ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଲୋ ଇଣ୍ଡିଆ ସମ୍ଵାଦ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 27th, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଲୋ ଇଣ୍ଡିଆ ମତବିନିମୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି ।

ଖେଲୋ ଇଣ୍ଡିଆ ମତ ବିନିମୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଂଶଗ୍ରହଣ

August 27th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଲୋ ଇଣ୍ଡିଆ ମତବିନିମୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି ।

ରୌପ୍ୟ ପଦକ ବିଜୟୀ ଭାରତୀୟ ଭାରୋତ୍ତୋଳନକାରୀ ଋଷିକାନ୍ତ ସିଂହ ଚନମବାମଙ୍କୁ ନେଇ ଗର୍ବ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

July 26th, 08:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୌପ୍ୟ ପଦକ ଜିତିବା ଏବଂ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଭାରତୀୟ ଭାରୋତ୍ତୋଳନକାରୀ ଋଷିକାନ୍ତ ସିଂହ ଚନମବାମଙ୍କ ପ୍ରତି ଗର୍ବ ବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ତାଙ୍କର ଦୃଢ଼ ସଂକଳ୍ପ ଏବଂ ଉଲ୍ଲେଖନୀୟ ପ୍ରଦର୍ଶନ ଦେଶ ପାଇଁ ଅପାର ଆନନ୍ଦ ଆଣିଛି।

Prime Minister extends best wishes to the Indian contingent for the Commonwealth Games Glasgow 2026

July 24th, 12:00 pm

Prime Minister Shri Narendra Modi today extended his best wishes to the Indian contingent as the Commonwealth Games Glasgow 2026 begin.

Yoga is the best way to maintain a healthy lifestyle with minimal expense: PM Modi at World Yogasana Championship in Ahmedabad

June 04th, 06:41 pm

PM Modi inaugurated the first World Yogasana Championship in Ahmedabad, calling yoga India’s timeless gift to humanity and expressing confidence that Yogasana will gain recognition as a competitive sport in global multi-sport events, including the Olympics. Highlighting yoga’s role in health, wellness and healthy ageing, he urged participants to become ambassadors of the ‘Yoga 365’ campaign and spread yoga’s message worldwide.

Prime Minister Inaugurates First World Yogasana Championship In Ahmedabad, Gujarat

June 04th, 06:40 pm

PM Modi inaugurated the first World Yogasana Championship in Ahmedabad, calling yoga India’s timeless gift to humanity and expressing confidence that Yogasana will gain recognition as a competitive sport in global multi-sport events, including the Olympics. Highlighting yoga’s role in health, wellness and healthy ageing, he urged participants to become ambassadors of the ‘Yoga 365’ campaign and spread yoga’s message worldwide.

୨୦ବର୍ଷ ବୟସରୁ କମ୍‍ ୨୨ତମ ଏସିଆନ ଆଥଲେଟିକ୍ସ ଚାମ୍ପିଅନସିପରେ ୧୯ଟି ପଦକ ଜିତିଥିବା ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

June 01st, 12:47 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୨୦ବର୍ଷରୁ କମ୍‍ ୨୨ତମ ଏସିଆନ ଆଥଲେଟିକ୍ସ ଚାମ୍ପିଅନସିପରେ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି

March 29th, 11:30 am

ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।

ଟୋକିଓରେ ୨୫ତମ ଗ୍ରୀଷ୍ମକାଳୀନ ବଧିର ଅଲିମ୍ପିକ୍ସ ୨୦୨୫ରେ ଅସାଧାରଣ ପ୍ରଦର୍ଶନ ପାଇଁ ଭାରତୀୟ ବଧିର ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

November 27th, 05:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟୋକିଓରେ ଅନୁଷ୍ଠିତ ୨୫ତମ ଗ୍ରୀଷ୍ମକାଳୀନ ବଧିର ଅଲିମ୍ପିକ୍ସ ୨୦୨୫ରେ ଅସାଧାରଣ ପ୍ରଦର୍ଶନ ପାଇଁ ଭାରତର ବଧିର ଖେଳାଳିମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ।

ୱାର୍ଲ୍ଡ ବକ୍ସିଂ କପ ଫାଇନାଲ୍ସ ୨୦୨୫ରେ ଅସାଧାରଣ ଏବଂ ରେକର୍ଡ-ବ୍ରେକିଂ ପ୍ରଦର୍ଶନ ପାଇଁ ଭାରତୀୟ ଖେଳାଳୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

November 24th, 12:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୱାର୍ଲ୍ଡ ବକ୍ସିଂ କପ ଫାଇନାଲ୍ସ ୨୦୨୫ରେ ଅସାଧାରଣ ଏବଂ ରେକର୍ଡ-ବ୍ରେକିଂ ପ୍ରଦର୍ଶନ ପାଇଁ ଭାରତୀୟ ଖେଳାଳୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏସୀୟ ତୀରନ୍ଦାଜୀ ଚାମ୍ପିଅନସିପରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଭାରତୀୟ ତୀରନ୍ଦାଜୀ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

November 17th, 05:59 pm

ଶ୍ରୀ ମୋଦୀ କହିଥିଲେ ଯେ ଏହି ଦଳ ଚାମ୍ପିଅନସିପରେ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ୬ଟି ସ୍ୱର୍ଣ୍ଣ ସମେତ ମୋଟ ୧୦ଟି ପଦକ ଜିତିଛି। ସେ ୧୮ ବର୍ଷର ବ୍ୟବଧାନ ପରେ ସୁରକ୍ଷିତ ହୋଇଥିବା ଐତିହାସିକ ରିକର୍ଭ ପୁରୁଷ ସ୍ୱର୍ଣ୍ଣ ପଦକ ଉପରେ ଆଲୋକପାତ କରିଥିଲେ। ବ୍ୟକ୍ତିଗତ ଇଭେଣ୍ଟରେ ଦୃଢ଼ ପ୍ରଦର୍ଶନ ଏବଂ ସଫଳ କମ୍ପାଉଣ୍ଡ ଟାଇଟଲ୍ ଡିଫେନ୍ସକୁ ମଧ୍ୟ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ।

ଏସୀୟ ଯୁବ କ୍ରୀଡା ୨୦୨୫ରେ ଐତିହାସିକ ପ୍ରଦର୍ଶନ ପାଇଁ ଯୁବ କ୍ରୀଡାବିତମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

November 02nd, 01:09 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସୀୟ ଯୁବ କ୍ରୀଡା ୨୦୨୫ରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଯୁବ କ୍ରୀଡାବିତମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । କ୍ରୀଡାବିତମାନେ ବର୍ତ୍ତମାନ ସୁଦ୍ଧା ୪୮ ପଦକ ହାସଲ କରିଛନ୍ତି ।

ଦିଲ୍ଲୀରେ ଆରମ୍ଭ ହେଉଥିବା ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପ ୨୦୨୫କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

September 27th, 06:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଆଜିଠାରୁ ଆରମ୍ଭ ହେଉଥିବା ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପ ୨୦୨୫ର ସମସ୍ତ ଖେଳାଳି ଏବଂ ପ୍ରତିନିଧିମାନଙ୍କୁ ସ୍ୱାଗତ କରିଛନ୍ତି । ଭାରତ ଗର୍ବର ସହିତ ଏହାର ଆୟୋଜନ କରୁଛି ।

ବିଶ୍ୱ ବକ୍ସିଂ ଚାମ୍ପିଅନସିପ ୨୦୨୫ରେ ୪୮ କି.ଗ୍ରା. ଓଜନ ବର୍ଗରେ ସ୍ୱର୍ଣ୍ଣଜୟୀ ମିନାକ୍ଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

September 14th, 07:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲିଭରପୁଲରେ ଅନୁଷ୍ଠିତ ବିଶ୍ୱ ବକ୍ସିଂ ଚାମ୍ପିଅନସିପ ୨୦୨୫ରେ ୪୮ କିଲୋଗ୍ରାମ ଓଜନ ବର୍ଗରେ ଅସାଧାରଣ ବିଜୟ ପାଇଁ ଭାରତୀୟ ବକ୍ସର ମିନାକ୍ଷୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

୨୦୨୫ ବିଶ୍ୱ ବକ୍ସିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣଜୟୀ ଜାସ୍ମିନ ଲମ୍ବୋରିୟାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

September 14th, 07:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ବକ୍ସର ଜାସ୍ମିନ ଲମ୍ବୋରିୟାଙ୍କୁ ବିଶ୍ୱ ବକ୍ସିଂ ଚାମ୍ପିଅନସିପ ୨୦୨୫ରେ ୫୭ କିଲୋଗ୍ରାମ ଓଜନ ବର୍ଗରେ ଉଲ୍ଲେଖନୀୟ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ

August 31st, 11:30 am

ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।

ଉଲାନ୍‌ବାଟର ଓପନ ୨୦୨୫ରେ ଚମତ୍କାର ପ୍ରଦର୍ଶନ ପାଇଁ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

June 02nd, 08:15 pm

ଉଲାନବାଟର ଓପନ ୨୦୨୫ରେ ତୃତୀୟ ର‌୍ୟାଙ୍କିଙ୍ଗ୍ ସିରିଜରେ ଚମତ୍କାର ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆମର ନାରୀ ଶକ୍ତି ର‌୍ୟାଙ୍କିଙ୍ଗ୍ ସିରିଜରେ ସେମାନଙ୍କର ସର୍ବୋତ୍ତମ ପ୍ରଦର୍ଶନ କରିଛନ୍ତି, ଯାହା ଏହି ସଫଳତାକୁ ଆହୁରି ସ୍ମରଣୀୟ କରିଛି । ଏହି କ୍ରୀଡା ପ୍ରଦର୍ଶନ ଅନେକ ଭବିଷ୍ୟତ ଖେଳାଳୀମାନଙ୍କୁ ପ୍ରେରଣା ଯୋଗାଇବ ।

୨୦୨୫ ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ୍‌ରେ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ ଦଳର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 02nd, 03:01 pm

ଦକ୍ଷିଣ କୋରିଆରେ ନିକଟରେ ଅନୁଷ୍ଠିତ ୨୦୨୫ ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ୍‌ରେ ଭାରତୀୟ ଦଳର ଚମତ୍କାର ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେମାନଙ୍କର ପ୍ରଶଂସା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ସମସ୍ତ ଟୁର୍ଣ୍ଣାମେଣ୍ଟରେ ପ୍ରତ୍ୟେକ ଖେଳାଳୀଙ୍କର କଠିନ ପରିଶ୍ରମ ଏବଂ ଦୃଢ଼ ସଂକଳ୍ପ ସ୍ପଷ୍ଟ ଦୃଶ୍ୟମାନ ହୋଇଥିଲା ।”

ସ୍ୱତନ୍ତ୍ର ଅଲିମ୍ପିକ୍ସ ବିଶ୍ୱ ଶୀତକାଳୀନ କ୍ରୀଡ଼ାରେ ୩୩ଟି ପଦକ ଜିତିଥିବା ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

March 18th, 02:40 pm

ଇଟାଲୀର ଟୁରିନ ଠାରେ ଅନୁଷ୍ଠିତ ସ୍ୱତନ୍ତ୍ର ବିଶ୍ୱ ଶୀତକାଳୀନ ଅଲିମ୍ପିକ୍ସରେ ଅସାଧାରଣ ପ୍ରଦର୍ଶନ କରିଥିବା ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଭାରତୀୟ ଦଳ ୩୩ଟି ପଦକ ବିଜୟୀ ହୋଇ ବିଶ୍ୱ ସ୍ତରରେ ଦେଶକୁ ଗର୍ବିତ କରିଛନ୍ତି ।

ଉତ୍ତରାଖଣ୍ଡର ଡେରାଡୁନରେ 38ତମ ଜାତୀୟ କ୍ରୀଡା ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 28th, 09:36 pm

ଦେବଭୂମି ଉତ୍ତରାଖଣ୍ଡର ରାଜ୍ୟପାଳ ଗୁରମିତ୍ ସିଂହ ଜୀ, ଯୁବ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ ଜୀ, ମୋର ମନ୍ତ୍ରିମଣ୍ଡଳର ସହଯୋଗୀ ଅଜୟ ଟମ୍ଟା ଜୀ, ରକ୍ଷା ଖଡ଼ସେ ଜୀ, ଉତ୍ତରାଖଣ୍ଡ ବିଧାନସଭାର ବାଚସ୍ପତି ରିତୁ ଖଣ୍ଡୁରୀ ଜୀ, କ୍ରୀଡ଼ା ମନ୍ତ୍ରୀ ରେଖା ଆର୍ଯ୍ୟ ଜୀ, ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସଭାପତି କ୍ରିସ୍ ଜେନକିନ୍ସ ଜୀ, ଆଇଓଏର ସଭାପତି ପି।ଟି ଉଷା ଜୀ, ସାଂସଦ ମହେନ୍ଦ୍ର ଭଟ୍ଟ ଜୀ, ଜାତୀୟ କ୍ରୀଡ଼ାରେ ଭାଗ ନେବାକୁ ଆସିଥିବା ସମସ୍ତ ଖେଳାଳି ଏବଂ ଅନନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି!