When growth is driven by aspirations, it becomes inclusive and sustainable: PM Modi at Rising Bharat Summit
April 08th, 08:30 pm
PM Modi addressed the News18 Rising Bharat Summit. He remarked on the dreams, determination, and passion of the youth to develop India. The PM highlighted key initiatives, including zero tax on income up to ₹12 lakh, 10,000 new medical seats and 6,500 new IIT seats, 50,000 new Atal Tinkering Labs and over 52 crore Mudra Yojana loans. The PM congratulated the Parliament for enacting Waqf law.ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
April 08th, 08:15 pm
ମଙ୍ଗଳବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେଇଛନ୍ତି । ଭାରତ ତଥା ସାରା ବିଶ୍ୱର ଅନେକ ନେତାଙ୍କ ସହ ଭାବ ବିନିମୟ କରିବାର ସୁଯୋଗ ଦେଇଥିବାରୁ ନ୍ୟୁଜ ୧୮ ନେଟବାର୍କକୁ ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ । ଭାରତର ଯୁବବର୍ଗଙ୍କ ଆକାଂକ୍ଷାକୁ ଫୋକସ କରିଥିବାରୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଚଳିତ ବର୍ଷ ପ୍ରାରମ୍ଭରେ ଭାରତ ମଣ୍ଡପମରେ ବିବେକାନନ୍ଦ ଜୟନ୍ତୀ ପାଳନ ଅବସରରେ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ କଥା ମନେ ପକାଇ ଭାରତବର୍ଷକୁ ଏକ ବିକଶିତ ଦେଶରେ ପରିଣତ କରିବା ପାଇଁ ଯୁବକମାନଙ୍କର ରହିଥିବା ସ୍ୱପ୍ନ ଓ ଆକାଂକ୍ଷା ପ୍ରଧାନମନ୍ତ୍ରୀ କହିଥିଲେ । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟରେ ସବୁସ୍ତରରେ ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ସେ କହିଥିଲେ । ତେବେ ଅମୃତ କାଳ ସୃଷ୍ଟି କରିବା ପାଇଁ ଏହି ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ପ୍ରଧାନମନ୍ତ୍ରୀ ଦୋହରାଇ ଥିଲେ ।PM Modi congratulates H.E. Mr. Christian Stocker on being sworn in as the Federal Chancellor of Austria
March 04th, 11:47 am
The Prime Minister Shri Narendra Modi today congratulated H.E. Mr. Christian Stocker on being sworn in as the Federal Chancellor of Austria. He added that the India-Austria Enhanced Partnership was poised to make steady progress in the years to come.ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଅଲ୍ବାନିଜ୍ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 26th, 01:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆନ୍ଥୋନୀ ଅଲ୍ବାନିଜ୍ ସହ କଥା ହୋଇଛନ୍ତି । ଏହି ଅବସରରେ ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା କରିବା ସହ କ୍ୱାଡ୍ ସମେତ ଅନ୍ୟ ବହୁପକ୍ଷୀୟ କ୍ଷେତ୍ରରେ ସହଯୋଗରେ ହୋଇଥିବା ଅଗ୍ରଗତି ଉପରେ ମଧ୍ୟ ଆଲୋଚନା କରିଥିଲେ ।ଅଷ୍ଟ୍ରିଆର ଭିଏନାରେ ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 10th, 11:00 pm
ତେବେ ମୁଁ ଆରମ୍ଭ କରିବି କି? ଅଷ୍ଟ୍ରିଆର ମହାମହିମ ଅର୍ଥନୀତି ଓ ଶ୍ରମ ମନ୍ତ୍ରୀ ମୋର ସମସ୍ତ ସାଥିମାନେ ପ୍ରବାସୀ ଭାରତୀୟ ମୋର ସମସ୍ତ ସାଥିମାନେ, ଭାରତର ସମସ୍ତ ବନ୍ଧୁ ଏବଂ ଶୁଭେଚ୍ଛୁ, ନମସ୍କାର ଆପଣ ସମସ୍ତଙ୍କୁ ନମସ୍କାର ।ଅଷ୍ଟ୍ରିଆରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
July 10th, 10:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରବାସୀଙ୍କ ଦ୍ୱାରା ତାଙ୍କ ସମ୍ମାନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଏନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଥିଲେ । ସେଠାରେ ପହଞ୍ଚିବା ପରେ ଗୋଷ୍ଠୀ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ୱତନ୍ତ୍ର ଉତ୍ସାହ ଓ ସ୍ନେହର ସହ ସ୍ୱାଗତ କରାଯାଇଥିଲା। ଅଷ୍ଟ୍ରିଆର ଶ୍ରମ ଓ ଅର୍ଥନୀତି ମନ୍ତ୍ରୀ ମହାମହିମ ଶ୍ରୀ ମାର୍ଟିନ କୋଚର ମଧ୍ୟ ଏହି ସମାବେଶରେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ପ୍ରବାସୀ ଭାରତୀୟମାନେ ଅଂଶଗ୍ରହଣ କରିଥିଲେ।ନୋବେଲ ବିଜେତା ମିଃ ଆଣ୍ଟୋନ ଜେଲିଙ୍ଗରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 10th, 09:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୋବେଲ ବିଜେତା ତଥା ଅଷ୍ଟ୍ରିଆର ପ୍ରସିଦ୍ଧ ପଦାର୍ଥ ବିଜ୍ଞାନୀ ମିଃ ଆଣ୍ଟୋନ ଜେଲିଙ୍ଗରଙ୍କୁ ସାକ୍ଷାତ କରିଛନ୍ତି । ଶ୍ରୀ ଜେଲିଙ୍ଗର କ୍ୱାଣ୍ଟମ ମେକାନିକ୍ସ ଉପରେ ତାଙ୍କ କାର୍ଯ୍ୟ ପାଇଁ ପ୍ରସିଦ୍ଧ ଏବଂ ୨୦୨୨ ରେ ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ପାଇଥିଲେ ।ଅଷ୍ଟ୍ରୀୟ ଇଣ୍ଡୋଲୋଜିଷ୍ଟଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 10th, 09:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୪ ଜଣ ଅଗ୍ରଣୀ ଅଷ୍ଟ୍ରୀୟ ଇଣ୍ଡୋଲୋଜିଷ୍ଟ (ଭାରତୀୟ ଭାଷା, ସାହିତ୍ୟ ଓ ସଂସ୍କୃତି ଗବେଷକ) ଏବଂ ଭାରତୀୟ ଇତିହାସ ଓ ବିଚାରଧାରାର ବିଦ୍ୱାନଙ୍କୁ ଭେଟିଛନ୍ତି । ସେ ବୌଦ୍ଧ ଦର୍ଶନର ପଣ୍ଡିତ ତଥା ଭାଷାବିତ୍ ଡକ୍ଟର ବିର୍ଗିତ କେଲନର; ଆଧୁନିକ ଦକ୍ଷିଣ ଏସିଆର ପଣ୍ଡିତ ପ୍ରଫେସର ମାର୍ଟିନ ଗେନ୍ସଜଲ; ଭିଏନା ବିଶ୍ୱବିଦ୍ୟାଳୟର ଦକ୍ଷିଣ ଏସୀୟ ଅଧ୍ୟୟନ ବିଭାଗର ପ୍ରଫେସର ଡ. ବୋରାୟିନ୍ ଲାରିଓସ୍; ଏବଂ ଭିଏନା ବିଶ୍ୱବିଦ୍ୟାଳୟର ଇଣ୍ଡୋଲୋଜି ବିଭାଗର ମୁଖ୍ୟ ଡ. କାରିନ୍ ପ୍ରିସେଣ୍ଡାଞ୍ଜଙ୍କ ସହ କଥାବାର୍ତ୍ତା କରିଥିଲେ।ପରିବର୍ଦ୍ଧିତ ଭାରତ-ଅଷ୍ଟ୍ରିଆ ଭାଗିଦାରୀ ଉପରେ ମିଳିତ ବିବୃତ୍ତି
