୨୦୨୫ ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ୍ରେ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ ଦଳର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
June 02nd, 03:01 pm
ଦକ୍ଷିଣ କୋରିଆରେ ନିକଟରେ ଅନୁଷ୍ଠିତ ୨୦୨୫ ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ୍ରେ ଭାରତୀୟ ଦଳର ଚମତ୍କାର ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେମାନଙ୍କର ପ୍ରଶଂସା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ସମସ୍ତ ଟୁର୍ଣ୍ଣାମେଣ୍ଟରେ ପ୍ରତ୍ୟେକ ଖେଳାଳୀଙ୍କର କଠିନ ପରିଶ୍ରମ ଏବଂ ଦୃଢ଼ ସଂକଳ୍ପ ସ୍ପଷ୍ଟ ଦୃଶ୍ୟମାନ ହୋଇଥିଲା ।”୨୫ତମ ଏସିଆନ୍ ଆଥଲେଟିକ ଚାମ୍ପିୟନଶିପ୍ ୨୦୨୩ରେ ୨୭ ପଦକ ଜିତିଥିବାରୁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
July 17th, 12:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ତମ ଏସିଆନ୍ ଆଥଲେଟିକ ଚାମ୍ପିୟନଶିପ୍ ୨୦୨୩ରେ ଭାରତୀୟ ଦଳର ଉତ୍କୃଷ୍ଟ ପ୍ରଦର୍ଶନ ଏବଂ ଚାମ୍ପିୟନଶିପର ଗୋଟିଏ ସଂସ୍କରଣରେ ବିଦେଶ ମାଟିରେ ଭାରତୀୟ ଆଥଲେଟଙ୍କ ସର୍ବାଧିକ ୨୭ ପଦକ ଜିତିବାକୁ ପ୍ରଶଂସା କରିଛନ୍ତି ।