Shri Ram Nath Kovind’s autobiography will become a treasure for Indian democracy and Indian society: PM Modi

August 12th, 09:45 am

During the release of former President Shri Ram Nath Kovind Ji’s biography, Triumph of the Indian Republic: My Life, My Struggles, PM Modi lauded his contribution to society and the nation. Urging everyone to read the book in full, PM Modi noted that through his conduct, Shri Kovind presented before the world a picture of India’s values and traditions that every Indian can be proud of. He concluded by cautioning the youth against shortcuts in life, saying, “Shortcut will cut you short.”

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 12th, 09:30 am

ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଟ୍ରାୟମ୍ଫ ଅଫ୍ ଦି ଇଣ୍ଡିଆନ୍ ରିପବ୍ଲିକ୍: ମାଇଁ ଲାଇଫ୍, ମାଇଁ ଷ୍ଟ୍ରଗଲ୍ସକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆଜି ଆମକୁ ଶ୍ରୀ ରାମନାଥ କୋବିନ୍ଦ ଜୀଙ୍କ ଆତ୍ମଜୀବନୀ ଉନ୍ମୋଚନ କରିବାର ସୁଯୋଗ ମିଳିଛି ଏବଂ ମୁଁ ଏହି କାର୍ଯ୍ୟକ୍ରମର ଏକ ଅଂଶବିଶେଷ ହୋଇପାରିଥିବାରୁ ଅତ୍ୟନ୍ତ ଖୁସି।”

୧୨ ଅଗଷ୍ଟରେ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

August 11th, 01:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଅଗଷ୍ଟ ୨୦୨୬ ପୂର୍ବାହ୍ନ ୯:୩୦ ସମୟରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଟ୍ରାୟମ୍ଫ ଅଫ୍ ଦି ଇଣ୍ଡିଆନ୍ ରିପବ୍ଲିକ୍: ମାଇ ଲାଇଫ୍, ମାଇ ଷ୍ଟ୍ରଗଲ୍ସର ଉନ୍ମୋଚନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ମଧ୍ୟ ସମ୍ବୋଧିତ କରିବେ।

Balasaheb Vikhe Patil Ji's work for the progress of poor, efforts towards education in Maharashtra will inspire generations to come: PM

October 13th, 11:01 am

PM Narendra Modi released the biography of late Dr. Balasaheb Vikhe Patil. Speaking on the occasion, PM Modi said, Balasaheb’s work for the progress of poor, efforts towards education and success of cooperative in Maharashtra will inspire generations to come.

PM releases the autobiography of Dr. Balasaheb Vikhe Patil titled ‘Deh Vechwa Karani’

October 13th, 11:00 am

PM Narendra Modi released the biography of late Dr. Balasaheb Vikhe Patil. Speaking on the occasion, PM Modi said, Balasaheb’s work for the progress of poor, efforts towards education and success of cooperative in Maharashtra will inspire generations to come.

ଯୋଗଦା ସତସଙ୍ଗ ମଠର ଶତବାର୍ଷିକୀରେ ସ୍ଵତନ୍ତ୍ର ସ୍ମାରକୀ ଡାକ ଟିକଟ ଉନ୍ମୋଚନ ବେଳେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 07th, 11:49 am

PM Narendra Modi addressed the centenary celebrations of Yogoda Satsang Math. Speaking at the event, Shri Modi said that India’s spirituality was her strength. He also said that path shown by Yogi ji was not about ‘Mukti’ but ‘Antaryatra’.

ଭାରତୀୟ ଯୋଗଦା ସତସଙ୍ଗ ସୋସାଇଟିର ଶତବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସ୍ମାରକୀ ଡାକଟିକେଟ ଉନ୍ମୋଚନ

March 07th, 11:48 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ଯୋଗଦା ସତସଙ୍ଗ ସୋସାଇଟିର ଶତବାର୍ଷିକୀ ଅବସରରେ ଏକ ସ୍ମାରକୀ ଡାକ ଟିକେଟ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଏକ ସମାରୋହ ଆୟୋଜିତ ହୋଇଥିଲା । ଏଥିରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସ୍ୱାମୀ ପରମହଂସ ଯୋଗାନନ୍ଦଙ୍କ କାର୍ଯ୍ୟକୁ ପ୍ରଶଂସା କରିଥିଲେ । ପରମହଂସ ଯୋଗାନନ୍ଦଙ୍କ ପ୍ରଦର୍ଶିତ ମାର୍ଗ କେବଳ ମୁକ୍ତିର ମାର୍ଗ ନୁହେଁ ବରଂ ଅନ୍ତର୍ଯାତ୍ରାର ମାର୍ଗ ବୋଲି ସେ କହିଥିଲେ ।