Ken-Betwa Link Project will open new doors of prosperity in Bundelkhand region: PM in Khajuraho, MP

December 25th, 01:00 pm

PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.

ମଧ୍ୟପ୍ରଦେଶର ଖଜୁରାହୋଠାରେ କେନ-ବେତଓ୍ବା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

December 25th, 12:30 pm

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଖଜୁରାହୋଠାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଲୋକମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଓ ସମଗ୍ର ବିଶ୍ବର ଖ୍ରୀଷ୍ଟିଆନମାନଙ୍କୁ ଖ୍ରୀଷ୍ଟମାସର ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ନେତୃତ୍ବାଧୀନ ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ମଧ୍ୟପ୍ରଦେଶର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଗତ ଏକ ବର୍ଷ ମଧ୍ୟରେ ନୂଆ ନୂଆ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଐତିହାସିକ କେନ-ବେତଓ୍ବା ନଦୀ ସଂଯୋଗୀକରଣ ପ୍ରକଳ୍ପ, ଦୌଧନ ଡ୍ୟାମ ଓ ମଧ୍ୟପ୍ରଦେଶର ପ୍ରଥମ ଭାସମାନ ସୌର ପ୍ରକଳ୍ପ ଓମକାରେଶ୍ବର ଭାସମାନ ସୌର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । ଏଥିପାଇଁ ସେ ମଧ୍ୟପ୍ରଦେଶ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

While the BJP is committed to the empowerment of women, Congress has repeatedly been involved in scandals: PM in Nanded

November 09th, 12:41 pm

In his rally in Nanded, Maharashtra, PM Modi highlighted the BJP's initiatives for women, including housing, sanitation, and economic empowerment through schemes like 'Drone Didis' to make women 'Lakhpati Didis.' He criticized Congress for disrespecting Baba Saheb Ambedkar’s Constitution and attempting to pide communities for political gain. PM Modi emphasized that a developed, united, and secure Maharashtra is key to a Viksit Bharat and urged voters to support the vision for the state's progress.

We will not let Maharashtra become an ATM for the Maha-Aghadi's mega scandals: PM Modi in Akola

November 09th, 12:20 pm

PM Modi addressed a large public gathering in Akola, Maharashtra, expressing deep gratitude for the people’s steadfast support over the past decade. He opened by highlighting the ambitious infrastructure initiatives launched by his government, including the Vadhavan Port, a nearly 80,000-crore project initiated within the first five months of his government’s third term at Centre.

PM Modi addresses massive gatherings in Akola & Nanded, Maharashtra

November 09th, 12:00 pm

PM Modi addressed large public gatherings in Akola & Nanded, Maharashtra, expressing deep gratitude for the people’s steadfast support over the past decade. He opened by highlighting the ambitious infrastructure initiatives launched by his government, including the Vadhavan Port, a nearly 80,000-crore project initiated within the first five months of his government’s third term at Centre and stated that respect, safety, and women’s empowerment have always been priorities for the BJP government.

ଭିଡିଓ କନଫରେନ୍ସିଂ ଜରିଆରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 06th, 01:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୁରଟଠାରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅଧୀନରେ ବର୍ଷା ଜଳ ସଂରକ୍ଷଣ ବୃଦ୍ଧି ଏବଂ ଦୀର୍ଘକାଳୀନ ଜଳ ସ୍ଥାୟୀତା ସୁନିଶ୍ଚିତ କରିବା ପାଇଁ ସାରା ରାଜ୍ୟରେ ପ୍ରାୟ ୨୪,୮୦୦ ବର୍ଷା ଜଳ ସଂରକ୍ଷଣ ଢାଞ୍ଚା ନିର୍ମାଣ କରାଯାଉଛି ।

ଭିଡିଓ କନଫରେନ୍ସିଂ ଜରିଆରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 06th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୁରଟଠାରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅଧୀନରେ ବର୍ଷା ଜଳ ସଂରକ୍ଷଣ ବୃଦ୍ଧି ଏବଂ ଦୀର୍ଘକାଳୀନ ଜଳ ସ୍ଥାୟୀତା ସୁନିଶ୍ଚିତ କରିବା ପାଇଁ ସାରା ରାଜ୍ୟରେ ପ୍ରାୟ ୨୪,୮୦୦ ବର୍ଷା ଜଳ ସଂରକ୍ଷଣ ଢାଞ୍ଚା ନିର୍ମାଣ କରାଯାଉଛି ।

Congress' model for MP was 'laapata model': PM Modi

November 08th, 12:00 pm

Ahead of the Assembly Election in Madhya Pradesh, PM Modi delivered an address at a public gathering in Damoh. PM Modi said, Today, India's flag flies high, and it has cemented its position across Global and International Forums. He added that the success of India's G20 Presidency and the Chandrayaan-3 mission to the Moon's South Pole is testimony to the same.

PM Modi’s Mega Election Rallies in Damoh, Guna & Morena, Madhya Pradesh

November 08th, 11:30 am

The campaigning in Madhya Pradesh has gained momentum as Prime Minister Narendra Modi has addressed multiple rallies in Damoh, Guna and Morena. PM Modi said, Today, India's flag flies high, and it has cemented its position across Global and International Forums. He added that the success of India's G20 Presidency and the Chandrayaan-3 mission to the Moon's South Pole is testimony to the same.

ମଧ୍ୟପ୍ରଦେଶର ବିନାଠାରେ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

September 14th, 12:15 pm

ବୁନ୍ଦେଲଖଣ୍ଡର ଏହି ଦେଶ ହେଉଛି ବୀରଙ୍କ ଭୂମି, ଯୋଦ୍ଧାଙ୍କ ଭୂମି ଅଟେ। ଏହି ଭୂମିକୁ ଉଭୟ ବିନା ଓ ବେତୱା ନଦୀର ଆଶୀର୍ବାଦ ମିଳିଛି। ଆଉ ମୋ ପାଇଁ, ଏହି ମାସରେ ଦ୍ୱିତୀୟ ଥର ପାଇଁ, ସାଗରକୁ ଆସି ଆପଣ ସମସ୍ତଙ୍କୁ ଦେଖିବାର ସୁଯୋଗ ମିଳିବା ମୋ ପାଇଁ ସୌଭାଗ୍ୟର ବିଷୟ । ମୁଁ ଶ୍ରୀ ଶିବରାଜଙ୍କ ସରକାରଙ୍କୁ ଅଭିନନ୍ଦନ ଏବଂ ଧନ୍ୟବାଦ ଜଣାଉଛି ଯେ ସେ ମୋତେ ଆଜି ଆପଣ ମାନଙ୍କ ମଧ୍ୟରେ ଆସିବାକୁ, ଆପଣମାନଙ୍କୁ ଦେଖିବାର ଅବସର ମଧ୍ୟ ଦେଇଛନ୍ତି। ଗତଥର ମୁଁ ସନ୍ଥ ରବିଦାସଜୀଙ୍କ ଭବ୍ୟ ସ୍ମାରକୀର ଶିଳାନ୍ୟାସ ଅବସରରେ ଆପଣଙ୍କ ମଧ୍ୟକୁ ଆସିଥିଲି। ଆଜି ମଧ୍ୟପ୍ରଦେଶର ବିକାଶରେ ନୂଆ ଗତି ଆଣିବା ଭଳି ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର ସୁଯୋଗ ପାଇଛି। ଏହି ପ୍ରକଳ୍ପଗୁଡ଼ିକ ଏହି ଅଞ୍ଚଳର ଶିଳ୍ପ ବିକାଶକୁ ନୂତନ ଶକ୍ତି ପ୍ରଦାନ କରିବ। ଏହି ସବୁ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୫୦ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ଆପଣ କଳ୍ପନା କରିପାରିବେ କି, ପଚାଶ ହଜାର କୋଟି ଅର୍ଥ କ'ଣ ହୋଇଥାଏ? ଆମ ଦେଶର ଅନେକଗୁଡ଼ିଏ ରାଜ୍ୟର ବାର୍ଷିକ ବଜେଟ୍ ଏତିକି ହୋଇ ନ ଥାଏ, ଯାହାକି ଆଜି କେବଳ ଗୋଟିଏ କାର୍ଯ୍ୟକ୍ରମ ପାଇଁ ଭାରତ ସରକାର ଏ ଖର୍ଚ୍ଚ କରୁଛନ୍ତି। ମଧ୍ୟପ୍ରଦେଶ ପ୍ରତି ଆମର ପ୍ରତିବଦ୍ଧତା କେତେ ବଡ଼ ତାହା ଏହା ଦର୍ଶାଉଛି। ଏହି ସବୁ ପ୍ରକଳ୍ପ ଆଗାମୀ ଦିନରେ ମଧ୍ୟପ୍ରଦେଶର ହଜାର ହଜାର ଯୁବକଯୁବତୀଙ୍କୁ ରୋଜଗାର ଯୋଗାଇବ। ଏହି ପ୍ରକଳ୍ପଗୁଡ଼ିକ ଗରିବ ଓ ମଧ୍ୟବିତ୍ତ ପରିବାରର ସ୍ୱପ୍ନ ପୂରଣ କରିବାକୁ ଯାଉଛି। ବିନା ରିଫାଇନାରୀର ସମ୍ପ୍ରସାରଣ ଏବଂ ଅନେକ ନୂତନ ସୁବିଧାର ଶିଳାନ୍ୟାସ ପାଇଁ ମୁଁ ମଧ୍ୟପ୍ରଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।

