List of Outcomes: Visit of Prime Minister Shri Narendra Modi to Australia
July 09th, 12:34 pm
PM Modi's visit to Australia saw the two countries announce a wide range of outcomes to deepen cooperation across defence, maritime security, clean energy, critical technologies, cyber security, education, skills, research, innovation and people-to-people ties, further strengthening the India-Australia ties.India-Australia Joint Declaration on Defence and Security Cooperation
July 09th, 10:55 am
PM Modi and Australian PM Anthony Albanese committed to a Joint Declaration on Defence and Security Cooperation, reaffirming the vitality of the Comprehensive Strategic Partnership (CSP) established in 2020. They noted that since the launch of the CSP, strategic convergence has accelerated, economic ties have deepened and people-to-people connections have grown stronger. They reaffirmed their commitment to an open, peaceful, stable and prosperous Indo-Pacific region.India-Indonesia Joint Statement on the State Visit by Prime Minister of India to Indonesia
July 07th, 05:15 pm
At the invitation of Indonesian President Prabowo Subianto, PM Modi is on a State Visit to Indonesia from 6-8 July 2026. PM Modi's visit reflects the shared commitment of the two leaders to achieve a substantial upward trajectory in the India-Indonesia Comprehensive Strategic Partnership. The two leaders held discussions at Istana Merdeka in Jakarta, covering the full spectrum of bilateral relations.16th India-Japan Annual Summit Joint Statement
July 02nd, 10:22 pm
At the 16th India–Japan Annual Summit, PM Modi and Japanese Prime Minister Sanae Takaichi reaffirmed their commitment to advancing the India–Japan Special Strategic and Global Partnership through deeper cooperation in defence, economic security, clean energy, AI, technology, investment and people-to-people ties. The Joint Statement also sets the stage for celebrating the 75th anniversary of India–Japan diplomatic relations next year.ଭାରତ ଏବଂ ଭିଏତନାମ ମଧ୍ୟରେ ଉନ୍ନତ ବ୍ୟାପକ ରଣନୈତିକ ସହଭାଗୀତା ଉପରେ ମିଳିତ ବିବୃତ୍ତି
May 06th, 05:24 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଭିଏତନାମ କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟିର ସାଧାରଣ ସମ୍ପାଦକ, ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ମେ’୦୫ ରୁ ୦୭ ପର୍ଯ୍ୟନ୍ତ ଭାରତ ଗସ୍ତ କରିଛନ୍ତି। ମହାମହିମ ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଅଛନ୍ତି। ଏକ ଦୃଢ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ମଧ୍ୟ ସମ୍ମାନିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ସାମିଲ ଅଛନ୍ତି।List of Outcomes: State Visit of President of the Socialist Republic of Vietnam to India
May 06th, 03:44 pm
The state visit of President To Lam of Vietnam to India resulted in the signing of several MoUs/agreements. These cover areas such as rare earth elements, culture, digital payments, technology, medicine, education, audit and tourism. Major announcements include the elevation of bilateral ties to Enhanced Comprehensive Strategic Partnership and the new trade goal of USD 25 billion by 2030.ଭିଏତନାମ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଏବଂ ଭିଏତନାମ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
May 06th, 01:00 pm
ରାଷ୍ଟ୍ରପତି ତୋ ଲାମଙ୍କ ଭାରତ ଗସ୍ତ ଅବସରରେ ମୁଁ ତାଙ୍କୁ ହାର୍ଦ୍ଦିକ ସ୍ୱାଗତ ଜଣାଇ ବହୁତ ଆନନ୍ଦିତ। ଭିଏତନାମର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବାର ଏକ ମାସ ମଧ୍ୟରେ ସେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଏବଂ ଅନେକ ବ୍ୟବସାୟିକ ନେତାଙ୍କ ସହ ଭାରତ ଗସ୍ତରେ ଆସି ଭାରତ-ଭିଏତନାମ ସମ୍ପର୍କରେ ସେ ଯେଉଁ ପ୍ରାଥମିକତା ରଖିଛନ୍ତି ତାହା ସ୍ପଷ୍ଟ ଭାବରେ ପ୍ରତିଫଳିତ ହେଉଛି।ଓମାନରେ ଭାରତୀୟ ଛାତ୍ର ଏବଂ ଭାରତୀୟ ସମ୍ପ୍ରଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 20th, 03:20 pm
ଆସାମର ମାଟି ସହିତ ମୋର ସଂଲଗ୍ନତା, ଏଠାକାର ଲୋକମାନଙ୍କର ସ୍ନେହ ତଥା ପ୍ରେମ ଏବଂ ବିଶେଷକରି ଆସାମ ଏବଂ ଉତ୍ତର-ପୂର୍ବର ମାଆ ଓ ଭଉଣୀମାନଙ୍କ ଭଲପାଇବା ମୋତେ ସବୁବେଳେ ପ୍ରେରିତ କରିଥାଏ ଏବଂ ଉତ୍ତର ପୂର୍ବାଞ୍ଚଳର ବିକାଶ ପାଇଁ ଆମର ସଂକଳ୍ପକୁ ଅଧିକ ଦୃଢ଼ କରିଥାଏ । ମୁଁ ଦେଖୁଛି ଯେ, ଆଜି ପୁଣି ଥରେ ଆସାମର ବିକାଶରେ ଏକ ନୂଆ ଅଧ୍ୟାୟ ଯୋଡା ହେଉଛି, ଏବଂ ଏପରି ସମୟରେ ଭାରତ ରତ୍ନ ଭୁପେନ ଦା’ଙ୍କ ପଙ୍କ୍ତି ଉପଯୁକ୍ତ ମନେ ହେଉଛି । ଲୁଇଦୋର ପାର ଜିଲିକାଇ ଟୁଲିବୋଲୋଇ, ଆମି ପ୍ରୋତିଜ୍ଞାବୋଦ୍ଧ! ଆମି ହୋନˆଲ୍ପବୋଦ୍ଧ! ଅର୍ଥାତ୍ ଲୁଇତ୍ ନଦୀର କୂଳ ଉଜ୍ଜ୍ୱଳ ହେବ, ଅନ୍ଧକାର ପ୍ରତ୍ୟେକ କାନ୍ଥ ଭାଙ୍ଗିବ ଏବଂ ଏହା ନିଶ୍ଚିତ ଭାବରେ ଘଟିବ, ଏହା ଆମର ସଂକଳ୍ପ, ଏହା ଆମର ପ୍ରତିଶୃତି ।ଆସାମର ଗୌହାଟୀରେ ଲୋକପ୍ରିୟ ଗୋପୀନାଥ ବାର୍ଦୋଲୋଇ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ଟର୍ମିନାଲ ବିଲ୍ଡିଂ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
