୦୯)
June 27th, 10:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୦୨- ୦୩, ୨୦୨୫ରେ ଘାନା ଗସ୍ତରେ ଯିବେ । ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଦ୍ୱିପକ୍ଷୀୟ ଘାନା ଗସ୍ତ । ତିନି ଦଶନ୍ଧି ପରେ ଭାରତର କୌଣସି ପ୍ରଧାନମନ୍ତ୍ରୀ ଘାନା ଗସ୍ତରେ ଯାଉଛନ୍ତି । ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଘାନାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବେ । ଦୃଢ଼ ଦ୍ୱିପାକ୍ଷିକ ସହଯୋଗର ସେ ସମୀକ୍ଷା କରିବା ସହ ଆର୍ଥିକ, ଶକ୍ତି, ପ୍ରତିରକ୍ଷା କ୍ଷେତ୍ରରେ ସମ୍ପର୍କ ଏବଂ ସହଭାଗିତା ସହଯୋଗ ବୃଦ୍ଧିର ସୁଯୋଗ ବାବଦରେ ଆଲୋଚନା କରିବେ । ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବା ଦିଗରେ ଦୁଇ ଦେଶର ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ସହ ଇକୋୱାସ (ଇକୋନୋମିକ କମୁ୍ୟନିଟି ଅଫ ୱେଷ୍ଟ ଆଫ୍ରିକା ଷ୍ଟେଟସ ) ଏବଂ ଆଫ୍ରିକାନ ୟୁନିଅନରେ ଭାରତର ସହଭାଗିତାକୁ ଦୃଢ଼ କରିବ ।ଆର୍ଜେଣ୍ଟିନା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 20th, 08:09 pm
ବ୍ରାଜିଲର ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ ତାରିଖରେ ଆର୍ଜେଣ୍ଟିନାର ରାଷ୍ଟ୍ରପତି ଜାଭିଏର ମିଲେଇଙ୍କୁ ଭେଟିଛନ୍ତି ।ଆର୍ଜେଣ୍ଟିନା ରାଷ୍ଟ୍ରପତି ନିର୍ବାଚନ ଜିତିଥିବା ଜାଭିଅର ମିଲେଇଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 20th, 05:00 pm
ଆର୍ଜେଣ୍ଟିନା ରାଷ୍ଟ୍ରପତି ନିର୍ବାଚନ ଜିତିଥିବା ଜାଭିଅର ମିଲେଇଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଗ୍ଲୋବାଲ ବାୟୋଫୁଏଲ୍ ଆଲାଏନ୍ସ(ଜିବିଏ) ଗଠନ
September 09th, 10:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିଙ୍ଗାପୁର, ବାଂଲାଦେଶ, ଇଟାଲୀ, ଆମେରିକା, ବ୍ରାଜିଲ, ଆର୍ଜେଣ୍ଟିନା, ମରିସସ୍ ଏବଂ ୟୁଏଇ ନେତାମାନଙ୍କ ସହ ନୂଆଦିଲ୍ଲୀରେ ଜି-୨୦ ସମ୍ମିଳନୀ ଅବସରରେ ୨୦୨୩ ସେପ୍ଟେମ୍ବର ୯ରେ ଗ୍ଲୋବାଲ ବାୟୋଫୁଏଲ ଆଲାଏନ୍ସ ବା ବୈଶ୍ୱିକ ଜୈବ ଇନ୍ଧନ ମିଳିତମଞ୍ଚର ଶୁଭାରମ୍ଭ କରିଛନ୍ତି ।ବ୍ରିକ୍ସ ସଂପ୍ରସାରଣ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି
August 24th, 01:32 pm
ସର୍ବ ପ୍ରଥମେ ରାଷ୍ଟ୍ରପତି, ମୋର ମିତ୍ର ରାମାଫୋସାଜିଙ୍କୁ ବ୍ରିକ୍ସ ସମିଟର ସଫଳ ଆୟୋଜନ ପାଇଁ ଅନେକ ଧନ୍ୟବାଦ ଜଣାଉଛି, ତାଙ୍କର ଅଭିନନ୍ଦନ କରୁଛି।ଫିଫା ବିଶ୍ୱକପ ଚାମ୍ପିଅନ୍ସ ହୋଇଥିବା ଆର୍ଜେଣ୍ଟିନାକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
December 18th, 11:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫିଫା ବିଶ୍ୱକପ ଚାମ୍ପିୟନ୍ସ ହୋଇଥିବା ଆର୍ଜେଣ୍ଟିନାକୁ ଶୁଭେଚ୍ଛା ଜଣାଇଛନ୍ତି । ଫିଫା ବିଶ୍ୱକପରେ ଦମଦାର ପ୍ରଦର୍ଶନ ପାଇଁ ଶ୍ରୀ ମୋଦୀ ଫ୍ରାନ୍ସକୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।ଜି -୭ ଶିଖର ସମ୍ମିଳନୀ ଅବସରରେ ଆର୍ଜେଣ୍ଟିନାର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
June 27th, 09:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬ ଜୁନ୍ ୨୦୨୨ରେ ମୁନିଚ ଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଆର୍ଜେଣ୍ଟିନାର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଆଲବର୍ଟୋ ଫର୍ଣ୍ଣାଡେଜ୍ଙ୍କୁ ଭେଟିଛନ୍ତି ।ଆର୍ଜେଣ୍ଟିନା ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ଅଲବେର୍ଟୋ ଫର୍ଣ୍ଣାଣ୍ଡିଜଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 30th, 08:36 pm
ଆର୍ଜେଣ୍ଟିନା ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଥିବା ଅଲବେର୍ଟୋ ଫର୍ଣ୍ଣାଣ୍ଡିଜଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।"ଆର୍ଜେଣ୍ଟିନାର ବୁଏନ୍ସ ଏୟାର୍ସଠାରେ ଜି-20 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବୈଠକ "
December 01st, 07:56 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆର୍ଜେଣ୍ଟିନାର ବୁଏନ୍ସ ଏୟାର୍ସଠାରେ ଜି-20 ଶିଖର ସମ୍ମିଳନୀ ଅବସରରେ ଅନେକ ବିଶ୍ୱ ନେତାମାନଙ୍କ ସହିତ ଫଳପ୍ରଦ ଆଲୋଚନା କରିଛନ୍ତି ।"ପ୍ରଧାନମନ୍ତ୍ରୀ ମୋଦୀ ଆର୍ଜେଣ୍ଟିନା ରାଷ୍ଟ୍ରପତି ମୌରିସିଓ ମାରସିଙ୍କ ସହିତ ସାକ୍ଷାତ କରିଛନ୍ତି "
December 01st, 05:48 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆର୍ଜେଣ୍ଟିନା ରାଷ୍ଟ୍ରପତି ମୌରିସିଓ ମାରସିଙ୍କ ସହିତ ସାକ୍ଷାତ କରିଛନ୍ତି । ଉଭୟ ନେତା ଭାରତ-ଆର୍ଜେଣ୍ଟିନା ସମ୍ପର୍କକୁ ଆଗକୁ ବଢ଼ାଇବାର ଉପାୟ ଉପରେ ବ୍ୟାପକ ଭାବେ ଆଲୋଚନା କରିଛନ୍ତି ।ପଳାତକ ଅର୍ଥନୈତିକ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ସମ୍ପତ୍ତି ଉଦ୍ଧାର ଲାଗି ଜି-20କୁ ଭାରତ ପକ୍ଷରୁ ନଅ ସୂତ୍ରୀ ଏଜେଣ୍ଡାରେ ପରାମର୍ଶ
November 30th, 11:55 pm
ପଳାତକ ଅର୍ଥନୈତିକ ଅପରାଧର ପ୍ରଭାବୀ ଏବଂ ବିସ୍ତୃତ ମୁକାବିଲା ଲାଗି ଜି-20 ରାଷ୍ଟ୍ରଗୁଡ଼ିକ ମଧ୍ୟରେ ଦୃଢ଼ ଏବଂ ସକ୍ରିୟ ସହଯୋଗ ।ରୁଷ-ଭାରତ-ଚୀନ ତ୍ରିପକ୍ଷୀୟ ବୈଠକ
November 30th, 11:50 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରୁଷ ସଂଘର ରାଷ୍ଟ୍ରପତି ଭ୍ଲାଦିମିର ଭି ପୁଟିନ ଏବଂ ଚୀନ ସାଧାରଣତନ୍ତ୍ରର ରାଷ୍ଟ୍ରପତି ସି ଜିନପିଙ୍ଗ ଆଜି ବୁଏନ୍ସ ଏୟାର୍ସରେ ଏକ ତ୍ରିପାକ୍ଷିକ ବୈଠକରେ ଯୋଗ ଦେଇଥିଲେ ।"ପ୍ରଧାନମନ୍ତ୍ରୀ ମୋଦୀ ଆର୍ଜେଣ୍ଟିନାରେ ଆମେରିକୀୟ ଏବଂ ଜାପାନୀ ରାଷ୍ଟ୍ରପତିଙ୍କ ସହିତ ତ୍ରିପାକ୍ଷିକ ବୈଠକରେ ଯୋଗଦେଇଛନ୍ତି "
November 30th, 11:50 pm
ଆର୍ଜେଣ୍ଟିନାର ବୁଏନସ୍ ଏୟାର୍ସଠାରେ ହେଉଥିବା ଜି-20 ଶିଖର ସମ୍ମିଳନୀରେ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ,ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେଙ୍କ ମଧ୍ୟରେ 'ଜେଏଆଇ' (ଜାପାନ ,ଆମେରିକା ,ଭାରତ ) ତ୍ରିପାକ୍ଷିକ ବୈଠକ ହୋଇଛି ।