ସହକାରୀ ସଚିବ ଭାବରେ ନିଯୁକ୍ତ ୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
June 23rd, 02:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ ସେବା ତୀର୍ଥରେ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ ସହକାରୀ ସଚିବ ଭାବରେ ନିଯୁକ୍ତ ହୋଇଥିବା ୨୦୨୪ ବ୍ୟାଚ୍ ର ୧୮୩ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କରିଛନ୍ତି।ସହକାରୀ ସଚିବ ଭାବେ ଅବସ୍ଥାପିତ ୨୦୨୨ ବ୍ୟାଚର ଆଇଏଏସ୍ ଶିକ୍ଷାନବୀସଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
July 11th, 07:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ସୁଷମା ସ୍ୱରାଜ ଭବନ ଠାରେ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ସହକାରୀ ସଚିବ ଭାବେ ନିୟୋଜିତ ୨୦୨୨ ବ୍ୟାଚର ୧୮୧ ଜଣ ଶିକ୍ଷାନବୀସ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।