ପ୍ରଧାନମନ୍ତ୍ରୀଙ୍କ ମଧ୍ୟପ୍ରଦେଶ ଗସ୍ତ କାଳରେ ବିଭିନ୍ନ ବିକାଶ ପ୍ରକଳ୍ପର ଶିଳାନ୍ୟାସ

September 14th, 11:38 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୪-୯-୨୦୨୩)ମଧ୍ୟପ୍ରଦେଶର ବୀନାଠାରେ ୫୦, ୭୦୦ କୋଟି ଟଙ୍କାର ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ସେଗୁଡିକ ମଧ୍ୟରେ ବୀନାଠାରେ ଭାରତ ପଟ୍ରୋଲିୟମ ନିଗମ ଲିମିଟେଡ(ବିପିସିଏଲ)ର ପେଟ୍ରୋ ରସାୟନ ପରିସର ରହିଛି । ଏହା ୪୯ ହଜାର କୋଟି ଟଙ୍କା ବ୍ୟୟରେ ବିକଶିତ ହେବ । ଏହା ବ୍ୟତୀତ ନର୍ମଦାପୁରମ୍ ଜିଲ୍ଲାରେ ଶକ୍ତି ଓ ଅକ୍ଷୟଶକ୍ତି ନିର୍ମାଣ ଅଞ୍ଚଳ, ଇନ୍ଦୋରରେ ଦୁଇଟି ଆଇଟି ଉଦ୍ୟାନ, ରତଲାମ୍‌ରେ ଗୋଟିଏ ବୃହତ ଶିଳ୍ପ ଉଦ୍ୟାନ ଓ ମଧ୍ୟପ୍ରଦେଶର ବିଭିନ୍ନ ସ୍ଥାନରେ ଛଅଟି ନୂତନ ଶିଳ୍ପାଞ୍ଚଳ ଅନ୍ତର୍ଭୁକ୍ତ । ସମବେତ ଜନତାଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ବୁନ୍ଦେଲଖଣ୍ଡ ହେଉଛି ଯୋଦ୍ଧାଙ୍କ ଭୂମି । ସେ ମଧ୍ୟପ୍ରଦେଶର ସାଗରକୁ ମାସକ ମଧ୍ୟରେ ଆସିଥିବାର ସୁଯୋଗ ପାଇଥିବାରୁ ସେଠାକାର ସରକାରଙ୍କୁ ଧନ୍ୟବାଦ ଦେଇଥିଲେ । ସେ ମଧ୍ୟ ସନ୍ଥ ରବିଦାସଜୀଙ୍କ ସ୍ମାରକୀସ୍ଥଳର ଶିଳାନ୍ୟାସ ପାଇଁ ଆସିଥିବାର ସ୍ମୃତିଚାରଣ କରିଥିଲେ ।

ବ୍ରହ୍ମାକୁମାରୀମାନଙ୍କ ଦ୍ୱାରା ‘ଜଳ-ଜନ ଅଭିଯାନ’ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ଅନୁବାଦ

February 16th, 01:00 pm

ବ୍ରହ୍ମା କୁମାରୀ ସଂସ୍ଥାର ପ୍ରମୁଖ ରାଜଯୋଗିନୀ ଦାଦୀ ରତନ ମୋହିନୀ ଜୀ, କ୍ୟାବିନେଟରେ ମୋର ସାଥୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, ବ୍ରହ୍ମା କୁମାରୀ ସଂସ୍ଥାର ସଦସ୍ୟ, ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି, ମହିଳାମାନେ ଏବଂ ଭଦ୍ର ଲୋକମାନେ! ମୋତେ ଖୁସି ଲାଗୁଛି ଯେ ବ୍ରହ୍ମା କୁମାରୀମାନଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ଜଳ-ଜନ ଅଭିଯାନ’ର ଶୁଭାରମ୍ଭ ଅବସରରେ ମୁଁ ଏଠାରେ ଅଛି । ଆପଣ ସମସ୍ତଙ୍କ ମଧ୍ୟରେ ଆସିବା ଏବଂ ଆପଣମାନଙ୍କ ଠାରୁ ଶିଖିବା ମୋ ପାଇଁ ସର୍ବଦା ସ୍ୱତନ୍ତ୍ର ରହିଥିଲା । ସ୍ୱର୍ଗତ ରାଜଯୋଗିନୀ ଦାଦୀ ଜାନକୀ ଜୀଙ୍କ ଠାରୁ ମୁଁ ପାଇଥିବା ଆଶୀର୍ବାଦ ହେଉଛି ମୋର ସବୁଠାରୁ ବଡ଼ ସମ୍ପତ୍ତି । ଦାଦୀ ପ୍ରକାଶ ମଣି ଜୀଙ୍କ ନିଧନ ପରେ ଆବୁ ରୋଡରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ମୋର ମନେ ଅଛି । ବିଗତ କିଛି ବର୍ଷ ମଧ୍ୟରେ, ମୋତେ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ବ୍ରହ୍ମା କୁମାରୀ ଭଉଣୀମାନଙ୍କ ଠାରୁ ଅନେକ ଉତ୍ସାହପୂର୍ଣ୍ଣ ନିମନ୍ତ୍ରଣ ପାଇଛି । ମୁଁ ଏହି ଆଧ୍ୟାତ୍ମିକ ପରିବାରର ସଦସ୍ୟ ଭାବରେ ସର୍ବଦା ଆପଣମାନଙ୍କ ମଧ୍ୟରେ ରହିବାକୁ ଚେଷ୍ଟା କରିଥାଏ ।

ଭିଡିଓ ବାର୍ତ୍ତା ଜରିଆରେ ‘ଜଳ-ଜନ ଅଭିଯାନ' ର ଶୁଭାରମ୍ଭକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

February 16th, 12:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ବ୍ରହ୍ମା କୁମାରୀଙ୍କ ‘ଜଳ-ଜନ ଅଭିଯାନ' କୁ ସମ୍ବୋଧିତ କରିଛନ୍ତି ।

ଅଖିଳ ଭାରତୀୟ ବାର୍ଷିକ ରାଜ୍ୟ ଜଳ ମନ୍ତ୍ରୀମାନଙ୍କର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳପାଠ

January 05th, 09:55 am

ଦେଶର ପ୍ରଥମ ଅଖିଳ ଭାରତୀୟ ସମ୍ମିଳନୀ ନିଜେ ଜଳ ମନ୍ତ୍ରୀମାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆଜି ଜଳ ସୁରକ୍ଷା ଉପରେ ଭାରତ ଅଦୃଶ୍ୟ ଭାବରେ କାର୍ଯ୍ୟ କରୁଛି ଏବଂ ଅଦ୍ଭୁତପୂର୍ବ ପୁଞ୍ଜି ବିନିଯୋଗ କରୁଛି । ଆମର ସାମ୍ବିଧାନିକ ବ୍ୟବସ୍ଥାରେ ଜଳର ବିଷୟ, ରାଜ୍ୟମାନଙ୍କ ନିୟନ୍ତ୍ରଣରେ ଆସିଥାଏ । ଜଳ ସଂରକ୍ଷଣ ପାଇଁ ରାଜ୍ୟଗୁଡ଼ିକର ପ୍ରୟାସ ଦେଶର ସାମୁହିକ ଲକ୍ଷ୍ୟ ହାସଲ କରିବାରେ ବହୁତ ସହାୟକ ହେବ । ତେଣୁ ‘ୱାଟର ଭିଜନ ୨୦୪୭’ ଆଗାମୀ ୨୫ ବର୍ଷର ଅମୃତ ଯାତ୍ରାକୁ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଦିଗ ଅଟେ ।

ପ୍ରଥମ ସର୍ବଭାରତୀୟ ଜଳ ମନ୍ତ୍ରୀ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଆଭାସୀ ଅଭିଭାଷଣ

January 05th, 09:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ଜଳ ସଂକ୍ରାନ୍ତ ସର୍ବଭାରତୀୟ ରାଜ୍ୟମନ୍ତ୍ରୀସ୍ତରୀୟ ସମ୍ମିଳନୀକୁ ଭିଡିଓ ବାର୍ତ୍ତା ଜରିଆରେ ଆଜି (୦୫.୦୧.୨୦୨୩) ସମ୍ବୋଧନ କରିଛନ୍ତି । ସମ୍ମିଳନୀର ବିଷୟବସ୍ତୁ ହେଉଛି “ୱାଟର ଭିଜନ @2047’ଓ ଏହି ମଞ୍ଚର ଲକ୍ଷ୍ୟ ହେଉଛି ସ୍ଥାୟୀ ନିରନ୍ତର ଓ ମାନବ ବିକାଶ ନିମନ୍ତେ ଜଳ ସମ୍ପଦର ଉପଯୋଗ ତଥା ଏ ଦିଗରେ ନୀତି ନିର୍ଦ୍ଧାରକମାନଙ୍କ ଦ୍ୱାରା ଆଲୋଚନା ମାଧ୍ୟମରେ ନିଷ୍ପତ୍ତି ।

ଗୋଆର ପାନଜୀ ଠାରେ ହର ଘର ଜଳ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା

August 19th, 04:51 pm

ଏହି କାର୍ଯ୍ୟକ୍ରମ ଗୋଆରେ ଅନୁଷ୍ଠିତ ହେଉଛି । କିନ୍ତୁ ଆଜି ମୁଁ ଦେଶର ତିନୋଟି ବଡ ସଫଳତା ସମସ୍ତ ନାଗରିକଙ୍କ ସହ ସେୟାର କରିବାକୁ ଚାହୁଁଛି । ଏବଂ ମୁଁ ସମଗ୍ର ଦେଶ ପାଇଁ ଏହା କହିବାକୁ ଚାହେଁ, ଯେତେବେଳେ ମୋର ଦେଶବାସୀ ଭାରତର ଏହି ସଫଳତା ବିଷୟରେ ଜାଣନ୍ତି, ମୁଁ ନିଶ୍ଚିତ ଯେ ସେମାନେ ଅତ୍ୟନ୍ତ ଗର୍ବିତ ହେବେ, ବିଶେଷ କରି ଆମର ମା’ ଏବଂ ଭଉଣୀମାନେ । ଆଜି ଆମେ ଅମୃତ କାଳ”ରେ ଭାରତ କାର୍ଯ୍ୟ କରୁଥିବା ବୃହତ ଲକ୍ଷ୍ୟ ସହ ଜଡିତ ତିନୋଟି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଛୁ । ପ୍ରଥମ ମାଇଲଖୁଣ୍ଟ ହେଉଛି ଆଜି ଦେଶର ୧୦ କୋଟି ଗ୍ରାମୀଣ ପରିବାର ପାଇପ୍ ଯୋଗେ ବିଶୁଦ୍ଧ ଜଳ ସୁବିଧା ସହିତ ସଂଯୁକ୍ତ ହୋଇଛନ୍ତି । ପରିବାରକୁ ଜଳ ଯୋଗାଣ ପାଇଁ ସରକାରଙ୍କ ଅଭିଯାନର ଏହା ଏକ ବଡ଼ ସଫଳତା । ଏହା ମଧ୍ୟ ସବକା ପ୍ରୟାସ” (ସମସ୍ତଙ୍କ ଉଦ୍ୟମ) ର ଏକ ଉତ୍ତମ ଉଦାହରଣ । ଏହି ସଫଳତା ପାଇଁ ମୁଁ ପ୍ରତ୍ୟେକ ଦେଶବାସୀ ଏବଂ ବିଶେଷକରି ମା’ ଏବଂ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଉଛି ।

ଭିଡିଓ ବାର୍ତ୍ତା ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଜଳଜୀବନ ମିଶନ ଅଧୀନସ୍ଥ ହର ଘର ଜଲ ଉତ୍ସବରେ ସମ୍ବୋଧନ

August 19th, 12:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ଜରିଆରେ ଜଳ ଜୀବନ ମିଶନ ଅଧୀନ ହର ଘର ଜଲ ଉତ୍ସବକୁ ସମ୍ବୋଧିତ କରିଛନ୍ତି । ଏହି ସମାରୋହ ଗୋଆରେ ଅନୁଷ୍ଠିତ ହୋଇଛି । ଗୋଆ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଏହି ଅବସରରେ ଉପସ୍ଥିତ ଥିଲେ । ଜନ୍ମାଷ୍ଟମୀର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀକୃଷ୍ଣ ଭକ୍ତମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

India's role in climate change is negligible: PM Modi at 'Save Soil Movement' programme

June 05th, 02:47 pm

PM Modi addressed 'Save Soil' programme organised by Isha Foundation. He said that to save the soil, we have focused on five main aspects. First- How to make the soil chemical free. Second- How to save the organisms that live in the soil. Third- How to maintain soil moisture. Fourth- How to remove the damage that is happening to the soil due to less groundwater. Fifth, how to stop the continuous erosion of soil due to the reduction of forests.

PM Addresses 'Save Soil' Programme Organised by Isha Foundation

June 05th, 11:00 am

PM Modi addressed 'Save Soil' programme organised by Isha Foundation. He said that to save the soil, we have focused on five main aspects. First- How to make the soil chemical free. Second- How to save the organisms that live in the soil. Third- How to maintain soil moisture. Fourth- How to remove the damage that is happening to the soil due to less groundwater. Fifth, how to stop the continuous erosion of soil due to the reduction of forests.

ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

June 05th, 11:05 am

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ନିତୀନ ଗଡ଼କରୀ ମହାଶୟ, ନରେନ୍ଦ୍ର ସିଂହ ତୋମର ମହାଶୟ, ପ୍ରକାଶ ଜାବଡେକର ମହାଶୟ, ପୀୟୂଷ ଗୋୟଲ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଗୁଜରାଟ ଖେଡ଼ାର ସାଂସଦ ଦେବୁସିଂହ ଜେସିଂଭାଇ ଚୌହାନ ମହାଶୟ, ୟୁପିର ହରଦୋଇର ସାଂସଦ ଭାଇ ଜୟପ୍ରକାଶ ରାୱତ ମହାଶୟ, ପୁଣେର ମେୟର ମୁରଲୀଧର ମହୋଲ ମହାଶୟ, ପିମ୍ପିରୀ ଚିଞ୍ଚୱାଡ଼ ମହାନଗର ନିଗମର ମେୟର ଭଉଣୀ ଉଷା ମହାଶୟା, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ,