ଗୋଆର ଅର୍ପୋରା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
December 07th, 07:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆର ଅର୍ପୋରା ଠାରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।