କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 11th, 02:45 pm
ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 11th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
May 25th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ସାରା ଦେଶ ଆତଙ୍କବାଦ ବିରୁଦ୍ଧରେ ଏକଜୁଟ, ଆକ୍ରୋଶରେ ପୂର୍ଣ୍ଣ ଏବଂ ସଂକଳ୍ପବଦ୍ଧ । ଆଜି ପ୍ରତ୍ୟେକ ଭାରତୀୟର ସଂକଳ୍ପ ହେଉଛି, ଆମକୁ ଆତଙ୍କବାଦର ଅନ୍ତ ଘଟାଇବାକୁ ପଡ଼ିବ । ବନ୍ଧୁଗଣ, ଅପରେଶନ୍ ସିନ୍ଦୂର ସମୟରେ ଆମ ସେନାବାହିନୀ ଯେଉଁ ବୀରତ୍ୱ ପ୍ରଦର୍ଶନ କରିଛନ୍ତି, ତାହା ପ୍ରତ୍ୟେକ ଭାରତୀୟକୁ ଗର୍ବିତ କରିଛି । ଯେଉଁ ସଠିକତା ସହିତ ଆମ ସେନାବାହିନୀ ସୀମା ଆରପାରିରେ ରହିଥିବା ଆତଙ୍କବାଦୀ ଆଡ୍ଡାସ୍ଥଳୀଗୁଡ଼ିକୁ ଧ୍ୱଂସ କଲେ ତାହା ବେଶ୍ ଚମତ୍କାର । ଅପରେଶନ୍ ସିନ୍ଦୂର ସାରା ବିଶ୍ୱରେ ଆତଙ୍କ ବିରୁଦ୍ଧରେ ହେଉଥିବା ସଂଗ୍ରାମକୁ ନୂତନ ବିଶ୍ୱାସ ଏବଂ ଉତ୍ସାହରେ ଭରିଦେଇଛି ।PM Modi goes on Lion Safari at Gir National Park
March 03rd, 12:03 pm
The Prime Minister Shri Narendra Modi today went on a safari in Gir, well known as home to the majestic Asiatic Lion.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
February 23rd, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’କୁ ଆପଣ ସମସ୍ତଙ୍କୁ ସ୍ୱାଗତ । ଏବେ ଚମ୍ପିଆନ୍ସ ଟ୍ରଫି ଚାଲିଛି ଏବଂ ଚାରିଆଡ଼େ କ୍ରିକେଟ୍ ବିଷୟରେ ଆଲୋଚନା ହେଉଛି । କ୍ରିକେଟରେ ଶତକର ରୋମାଞ୍ଚ କ’ଣ, ତାହା ତ ଆମେ ସମସ୍ତେ ଭଲ ଭାବେ ଜାଣୁଁ, କିନ୍ତୁ ଆଜି ମୁଁ ଆପଣ ସମସ୍ତଙ୍କୁ କ୍ରିକେଟ୍ ନୁହେଁ, ବରଂ ଭାରତ ମହାକାଶରେ ଯେଉଁ ଶତକ ହାସଲ କରିଛି ସେ ବିଷୟରେ କହିବାକୁ ଯାଉଛି । ଗତ ମାସରେ ଦେଶ ଇସ୍ରୋର ୧୦୦ତମ ରକେଟ୍ ପ୍ରେରଣର ସାକ୍ଷୀ ହେଲା । ଏହା କେବଳ ଏକ ସଂଖ୍ୟା ନୁହେଁ, ବରଂ ଏଥିରୁ ମହାକାଶ ବିଜ୍ଞାନରେ ଆମର ନିତ୍ୟନୂତନ ଶିଖର ସ୍ପର୍ଶ କରିବାର ସଂକଳ୍ପ ବିଷୟରେ ମଧ୍ୟ ସୂଚନା ମିଳୁଛି । ଆମର ମହାକାଶ ଯାତ୍ରାର ଶୁଭାରମ୍ଭ ଅତି ସାଧାରଣ ଭାବେ ହୋଇଥିଲା । ଏଥିରେ ପ୍ରତି ପଦକ୍ଷେପରେ ଆହ୍ୱାନ ଥିଲା, କିନ୍ତୁ ଆମ ବୈଜ୍ଞାନିକମାନେ ବିଜୟ ଲାଭ କରି ଆଗକୁ ଆଗକୁ ବଢ଼ିଚାଲିଲେ । ସମୟ ସହିତ ମହାକାଶର ଏହି ଯାତ୍ରାରେ ଆମ ସଫଳତାର ତାଲିକା ଲମ୍ବା ହୋଇ ଚାଲିଲା । ଲଞ୍ଚ ଭେଇକିଲ୍ ନିର୍ମାଣ ହେଉ, ଚନ୍ଦ୍ରଯାନର ସଫଳତା ହେଉ, ମଙ୍ଗଳଯାନ ହେଉ, ଆଦିତ୍ୟ ଏଲ୍- ୱାନ୍ କିମ୍ବା ଗୋଟିଏ ରକେଟରେ ଏକାଥରରେ ୧୦୪ଟି ଉପଗ୍ରହ ପ୍ରେରଣର ଅଭୂତପୂର୍ବ ଅଭିଯାନ ହେଉ – ଇସ୍ରୋର ସଫଳତାର ପରିସର ବିଶାଳ ହୋଇଛି । ଗତ ୧୦ ବର୍ଷରେ ହିଁ ପ୍ରାୟଃ ୪୬୦ ଟି ଉପଗ୍ରହ ଲଞ୍ଚ୍ କରାଯାଇଛି ଏବଂ ଏଥିରେ ଅନ୍ୟ ଦେଶମାନଙ୍କର ମଧ୍ୟ ଅନେକ ଉପଗ୍ରହ ରହିଛି । ଗୋଟିଏ ବଡ଼ କଥା ହେଉଛି ଯେ, ଆମ ମହାକାଶ ବିଜ୍ଞାନୀମାନଙ୍କ ଦଳରେ ନାରୀଶକ୍ତିର ଅଂଶଗ୍ରହଣ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଏହାଦେଖି ମଧ୍ୟ ମୋତେ ବହୁତ ଖୁସି ଲାଗୁଛି ଯେ, ଆଜି ମହାକାଶ କ୍ଷେତ୍ର ଆମ ଯୁବବର୍ଗଙ୍କର ପ୍ରିୟ ହୋଇଯାଇଛି । କିଛି ବର୍ଷ ପୂର୍ବେ ଏ କଥା କିଏ ବା ଚିନ୍ତା କରିଥିବ ଯେ, ଏହି କ୍ଷେତ୍ରରେ ଷ୍ଟାର୍ଟ-ଅପ୍ ଏବଂ ଘରୋଇ କମ୍ପାନୀଗୁଡ଼ିକର ସଂଖ୍ୟା ଶହ ଶହ ହୋଇଯିବ । ଆମର ଯେଉଁ ଯୁବକ-ଯୁବତୀ ଜୀବନରେ କିଛି ରୋମାଂଚକର ଏବଂ ଉତ୍ସାହଜନକ କାର୍ଯ୍ୟ କରିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଏହି ମହାକାଶ କ୍ଷେତ୍ର ଗୋଟିଏ ସୁନ୍ଦର ବିକଳ୍ପ ହେବାକୁ ଯାଉଛି ।ବିଶ୍ୱ ସିଂହ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
August 10th, 09:03 am
ଆଜି ବିଶ୍ୱ ସିଂହ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିଂହ ସଂରକ୍ଷଣ ଏବଂ ସୁରକ୍ଷା କାର୍ଯ୍ୟରେ ଜଡିତ ସମସ୍ତଙ୍କୁ ସାବାସୀ ଦେଇଛନ୍ତି । ଶ୍ରୀ ମୋଦୀ ଫେବୃଆରୀ ୨୦୨୪ରେ ଅନ୍ତର୍ଜାତୀୟ ବିଗ୍ କ୍ୟାଟ୍ ଆଲାଏନ୍ସ ପ୍ରତିଷ୍ଠା ପାଇଁ କେନ୍ଦ୍ର କ୍ୟାବିନେଟ୍ର ଅନୁମୋଦନ ଉପରେ ଆଲୋକପାତ କରିଛନ୍ତି, ଯାହା ବଡ ବିଲେଇମାନଙ୍କୁ ସୁରକ୍ଷା ଦେବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛି । ଏହି ଅବସରରେ ସମଗ୍ର ବିଶ୍ୱରୁ ମିଳିଥିବା ଉତ୍ସାହଜନକ ପ୍ରତିକ୍ରିୟାରେ ସେ ଖୁସି ବ୍ୟକ୍ତ କରିଛନ୍ତି ।Prime Minister receives Parimal Nathwani’s book on Gir and Asiatic lions
July 31st, 08:10 pm
The Prime Minister, Shri Narendra Modi received “Call of the Gir” a coffee table book on Gir and Asiatic lions by Rajya Sabha Member, Parimal Nathwani.୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।ବିଶ୍ୱ ସିଂହ ଦିବସ ଉପଲକ୍ଷେ ସିଂହ ସଂରକ୍ଷଣ ନିମନ୍ତେ ଉତ୍ସାହୀ ଥିବା ସମସ୍ତ ଲୋକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
August 10th, 11:19 am
ବିଶ୍ୱ ସିଂହ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିଂହ ସଂରକ୍ଷଣ ପାଇଁ ଉତ୍ସାହୀ ଥିବା ସମସ୍ତ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।74ତମ ସ୍ୱାଧୀନତା ଦିବସ ସମାରୋହ-ଅଗଷ୍ଟ 15, 2020 ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 02:49 pm
ଆଜି ଆମେ ସ୍ୱାଧୀନ ଭାରତରେ ଶାନ୍ତିରେ ନିଶ୍ୱାସ ନେଉଛୁ, ଏହା ପଛରେ ମା’ ଭାରତୀଙ୍କ ଲକ୍ଷ ଲକ୍ଷ ସନ୍ତାନଙ୍କ ତ୍ୟାଗ, ବଳିଦାନ ଓ ଦେଶକୁ ସ୍ୱାଧୀନ କରିବା ଲାଗି ସମର୍ପଣ ରହିଛି । ଆଜି ସେ ସମସ୍ତ ସ୍ୱାଧୀନତା ସଂଗ୍ରାମୀ, ବୀର ଯୋଦ୍ଧା ଓ ଶହୀଦମାନଙ୍କୁ ପ୍ରଣାମ କରିବାର ପର୍ବ ।74ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀର ଉପରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
August 15th, 02:38 pm
ମୋର ପ୍ରିୟ ଦେଶବାସୀ, ଆଜିର ଏହି ଶୁଭ ଅବସରରେ ଆପଣମାନଙ୍କୁ ମୁଁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରୁଛି ।India celebrates 74th Independence Day
August 15th, 07:11 am
Prime Minister Narendra Modi addressed the nation on the occasion of 74th Independence Day. PM Modi said that 130 crore countrymen should pledge to become self-reliant. He said that it is not just a word but a mantra for 130 crore Indians. “Like every young adult in an Indian family is asked to be self-dependent, India as nation has embarked on the journey to be Aatmanirbhar”, said the PM.PM expresses happiness over increasing population of the majestic Asiatic Lion
June 10th, 08:22 pm
PM Narendra Modi has expressed his happiness over the increasing population of the majestic Asiatic Lion, living in Gujarat’s Gir Forest.PM expresses happiness over the news of 27% increase in population of Asiatic lions
May 12th, 08:14 pm