Harivansh Ji plays a key role in instilling confidence that the country can make a significant leap forward: PM Modi in the Rajya Sabha
April 17th, 11:10 am
Addressing the Rajya Sabha, PM Modi extended heartfelt congratulations to Shri Harivansh on his election as Dy Chairman of the House. Lauding Harivansh Ji’s remarkable contributions to journalism, the PM said that new Members of Parliament from both Houses could learn immensely from his insights. The PM also highlighted the significant work done by Harivansh Ji across various sectors.ରାଜ୍ୟସଭାରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
April 17th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଲଗାତାର ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀ ହରିବଂଶଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହି ଐତିହାସିକ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହା ଶ୍ରୀ ହରିବଂଶଙ୍କ ପ୍ରତି ସଦନର ଗଭୀର ବିଶ୍ୱାସ ଏବଂ ଏହି ଅନୁଷ୍ଠାନକୁ ସେ ଆଣିଥିବା ମୂଲ୍ୟବାନ ଅଭିଜ୍ଞତାକୁ ପ୍ରତିଫଳିତ କରିଥାଏ । କ୍ରମାଗତ ତୃତୀୟ ଥର ପାଇଁ ନିର୍ବାଚିତ ହେବା ତାଙ୍କର ଅଭିଜ୍ଞତା, ସମାବେଶୀ ଆଭିମୁଖ୍ୟ ଏବଂ ମର୍ଯ୍ୟାଦାପୂର୍ଣ୍ଣ କାର୍ଯ୍ୟଶୈଳୀ ଉପରେ ସଦନର ଅନୁମୋଦନ ବୋଲି ଶ୍ରୀ ମୋଦୀ କହିଥିଲେ ।ଚନ୍ଦ୍ରଯାନ ୩ ଅଭିଯାନର ସଫଳତା ଉପରେ ଟିମ ଇସ୍ରୋକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 26th, 08:15 am
ଆପଣ ସମସ୍ତଙ୍କ ଗହଣରେ ଆସି ଆଜି ଏକ ଭିନ୍ନ ପ୍ରକାରର ଆନନ୍ଦ ଅନୁଭବ କରୁଛି । ବୋଧହୁଏ, ଏଭଳି ଖୁସି ବହୁତ ବିରଳ ଘଟଣାରେ ହିଁ ମିଳିଥାଏ, ଯେତେବେଳେ ଦେହ ମନ ଖ୍ୁସିରେ ଭରିଯାଇଥାଏ ଏବଂ ବ୍ୟକ୍ତିର ଜୀବନରେ ଅନେକଥର ଏଭଳି ଘଟଣା ଘଟିଥାଏ କି ତାହା ଉପରେ ଉତ୍କଣ୍ଠାର ମାତ୍ରା ଅଧିକ ହୋଇଯାଏ । ଏଥର ମୋ ସାଥିରେ ମଧ୍ୟ ଏହିଭଳି ହିଁ ହୋଇଛି, ଏତେ ଉତ୍କଣ୍ଠା । ମୁଁ ଦକ୍ଷିଣ ଆଫ୍ରିକାରେ ଥିଲି । ପୁଣି ଗ୍ରୀସ୍ର କାର୍ଯ୍ୟକ୍ରମ ଥିଲା । ତେଣୁ ସେଠାକୁ ଚାଲିଗଲି । କିନ୍ତୁ ମୋ ମନ ସମ୍ପୁର୍ଣ୍ଣ ରୂପେ ଆପଣଙ୍କ ସହ ଯୋଡି ହୋଇ ରହିଥିଲା । କିନ୍ତୁ ବେଳେ ବେଳେ ମତେ ଅନୁଭବ ହୁଏ ଯେ ମୁଁ ଆପଣମାନଙ୍କ ସହିତ ଅନ୍ୟାୟ କରି ଦେଉଛି । ଉତ୍କଣ୍ଠା ମୋର କିନ୍ତୁ କଷ୍ଟ ଆପଣଙ୍କର । ଏତେ ସକାଳୁ ସକାଳୁ ଆପଣ ସମସ୍ତଙ୍କୁ ଏବଂ ଏହି ସମୟରେ ବାସ୍ ମନ ଚାହୁଁଥିଲା ଯିବାକୁ ଏବଂ ଆପଣମାନଙ୍କୁ ପ୍ରଣାମ କରିବାକୁ । ଆପଣମାନଙ୍କୁ କଷ୍ଟ ହୋଇଥିବ, କିନ୍ତୁ ମୁଁ ଭାରତରେ ପହଂଚିବା ମାତ୍ରେ ହିଁ ଶୀଘ୍ର ଶୀଘ୍ର ଆପଣମାନଙ୍କ ଦର୍ଶନ କରିବାକୁ ଚାହୁଁଥିଲି । ଆପଣ ସମସ୍ତଙ୍କୁ ସଲାମ କରିବାକୁ ଚାହୁଁଥିଲି । ସଲାମ ଆପଣଙ୍କ ପରିଶ୍ରମକୁ, ସଲାମ ଆପଣଙ୍କ ଧୈର୍ଯ୍ୟକୁ, ସଲାମ ଆପଣଙ୍କ ନିଷ୍ଠାକୁ, ସଲାମ ଆପଣମାନଙ୍କ ଜୀବନ୍ତତାକୁ, ସଲାମ ଆପଣମାନଙ୍କ ଆବେଗକୁ । ଆପଣମାନେ ଦେଶକୁ ଯେଉଁ ଶିଖର ପର୍ଯ୍ୟନ୍ତ ନେଇଯାଇଛନ୍ତି, ଏହା କୌଣସିି ସାଧାରଣ ସଫଳତା ନୁହେଁ । ଏହା ଅନନ୍ତ ଅନ୍ତରୀକ୍ଷରେ ଭାରତର ବୈଜ୍ଞାନିକ ସାମର୍ଥ୍ୟର ଶଙ୍ଖନାଦ ଅଟେ ।ଚନ୍ଦ୍ରଯାନ-୩ ର ସଫଳତା ନେଇ ପ୍ରଧାନମନ୍ତ୍ରୀଙ୍କ ଟିମ୍ ଇସ୍ରୋକୁ ସମ୍ବୋଧନ
August 26th, 07:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୬-୦୮-୨୦୨୩) ଇସ୍ରୋ ଟେଲିମେଟ୍ରି ଟ୍ରାକିଂ ଆଣ୍ଡ କମାଣ୍ଡ ନେଟୱର୍କ (ଆଇଏସଟିଆରଏସି) ବେଙ୍ଗାଲୁରୁ ଗସ୍ତ କରିଛନ୍ତି । ଗ୍ରୀସରୁ ଭାରତ ଫେରିବା ପରେ ସେ ସେଠାରେ ପହଞ୍ଚି ଚନ୍ଦ୍ରଯାନ-୩ର ସଫଳତାକୁ ନେଇ ଟିମ୍ ଇସ୍ରୋକୁ ସମ୍ବୋଧନ କରିଛନ୍ତି । ଚନ୍ଦ୍ରଯାନ-୩ ଅଭିଯାନରେ ସଂଶ୍ଳିଷ୍ଟ ଇସ୍ରୋର ବୈଜ୍ଞାନିକମାନଙ୍କୁ ପ୍ରଧାନମନ୍ତ୍ରୀ ଭେଟି ସେମାନଙ୍କ ସହ ବାର୍ତ୍ତା ବିନିମୟ କରିଥିଲେ । ପ୍ରଧାନମନ୍ତ୍ରୀଙ୍କୁ ଚନ୍ଦ୍ରଯାନ-୩ ଅଭିଯାନର ଖୋଜ୍ ଓ ଅଗ୍ରଗତି ନେଇ ମଧ୍ୟ ସୂଚନା ପ୍ରଦାନ କରାଯାଇଥିଲା ।A combination of Belgian capacities & India’s economic growth can produce promising opportunities for both sides: PM
March 30th, 07:13 pm
Nothing is impossible, once efforts are coordinated: PM
March 30th, 07:12 pm