ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ
January 03rd, 12:00 pm
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।ଗୁଜରାଟର ଗାନ୍ଧୀନଗରଠାରେ ପ୍ରବାସୀ ପ୍ରଜାତିଙ୍କ ଉପରେ ତ୍ରୟୋଦଶ ସିଓପି ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 17th, 01:37 pm
ମହାତ୍ମା ଗାନ୍ଧୀଙ୍କ ଜନ୍ମସ୍ଥାନରେ ପ୍ରବାସୀ ପ୍ରଜାତିର ତ୍ରୟୋଦଶ ସିଓପି ସମ୍ମିଳନୀକୁ ଆପଣ ସମସ୍ତଙ୍କୁ ସ୍ଵାଗତ କରି ମୁଁ ଆନନ୍ଦ ଅନୁଭବ କରୁଛି ।ଗାନ୍ଧୀନଗରରେ ବନ୍ୟଜୀବଙ୍କ ପ୍ରବାସୀ ପ୍ରଜାତି ସଂରକ୍ଷଣ ସମ୍ପର୍କିତ 13ତମ ସିଓପି ସମ୍ମିଳନୀ ଉଦଘାଟନ କଲେ ପ୍ରଧାନମନ୍ତ୍ର
February 17th, 12:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ମାଧ୍ୟମରେ ଗାନ୍ଧୀନଗରଠାରେ ବନ୍ୟଜୀବଙ୍କ ପ୍ରବାସୀ ପ୍ରଜାତିଙ୍କ ସଂରକ୍ଷଣ ସମ୍ପର୍କିତ 13ତମ ସିଓପି ସମ୍ମିଳନୀ ଉଦ୍ଘାଟନ କରିଛନ୍ତି।କଲୋମ୍ବୋ ଠାରେ ଅନ୍ତର୍ଜାତୀୟ ବୈଶାଖ ଦିବସ ସମାରୋହ (12 ମେ 2017) ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
May 12th, 10:20 am
ଏହି ଦିନ ସାରା ମାନବ ଜଗତ ପାଇଁ ଭଗବାନ ବୁଦ୍ଧଙ୍କ ଜନ୍ମ, ଜ୍ଞାନପ୍ରାପ୍ତି ଏବଂ ପରିନିର୍ବାଣକୁ ପାଳନ କରିବାର ଅବସର ଆଣିଛି । ଏହି ଦିବସ ପରମ ସତ୍ୟ, ଚିରସ୍ଥାୟୀ ଧମ୍ମ ଏବଂ ୪ଟି ମହାନ ସତ୍ୟକୁ ହୃଦୟଙ୍ଗମ କରିବାର ଦିନ । ଦଶଟି ସିଦ୍ଧାନ୍ତ ଦାନ, ଶୀଳ, ତ୍ୟାଗ, ବୁଦ୍ଧିମତା, ଶକ୍ତି, ସହିଷ୍ଣୁତା, ସତ୍ୟ, ଦୃଢ଼ସଂକଳ୍ପ, କରୁଣା, ସମଭାବ ସ୍ମରଣ କରିବାର ଦିନ ।ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର
April 30th, 11:32 am
ପ୍ରତ୍ୟେକ ଥର ମନ କି ବାତ୍ ପୂର୍ବରୁ ଦେଶର କୋଣ ଅନୁକୋଣରୁ, ସବୁ ବୟସର ଲୋକମାନଙ୍କଠାରୁ, ମନ କି ବାତକୁ ନେଇ ଅନେକଗୁଡ଼ିଏ ପରାମର୍ଶ ଆସେ । ଆକାଶବାଣୀ ମାଧ୍ୟମରେ ଆସେ, Narendra Modi App ରେ ଆସେ, My Gov ଜରିଆରେ ଆସେ, ଫୋନ ଦ୍ୱାରା ଆସେ । Recorded Message ଦ୍ୱାରା ଆସେ ଏବଂ ଯେତେବେଳେ ସମୟ ବାହାର କରି ମୁଁ ସେଗୁଡ଼ିକୁ ଦେଖେ, ତାହା ମୋ ପାଇଁ ଗୋଟିଏ ସୁଖକର ଅନୁଭୂତି ହୋଇଥାଏ । ସେଥିରୁ ବିବିଧତା ପୂର୍ଣ୍ଣ ସୂଚନା ମିଳେ । ଦେଶର ପ୍ରତିଟି କୋଣରେ ଶକ୍ତିର ଭଣ୍ଡାର ରହିଛି । ଜଣେ ସାଧକ ଭଳି ସମାଜରେ ରହିଥିବା ଲୋକମାନଙ୍କର ବିପୁଳ ଯୋଗଦାନ, ଅନ୍ୟପକ୍ଷରେ ସମସ୍ୟାଗୁଡ଼ିକର ଭଣ୍ଡାର ମଧ୍ୟ ଦେଖିବାକୁ ମିଳେ ଯେଉଁ ଦିଗକୁ ହୁଏତ ସରକାରଙ୍କ ଦୃଷ୍ଟି ମଧ୍ୟ ଯାଏନି । ବୋଧହୁଏ ଶାସନ ବ୍ୟବସ୍ଥା ଏଥିସହିତ ଅଭ୍ୟସ୍ତ ହୋଇପଡ଼ିଛି, ଲୋକେ ମଧ୍ୟ ଅଭ୍ୟସ୍ତ ହୋଇପଡ଼ିଛନ୍ତି । ମୁଁ ଲକ୍ଷ୍ୟ କରିଛି ଯେ, ଏଥିରେ ପିଲାଙ୍କ ଜିଜ୍ଞାସା, ଯୁବଗୋଷ୍ଠୀର ମହତ୍ୱାଂକାଂକ୍ଷା, ବୟସ୍କମାନଙ୍କ ଅନୁଭୂତିର ସାରମର୍ମ, ଭଳିକି ଭଳି କଥା ସାମନାକୁ ଆସେ ।