ଡ. ଏମଆର ଶ୍ରୀନିବାସନଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ
May 20th, 01:47 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ଆଣବିକ ଶକ୍ତି କାର୍ଯ୍ୟକ୍ରମର ଜଣେ ପ୍ରମୁଖ ବ୍ୟକ୍ତି ଡ. ଏମଆର ଶ୍ରୀନିବାସନଙ୍କ ପରଲୋକରେ ଶୋକ ବ୍ୟକ୍ତ କରିଛନ୍ତି ।ପୂର୍ବତନ ପରମାଣୁ ଶକ୍ତି ଆୟୋଗ ଅଧ୍ୟକ୍ଷ ଡଃ ଶ୍ରୀକୁମାର ବାନାର୍ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
May 23rd, 08:05 pm
ପୂର୍ବତନ ପରମାଣୁ ଶକ୍ତି ଆୟୋଗ ଅଧ୍ୟକ୍ଷ ଡଃ ଶ୍ରୀକୁମାର ବାନାର୍ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।