December 20th, 03:10 pm
୨୦.୧୨.୨୨୫ : ଆସାମର ସଂଯୋଗୀକରଣ, ଆର୍ଥିକ ବିସ୍ତାର ଏବଂ ବିଶ୍ୱସ୍ତରୀୟ ସମ୍ପର୍କ କ୍ଷେତ୍ରରେ ଏକ ପରିବର୍ତ୍ତନମୂଳକ ମାଇଲଖୁଣ୍ଟ ଭାବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୌହାଟୀରେ ଲୋକପ୍ରିୟ ଗୋପୀନାଥ ବର୍ଦୋଲୋଇ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ଟର୍ମିନାଲ କୋଠା ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ ଆଜି ଆସାମ ଏବଂ ଉତ୍ତର-ପୂର୍ବାଞ୍ଚଳର ବିକାଶ ଏବଂ ପ୍ରଗତି ପର୍ବ। ସେ ଆଲୋକପାତ କରିଛନ୍ତି ଯେ, ଯେତେବେଳେ ପ୍ରଗତିର ଆଲୋକ ଲୋକଙ୍କ ପାଖରେ ପହଞ୍ଚେ, ଜୀବନର ପ୍ରତ୍ୟେକ ପଥ ନୂତନ ଉଚ୍ଚତା ଛୁଇଁବା ଆରମ୍ଭ କରେ। ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଆସାମ ଭୂମି ପ୍ରତି ତାଙ୍କର ଗଭୀର ଆସକ୍ତି, ଏହାର ଲୋକଙ୍କ ପ୍ରେମ ଏବଂ ସ୍ନେହ, ଏବଂ ବିଶେଷକରି ଆସାମ ଏବଂ ଉତ୍ତର-ପୂର୍ବାଞ୍ଚଳର ମା' ଓ ଭଉଣୀମାନଙ୍କ ଆତିଥ୍ୟ ଏବଂ ଆତ୍ମୀୟତା ତାଙ୍କୁ ନିରନ୍ତର ଅନୁପ୍ରାଣିତ କରେ ଏବଂ ଏହି ଅଞ୍ଚଳର ବିକାଶ ପାଇଁ ସାମୂହିକ ସଂକଳ୍ପକୁ ମଜବୁତ କରେ। ଯେ ଆଜି ପୁଣି ଥରେ ଆସାମର ବିକାଶରେ ଏକ ନୂତନ ଅଧ୍ୟାୟ ଯୋଡା ହେଉଛି। ଭାରତରତ୍ନ ଭୂପେନ ହଜାରିକାଙ୍କ ଧାଡ଼ିକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଜୋର ଦେଇ କହିଛନ୍ତି ଯେ ଏହାର ଅର୍ଥ ହେଉଛି ମହାଶକ୍ତିଶାଳୀ ବ୍ରହ୍ମପୁତ୍ର ନଦୀର କୂଳ ଉଜ୍ଜ୍ୱଳ ହେବ, ଅନ୍ଧାରର ପ୍ରତ୍ୟେକ ପ୍ରାଚୀର ଭାଙ୍ଗିଯିବ, ଏବଂ ଏହା ନିଶ୍ଚିତ ଭାବରେ ଘଟିବ କାରଣ ଏହା ଦେଶର ସଂକଳ୍ପ ଏବଂ ଗମ୍ଭୀର ପ୍ରତିଜ୍ଞା।୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
October 26th, 02:20 pm
ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କ ସଫଳ ଆସିଆନ ଅଧ୍ୟକ୍ଷତା ପାଇଁ ମୁଁ ସହୃଦୟତାର ସହିତ ଅଭିନନ୍ଦନ ଜଣାଉଛି। ମୁଁ ଫିଲିପାଇନ୍ସର ରାଷ୍ଟ୍ରପତି ମାର୍କୋସଙ୍କୁ ଭାରତର ଦେଶ ସଂଯୋଜକ ହିସାବରେ ଦକ୍ଷତାର ସହିତ କାର୍ଯ୍ୟ ସମ୍ପାଦନ କରିଥିବାରୁ ଧନ୍ୟବାଦ ଜଣାଉଛି। ମୁଁ ଆସିଆନ୍ର ନୂତନ ସଦସ୍ୟ ଭାବରେ ତିମୋର-ଲେଷ୍ଟେଙ୍କୁ ସ୍ୱାଗତ ଜଣାଉଛି।କୁଆଲାଲମ୍ପୁରରେ ୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
October 26th, 02:06 pm
୨୨ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ୨୬ ଅକ୍ଟୋବର ୨୦୨୫ରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭର୍ଚୁଆଲ୍ ମାଧ୍ୟମରେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ଏବଂ ଆସିଆନ ନେତାମାନେ ମିଳିତ ଭାବେ ଆସିଆନ-ଭାରତ ସମ୍ପର୍କରେ ହେଉଥିବା ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ବ୍ୟାପକ ରଣନୈତିକ ସହଭାଗୀତାକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା କରିଥିଲେ। ଏହା ଥିଲା ଭାରତ-ଆସିଆନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କର ଦ୍ୱାଦଶ ଅଂଶଗ୍ରହଣ।22ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
October 25th, 09:48 am
ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦୀ 26 ଅକ୍ଟୋବର, 2025 ରେ 22ତମ ଆସିଆନ - ଭାରତ ଶିଖର ସମ୍ମିଳନୀରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେବେ । ଆମର ଆକ୍ଟ ଇଷ୍ଟ ପଲିସି ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଦୃଷ୍ଟିକୋଣ ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ଆସିଆନ ନେତାମାନଙ୍କ ସହ ଆସିଆନ-ଭାରତ ସମ୍ପର୍କର ଅଗ୍ରଗତିର ମିଳିତ ସମୀକ୍ଷା କରିବେ ।ଭାରତ-ଜାପାନ ଅର୍ଥନୈତିକ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 29th, 11:20 am
ମୁଁ ଆଜି ସକାଳେ ଟୋକିଓରେ ପହଞ୍ଚିଛି। ମୁଁ ବହୁତ ଖୁସି ଯେ ମୋର ଏହି ଯାତ୍ରା, ବ୍ୟବସାୟ ଜଗତର ମହାନ ବ୍ୟକ୍ତିମାନଙ୍କ ସହିତ ଆରମ୍ଭ ହେଉଛି।ଭାରତ-ଜାପାନ ଅର୍ଥନୈତିକ ଫୋରମରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
August 29th, 11:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଜାପାନ ପ୍ରଧାନମନ୍ତ୍ରୀ ଶ୍ରୀ ଶିଗେରୁ ଇଶିବା, ଆଜି ଜାପାନର ରାଜଧାନୀ ଟୋକିଓଠାରେ ଭାରତୀୟ ଶିଳ୍ପ ମହାସଂଘ ଏବଂ ଜାପାନ ବ୍ୟବସାୟ ମହାସଂଘ (କେଇଡାନରେନ) ଦ୍ୱାରା ଆୟୋଜିତ ଭାରତ-ଜାପାନ ଅର୍ଥନୈତିକ ଫୋରମରେ ଯୋଗ ଦେଇଥିଲେ। ଭାରତ ଓ ଜାପାନର ବିଶିଷ୍ଟ ବ୍ୟବସାୟୀ ଓ ସିଇଓମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ।ଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:00 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଉତ୍ତର-ପୂର୍ବାଞ୍ଚଳର ଭବିଷ୍ୟତ ପ୍ରତି ଗର୍ବ, ଉତ୍ସାହ ଏବଂ ଅପାର ବିଶ୍ୱାସ ପ୍ରକାଶ କରିଥିଲେ। ଭାରତ ମଣ୍ଡପମରେ ଅନୁଷ୍ଠିତ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ମନେ ପକାଇ ସେ ଉଲ୍ଲେଖ କରିଥିଲେ ଯେ ଆଜିର କାର୍ଯ୍ୟକ୍ରମ ଉତ୍ତର-ପୂର୍ବରେ ନିବେଶର ଉତ୍ସବ। ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଉପସ୍ଥିତିକୁ ଉଲ୍ଲେଖ କରିଥିଲେ ଏବଂ ଏହି କ୍ଷେତ୍ରରେ ସୁଯୋଗ ବିଷୟରେ ସେମାନଙ୍କର ଉତ୍ସାହ ବିଷୟରେ ଆଲୋଚନା କରିଥିଲେ। ସମସ୍ତ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ଏକ ଅନୁକୂଳ ନିବେଶ ପରିବେଶ ସୃଷ୍ଟି କରିବାରେ ସେମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ନିଜର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀକୁ ପ୍ରଶଂସା କରିଥିଲେ ଏବଂ ଏହି ଅଞ୍ଚଳର ନିରନ୍ତର ଅଭିବୃଦ୍ଧି ଏବଂ ସମୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।ଭାରତ-ଥାଇଲାଣ୍ଡ ରଣନୈତିକ ଭାଗିଦାରୀ ପ୍ରତିଷ୍ଠା ଉପରେ ମିଳିତ ଘୋଷଣାନାମା
April 04th, 07:29 pm
ଭାରତ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ମାନନୀୟ ଶ୍ରୀ ନରେନ୍ଦ୍ର ମୋଦୀ ୩ ଏପ୍ରିଲ ୨୦୨୫ରେ ସରକାରୀ ଗସ୍ତରେ ଯାଇଥିଲେ ଏବଂ ଥାଇଲାଣ୍ଡର ମାନନୀୟ ପ୍ରଧାନମନ୍ତ୍ରୀ ସୁଶ୍ରୀ ପେଟୋଙ୍ଗଟାର୍ଣ୍ଣ ସିନାୱାତ୍ରାଙ୍କ ନିମନ୍ତ୍ରଣକ୍ରମେ ବ୍ୟାଙ୍କକରେ ଅନୁଷ୍ଠିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ । ବ୍ୟାଙ୍କକ୍ ସ୍ଥିତ ସରକାରୀ ଭବନରେ ପ୍ରଧାନମନ୍ତ୍ରୀ ସିନାୱାତ୍ରା ଆନୁଷ୍ଠାନିକ ଭାବେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଔପଚାରିକ ସ୍ୱାଗତ କରିଥିଲେ।ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତି
April 03rd, 03:01 pm
ମାର୍ଚ୍ଚ ୨୮ରେ ଘଟିତ ଭୂମିକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କୁ ମୁଁ ଭାରତବାସୀଙ୍କ ତରଫରୁ ଗଭୀର ସମବେଦନା ଜଣାଉଛି । ଆମେ ସମସ୍ତେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ।ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 19th, 06:09 am
ପ୍ରଧାନମନ୍ତ୍ରୀ ନବନିର୍ବାଚିତ ହୋଇ ଦାୟିତ୍ୱ ଗ୍ରହଣ କରିଥିବାରୁ ରାଷ୍ଟ୍ରପତି ସୁବିଆନ୍ତୋଙ୍କୁ ଅଭିନନ୍ଦନ ଜଣାଇଥିଲେ । ଦୁଇ ନେତା ସେମାନଙ୍କର ବିସ୍ତୃତ ରଣନୀତିକ ଭାଗିଦାରୀ ଢ଼ାଞ୍ଚାରେ ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ମଜବୁତ କରିବାକୁ ସେମାନଙ୍କର ପ୍ରତିବଦ୍ଧତାକୁ ନିଶ୍ଚିତ କରିଛନ୍ତି । ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ, ପ୍ରତିରକ୍ଷା ଏବଂ ନିରାପତ୍ତା, ଯୋଗାଯୋଗ, ପର୍ଯ୍ୟଟନ, ସ୍ୱାସ୍ଥ୍ୟ ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ କ୍ଷେତ୍ରରେ ସହଯୋଗ ଉପରେ ସେମାନେ ଆଲୋଚନା କରିଥିଲେ। ଭାରତ ଓ ଇଣ୍ଡୋନେସିଆ କୂଟନୀତିକ ସମ୍ପର୍କ ସ୍ଥାପନର ୭୫ ବର୍ଷ ପୂର୍ତ୍ତୀ ପାଳନ କରୁଛନ୍ତି ବୋଲି ଦୁଇ ନେତା ଉଲ୍ଲେଖ କରିଥିଲେ ଏବଂ ଏହି ଉତ୍ସବକୁ ଉପଯୁକ୍ତ ଢ଼ଙ୍ଗରେ ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି ।Today India is working in every sector, in every area with unprecedented speed: PM at NDTV World Summit
October 21st, 10:25 am
Prime Minister Narendra Modi addressed the NDTV World Summit 2024. “Today, India is working in every sector and area with unprecedented speed”, the Prime Minister said. Noting the completion of 125 days of the third term of the government, PM Modi threw light on the work done in the country.