India-France Year of Innovation is our shared commitment to innovate and lead: PM Modi at the India-France Innovation Forum
February 18th, 12:07 pm
In his address at the India-France Innovation Forum in Mumbai, PM Modi said that he and President Macron have decided to celebrate 2026 as the India-France Year of Innovation. Highlighting the government’s achievements in innovation over the past decade, he urged industry leaders to join the Atal Innovation Mission. He called on everyone to join hands with India to build a future where technology serves humanity and progress is inclusive.Gen Z & Gen Alpha will lead India to the goal of a Viksit Bharat: PM Modi
December 26th, 01:30 pm
While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.PM Modi addresses Veer Baal Diwas programme in New Delhi
December 26th, 01:00 pm
While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.Hackathon solutions are proving to be very useful for the people of the country: PM Modi
December 11th, 05:00 pm
PM Modi interacted with young innovators at the Grand Finale of Smart India Hackathon 2024 today, via video conferencing. He said that many solutions from the last seven hackathons were proving to be very useful for the people of the country.ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 11th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ ଯୁବ ଉଦ୍ଭାବକମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରୁ ତାଙ୍କ ଅଭିଭାଷଣରୁ 'ସବକା ପ୍ରୟାସ'ର ପୁନରାବୃତ୍ତି ବିଷୟରେ ମନେ ପକାଇଥିଲେ। ଆଜିର ଭାରତ 'ସବକା ପ୍ରୟାସ' କିମ୍ବା ସମସ୍ତଙ୍କ ପ୍ରୟାସ ଦ୍ୱାରା ଦ୍ରୁତ ଗତିରେ ଅଗ୍ରଗତି କରିପାରିବ ଏବଂ ଆଜିର ଅବସର ଏକ ଉଦାହରଣ ବୋଲି ସେ କହିଛନ୍ତି। ମୁଁ ସ୍ମାର୍ଟ ଇଣ୍ଡିଆ ହାକାଥନର ଗ୍ରାଣ୍ଡ ଫାଇନାଲକୁ ଉତ୍ସାହର ସହ ଅପେକ୍ଷା କରିଛି, ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ସେ ଯୁବ ଉଦ୍ଭାବକମାନଙ୍କ ମଧ୍ୟରେ ଥାଆନ୍ତି ସେତେବେଳେ ତାଙ୍କୁ କିଛି ନୂଆ ଶିଖିବାର ଏବଂ ବୁଝିବାର ସୁଯୋଗ ମିଳିଥାଏ । ଯୁବ ଉଦ୍ଭାବକମାନଙ୍କ ପ୍ରତି ତାଙ୍କର ଉଚ୍ଚ ଆଶା ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏକବିଂଶ ଶତାବ୍ଦୀର ଭାରତକୁ ଭିନ୍ନ ଦୃଷ୍ଟିରେ ଦେଖିବା ନିମନ୍ତେ ସେମାନଙ୍କର ଦୃଷ୍ଟିକୋଣ ରହିଛି । ତେଣୁ, ଶ୍ରୀ ମୋଦୀ କହିଥିଲେ, ଆପଣଙ୍କର ସମାଧାନ ମଧ୍ୟ ଭିନ୍ନ ଏବଂ ଯେତେବେଳେ ଏକ ନୂତନ ଚ୍ୟାଲେଞ୍ଜ ଆସେ, ଆପଣ ନୂତନ ଏବଂ ଅନନ୍ୟ ସମାଧାନ ବାହାର କରନ୍ତି। ପ୍ରଧାନମନ୍ତ୍ରୀ ଅତୀତରେ ହୋଇଥିବା ହାକାଥନ କଥା ମନେ ପକାଇ କହିଥିଲେ, ସେଥିରେ ପ୍ରଦାନ କରାଯାଇଥିବା ସମାଧାନଗୁଡ଼ିକୁ ବିଭିନ୍ନ ମନ୍ତ୍ରଣାଳୟରେ ବ୍ୟବହାର କରାଯାଉଛି । ଶ୍ରୀ ମୋଦୀ ଅଂଶଗ୍ରହଣକାରୀଙ୍କ ବିଷୟରେ ଅଧିକ ଜାଣିବାପାଇଁ ଆଗ୍ରହ ପ୍ରକାଶ କରିଥିଲେ ଏବଂ ବାର୍ତ୍ତାଳାପ ଆରମ୍ଭ କରିଥିଲେ ।