ନୂଆଦିଲ୍ଲୀରେ ରିପବ୍ଲିକ ସମିଟ୍ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 22nd, 10:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ରିପବ୍ଲିକ୍ ସମିଟ୍ ୨୦୨୬’ ସମ୍ବୋଧନ କରିଛନ୍ତି। ସମଗ୍ର ବିଶ୍ବ ଦ୍ରୁତ ଓ ଗୁରୁତ୍ବପୂର୍ଣ୍ଣ ପରିବର୍ତ୍ତନ ଦେଖୁଥିବାବେଳେ ‘ମହାନ ଶକ୍ତି ଭାରତ: ରାଷ୍ଟ୍ର ପ୍ରଥମ’ ଶୀର୍ଷକରେ ଏହି ସମ୍ମିଳନୀ ଆୟୋଜନ କରିଥିବାରୁ ଆୟୋଜକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।‘ରିପବ୍ଲିକ୍ ସମିଟ୍ ୨୦୨୬’କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 22nd, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ରିପବ୍ଲିକ୍ ସମିଟ୍ ୨୦୨୬’ ସମ୍ବୋଧନ କରିଛନ୍ତି। ସମଗ୍ର ବିଶ୍ବ ଦ୍ରୁତ ଓ ଗୁରୁତ୍ବପୂର୍ଣ୍ଣ ପରିବର୍ତ୍ତନ ଦେଖୁଥିବାବେଳେ ‘ମହାନ ଶକ୍ତି ଭାରତ: ରାଷ୍ଟ୍ର ପ୍ରଥମ’ ଶୀର୍ଷକରେ ଏହି ସମ୍ମିଳନୀ ଆୟୋଜନ କରିଥିବାରୁ ଆୟୋଜକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।ଆଜି ବିଜେପି ସୁଶାସନ ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ଠିଆ ହୋଇଛି: ପ୍ରଧାନମନ୍ତ୍ରୀ ମୋଦୀ
April 06th, 12:30 pm
ପ୍ରଧାନମନ୍ତ୍ରୀ ମୋଦୀ ଦଳର ସ୍ଥାପନା ଦିବସରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କଲେ, ପିଢ଼ି ପରେ ପିଢ଼ିର କର୍ମୀମାନଙ୍କୁ ଏବଂ ସେମାନଙ୍କ ସମର୍ପଣ, ତ୍ୟାଗ ଏବଂ ଅଟଳ ପ୍ରତିବଦ୍ଧତାକୁ ଶ୍ରଦ୍ଧାଞ୍ଜଳି ଦେଲେ। ସେ ପ୍ରାରମ୍ଭିକ ବର୍ଷଗୁଡ଼ିକୁ ମନେ ପକାଇ କହିଲେ ,ଯେତେବେଳେ ବିଜେପି ପାଖରେ ନା ଶକ୍ତି ଥିଲା ନା ସମ୍ବଳ, ଏବଂ କାର୍ଯ୍ୟକର୍ତ୍ତାମାନେ ଲୋକଙ୍କ ସହିତ ସଂଯୋଗ ସ୍ଥାପନ ପାଇଁ ଅକ୍ଲାନ୍ତ ଯାତ୍ରା କରିଥିଲେ। ସେ ଭାରତର ଉଜ୍ଜ୍ୱଳ ଭବିଷ୍ୟତ ପ୍ରତି ସେମାନଙ୍କର ବିଶ୍ୱାସକୁ ପୁନରାବୃତ୍ତି କଲେ, ଯାହା ସେମାନଙ୍କୁ ଜରୁରୀକାଳୀନ ପରିସ୍ଥିତି, ରାଜନୈତିକ ବିଚ୍ଛିନ୍ନତା ଏବଂ ହିଂସା ଭଳି ଚ୍ୟାଲେଞ୍ଜ ସତ୍ତ୍ୱେ ଆଗକୁ ବଢ଼ୁଥିଲା।ବିଜେପି ସ୍ଥାପନା ଦିବସରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
April 06th, 12:00 pm
ପ୍ରଧାନମନ୍ତ୍ରୀ ମୋଦୀ ଦଳର ସ୍ଥାପନା ଦିବସରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କଲେ, ପିଢ଼ି ପରେ ପିଢ଼ିର କର୍ମୀମାନଙ୍କୁ ଏବଂ ସେମାନଙ୍କ ସମର୍ପଣ, ତ୍ୟାଗ ଏବଂ ଅଟଳ ପ୍ରତିବଦ୍ଧତାକୁ ଶ୍ରଦ୍ଧାଞ୍ଜଳି ଦେଲେ। ସେ ପ୍ରାରମ୍ଭିକ ବର୍ଷଗୁଡ଼ିକୁ ମନେ ପକାଇ କହିଲେ ,ଯେତେବେଳେ ବିଜେପି ପାଖରେ ନା ଶକ୍ତି ଥିଲା ନା ସମ୍ବଳ, ଏବଂ କାର୍ଯ୍ୟକର୍ତ୍ତାମାନେ ଲୋକଙ୍କ ସହିତ ସଂଯୋଗ ସ୍ଥାପନ ପାଇଁ ଅକ୍ଲାନ୍ତ ଯାତ୍ରା କରିଥିଲେ। ସେ ଭାରତର ଉଜ୍ଜ୍ୱଳ ଭବିଷ୍ୟତ ପ୍ରତି ସେମାନଙ୍କର ବିଶ୍ୱାସକୁ ପୁନରାବୃତ୍ତି କଲେ, ଯାହା ସେମାନଙ୍କୁ ଜରୁରୀକାଳୀନ ପରିସ୍ଥିତି, ରାଜନୈତିକ ବିଚ୍ଛିନ୍ନତା ଏବଂ ହିଂସା ଭଳି ଚ୍ୟାଲେଞ୍ଜ ସତ୍ତ୍ୱେ ଆଗକୁ ବଢ଼ୁଥିଲା।ନେକ୍ସଟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 10:47 pm
ଆଜି, ମାର୍ଚ୍ଚ ୧୨ ତାରିଖ, ଏକ ଐତିହାସିକ ଦିନ । ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ମହାତ୍ମା ଗାନ୍ଧୀ ସାବରମତୀ ଆଶ୍ରମରୁ ଦାଣ୍ଡି ଯାତ୍ରା ଆରମ୍ଭ କରିଥିଲେ । ଏହା ଭାରତର ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ମୋଡ଼ ଥିଲା, କାରଣ ଏହି ଯାତ୍ରା ଦେଶର ପ୍ରତିଟି କୋଣକୁ ଏକମାତ୍ର ଲକ୍ଷ୍ୟ ‘ଭାରତର ସ୍ୱାଧୀନତା’ ସହିତ ଯୋଡ଼ିଥିଲା। ଆଜି ଏହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ଆଉ ଏକ ଯାତ୍ରାରେ ବାହାରିଛୁ । ଏହି ଯାତ୍ରା ହେଉଛି ବିକଶିତ ଭାରତର ଯାତ୍ରା । ଆମର ଲକ୍ଷ୍ୟ ଗୋଟିଏ, ଆମର ଗନ୍ତବ୍ୟ ସ୍ଥଳ ମଧ୍ୟ ଗୋଟିଏ, ତାହା ହେଲା- ବିକଶିତ ଭାରତ। ଏହି ଲକ୍ଷ୍ୟ ପ୍ରାପ୍ତି ଦିଗରେ, ଏହିଭଳି ସମ୍ମିଳନୀରେ ହେଉଥିବା ମନ୍ଥନ ଏବଂ ସେଥିରୁ ବାହାରୁଥିବା ଅମୃତ ଏକ ବଡ଼ ଭୂମିକା ଗ୍ରହଣ କରେ । ମୋତେ ନେକ୍ସଟ ସମ୍ମିଳନୀକୁ (Nxt Summit) ନିମନ୍ତ୍ରଣ କରିଥିବାରୁ ମୁଁ ଆପଣ ସମସ୍ତଙ୍କ ନିକଟରେ କୃତଜ୍ଞ । ଏଠାକୁ ଦେଶ ଓ ବିଦେଶରୁ ଅନେକ ସହକର୍ମୀ ଆସିଛନ୍ତି; କିଛି ପୁରୁଣା ପରିଚିତ ମଧ୍ୟ ଅଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି । ବନ୍ଧୁଗଣ, ୨୧ତମ ଶତାବ୍ଦୀର ଏହି ସମୟ ‘ନ ଭୂତୋ ନ ଭବିଷ୍ୟତି’ (ଯାହା ପୂର୍ବରୁ କେବେ ଘଟିନି କି ଭବିଷ୍ୟତରେ ଘଟିବ ନାହିଁ) ଭଳି । ଗୋଟିଏ ପଟେ ଯୁଦ୍ଧର ଭୟାବହତା ରହିଛି, ଯୋଗାଣ ଶୃଙ୍ଖଳା ପୁଣି ଥରେ ନଷ୍ଟ ହେଉଛି ଏବଂ ଜାତିସଂଘ ଭଳି ବିଶ୍ୱସ୍ତରୀୟ ସଂସ୍ଥାଗୁଡ଼ିକର ପ୍ରାସଙ୍ଗିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଏଭଳି ସମୟରେ, ଏହି ପ୍ରତିକୂଳ ପରିସ୍ଥିତି ମଧ୍ୟରେ ବି ଆମ ଭାରତ ଅଗ୍ରସର ହେଉଛି । ଆଜି ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ, ଯେଉଁ ଦେଶର ନାମ ସବୁଠାରୁ ଅଧିକ ଆଲୋଚନା ହେଉଛି, ତାହା ହେଉଛି ଭାରତ । ସାମ୍ପ୍ରତିକ ଅନେକ ସଙ୍କଟ ମଧ୍ୟରେ, ବିଶ୍ୱର ପ୍ରତ୍ୟେକ ଗମ୍ଭୀର ନେତା ଏବଂ ପ୍ରତ୍ୟେକ ଜ୍ଞାନୀ ବ୍ୟକ୍ତିଙ୍କର ଭାରତ ପ୍ରତି ବହୁତ ବଡ଼ ଆଶା ରହିଛି । ନିକଟରେ ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର ଷ୍ଟବ ଭାରତ ଆସିଥିଲେ । ସେ କହିଥିଲେ ଯେ ‘ଦକ୍ଷିଣ ବିଶ୍ୱ (ଗ୍ଲୋବାଲ ସାଉଥ’) ଏବେ ବିଶ୍ୱର ଦିଗ ନିର୍ଣ୍ଣୟ କରିବ ଏବଂ ସେହି ଦିଗ ନିର୍ଦ୍ଧାରଣ କରିବାରେ ଭାରତ ସବୁଠାରୁ ଶକ୍ତିଶାଳୀ ଦେଶ ହେବ । ଏହା ପୂର୍ବରୁ କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ କାର୍ଣ୍ଣି ମଧ୍ୟ କହିଥିଲେ ଯେ ଆଗାମୀ ତିନି ଦଶନ୍ଧି ମଧ୍ୟରେ ବିଶ୍ୱର ଅର୍ଥନୈତିକ ମାଧ୍ୟାକର୍ଷଣ ଯେଉଁ କେନ୍ଦ୍ରକୁ ସ୍ଥାନାନ୍ତରିତ ହେଉଛି, ତାହା ହେଉଛି ଭାରତ । ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋଁ ମଧ୍ୟ ବିଶ୍ୱାସ କରନ୍ତି ଯେ ବିଶ୍ୱର ବଡ଼ ବଡ଼ ସମସ୍ୟାର ସମାଧାନ ପାଇଁ ଭାରତ ଏକ ଅପରିହାର୍ଯ୍ୟ ଅଂଶୀଦାର ପାଲଟିଛି । ଆଜି ଯଦି ଆମେ ବୈଷୟିକ ଏବଂ ଅର୍ଥନୈତିକ ଜଗତର ବିଶ୍ୱସ୍ତରୀୟ ନେତାମାନଙ୍କ ବକ୍ତବ୍ୟର ସାରାଂଶ କାଢ଼ିବା, ତେବେ କେବଳ ଗୋଟିଏ ଭାବନା ଉକୁଟି ଆସେ - ଯଦି ଆପଣ ଭବିଷ୍ୟତର ଅଂଶ ହେବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ଭାରତ ସହିତ ଯୋଡ଼ି ହେବାକୁ ପଡ଼ିବ; ଆପଣଙ୍କୁ ଭାରତରେ ରହିବାକୁ ହେବ ।ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 12th, 08:30 pm
ପ୍ରଧାନମନ୍ତ୍ରୀ ଆଜି ଆଇଟିଭି ନେଟୱାର୍କର ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଐତିହାସିକ ଦାଣ୍ଡିଯାତ୍ରାର ବାର୍ଷିକୀ ସଂପର୍କରେ ଉଲ୍ଲେଖ କରି ସେ ଭାରତର ସ୍ବାଧୀନତା ସଂଗ୍ରାମ ସହ ଏକ ବିକଶିତ ଦେଶ ହେବାକୁ ଭାରତ ଚଳାଇଥିବା ଅଭିଯାନର ସମାନତା ଆଙ୍କିଥିଲେ। ଶ୍ରୀ ମୋଦି ଗୁରୁତ୍ୱାରୋପ କରି କହିଥିଲେ ଯେ ଯେପରି ୧୯୩୦ ମାର୍ଚ୍ଚ ଦେଶକୁ ସ୍ୱାଧୀନତା ଆଡକୁ ନେଇଥିଲା, ସେହିପରି ବର୍ତ୍ତମାନର ବିକଶିତ ଭାରତ ମିଶନ ହେଉଛି ୧୪୦ କୋଟି ଭାରତୀୟଙ୍କ ସାମୂହିକ ଲକ୍ଷ୍ୟ। ସେ କହିଥିଲେ, ଆଜି, ସେହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ପୁଣି ଥରେ 'ବିକଶିତ ଭାରତ' ପାଇଁ ଏକ ନୂତନ ଯାତ୍ରା ଆରମ୍ଭ କରିଛୁ।Cabinet approves upgradation of National Highway-56 sections in Gujarat at Rs.4583.64 Crore
February 14th, 01:02 pm
The Cabinet Committee on Economic Affairs, chaired by PM Modi, has approved the project for the construction of 4-lane sections in Gujarat with a total project length of 107.67 km, costing Rs. 4583.64 crore. The project will improve connectivity to tribal areas, thereby supporting economic growth and development of the region. It will also enhance connectivity to the Statue of Unity.No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।The greatest pride of my life is that I am a karyakarta of the Bharatiya Janata Party: PM Modi at BJP HQ
January 20th, 11:16 am
Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”PM Modi addresses BJP karyakartas at felicitation of New Party President
January 20th, 11:15 am
Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”ଓମାନରେ ଭାରତୀୟ ଛାତ୍ର ଏବଂ ଭାରତୀୟ ସମ୍ପ୍ରଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 18th, 12:32 pm
ଏହି ଯୁବ ଉତ୍ସାହ, ତୁମର ଶକ୍ତି, ଏଠାକାର ସମ୍ପୂର୍ଣ୍ଣ ପରିବେଶକୁ ଚଳଚଞ୍ଚଳ କରିଦେଇଛି । ମୁଁ ସେହି ସମସ୍ତ ଭାଇ-ଭଉଣୀମାନଙ୍କୁ ମଧ୍ୟ ପ୍ରଣାମ କରୁଛି ଯେଉଁମାନେ ସ୍ଥାନର ଅଭାବ ଯୋଗୁଁ ଏହି ହଲରେ ନାହାନ୍ତି ଏବଂ ନିକଟବର୍ତ୍ତୀ ହଲ୍ରେ ସ୍କ୍ରିନରେ ଏହି କାର୍ଯ୍ୟକ୍ରମକୁ ଲାଇଭ ଦେଖୁଛନ୍ତି । ଏବେ ଆପଣ କଳ୍ପନା କରିପାରିବେ, ଯଦି ଏତେ ଦୂର ଆସିଲେ ଏବଂ ଭିତରକୁ ଆସିପାରିଲେ ନାହିଁ, ତେବେ ସେମାନଙ୍କ ମନରେ କ’ଣ ଚାଲିଥିବ ।ଓମାନରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 18th, 12:31 pm
ସମାବେଶକୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ଭାରତରେ ରହୁଥିବା ପରିବାର ଏବଂ ବନ୍ଧୁମାନଙ୍କ ତରଫରୁ ସମୁଦାୟକୁ ଶୁଭେଚ୍ଛା ଜଣାଇଥିଲେ। ସେ ସେମାନଙ୍କର ଅତି ଚମତ୍କାର ଏବଂ ରଙ୍ଗାରଙ୍ଗ ସ୍ୱାଗତ ପାଇଁ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ ଓମାନରେ ବସବାସ କରୁଥିବା ଭାରତର ବିଭିନ୍ନ ଅଂଶରୁ ଲୋକଙ୍କୁ ଭେଟି ସେ ଖୁବ୍ ଆନନ୍ଦିତ, ଏବଂ ଉଲ୍ଲେଖ କରିଥିଲେ ଯେ ବିବିଧତା ହେଉଛି ଭାରତୀୟ ସଂସ୍କୃତିର ମୂଳଦୁଆ - ଏକ ମୂଲ୍ୟ ଯାହା ସେମାନଙ୍କୁ ଯେକୌଣସି ସମାଜର ଅଂଶ ହେବାରେ ସାହାଯ୍ୟ କରେ। ଓମାନରେ ଭାରତୀୟ ସମ୍ପ୍ରଦାୟକୁ କେତେ ଭଲ ଭାବରେ ସମ୍ମାନିତ କରାଯାଏ ସେ, ବିଷୟରେ କହିବାକୁ ଯାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ, ସହାବସ୍ଥାନ ଏବଂ ସହଯୋଗ ଭାରତୀୟ ପ୍ରବାସୀମାନଙ୍କର ଏକ ପ୍ରମୁଖ ପରିଚୟ।ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।ଗୁଜୁରାଟ ଡେଡିଆପଡାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଡେଡିଆପଡ଼ାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ, ସେ ୯,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମା’ ନର୍ମଦାର ପବିତ୍ର ଭୂମି ଆଜି ଆଉ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି ବୋଲି କହି ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ଯେ, ୩୧ ଅକ୍ଟୋବରରେ, ଭାରତର ଏକତା ଏବଂ ବିବିଧତାକୁ ପାଳନ କରିବା ପାଇଁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ସେହି ସ୍ଥାନରେ ପାଳନ କରାଯାଇଥିଲା, ଭାରତ ପର୍ବ ଆରମ୍ଭ ହୋଇଥିଲା। ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀର ମହାନ ଉତ୍ସବ ସହିତ, ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ, ଆମେ ଭାରତ ପର୍ବର ପରିଣାମ ଦେଖୁଛୁ। ଏହି ପବିତ୍ର ଅବସରରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି ଯେ, ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଆଦିବାସୀ ଅଞ୍ଚଳରେ ସ୍ୱାଧୀନତାର ଭାବନା ଜାଗ୍ରତ କରିଥିବା ଗୋବିନ୍ଦ ଗୁରୁଙ୍କ ଆଶୀର୍ବାଦ ମଧ୍ୟ ଏହି କାର୍ଯ୍ୟକ୍ରମ ସହିତ ଜଡିତ। ମଞ୍ଚ ଉପରୁ ସେ ଗୋବିନ୍ଦ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ କିଛି ସମୟ ପୂର୍ବରୁ ଦେବମୋଗ୍ରା ମାତାଙ୍କ ମନ୍ଦିରକୁ ଯିବାର ସୌଭାଗ୍ୟ ମିଳିଥିଲା ଏବଂ ପୁଣି ଥରେ ତାଙ୍କ ପାଦ ତଳେ ପ୍ରଣାମ କରିଥିଲେ।Bihar doesn't need ‘Katta Sarkar’: PM Modi in Sitamarhi
November 08th, 11:15 am
PM Modi addressed a large and enthusiastic gathering in Sitamarhi, Bihar, seeking blessings at the sacred land of Mata Sita and underlining the deep connection between faith and nation building. Recalling the events of November 8 2019, when he had prayed for a favourable Ayodhya judgment before inauguration duties the next day, he said today he had come to Sitamarhi to seek the people’s blessings for a Viksit Bihar. He reminded voters that this election will decide the future of Bihar’s youth and urged them to vote for progress.Unstoppable wave of support as PM Modi addresses rallies in Sitamarhi and Bettiah, Bihar
November 08th, 11:00 am
PM Modi today addressed large and enthusiastic gatherings in Sitamarhi and Bettiah, Bihar, seeking blessings in the sacred land of Mata Sita and highlighting the deep connection between faith and nation-building. Recalling the events of November 8, 2019, when he had prayed for a favourable Ayodhya verdict before heading for an inauguration the following day, he said he had now come to Sitamarhi to seek the people’s blessings for a Viksit Bihar.RJD and Congress are putting Bihar’s security and the future of its children at risk: PM Modi in Katihar, Bihar
November 03rd, 02:30 pm
In a massive public rally in Katihar, Bihar, PM Modi began with the clarion call, “Phir ek baar - NDA Sarkar, Phir ek baar - Susashan Sarkar.” He accused the RJD and Congress of risking Bihar’s security for votes and questioned whether benefits meant for the poor should be taken away by infiltrators. He remarked that under Nitish Ji’s leadership, NDA brought governance and growth, emphasizing that every single vote will play a role in building a Viksit Bihar.