Prime Minister congratulates Indian Men’s U18 Hockey Team on winning the Men’s U18 Asia Cup 2026
June 06th, 06:18 pm
Prime Minister Shri Narendra Modi today praised a splendid accomplishment by India's young hockey players. The Prime Minister congratulated the Indian Men’s U18 Hockey Team on winning the Men’s U18 Asia Cup 2026.Prime Minister congratulates Indian Women’s U18 Hockey Team on securing Bronze Medal at the U18 Asia Cup 2026
June 06th, 06:16 pm
Prime Minister Shri Narendra Modi today congratulated the Indian Women’s U18 Hockey Team on securing the Bronze Medal at the U18 Asia Cup 2026. The Prime Minister noted that the team displayed remarkable grit throughout the tournament.ଏସିଆ କପ୍ ଟାଇଟଲ ବିଜେତା ଭାରତୀୟ ଜୁନିଅର ମହିଳା ହକି ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
December 16th, 09:35 pm
ଏସିଆ କପ୍ ବିଜେତା ଭାରତୀୟ ଜୁନିଅର ମହିଳା ହକି ଟିମକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଟିମର ଧୈର୍ଯ୍ୟ ଓ ଦୃଢ଼ ସଂକଳ୍ପକୁ ସେ ପ୍ରଶଂସା କରିଥିଲେ ।ଏସିଆ କପ୍ ଜିତିବା ପାଇଁ ଭାରତୀୟ କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
September 17th, 10:42 pm
ଏସିଆ କପ୍ ଜିତିବା ପରେ ଟିମ୍ ଇଣ୍ଡିଆକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଏସିଆ କପ ବିଜେତା ଭାରତୀୟ ମହିଳା କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
October 15th, 07:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସପ୍ତମ ମହିଳା ଏସିଆ କପ ବିଜେତା ଭାରତୀୟ ମହିଳା କ୍ରିକେଟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।ଏସିଆ କପ୍ ୨୦୨୨ରେ ପାକିସ୍ତାନ ବିପକ୍ଷରେ ବିଜୟ ପାଇଁ ଭାରତୀୟ କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 28th, 11:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସିଆ କପ୍ ୨୦୨୨ରେ ପାକିସ୍ତାନ ବିପକ୍ଷରେ ବିଜୟ ପାଇଁ ଭାରତୀୟ କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।