Science for Self-Reliance is our mantra: PM Modi
September 26th, 05:15 pm
PM Modi dedicated to the nation three PARAM Rudra Supercomputers worth around Rs 130 crore. Developed indigenously under the National Supercomputing Mission, these supercomputers have been deployed in Pune, Delhi and Kolkata to facilitate pioneering scientific research. The PM also inaugurated a High-Performance Computing system tailored for weather and climate research.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ କଲେ ସମର୍ପିତ
September 26th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରାୟ ୧୩୦ କୋଟି ଟଙ୍କା ମୂଲ୍ୟର ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଜାତୀୟ ସୁପରକମ୍ପ୍ୟୁଟିଂ ମିଶନ (ଏନଏସଏମ) ଅଧୀନରେ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ ଏହି ସୁପର କମ୍ପ୍ୟୁଟରକୁ ପୁଣେ, ଦିଲ୍ଲୀ ଏବଂ କୋଲକାତାରେ ସ୍ଥାପିତ କରାଯାଇ ବୈଜ୍ଞାନିକ ଗବେଷଣାର ସୁବିଧା ପାଇଁ ନିୟୋଜିତ କରାଯାଇଛି । ପ୍ରଧାନମନ୍ତ୍ରୀ ପାଣିପାଗ ଏବଂ ଜଳବାୟୁ ଗବେଷଣା ପାଇଁ ପ୍ରସ୍ତୁତ ଏକ ହାଇ ପରଫର୍ମାନ୍ସ କମ୍ପ୍ୟୁଟିଂ (ଏଚପିସି) ପ୍ରଣାଳୀର ଉଦଘାଟନ କରିଛନ୍ତି ।ବିହାରର ରାଜଗିରରେ ନାଲନ୍ଦା ବିଶ୍ୱବିଦ୍ୟାଳୟ ପରିସରରେ ଉଦ୍ ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଉପସ୍ଥାପନା
June 19th, 10:31 am
ତୃତୀୟ ଥର ପାଇଁ ଶପଥ ନେବାର ପ୍ରଥମ ୧୦ ଦିନ ମଧ୍ୟରେ ମୁଁ ନାଳନ୍ଦା ଆସିବାର ସୁଯୋଗ ପାଇଛି। ଏହା ପ୍ରକୃତରେ ମୋର ସୌଭାଗ୍ୟ ଏବଂ ମୁଁ ଏହାକୁ ଭାରତର ବିକାଶ ଯାତ୍ରା ପାଇଁ ଏକ ଶୁଭ ସଙ୍କେତ ଭାବରେ ଦେଖୁଛି । ନାଳନ୍ଦା କେବଳ ଏକ ନାମ ନୁହେଁ। ନାଳନ୍ଦା ହେଉଛି ଏକ ପରିଚୟ, ଏକ ସମ୍ମାନ। ନାଳନ୍ଦା ହେଉଛି ଏକ ମୂଲ୍ୟ, ଏକ ମନ୍ତ୍ର, ଏକ ଗର୍ବ, ଏକ ଗାଥା । ନାଳନ୍ଦା ହେଉଛି ଏହି ସତ୍ୟର ଘୋଷଣା ଯେ ନିଆଁରେ ବହି ଜଳିଗଲେ ମଧ୍ୟ ନିଆଁ ଜ୍ଞାନକୁ ନିଭାଇ ପାରିବ ନାହିଁ । ନାଳନ୍ଦାର ବିନାଶ ଭାରତକୁ ଅନ୍ଧକାରରେ ଭରି ଦେଇଥିଲା। ଏବେ ଏହାର ପୁନରୁଦ୍ଧାର ଭାରତର ସୁବର୍ଣ୍ଣ ଯୁଗର ଶୁଭାରମ୍ଭ ହେବାକୁ ଯାଉଛି।ବିହାରର ରାଜଗିର ଠାରେ ନାଳନ୍ଦା ବିଶ୍ୱବିଦ୍ୟାଳୟ କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
June 19th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ରାଜଗିରଠାରେ ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି । ଭାରତ ଓ ପୂର୍ବ ଏସିଆ ଶିଖର ସମ୍ମିଳନୀ (ଇଏଏସ୍) ଦେଶଗୁଡ଼ିକର ମିଳିତ ସହଯୋଗରେ ଏହି ବିଶ୍ୱବିଦ୍ୟାଳୟ ସାକାର ରୂପ ନେଇଛି । ଉଦଘାଟନୀ ଉତ୍ସବରେ ୧୭ଟି ଦେଶର ମିଶନ ମୁଖ୍ୟଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏକ ଚାରା ରୋପଣ ମଧ୍ୟ କରିଥିଲେ।Startup has become a social culture and no one can stop a social culture: PM Modi
March 20th, 10:40 am
PM Modi inaugurated the Start-up Mahakumbh at Bharat Mandapam, New Delhi. The startup revolution is being led by small cities and that too in a wide range of sectors including agriculture, textiles, medicine, transport, space, yoga and ayurveda.PM inaugurates Start-up Mahakumbh at Bharat Mandapam, New Delhi
March 20th, 10:36 am
PM Modi inaugurated the Start-up Mahakumbh at Bharat Mandapam, New Delhi. The startup revolution is being led by small cities and that too in a wide range of sectors including agriculture, textiles, medicine, transport, space, yoga and ayurveda.When it comes to disruption, development & diversification everybody can agree that this is India's time: PM Modi
February 09th, 08:30 pm
Prime Minister Narendra Modi addressed the ET Now Global Business Summit 2024 at Hotel Taj Palace in New Delhi. The Prime Minister highlighted the significance of the theme of ‘Disruption, Development and Diversification chosen by the Global Business Summit 2024. “When it comes to disruption, development and persification, everybody can agree that this is India’s time”, the PM remarked noting the growing trust towards India in the world.ଇଟି ନାଓ ବିଶ୍ୱସ୍ତରୀୟ ବ୍ୟାବସାୟିକ ଶିଖର ସମ୍ମିଳନୀ ୨୦୨୪ କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 09th, 08:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ହୋଟେଲ ତାଜ ପ୍ୟାଲେସ ଠାରେ ଇଟି ନାଓ ବିଶ୍ୱସ୍ତରୀୟ ବ୍ୟାବସାୟିକ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି ।ଇଣ୍ଡିଆ ମୋବାଇଲ କଂଗ୍ରେସ ସପ୍ତମ ସଂସ୍କରଣର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 27th, 10:56 am
ଇଣ୍ଡିଆ ମୋବାଇଲ କଂଗ୍ରେସର ଏହି ସପ୍ତମ ସଂସ୍କରଣରେ ଆପଣ ସମସ୍ତଙ୍କ ଗହଣକୁ ଆସିବା ନିଜକୁ ନିଜ ମଧ୍ୟରେ ହେଉଛି ଏକ ସୁଖଦ ଅନୁଭବ । ଏକବିଂଶ ଶତାବ୍ଦୀର ଦ୍ରୁତଗତିରେ ବଦଳୁଥିବା ବିଶ୍ୱରେ ଏହି ଆୟୋଜନ କୋଟି- କୋଟି ଲୋକଙ୍କ ଭାଗ୍ୟ ପରିବର୍ତ୍ତନ କରିବାର କ୍ଷମତା ରଖୁଛି । ଗୋଟିଏ ସମୟ ଥିଲା, ଯେତେବେଳେ ଆମେ ଭବିଷ୍ୟତର କଥା କହୁଥିଲେ, ସେତେବେଳେ ଏହାର ଅର୍ଥ ଆଗାମୀ ଦଶକ, ଅବା 20-30 ବର୍ଷ ପରର ସମୟ, ଅବା ପୁଣି ଆଗାମୀ ଶତାବ୍ଦୀ ହେଉ ଥିଲା । କିନ୍ତୁ ଆଜି ପ୍ରତ୍ୟେକ ଦିନ ପ୍ରଯୁକ୍ତିବିଦ୍ୟାରେ ଦ୍ରୁତ ଗତିରେ ହେଉଥିବା ପରିବର୍ତ୍ତନର କାରଣରୁ ଆମେ କହୁଛୁ ଯେ, ‘ଭବିଷ୍ୟତ ହେଉଛି ଏଠାରେ ଏବଂ ବର୍ତମାନ’, ଏବେ କିଛି ମିନିଟ ପୂର୍ବେ, ମୁଁ ଏଠାରେ ଲାଗିଥିବା ପ୍ରଦର୍ଶନୀର କିଛି ଷ୍ଟଲସବୁ ବୁଲି ଦେଖିଲି । ଏହି ପ୍ରଦର୍ଶନୀରେ ମୁଁ ସେହି ଭବିଷ୍ୟତର ଝଲକ ଦେଖିବାକୁ ପାଇଲି । ସେ ଟେଲିକମ୍ ହେଉ, ପ୍ରଯୁକ୍ତିବିଦ୍ୟା ହେଉ ଅବା ପୁଣି ଯୋଗାଯୋଗ, 6-G ହେଉ, ଏଆଇ ହେଉ, ସାଇବର ନିରାପତ୍ତା ହେଉ, ସେମିକଣ୍ଡକ୍ଟଟର ହେଉ, ଡ୍ରୋନ ଅବା ମହାକାଶ କ୍ଷେତ୍ର ହେଉ, ଗଭୀର ସମୁଦ୍ର ହେଉ, ଗ୍ରୀନ୍ ଟେକ୍ ହେଉ ଅବା ପୁଣି ଅନ୍ୟାନ୍ୟ କ୍ଷେତ୍ର, ଆଗାମୀ ସମୟ ହିଁ ସମ୍ପୂର୍ଣ୍ଣ ଭାବେ ଭିନ୍ନ ହେବାକୁ ଯାଉଛି । ଆଉ ଏହା ହେଉଛି ଆମ ସମସ୍ତଙ୍କ ପାଇଁ ଖୁସିର କଥା ଯେ, ଆମ ଯୁବ ପିଢୀ ଦେଶର ଭବିଷ୍ୟତର ନେତୃତ୍ୱ ନେଉଛି, ଆମର ପ୍ରଯୁକ୍ତି ବିପ୍ଳବର ନେତୃତ୍ୱ ନେଉଛନ୍ତି।ସପ୍ତମ ଇଣ୍ଡିଆ ମୋବାଇଲ କଂଗ୍ରେସ (ଆଇଏମ୍ ସି)କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
October 27th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ସପ୍ତମ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୩କୁ ଉଦଘାଟନ କରିଛନ୍ତି । ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ହେଉଛି ଏସିଆର ସର୍ବବୃହତ୍ ଟେଲିକମ୍, ଗଣମାଧ୍ୟମ ଏବଂ ଟେକ୍ନୋଲୋଜି ଫୋରମ୍ ଯାହା ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ 'ଗ୍ଲୋବାଲ୍ ଡିଜିଟାଲ୍ ଇନୋଭେସନ୍' ଶୀର୍ଷକରେ ଆୟୋଜିତ ହେବ। ଆଇଏମସି ୨୦୨୩ ର ଲକ୍ଷ୍ୟ ହେଉଛି ପ୍ରମୁଖ ଅତ୍ୟାଧୁନିକ ଜ୍ଞାନକୌଶଳର ବିକାଶକାରୀ, ନିର୍ମାତା ଏବଂ ରପ୍ତାନିକାରୀ ଭାବରେ ଭାରତର ସ୍ଥିତିକୁ ସୁଦୃଢ଼ କରିବା । ଏହି କାର୍ଯ୍ୟକ୍ରମ ରେ ପ୍ରଧାନମନ୍ତ୍ରୀ ଦେଶର ଶିକ୍ଷାନୁଷ୍ଠାନଗୁଡ଼ିକୁ ୧୦୦ଟି '୫ଜି ୟୁଜ୍ କେସ୍ ଲ୍ୟାବ୍' ପ୍ରଦାନ କରିଥିଲେ।ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 23rd, 03:30 pm
ଜୋହାନ୍ସବର୍ଗ ଭଳି ଏକ ସୁନ୍ଦର ସହରକୁ ପୁଣି ଥରେ ଆସିବା ମୋ ପାଇଁ ଏବଂ ମୋର ପ୍ରତିନିଧି ଦଳ ନିମନ୍ତେ ଅତ୍ୟନ୍ତ ଆନନ୍ଦର ବିଷୟ ।୭୭ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲା ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 02:14 pm
ମୋର ପ୍ରିୟ ୧୪୦ କୋଟି ପରିବାର ସଦସ୍ୟ, ଆମେ ବିଶ୍ୱର ସର୍ବବୃହତ ଗଣତନ୍ତ୍ର ଏବଂ ବର୍ତ୍ତମାନ ଅନେକ ଲୋକ ମତ ଦେଉଛନ୍ତି ଯେ ଜନସଂଖ୍ୟା ଦୃଷ୍ଟିକୋଣରୁ ମଧ୍ୟ ଆମେ ବିଶ୍ୱରେ ଏକ ନମ୍ବର । ଏତେ ବଡ଼ ଦେଶ, ୧୪୦ କୋଟି ଦେଶବାସୀ, ଭାଇ ଭଉଣୀ, ମୋ ପରିବାର ସଦସ୍ୟ ଆଜି ସ୍ୱାଧୀନତାର ପର୍ବ ପାଳନ କରୁଛନ୍ତି। ସ୍ୱାଧୀନତାର ଏହି ମହାନ ତଥା ପବିତ୍ର ପର୍ବରେ ଭାରତକୁ ଭଲ ପାଉଥିବା, ଭାରତକୁ ସମ୍ମାନ ଦେଉଥିବା, ଭାରତ ପାଇଁ ଗର୍ବିତ ଥିବା କୋଟି କୋଟି ଲୋକଙ୍କୁ ମୁଁ ଅନେକ ଶୁଭେଚ୍ଛା ଜଣାଉଛି ।India Celebrates 77th Independence Day
August 15th, 09:46 am
On the occasion of India's 77th year of Independence, PM Modi addressed the nation from the Red Fort. He highlighted India's rich historical and cultural significance and projected India's endeavour to march towards the AmritKaal. He also spoke on India's rise in world affairs and how India's economic resurgence has served as a pole of overall global stability and resilient supply chains. PM Modi elaborated on the robust reforms and initiatives that have been undertaken over the past 9 years to promote India's stature in the world.୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
August 15th, 07:00 am
ବିଶ୍ବର ସବୁଠୁ ବଡ଼ ଗଣତନ୍ତ୍ର ଏବଂ ବର୍ତ୍ତମାନ ଅନେକ ଲୋକ ମତ ଦେଇଛନ୍ତି ଯେ ଜନସଂଖ୍ୟା ଦୃଷ୍ଟିରୁ ଆମେ ବିଶ୍ବରେ ଏକ ନମ୍ବରରେ ରହିଛୁ। ଏତେ ବଡ଼ ବିଶାଳ ଦେଶ, ୧୪୦ କୋଟି ଦେଶ, ମୋ ଭାଇ ଓ ଭଉଣୀ, ମୋ ପରିବାର ସଦସ୍ୟ ଆଜି ସ୍ବାଧୀନତାର ପର୍ବ ପାଳନ କରୁଛନ୍ତି। ମୁଁ ଦେଶର କୋଟି କୋଟି ଜନସାଧାରଣଙ୍କୁ, ଦେଶ ତଥା ବିଶ୍ବର କୋଟି କୋଟି ଜନତା, ବିଶ୍ବରେ ଯେଉଁମାନେ ଭାରତକୁ ଭଲପାଆନ୍ତି, ଯେଉଁମାନେ ଭାରତକୁ ସମ୍ମାନ କରନ୍ତି, ଭାରତକୁ ଗୌରବ ଆଣିଦେଇ କୋଟି କୋଟି ଜନସାଧାରଣଙ୍କୁ ସ୍ବାଧୀନତାର ଏହି ମହାନ ପବିତ୍ର ପର୍ବର ଅନେକ ଅନେକ ଶୁଭକାମନା ଜଣାଉଛି।ନୂଆଦିଲ୍ଲୀରେ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
May 11th, 11:00 am
ଆଜି ୧୧ ମେ’ର ଏହି ଦିନ, ଭାରତ ଇତିହାସର ସବୁଠାରୁ ଗୌରବମୟ ଦିନ ମଧ୍ୟରେ ଅନ୍ୟତମ । ଆଜି ଭାରତୀୟ ବୈଜ୍ଞାନିକମାନେ ପୋଖରାନରେ ସେହି ସଫଳତା ହାସଲ କରିଥିଲେ, ଯାହା ମାତା ଭାରତୀଙ୍କର ପ୍ରତ୍ୟେକ ସନ୍ତାନଙ୍କର ମଥା ଗର୍ବର ସହିତ ଉପରକୁ ଉଠିଥିଲା । ମୁଁ ସେହି ଦିନକୁ କେବେ ଭୁଲିପାରିବି ନାହିଁ, ଯେତେବେଳେ ଅଟଳ ଜୀ ଭାରତର ସଫଳ ପରମାଣୁ ପରୀକ୍ଷଣର ଘୋଷଣା କରିଥିଲେ । ପୋଖରାନ ପରମାଣୁ ପରୀକ୍ଷଣ ମାଧ୍ୟମରେ ଭାରତ କେବଳ ଏହାର ବୈଜ୍ଞାନିକମାନଙ୍କର ଦକ୍ଷତାକୁ ପ୍ରମାଣ କରିନାହିଁ, ବରଂ ଭାରତକୁ ବିଶ୍ୱ ସ୍ତରରେ ଏକ ନୂତନ ଉଚ୍ଚତା ମଧ୍ୟ ଆଣି ଦେଇଛି । ଅଟଳ ଜୀଙ୍କ ଶବ୍ଦରେ ମୁଁ କହିବି, ତେବେ- “ଅପନୀ ଧେୟ-ୟାତ୍ରା ମେଁ, ହମ୍ କଭି ରୁକେ ନେହିଁ ହେ । କିସି ଚୁନୋତି କେ ସମକ୍ଷ, କଭି ଝୁକେ ନେହିଁ ହେ ।” ମୁଁ ସମସ୍ତ ଦେଶବାସୀଙ୍କୁ ଆଜିର ଦିନର, ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ଅବସରରେ ବହୁତ ବହୁତ ଶୁଭକାମନା ଜଣାଉଛି ।