Assam’s progress is giving new momentum to entire Northeast: PM Modi in Guwahati
March 13th, 05:30 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.PM Modi launches various development works in Guwahati, Assam
March 13th, 05:00 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.ଆସାମର ଗୌହାଟୀରେ ଭାରତ ରତ୍ନ ଡ. ଭୁପେନ୍ ହଜାରିକାଙ୍କ 100ତମ ଜୟନ୍ତୀ ଉପଲକ୍ଷେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 08:57 pm
ମୁଁ କହିବି, ଭୁପେନ୍ ଦା! ଆପଣମାନେ କହିବେ ଅମର ରହେ! ଅମର ରହେ! ଭୁପେନ୍ ଦା, ଅମର ରହେ! ଅମର ରହେ! ଭୁପେନ୍ ଦା, ଅମର ରହେ! ଅମର ରହେ! ଭୁପେନ୍ ଦା, ଅମର ରହେ! ଅମର ରହେ! ଆସାମର ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ଜୀ, ଆସାମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ସର୍ବାନନ୍ଦ ସୋନୋୱାଲ ଜୀ, ମଞ୍ଚ ଉପରେ ଉପସ୍ଥିତ ଭୁପେନ ହଜାରିକା ଜୀଙ୍କ ଭାଇ ଶ୍ରୀ ସମର ହଜାରିକା ଜୀ, ଭୂପେନ ହଜାରିକା ଜୀଙ୍କ ଭଉଣୀ ଶ୍ରୀମତୀ କବିତା ବରୁଆ ଜୀ, ଭୁପେନ୍ ଦାଙ୍କ ପୁଅ ଶ୍ରୀ ତେଜ ହଜାରିକା ଜୀ, ମୁଁ ତେଜଙ୍କୁ କହିବି, କେମିତି ଅଛନ୍ତି ! ଉପସ୍ଥିତ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଏବଂ ଆସାମର ମୋର ଭାଇ ଓ ଭଉଣୀମାନେ!ଭୂପେନ ହାଜାରିକାଙ୍କ ୧୦୦ତମ ଜନ୍ମବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
September 13th, 05:15 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୌହାଟୀରେ ଭାରତ ରତ୍ନ ଡ. ଭୂପେନ ହଜାରିକାଙ୍କ ୧୦୦ତମ ଜନ୍ମବାର୍ଷିକୀ ଉପଲକ୍ଷେ ଆୟୋଜିତ ସମାରୋହକୁ ସମ୍ବୋଧିତ କରିଥିଲେ। ସମାବେଶରେ ସେ କହିଥିଲେ ଯେ, ଏହି ଦିନ ଏକ ଉଲ୍ଲେଖନୀୟ ମୁହୂର୍ତ୍ତ ଏବଂ ପ୍ରଦର୍ଶନରେ ଦେଖାଯାଇଥିବା ଉତ୍ସାହ ଏବଂ ସମନ୍ୱୟ ପ୍ରକୃତରେ ହୃଦୟସ୍ପର୍ଶୀ। ସେ ଭୂପେନ ଦାଙ୍କ ସଙ୍ଗୀତର ତାଳ ଉପରେ ଆଲୋକପାତ କରିଥିଲେ, ଯାହା ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମରେ ପ୍ରତିଧ୍ୱନିତ ହୋଇଥିଲା । ଭୂପେନ ହଜାରିକାଙ୍କ କଥା ଉଦ୍ଧୃତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ତାଙ୍କ ଗୀତର କିଛି ଶବ୍ଦ ତାଙ୍କ ମନରେ ପ୍ରତିଧ୍ୱନିତ ହେଉଛି । ଭୂପେନଙ୍କ ସଙ୍ଗୀତର ତରଙ୍ଗ ସର୍ବତ୍ର ଅନନ୍ତକାଳ ପର୍ଯ୍ୟନ୍ତ ପ୍ରବାହିତ ହେଉ ସେ ହୃଦୟରୁ କାମନା କରିଥିଲେ । ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା କଳାକାରମାନଙ୍କୁ ହୃଦୟପୂର୍ଣ୍ଣ ପ୍ରଶଂସା ଏବଂ ଅଭିନନ୍ଦନ ଜଣାଇଥିଲେ। ସେ କହିଥିଲେ ଯେ, ଆସାମର ଭାବାନା ଏପରି ଯେ ଏଠାରେ ପ୍ରତ୍ୟେକ କାର୍ଯ୍ୟକ୍ରମ ଏକ ନୂତନ ରେକର୍ଡ ସ୍ଥାପନ କରେ, ଆଜିର ପ୍ରଦର୍ଶନ ଅସାଧାରଣ ପ୍ରସ୍ତୁତିକୁ ପ୍ରତିଫଳିତ କରୁଛି । ସେ ସମସ୍ତ କଳାକାରମାନଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରଶଂସା କରିଥିଲେ ।ଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:00 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଉତ୍ତର-ପୂର୍ବାଞ୍ଚଳର ଭବିଷ୍ୟତ ପ୍ରତି ଗର୍ବ, ଉତ୍ସାହ ଏବଂ ଅପାର ବିଶ୍ୱାସ ପ୍ରକାଶ କରିଥିଲେ। ଭାରତ ମଣ୍ଡପମରେ ଅନୁଷ୍ଠିତ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ମନେ ପକାଇ ସେ ଉଲ୍ଲେଖ କରିଥିଲେ ଯେ ଆଜିର କାର୍ଯ୍ୟକ୍ରମ ଉତ୍ତର-ପୂର୍ବରେ ନିବେଶର ଉତ୍ସବ। ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଉପସ୍ଥିତିକୁ ଉଲ୍ଲେଖ କରିଥିଲେ ଏବଂ ଏହି କ୍ଷେତ୍ରରେ ସୁଯୋଗ ବିଷୟରେ ସେମାନଙ୍କର ଉତ୍ସାହ ବିଷୟରେ ଆଲୋଚନା କରିଥିଲେ। ସମସ୍ତ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ଏକ ଅନୁକୂଳ ନିବେଶ ପରିବେଶ ସୃଷ୍ଟି କରିବାରେ ସେମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ନିଜର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀକୁ ପ୍ରଶଂସା କରିଥିଲେ ଏବଂ ଏହି ଅଞ୍ଚଳର ନିରନ୍ତର ଅଭିବୃଦ୍ଧି ଏବଂ ସମୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ପ୍ରଧାନମନ୍ତ୍ରୀ ଡିସେମ୍ବର ୬ ତାରିଖରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିବେ
December 05th, 06:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୬ ତାରିଖ ଅପରାହ୍ଣ ପ୍ରାୟ ୩ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିବେ । ଉତ୍ତର-ପୂର୍ବ ଭାରତର ସାଂସ୍କୃତିକ ଜୀବନ୍ତତାକୁ ପ୍ରଦର୍ଶିତ କରିବାର ପ୍ରତିବଦ୍ଧତାକୁ ଏହି ମହୋତ୍ସବ ଦର୍ଶାଉଛି ।