July 10th, 09:15 pm
ଚାନ୍ସେଲର ଶ୍ରୀ କାର୍ଲ ନେହମାରଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ଜୁଲାଇ ୯ରୁ ୧୦ ତାରିଖ ମଧ୍ୟରେ ଅଷ୍ଟ୍ରିଆ ଗସ୍ତ କରିଛନ୍ତି । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆର ରାଷ୍ଟ୍ରପତି ମହାମହିମ ଆଲେକଜାଣ୍ଡର ଭାନ ଡର ବେଲେନଙ୍କୁ ସାକ୍ଷାତ କରିବା ସହ ଚାନ୍ସେଲର ନେହମାରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀଙ୍କର ଏହା ପ୍ରଥମ ଅଷ୍ଟ୍ରିଆ ଗସ୍ତ ଏବଂ ୪୧ ବର୍ଷ ପରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ମଧ୍ୟ ପ୍ରଥମ ଅଷ୍ଟ୍ରିଆ ଗସ୍ତ ଥିଲା । ଚଳିତ ବର୍ଷ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କର ୭୫ ବର୍ଷ ପୂରଣ ହେଉଛି।ଅଷ୍ଟ୍ରିଆ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
July 10th, 09:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଏନା ଠାରେ ଅଷ୍ଟ୍ରିଆ ରାଷ୍ଟ୍ରପତି ମହାମହିମ ମିଃ. ଆଲେକ୍ଜାଣ୍ଡାର ଭନ୍ ଡର୍ ବେଲେନ୍ଙ୍କୁ ସାକ୍ଷାତ କରିଛନ୍ତି । ରାଷ୍ଟ୍ରପତି ଭନ୍ ଡର୍ ବେଲେନ୍ ପ୍ରଧାନମନ୍ତ୍ରୀଙ୍କୁ ତୃତୀୟ ଥର ଐତିହାସିକ ଦାୟିତ୍ୱ ଗ୍ରହଣ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।ଅଷ୍ଟ୍ରିଆ-ଭାରତ ସିଇଓ ବୈଠକକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
July 10th, 07:01 pm
ଉଭୟ ନେତା ଭାରତ ଏବଂ ଅଷ୍ଟ୍ରିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ଏବଂ ଆର୍ଥିକ ସହଯୋଗକୁ ପ୍ରୋତ୍ସାହିତ କରିବାରେ ଶିଳ୍ପ ନେତାଙ୍କ ଭୂମିକାକୁ ସ୍ୱୀକାର କରିଥିଲେ । ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଓ ପୁଞ୍ଜିନିବେଶ ବୃଦ୍ଧି ପାଉଛି ବୋଲି ନେତାମାନେ ଉଲ୍ଲେଖ କରିଥିଲେ ତଥା ଅଧିକ ସହଯୋଗ ମାଧ୍ୟମରେ ଭାରତ-ଅଷ୍ଟ୍ରିଆ ଭାଗିଦାରୀର ସମ୍ପୂର୍ଣ୍ଣ ସମ୍ଭାବନାକୁ ଉପଲବ୍ଧ କରିବାକୁ ଆହ୍ୱାନ ଦେଇଥିଲେ ।ଅଷ୍ଟ୍ରିଆର ଚାନ୍ସେଲରଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି
July 10th, 02:45 pm
ମୁଁ ଚାନ୍ସେଲର ନେହମାରଙ୍କୁ ଉଦାର ସ୍ୱାଗତ ଏବଂ ଆତିଥେୟତା ପାଇଁ ଧନ୍ୟବାଦ ଦେଇ ନିଜ ବକ୍ତବ୍ୟ ଆରମ୍ଭ କରିବାକୁ ଚାହୁଁଛି । ମୁଁ ଖୁସି ଯେ ମୋର ତୃତୀୟ କାର୍ଯ୍ୟକାଳ ଆରମ୍ଭରେ ମୁଁ ଅଷ୍ଟ୍ରିଆ ଗସ୍ତ କରିବାର ସୁଯୋଗ ପାଇଲି । ମୋ ଗସ୍ତ ଐତିହାସିକ ତଥା ସ୍ୱତନ୍ତ୍ର । ୪୧ ବର୍ଷ ପରେ ପ୍ରଥମ ଥର ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ଏହା ମଧ୍ୟ ଖୁସିର କଥା ଯେ ଏହି ଗସ୍ତ ଏପରି ଏକ ସମୟରେ ହେଉଛି ଯେତେବେଳେ ଆମ ପାରସ୍ପରିକ ସମ୍ପର୍କକୁ ୭୫ ବର୍ଷ ପୂରିଛି ।ଅଷ୍ଟ୍ରିଆର ଭିଏନାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
July 09th, 11:45 pm
ଦୁଇ ଦେଶ ଗସ୍ତର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରିଆର ଭିଏନାରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଆଲେକଜାଣ୍ଡର ଭାନ୍ ଡେର୍ ବେଲେନ୍ ଏବଂ ଚାନ୍ସେଲର କାର୍ଲ ନେହାମରଙ୍କୁ ଭେଟିବେ। ଗତ 40 ବର୍ଷ ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଅଷ୍ଟ୍ରିଆ ଗସ୍ତ।ଋଷ ଏବଂ ଅଷ୍ଟ୍ରିଆକୁ ସରକାରୀ ଗସ୍ତ ପୂର୍ବରୁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି
July 08th, 09:49 am
ମୁଁ ୨୨ତମ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଋଷକୁ ଏକ ସରକାରୀ ଗସ୍ତରେ ଯାଉଛି ଏବଂ ଆସନ୍ତା ତିନି ଦିନ ମଧ୍ୟରେ ଅଷ୍ଟ୍ରିଆକୁ ମୋର ପ୍ରଥମ ଗସ୍ତ ଆରମ୍ଭ କରୁଛି ।ପ୍ରଧାନମନ୍ତ୍ରୀଙ୍କ ଆଗାମୀ ଗସ୍ତକୁ ସ୍ୱାଗତ କଲେ ଅଷ୍ଟ୍ରିଆର ଚାନସେଲର, ଧନ୍ୟବାଦ ଦେଲେ ମୋଦୀ
July 07th, 08:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆଗାମୀ ଅଷ୍ଟ୍ର୍ରିଆ ଗସ୍ତକୁ ଚାନସେଲର କାର୍ଲ ନେହାମର ସ୍ୱାଗତ କରିଥିବାରୁ ତାଙ୍କୁ ଶ୍ରୀ ମୋଦୀ ଆଜି ଧନ୍ୟବାଦ ଜଣାଇଛନ୍ତି । ୪୦ ବର୍ଷ ମଧ୍ୟରେ ଭାରତର କୌଣସି ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଅଷ୍ଟ୍ରିଆ ଗସ୍ତ । ଅଷ୍ଟ୍ରିଆର ଚାନସେଲର କହିଛନ୍ତି “୪୦ ବର୍ଷ ମଧ୍ୟରେ ଭାରତର କୌଣସି ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ ହୋଇଥିବାରୁ ଏହା ଏକ ସ୍ୱତନ୍ତ୍ର ସମ୍ମାନ ଏବଂ ଭାରତ ସହ ଅଷ୍ଟ୍ରିଆର କୂଟନୈତିକ ସମ୍ପର୍କ ପ୍ରତିଷ୍ଠାର ୭୫ ବର୍ଷ ପାଳନ ଅବସରରେ ଏହି ଗସ୍ତ ମଧ୍ୟ ଏକ ମାଇଲଖୁଣ୍ଟ” ।ରୁଷ୍ ମହାସଂଘ ଏବଂ ରିପବ୍ଲିକ ଅଫ୍ ଅଷ୍ଟ୍ରିଆକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ (ଜୁଲାଇ ୦୮-୧୦, ୨୦୨୪)
July 04th, 05:00 pm
୨୦୨୪ ଜୁଲାଇ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୁଷ୍ ମହାସଂଘ ଏବଂ ରିପବ୍ଲିକ ଅଫ୍ ଅଷ୍ଟ୍ରିଆକୁ ସରକାରୀ ଗସ୍ତରେ ଯିବେ ।Phone call between Prime Minister Shri Narendra Modi and H.E. (Dr.) Alexander Van der Bellen, Federal President of the Republic of Austria
May 26th, 08:00 pm
PM Modi had a telephone conversation with President Alexander Van der Bellen of Austria. Both the leaders reiterated their shared desire to further strengthen and persify India-Austria relations in the post-Covid world.PM's meetings on the sidelines of St.Petersburg International Economic Forum
June 02nd, 10:38 pm
Prime Minister Narendra Modi met Mr. Christian Kern, Chancellor of Austria on the margins of SPIEF. Discussions to enhance India-Austria bilateral ties in several sectors were held.