Prime Minister pays tribute to Netaji Subhas Chandra Bose on Parakram Diwas
January 23rd, 08:30 am
PM Modi paid tribute to Netaji Subhas Chandra Bose on his birth anniversary, observed as Parakram Diwas. He recalled Netaji’s indomitable courage, unwavering resolve and unparalleled contribution to the nation, noting that his fearless leadership and deep patriotism continue to inspire generations. The PM also highlighted the initiatives he undertook as Gujarat CM and as PM to honour Netaji’s enduring legacy.ଡୋଡା ଦୁର୍ଘଟଣାରେ ପ୍ରାଣ ହରାଇଥିବା ସେନା ଯବାନଙ୍କ ପ୍ରତି ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
January 22nd, 08:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡୋଡାରେ ଘଟିଥିବା ଦୁଃଖଦ ଘଟଣାରେ ବୀର ସେନା ଯବାନଙ୍କ ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି।କାରଗିଲ ବିଜୟ ଦିବସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
July 26th, 08:46 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାରଗିଲ ବିଜୟ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । “ଏହି ଅବସର ସେହି ବୀର ସନ୍ତାନମାନଙ୍କ ଅଦ୍ୱିତୀୟ ବୀରତ୍ୱ ଓ ସାହସ କଥା ସ୍ମରଣ କରାଇ ଦେଉଛି, ଯେଉଁମାନେ କି ଦେଶର ଗୌରବର ସୁରକ୍ଷା ପାଇଁ ସେମାନଙ୍କ ବଳିଦାନ ଦେଇଥିଲେ ।”Prime Minister condoles demise of army veteran, Hav Baldev Singh (Retd)
January 08th, 10:45 pm
The Prime Minister, Shri Narendra Modi has condoled the demise of army veteran, Hav Baldev Singh (Retd) and said that his monumental service to India will be remembered for years to come. A true epitome of courage and grit, his unwavering dedication to the nation will inspire future generations, Shri Modi further added.INDI alliance has ruined both industry and agriculture in Punjab: PM Modi in Hoshiarpur, Punjab
May 30th, 11:53 am
Prime Minister Narendra Modi concluded his 2024 election campaign with a spirited public rally in Hoshiarpur, Punjab, paying homage to the sacred land of Guru Ravidas Ji and emphasizing his government's commitment to development and heritage preservation.PM Modi addresses a public meeting in Hoshiarpur, Punjab
May 30th, 11:14 am
Prime Minister Narendra Modi concluded his 2024 election campaign with a spirited public rally in Hoshiarpur, Punjab, paying homage to the sacred land of Guru Ravidas Ji and emphasizing his government's commitment to development and heritage preservation.Congress, with its Emergency-era mentality, has lost faith in democracy: PM Modi in Rudrapur
April 02nd, 12:30 pm
Ahead of the Lok Sabha election 2024, Prime Minister Narendra Modi spoke to a large audience in Rudrapur, Uttarakhand today. Beginning his speech, PM Modi remarked, This marks my inaugural electoral rally in the 'Devbhumi,' Uttarakhand. Moreover, this rally unfolds in an area frequently labeled as Mini India. You all have come here to bless us in such large numbers. We are deeply grateful to all of you.PM Modi delivers a powerful speech at a public meeting in Rudrapur, Uttarakhand
April 02nd, 12:00 pm
