ଗୁଜୁରାଟର ନବସାରୀରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

September 08th, 02:45 pm

ପ୍ରଧାନମନ୍ତ୍ରୀ ମୋଦୀ ଗୁଜୁରାଟର ନାଭସାରୀ ଠାରେ ଏକ ସମାବେଶକୁ ସମ୍ବୋଧିତ କରି ଏହି ଅଞ୍ଚଳ ସହିତ ତାଙ୍କର ଦୀର୍ଘ ଦିନର ସମ୍ପର୍କକୁ ମନେ ପକାଇବା ସହ ସେବା ଏବଂ ଜନସାଧାରଣଙ୍କ ଅଂଶଗ୍ରହଣକୁ ପ୍ରଶଂସା କରିଥିଲେ ।

The Dedicated Freight Corridor is the lifeline of a rapidly developing India: PM Modi in Vadodara, Gujarat

September 08th, 12:30 pm

Addressing the ‘Namo for Viksit Bharat’ programme in Vadodara, PM Modi announced further momentum in the journey towards a Viksit Bharat. From completing the 2,800+ km Dedicated Freight Corridor and strengthening logistics to advancing manufacturing, renewable energy, skills and AI readiness, these projects will give fresh momentum to Gujarat’s and India’s development journey.

ଗୁଜରାଟର ଭଦୋଦରାଠାରେ ₹୩୫,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 08th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଭଦୋଦରାଠାରେ ୩୫,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍‌ଘାଟନ ଓ ଜାତି ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି। ସମ୍ମାନିତ ଅତିଥିମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ଏହି ଐତିହାସିକ ଅବସରରେ ପ୍ରତ୍ୟକ୍ଷ ଭାବେ ଏବଂ ଅନଲାଇନ୍ ମାଧ୍ୟମରେ ଯୋଡ଼ି ହୋଇଥିବା ନାଗରିକମାନଙ୍କୁ ସେ ସ୍ୱାଗତ କରିଥିଲେ। “ମୁଁ ଗୁଜରାଟର ମୋର ଭାଇ ଓ ଭଉଣୀମାନଙ୍କୁ ସ୍ୱାଗତ ଜଣାଉଛି” ବୋଲି ଶ୍ରୀ ମୋଦୀ କହିଥିଲେ।

ସେପ୍ଟେମ୍ବର ୮ରେ ଗୁଜରାଟ ଏବଂ ମହାରାଷ୍ଟ୍ର ଗସ୍ତ କରିବେ ପ୍ରଧାନମନ୍ତ୍ରୀ

September 07th, 11:51 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୮ ସେପ୍ଟେମ୍ବର ୨୦୨୬ରେ ଗୁଜରାଟ ଏବଂ ମହାରାଷ୍ଟ୍ର ଗସ୍ତ କରିବେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ, ପ୍ରଧାନମନ୍ତ୍ରୀ ଭଦୋଦରାରେ ୩୫,୦୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ। ଏହି ଅବସରରେ ସେ ଜନସଭାକୁ ମଧ୍ୟ ସମ୍ବୋଧିତ କରିବେ।

ପ୍ୟାରିସରେ ସ୍ୱାମୀନାରାୟଣ ହିନ୍ଦୁ ମନ୍ଦିର ଉଦଘାଟନ ଅବସରରେ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 06th, 10:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସ୍‌ରେ ବିଏପିଏସ୍ ସ୍ୱାମୀନାରାୟଣ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ ଅବସରରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମକୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମେମ୍ବାଧିତ କରିଥିଲେ । ଫ୍ରାନ୍ସର ରାଜଧାନୀରେ ଅନୁଷ୍ଠିତ ହେଉଥିବା ଏହି ଭବ୍ୟ ଉଦ୍‌ଘାଟନୀ ଉତ୍ସବ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଘଟଣାକୁ ଦ୍ୱିପାକ୍ଷିକ ସମ୍ପର୍କର ଏକ ମୂଳଦୁଆ ବୋଲି ବର୍ଣ୍ଣନା କରିଥିଲେ । ଶ୍ରୀ ମୋଦୀ କହିଥିଲେ, “ଏହି ଭବ୍ୟ ସ୍ୱାମୀନାରାୟଣ ମନ୍ଦିର ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ସାଂସ୍କୃତିକ ସମ୍ପର୍କ କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ଅଟେ ।”

ପ୍ୟାରିସରେ ବିଏପିଏସ୍ ସ୍ୱାମୀନାରାୟଣ ହିନ୍ଦୁ ମନ୍ଦିର ଉଦ୍‌ଘାଟନ ଅବସରରେ ସମାବେଶକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

September 06th, 10:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସ୍‌ରେ ବିଏପିଏସ୍ ସ୍ୱାମୀନାରାୟଣ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ ଅବସରରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମକୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମେମ୍ବାଧିତ କରିଥିଲେ । ଫ୍ରାନ୍ସର ରାଜଧାନୀରେ ଅନୁଷ୍ଠିତ ହେଉଥିବା ଏହି ଭବ୍ୟ ଉଦ୍‌ଘାଟନୀ ଉତ୍ସବ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଘଟଣାକୁ ଦ୍ୱିପାକ୍ଷିକ ସମ୍ପର୍କର ଏକ ମୂଳଦୁଆ ବୋଲି ବର୍ଣ୍ଣନା କରିଥିଲେ । ଶ୍ରୀ ମୋଦୀ କହିଥିଲେ, “ଏହି ଭବ୍ୟ ସ୍ୱାମୀନାରାୟଣ ମନ୍ଦିର ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ସାଂସ୍କୃତିକ ସମ୍ପର୍କ କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ଅଟେ ।”

Over its 100-year journey, SRCC has shaped generations and connected them with a bright future: PM Modi

September 05th, 07:30 pm

At the centenary celebrations of Shri Ram College of Commerce (SRCC), PM Modi reflected on India’s journey from policy paralysis to policy dynamism, highlighting economic growth, financial inclusion, Make in India and rising opportunities for youth. He also shared an ambitious vision for a Viksit and Aatmanirbhar Bharat driven by the strength and resolve of 140 crore Indians.

ଶ୍ରୀ ରାମ କଲେଜ ଅଫ୍ କମର୍ସର ଶତବାର୍ଷିକୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ

September 05th, 07:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ରାମ କଲେଜ ଅଫ୍ କମର୍ସ (ଏସ୍. ଆର୍. ସି. ସି.) ର ଶତବାର୍ଷିକୀ ଉତ୍ସବରେ ଅଂଶଗ୍ରହଣ କରିଥିଲେ। ସମାବେଶକୁ ସମ୍ବୋଧିତ କରି ସେ ଉଲ୍ଲେଖ କରିଥିଲେ ଯେ ଏହି ଅବସର ଉଭୟ କଲେଜ ଏବଂ ଦେଶର ଶିକ୍ଷା କ୍ଷେତ୍ର ପାଇଁ ଐତିହାସିକ କାରଣ ଅନେକ ପିଢ଼ି ଏକାଠି ହୋଇଛନ୍ତି। ମୁଁ ପ୍ରତିଷ୍ଠାତା ଶ୍ରୀ ରାମ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ଏବଂ ତାଙ୍କ ଦୂରଦୃଷ୍ଟିକୁ ପ୍ରଣାମ କରୁଛି, ବୋଲି ଶ୍ରୀ ମୋଦୀ ମନ୍ତବ୍ୟ ଦେଇଛନ୍ତି।

ଜଳ ଉପରେ ଜାତୀୟ ବିଭାଗୀୟ ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

September 02nd, 09:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜଳ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଦୁଇ ଦିନିଆ ଜାତୀୟ ଜଳ ସମ୍ବନ୍ଧୀୟ ବିଭାଗୀୟ ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ଅଧ୍ୟକ୍ଷତା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଜବେକିସ୍ତାନ ଗସ୍ତ ଅବସରରେ ମିଳିତ ବିବୃତି

August 30th, 05:56 pm

ଉଜବେକିସ୍ତାନ ରାଷ୍ଟ୍ରପତି ମହାମହିମ ଶ୍ରୀ ଶୌକତ ମିର୍ଜିୟୋୟେଭଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ଓ ୩୦ ଅଗଷ୍ଟ ୨୦୨୬ରେ ଉଜବେକିସ୍ତାନକୁ ସରକାରୀ ଗସ୍ତରେ ଯାଇଥିଲେ।

ଉଜବେକିସ୍ତାନ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତିରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

August 30th, 01:30 pm

ଉଜବେକିସ୍ତାନ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତିରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୩ତମ ପ୍ରଗତି ବୈଠକ ଅନୁଷ୍ଠିତ

August 25th, 09:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସେବା ତୀର୍ଥରେ ଆଇସିଟି-ସକ୍ଷମ, ସକ୍ରିୟ ପ୍ରଶାସନ ଏବଂ ସମୟୋଚିତ କାର୍ଯ୍ୟକାରିତା ପାଇଁ ବହୁମୁଖୀ ପ୍ଲାଟଫର୍ମ ପ୍ରଗତିର ୫୩ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।

IFS Officer Trainees of 2025 Batch call on PM Modi

August 24th, 07:13 pm

During the interaction with the Officer Trainees of the 2025 Batch of IFS, PM Modi called upon them to build strong grassroots-level engagement in their countries of posting and deepen India’s connection with local communities. He also emphasised the importance of strengthening the digital presence of Indian Missions and urged the Officer Trainees to work towards making India a more attractive global tourism destination.

ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 21st, 09:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।

‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

August 21st, 08:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 20th, 09:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ୭, ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ଆବାସରେ ଭାରତ ସରକାରଙ୍କ ସଚିବମାନଙ୍କ ସହିତ ତୃତୀୟ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଛନ୍ତି । ସେ ଭିତ୍ତିଭୂମି ଓ ଯୋଗାଯୋଗ, ସୁରକ୍ଷା ଓ ବୈଦେଶିକ ବ୍ୟାପାର ଏବଂ ଶାସନ ସହ ଜଡିତ ମନ୍ତ୍ରଣାଳୟ ଓ ବିଭାଗଗୁଡ଼ିକର ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି ।

୮୦ତମ ସ୍ୱାଧୀନତା ଦିବସ ଅବସରରେ ଲାଲ କିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

August 15th, 04:44 pm

୮୦ତମ ସ୍ୱାଧୀନତା ଦିବସ ଅବସରରେ ଲାଲ କିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ପରିବର୍ତ୍ତନର ୧୨ ବର୍ଷ: ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ପ୍ରଗତିକୁ ଉଲ୍ଲେଖ କଲେ ପ୍ରଧାନମନ୍ତ୍ରୀ

August 15th, 01:18 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସ୍ୱାଧୀନତା ଦିବସ ଅଭିଭାଷଣରେ ଗତ ୧୨ ବର୍ଷ ମଧ୍ୟରେ ଭାରତର ପରିବର୍ତ୍ତନ ଉପରେ ଆଲୋକପାତ କରିଥିଲେ। ଏହା ସହିତ ଉତ୍ପାଦନ, ଡିଜିଟାଲ୍ ଭିତ୍ତିଭୂମି, ମୌଳିକ ସୁବିଧା, ଶକ୍ତି ସୁରକ୍ଷା, ଯୁବ ସଶକ୍ତିକରଣ, ନବସୃଜନ, ସାମାଜିକ ସୁରକ୍ଷା ଏବଂ ଅନ୍ୟାନ୍ୟ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ହୋଇଥିବା ପ୍ରଗତିର ରୂପରେଖ ପ୍ରସ୍ତୁତ କରିଥିଲେ।

ଗୋଟିଏ ବର୍ଷରେ ୧ କୋଟି ଯୁବକଯୁବତୀଙ୍କ ପାଇଁ ଏଆଇ ଦକ୍ଷତା ତାଲିମ ଘୋଷଣା କଲେ ପ୍ରଧାନମନ୍ତ୍ରୀ

August 15th, 01:01 pm

୮୦ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃତ୍ରିମ ବୁଦ୍ଧିମତ୍ତା, ଶିକ୍ଷା, କ୍ରୀଡା, ନାଗରିକ ପ୍ରତିରକ୍ଷା, ସେମିକଣ୍ଡକ୍ଟର ଉତ୍ପାଦନ, ପରମାଣୁ ଶକ୍ତି ଏବଂ ମହିଳା ନେତୃତ୍ୱାଧୀନ ବିକାଶକୁ ନେଇ ଅନେକ ପଦକ୍ଷେପ ଏବଂ ଲକ୍ଷ୍ୟ ଘୋଷଣା କରିଥିଲେ।

୮୦ତମ ସ୍ବାଧୀନତା ଦିବସ ଅଭିଭାଷଣରେ ‘ବିକଶିତ ଭାରତ’ ଦିଗରେ ନୂଆ ଉଚ୍ଚତା ଛୁଇଁବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ

August 15th, 12:51 pm

ଲାଲ୍‌କିଲ୍ଲା ଉପରୁ ନିଜର ୮୦ତମ ସ୍ବାଧୀନତା ଦିବସ ଅଭିଭାଷଣରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୪୭ ସୁଦ୍ଧା 'ବିକଶିତ ଭାରତ' ଗଠନର ଯାତ୍ରାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଏକ ଦୃଢ଼ ଆହ୍ବାନ ଦେଇଛନ୍ତି। ଦେଶର କାର୍ଯ୍ୟସଂସ୍କୃତି, ଚିନ୍ତାଧାରା ଏବଂ ଲକ୍ଷ୍ୟର ପରିସରରେ ପରିବର୍ତ୍ତନ ଆଣିବାକୁ ଆହ୍ବାନ ଦେଇ ପ୍ରଧାନମନ୍ତ୍ରୀ ନାଗରିକ, ସରକାର, ଉଦ୍ୟୋଗ ଜଗତ, କୃଷକ, ଯୁବବର୍ଗ ଏବଂ ସମାଜର ଅନ୍ୟାନ୍ୟ ବର୍ଗର ମିଳିତ ପ୍ରୟାସର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି।