Congress kept misleading ex-servicemen with false promises of One Rank One Pension: PM Modi in Aurangabad, Bihar

November 07th, 01:49 pm

Continuing his high-voltage election campaign, PM Modi today addressed a massive public meeting in Aurangabad. He said that Bihar has created history in the very first phase of voting. The PM noted that yesterday’s polling has recorded the highest turnout ever in Bihar, with nearly 65% of voters participating. He remarked that this clearly shows that the people of Bihar themselves have taken the lead in ensuring the return of the NDA government.

PM Modi campaigns in Bihar’s Aurangabad and Bhabua

November 07th, 01:45 pm

Continuing his high-voltage election campaign, PM Modi today addressed two massive public meetings in Aurangabad and Bhabua. He said that Bihar has created history in the very first phase of voting. The PM noted that yesterday’s polling recorded the highest turnout ever in the state, with nearly 65% voter participation. He remarked that this clearly shows that the people of Bihar have themselves taken the lead in ensuring the return of the NDA government.

ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ

July 31st, 03:13 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ରେଳ ମନ୍ତ୍ରଣାଳୟର ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି। ଏସବୁ ପ୍ରକଳ୍ପ ପାଇଁ ୧୧,୧୬୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ରେଳ ପ୍ରକଳ୍ପ ଗୁଡ଼ିକ ହେଲା: ଇଟାର୍ସି-ନାଗପୁର ଚତୁର୍ଥ ଲାଇନ, ଛତ୍ରପତି ଶମ୍ଭାଜିନଗର (ଔରଙ୍ଗାବାଦ)-ପରଭଣୀ ଲାଇନ ଦୋହରୀକରଣ, ଆଲୁଆବାରି ରୋଡ୍‌-ନ୍ୟୁ ଜଲପାଇଗୁଡ଼ି ତୃତୀୟ ଓ ଚତୁର୍ଥ ଲାଇନ, ଡାଙ୍ଗପୋଷୀ-ଜରୋଲି ତୃତୀୟ ଓ ଚତୁର୍ଥ ଲାଇନ । ଏହାଦ୍ବାରା ଓଡ଼ିଶା ସମେତ ୬ଟି ରାଜ୍ୟର ୧୩ଟି ଜିଲ୍ଲା ଉପକୃତ ହେବେ ।

Our government has continuously worked to strengthen the Constitution and bring its spirit to every citizen: PM Modi in Purnea

April 16th, 10:30 am

Amidst the ongoing election campaigning, Prime Minister Narendra Modi addressed public meeting Purnea, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Bihar has announced today – Phir Ek Baar, Modi Sarkar! This election is for 'Viksit Bharat' and 'Viksit Bihar'.”

RJD has given only two things to Bihar, Jungle Raj and Corruption: PM Modi in Gaya

April 16th, 10:30 am

Amidst the ongoing election campaigning, Prime Minister Narendra Modi addressed a public meeting in Gaya, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Gaya and Aurangabad have announced today – Phir Ek Baar, Modi Sarkar!”

PM Modi addresses public meetings in Gaya and Purnea, Bihar

April 16th, 10:00 am

Amidst the ongoing election campaigning, Prime Minister Narendra Modi addressed public meetings in Gaya and Purnea, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Bihar has announced today – Phir Ek Baar, Modi Sarkar! This election is for 'Viksit Bharat' and 'Viksit Bihar'.”

ବିହାରର ଔରଙ୍ଗାବାଦରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 02nd, 03:00 pm

ବିହାରର ରାଜ୍ୟପାଳ ଶ୍ରୀମାନ ରାଜେନ୍ଦ୍ର ଅର୍ଲେକରଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ ଏବଂ ଏଠାରେ ବସିଥିବା ସମସ୍ତ ବରିଷ୍ଠ ନେତା, ମୁଁ ସମସ୍ତଙ୍କ ନାମ ମନେ ପକାଉନାହିଁ କିନ୍ତୁ ମୁଁ ସମସ୍ତ ପୁରୁଣା ବନ୍ଧୁମାନଙ୍କୁ ଆଜିର ଏହି ମିଳନ ଏବଂ ଏତେ ସଂଖ୍ୟକ ସଂଖ୍ୟାରେ ଆପଣମାନେ ଏଠାକୁ ଆସିଥିବା ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ, ଜନତା ଜନାର୍ଦ୍ଦନଙ୍କୁ ମୁଁ ହୃଦୟରୁ ଅଭିନନ୍ଦନ ଜଣାଉଛି ।

ପ୍ରଧାନମନ୍ତ୍ରୀ ବିହାରର ଔରଙ୍ଗାବାଦରେ ୨୧,୪୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି

March 02nd, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଔରଙ୍ଗାବାଦ ଠାରେ ୨୧,୪୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ସଡ଼କ, ରେଳ ବାଇ ଏବଂ ନମାମି ଗଙ୍ଗେ କାର୍ଯ୍ୟକ୍ରମ ଇତ୍ୟାଦି କ୍ଷେତ୍ର ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ ଫଟୋ ଗ୍ୟାଲେରୀକୁୁ ମଧ୍ୟ ବୁଲି ଦେଖିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ବିହାର ଗସ୍ତ

February 29th, 05:30 pm

ମାର୍ଚ୍ଚ ପହିଲା ଦିନ ପ୍ରଧାନମନ୍ତ୍ରୀ ଝାଡ଼ଖଣ୍ଡର ଧାନବାଦସ୍ଥିତ ସିନ୍ଧ୍ରୀରେ ପୂର୍ବାହ୍ନ ୧୧ଟା ବେଳେ ପହଞ୍ଚô ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ୩୫୭୦୦ କୋଟି ଟଙ୍କାର ଝାଡ଼ଖଣ୍ଡ ନିମନ୍ତେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିବେ । ପ୍ରାୟ ଅପରାହ୍ଣ ୩ଟା ବେଳେ ପ୍ରଧାନମନ୍ତ୍ରୀ ଏକ ସାଧାରଣ କାର୍ଯ୍ୟକ୍ରମରେରେ ଯୋଗଦେଇ ପଶ୍ଚିମବଙ୍ଗ ହୁଗୁଳି ଜିଲ୍ଲାର ଆରାମବାଗ ଠାରେ ୭୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିବେ ।

ବିହାରର ଦିଘା ଓ ସୋନପୁରକୁ ସଂଯୋଗ କରୁଥିବା ଗଙ୍ଗା ନଦୀ ଉପରେ ୪.୫୬ କିଲୋମିଟର ଲମ୍ବ, ୬ ଲେନ୍ ବିଶିଷ୍ଟ ସେତୁ ନିର୍ମାଣକୁ କ୍ୟାବିନେଟ୍ ମଞ୍ଜୁରୀ

December 27th, 08:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଗଙ୍ଗା ନଦୀ ଉପରେ ନୂତନ ୪୫୫୬ ମିଟର ଲମ୍ବ, ୬-ଲେନ୍ ହାଇ ଲେଭଲ/ ଏକ୍ସଟ୍ରା ଡୋଜ୍ କେବୁଲ୍ ଷ୍ଟେଡ୍ ବ୍ରିଜ୍ (ଦୀଘା-ସୋନପୁର ରେଳ-ତଥା ରୋଡ୍ ସେତୁର ପଶ୍ଚିମ ପାର୍ଶ୍ୱର ସମାନ୍ତରାଳ) ଏବଂ ବିହାର ରାଜ୍ୟର ପାଟନା ଏବଂ ସାରଣ (ଜାତୀୟ ରାଜପଥ-୧୩୯ଡବ୍ଲ୍ୟୁ)ରେ ଉଭୟ ପାର୍ଶ୍ୱରେ ଇପିସି ମୋଡରେ ନିର୍ମାଣ ପାଇଁ ଅନୁମୋଦନ ପ୍ରଦାନ କରିଛି।

PM expresses grief over loss of lives in Aurangabad rail accident

May 08th, 10:48 am

The Prime Minister Shri Narendra Modi has expressed grief over loss of lives in a rail accident in Aurangabad, Maharashtra.

ଔରଙ୍ଗାବାଦଠାରେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ସହିତ ମତବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 07th, 03:31 pm

ମଞ୍ଚରେ ଉପସ୍ଥିତ ସମସ୍ତ ମହାନୁଭବ ଏବଂ ଦୂର-ଦୂରାନ୍ତରରୁ ଏଠାକୁ ଆସିଥିବା ମାଆମାନେ, ଭଉଣୀମାନେ ଏବଂ ସାଥୀଗଣ । ମୁଁ ସେଠାରେ ଦେଖୁଛି, ଅନେକ ଦୂର ପର୍ଯ୍ୟନ୍ତ ଭଉଣୀମାନେ ଠିଆ ହୋଇଛନ୍ତି, ବୋଧହୁଏ ସେମାନଙ୍କୁ କିଛି ଦେଖା ଯାଉ ନଥିବ ମଧ୍ୟ । କିନ୍ତୁ ଏହା ପରେ ମଧ୍ୟ ଏତେ ଅଧିକ ସଂଖ୍ୟାରେ ଆପଣମାନଙ୍କର ଆସି ପହଞ୍ଚିବା, ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିବା, ମୁଁ ହୃଦୟ ସହିତ ଆପଣମାନଙ୍କୁ ବହୁତ ବହୁତ ଶୁଭେଚ୍ଛା ଜଣାଉଛି ।

ନିର୍ଦ୍ଧାରିତ ତାରିଖର 7 ମାସ ପୂର୍ବରୁ 8 କୋଟି ଏଲପିଜି ସଂଯୋଗ ଲକ୍ଷ୍ୟ ହାସଲ କଲା ଉଜ୍ଜ୍ୱଳା ଯୋଜନା

September 07th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଔରଙ୍ଗାବାଦରେ ମହାରାଷ୍ଟ୍ର ପ୍ରଦେଶ ଗ୍ରାମୀଣ ଜୀବିକା ମିଶନ (UMED) ଦ୍ୱାରା ଆୟୋଜିତ ଏକ ରାଜ୍ୟସ୍ତରୀୟ ମହିଳା ସକ୍ଷମ ମେଳାକୁ ସମ୍ବୋଧିତ କରିଛନ୍ତି ।

ମୁମ୍ବାଇ ଓ ଔରଙ୍ଗାବାଦ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

September 06th, 06:19 pm

ପ୍ରଧାନମନ୍ତ୍ରୀ ମୁମ୍ବାଇ ମେଟ୍ରୋର ତିନୋଟି ଲାଇନ ପାଇଁ ଆଧାରଶିଳା ରଖିବେ । ଏହି ତିନି ଲାଇନ ଦ୍ଵାରା ସହରର ମେଟ୍ରୋ ନେଟୱାର୍କରେ 42 କିଲୋମିଟରରୁ ଅଧିକ ରାସ୍ତା ଯୋଡିହେବ । ତିନି ଲାଇନ ମଧ୍ୟରେ 9.2 କିଲୋମିଟର ଲମ୍ବା ଗାୟମୁଖରୁ ଶିବାଜୀ ଛକ (ମିରାରୋଡ) ମେଟ୍ରୋ – 10 ଲାଇନ, 12.7 କିଲୋମିଟର ଲମ୍ବା ବଣ୍ଡାଲାରୁ ଛତ୍ରପତି ଶିବାଜୀ ମହାରାଜ ଟର୍ମିନାଲ ମେଟ୍ରୋ – 11 ଲାଇନ ଏବଂ 20.7 କିଲୋମିଟର ଲମ୍ବା କଲ୍ୟାଣରୁ ତଲୋଜା ମେଟ୍ରୋ – 12 ଲାଇନ ରହିଛି ।

Only NDA Government can fulfil aspirations of people of Bihar: PM Narendra Modi

October 09th, 02:54 pm



We have to empower the poor, make them self reliant: PM Modi at Parivartan Rally in Aurangabad, Bihar

October 09th, 02:30 pm



Bihar campaign: PM’s rallies on 9th October

October 09th, 10:18 am