Ahead of the Lok Sabha election 2024, Prime Minister Narendra Modi spoke to a large audience in Rudrapur, Uttarakhand today. Beginning his speech, PM Modi remarked, This marks my inaugural electoral rally in the 'Devbhumi,' Uttarakhand. Moreover, this rally unfolds in an area frequently labeled as Mini India. You all have come here to bless us in such large numbers. We are deeply grateful to all of you.ମାର୍ଚ୍ଚ ୧୨ରେ ଗୁଜରାଟ ଓ ରାଜସ୍ଥାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 10th, 05:24 pm
ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୧୨ ରେ ଗୁଜରାଟ ଏବଂ ରାଜସ୍ଥାନ ଗସ୍ତ କରିବେ । ସକାଳ ପ୍ରାୟ ୯ଟା ୧୫ ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ ଠାରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ଏବଂ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ । ଏହା ପରେ , ପୂର୍ବାହ୍ନ ପ୍ରାୟ ୧୦ଟାରେ ପ୍ରଧାନମନ୍ତ୍ରୀ ସାବରମତୀ ଆଶ୍ରମ ପରିଦର୍ଶନ କରିବେ , ଯେଉଁଠାରେ ସେ କୋଚରବ ଆଶ୍ରମର ଉଦଘାଟନ କରିବେ ଏବଂ ଗାନ୍ଧୀ ଆଶ୍ରମ ସ୍ମାରକୀର ମାଷ୍ଟର ପ୍ଲାନର ଶୁଭାରମ୍ଭ କରିବେ । ଏହାପରେ ରାତି ପ୍ରାୟ ୧ଟା ୪୫ମିନିଟରେ ପ୍ରଧାନମନ୍ତ୍ରୀ ରାଜସ୍ଥାନର ପୋଖରାନ ଠାରେ ତ୍ରିସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ 'ଭାରତ ଶକ୍ତି'କୁ ଦେଖିବେ ।ଉତ୍ତରାଖଣ୍ଡର ପାର୍ବତୀ କୁଣ୍ଡ ଓ ଗୁଞ୍ଜିଠାରେ ସେନା, ବିଆରଓ ଏବଂ ଆଇଟିବିପିର ଉତ୍ସର୍ଗୀକୃତ କର୍ମଚାରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
October 12th, 03:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ପାର୍ବତୀ କୁଣ୍ଡ ଓ ଗୁଞ୍ଜିଠାରେ ସେନା, ବିଆରଓ ଏବଂ ଆଇଟିବିପିର ଉତ୍ସର୍ଗୀକୃତ ଅଧିକାରୀଙ୍କୁ ଭେଟି କଥା ହୋଇଛନ୍ତି । ସେମାନଙ୍କ ଭାବନା ଏବଂ ସମର୍ପଣ ପୂରା ଦେଶକୁ ପ୍ରେରିତ କରୁଥିବା ଶ୍ରୀ ମୋଦୀ କହିଛନ୍ତି ।If the world praises India it's because of your vote which elected a majority government in the Centre: PM Modi in Mudbidri
May 03rd, 11:01 am
Continuing his election campaigning spree, Prime Minister Narendra Modi today addressed a mega public meeting in Karnataka’s Mudbidri. May 10th, the day of the polls, is fast approaching. The BJP is determined to make Karnataka the top state and BJP's resolve is to make Karnataka a manufacturing super power. This is our roadmap for the coming years,” stated PM Modi.PM Modi addresses public meetings in Karnataka’s Mudbidri, Ankola and Bailhongal
May 03rd, 11:00 am
Continuing his election campaigning spree, Prime Minister Narendra Modi today addressed a mega public meeting in Karnataka’s Mudbidri. May 10th, the day of the polls, is fast approaching. The BJP is determined to make Karnataka the top state and BJP's resolve is to make Karnataka a manufacturing super power. This is our roadmap for the coming years,” stated PM Modi.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'
April 30th, 11:31 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ହେଉଛି ‘ମନ୍ କି ବାତ୍’ର ୧୦୦ତମ ଅଧ୍ୟାୟ । ମୋତେ ଆପଣମାନଙ୍କର ହଜାର ହଜାର ଚିଠି ମିଳିଛି, ଲକ୍ଷ ଲକ୍ଷ ବାର୍ତ୍ତା ମିଳିଛି ଆଉ ମୁଁ ଚେଷ୍ଟା କରିଛି ଅଧିକରୁ ଅଧିକ ଚିଠି ପଢ଼ିବାକୁ, ଦେଖିବାକୁ ଆଉ ବାର୍ତ୍ତା ଗୁଡ଼ିକୁ ବୁଝିବାକୁ । ଆପଣମାନଙ୍କ ଚିଠି ପଢ଼ୁ ପଢ଼ୁ ଅନେକଥର ମୁଁ ଭାବବିହ୍ୱଳ ହୋଇପଡ଼ିଛି, ମନ ଭାବାବେଗରେ ଭରିଯାଇଛି, ଭାବନାର ସ୍ରୋତରେ ବହିଯାଇଛି ଆଉ ପୁଣି ନିଜକୁ ସମ୍ଭାଳିଛି । ଆପଣମାନେ ‘ମନ୍ କି ବାତ୍’ର ୧୦୦ତମ ଅଧ୍ୟାୟ ପାଇଁ ମୋତେ ଅଭିନନ୍ଦନ ଜଣାଇଛନ୍ତି କିନ୍ତୁ ଆନ୍ତରିକତାର ସହ କହୁଛି ଯେ, ପ୍ରକୃତରେ ଅଭିନନ୍ଦନର ପାତ୍ର ହେଉଛନ୍ତି ଆପଣ ସମସ୍ତ ‘ମନ୍ କି ବାତ୍’ର ଶ୍ରୋତାଗଣ, ଆମର ଦେଶବାସୀଗଣ । ‘ମନ୍ କି ବାତ୍’ ହେଉଛି କୋଟି କୋଟି ଭାରତୀୟମାନଙ୍କ ମନର କଥା, ସେମାନଙ୍କ ଭାବନାର ପରିପ୍ରକାଶ ।ଫେବ୍ରୁଆରୀ ୬ ତାରିଖ ଦିନ ପ୍ରଧାନମନ୍ତ୍ରୀଙ୍କ କର୍ଣ୍ଣାଟକ ଗସ୍ତ
February 04th, 12:13 pm
ଫେବ୍ରୁଆରୀ ୬, ୨୦୨୩ ଦିନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକ ଗସ୍ତ କରିବେ । ପ୍ରାୟ ପୂର୍ବାହ୍ନ ସାଢ଼େ ଏଗାରଟା ବେଳେ, ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁ ଠାରେ ଭାରତ ଶକ୍ତ ସପ୍ତାହ-୨୦୨୩ ଉଦଘାଟନ କରିବେ । ତା’ପରେ ଅପରାହ୍ନ ପ୍ରାୟ ସାଢ଼େ ତିନିଟା ବେଳେ ସେ ଟୁମକୁରୁ ଠାରେ ହାଲ ହେଲିକପ୍ଟର କାରଖାନାକୁ ଜାତି ଉଦେଶ୍ୟରେ ଉତ୍ସର୍ଗ କରିବା ସହ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ କରିବେ ।ସିକିମ ଠାରେ ସଡକ ଦୁର୍ଘଟଣାରେ ମୃତ ସେନା କର୍ମଚାରୀଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
December 23rd, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକିମ ଠାରେ ସଡକ ଦୁର୍ଘଟଣା ଯୋଗୁଁ ସେନା କର୍ମଚାରୀଙ୍କ ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତମାନଙ୍କ ଦ୍ରୁତ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ।କାରଗିଲରେ ଆମ ବୀର ସୈନିକମାନଙ୍କ ସହ ଦୀପାବଳି ପାଳିବେ ପ୍ରଧାନମନ୍ତ୍ରୀ
October 24th, 09:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆମ ବୀର ସୈନିକମାନଙ୍କ ସହ ଦୀପାବଳି ପାଳନ କରିବା ପାଇଁ କାରଗିଲ ଠାରେ ପହଞ୍ଚିଛନ୍ତି ।Start-ups are reflecting the spirit of New India: PM Modi during Mann Ki Baat
May 29th, 11:30 am
During Mann Ki Baat, Prime Minister Narendra Modi expressed his joy over India creating 100 unicorns. PM Modi said that start-ups were reflecting the spirit of New India and he applauded the mentors who had dedicated themselves to promote start-ups. PM Modi also shared thoughts on Yoga Day, his recent Japan visit and cleanliness.Focus of Budget is on providing basic necessities to poor, middle class, youth: PM Modi
February 02nd, 11:01 am
Prime Minister Narendra Modi today addressed a conclave on Aatmanirbhar Arthvyavastha organized by the Bharatiya Janata Party. Addressing the gathering virtually, PM Modi said, “There is a possibility of a new world order post-COVID pandemic. Today, the world's perspective of looking at India has changed a lot. Now, the world wants to see a stronger India. With the world's changed perspective towards India, it is imperative for us to take the country forward at a rapid pace by strengthening our economy.”PM Modi addresses at Aatmanirbhar Arthvyavastha programme via Video Conference
February 02nd, 11:00 am
Prime Minister Narendra Modi today addressed a conclave on Aatmanirbhar Arthvyavastha organized by the Bharatiya Janata Party. Addressing the gathering virtually, PM Modi said, “There is a possibility of a new world order post-COVID pandemic. Today, the world's perspective of looking at India has changed a lot. Now, the world wants to see a stronger India. With the world's changed perspective towards India, it is imperative for us to take the country forward at a rapid pace by strengthening our economy.”ବିଭିନ୍ନ କ୍ଷେତ୍ରର ଷ୍ଟାର୍ଟ ଅପ୍ଗୁଡିକ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ ଅବସରରେ ସମ୍ବୋଧନ
January 15th, 04:31 pm
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ପୀୟୁଷ ଗୋୟଲ ଜୀ, ମନସୁଖ ମାଣ୍ଡବ୍ୟ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ସର୍ବାନନ୍ଦ ସୋନୱାଲ ଜୀ, ପୁରୁଷୋତମ ରୁପାଲା ଜୀ, ଜି. କିଶନ୍ ରେଡ୍ଡୀ ଜୀ, ପଶୁପତି କୁମାର ପାରସ ଜୀ, ଜିତେନ୍ଦ୍ର ସିଂହ ଜୀ, ସୋମ ପ୍ରକାଶ ଜୀ, ସମଗ୍ର ଦେଶରୁ ସାମିଲ ହୋଇଥିବା ଷ୍ଟାର୍ଟ ଅପ ଦୁନିଆର ସମସ୍ତ ବିଶିଷ୍ଟ ବ୍ୟକ୍ତି, ଆମର ଯୁବା ସାଥୀ, ଅନ୍ୟ ମହାନୁଭବ ଏବଂ ଭାଇ ଓ ଭଉଣୀମାନେ,