ଫଳାଫଳ ତାଲିକା: ଷୋଡଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଜାପାନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
July 02nd, 10:39 pm
ଏହି ସେମିକଣ୍ଡକ୍ଟର, ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ, ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା ସମେତ ଏଆଇ, ସ୍ୱଚ୍ଛ ଶକ୍ତି ଏବଂ ଔଷଧ ସମେତ ପ୍ରମୁଖ କ୍ଷେତ୍ରଗୁଡିକରେ ମିଳିତ ସ୍ଥିରତା ବୃଦ୍ଧି ପାଇଁ ପ୍ରକଳ୍ପ-ଆଧାରିତ ସହଯୋଗକୁ ପ୍ରୋତ୍ସାହିତ କରିବ । ଭାରତ-ଜାପାନ ତଥ୍ୟ ପତ୍ର ୨.୦ ଏହି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବର୍ଦ୍ଧିତ ଭାରତ-ଜାପାନ ମଧ୍ୟରେ ଜି୨ଜି ଏବଂ ବି୨ବି ସମ୍ପର୍କର ବର୍ଦ୍ଧିତ ପରିସରକୁ ରେଖାଙ୍କିତ କରୁଛି।‘ମନ କି ବାତ୍’ର ୧୩୫ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆପଣ ସମସ୍ତଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ୨୦୨୬ ବର୍ଷର ପ୍ରଥମାର୍ଦ୍ଧ ବିତିବାକୁ ବସିଲାଣି । ଏହି ୬ ମାସରେ ଆମେ ‘ମନ୍ କି ବାତ୍’ରେ ଦେଶବାସୀଙ୍କ ଅନେକ ଉପଲବ୍ଧି ସମ୍ପର୍କରେ ଆଲୋଚନା କରିଛୁ । ଜୁନରେ ମଧ୍ୟ ଦେଶ ଏଭଳି କିଛି ଉପଲବଧି ହାସଲ କରିଛି, ଯାହା ପ୍ରତ୍ୟେକ ଦେଶବାସୀଙ୍କୁ ଗର୍ବିତ କରୁଛି । ଏହି ସଫଳତାଗୁଡ଼ିକ ଦେଶର ସୁରକ୍ଷା ଏବଂ ଆତ୍ମନିର୍ଭରଶୀଳତା ସହ ଜଡ଼ିତ । ନିକଟରେ ମୋତେ କୋଲକାତାରେ ନୌବାହିନୀ ସହ ଜଡ଼ିତ ଗୋଟିଏ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଲା । ସେଠାରେ ଆଇଏନ୍ଏସ୍ ଦୁନାଗିରି, ଆଇଏନ୍ଏସ୍ ସଂଶୋଧକ ଏବଂ ଆଇଏନ୍ଏସ୍ ଅଗ୍ରୟକୁ ଭାରତୀୟ ନୌବାହିନୀରେ ସାମିଲ କରାଗଲା । ଏହି ଜାହାଜଗୁଡ଼ିକର ଡିଜାଇନ୍ ଏବଂ ଉତ୍ପାଦନ, ସବୁକିଛି ସ୍ୱଦେଶୀ ।ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଆଲୋଚନା
June 14th, 08:37 pm
ଦୁଇ ନେତା ଦ୍ୱିପାକ୍ଷିତ ସମ୍ପର୍କର ବିଭିନ୍ନ ଦିଗକୁ ନେଇ ବ୍ୟାପକ ଆଲୋଚନା କରିଥିଲେ । ସେମାନେ ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗର ଉକ୍ରୃଷ୍ଟ ଅଭିବୃଦ୍ଧି ଏବଂ ଗଭୀରତାରେ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ପ୍ରତିରକ୍ଷା ପ୍ଲାଟଫର୍ମ ଏବଂ ଉନ୍ନତ ପ୍ରଯୁକ୍ତିର ସହ-ଡିଜାଇନ, ସହ-ବିକାଶ ଏବଂ ସହ-ଉତ୍ପାଦନ ଉପରେ ଧ୍ୟାନ ଦେଇ ଏହାକୁ ଆହୁରି ତୀବ୍ର କରିବାକୁ ସହମତ ହୋଇଥିଲେ । ଉଭୟ ନେତା ମହାକାଶ କ୍ଷେତ୍ରରେ ସହଯୋଗର ସମୃଦ୍ଧ ଐତିହ୍ୟକୁ ଉଲ୍ଲେଖ କରିଥିଲେ ଏବଂ ମାନବ ମହାକାଶ ଉଡ଼ାଣ ଏବଂ ମହାକାଶ ପରିସ୍ଥିତିଗତ ସଚେତନତାରେ ସହଯୋଗକୁ ଆହୁରି ଆଗକୁ ବଢ଼ାଇବା ଉପରେ ଆଲୋଚନା କରିଥିଲେ । ସେମାନେ ମହାକାଶରେ ଘରୋଇ କ୍ଷେତ୍ର ସହଯୋଗକୁ ବିସ୍ତାର କରିବାର ଉପାୟ ଗୁଡ଼ିକ ଉପରେ ମଧ୍ୟ ଆଲୋଚନା କରିଥିଲେ । ବେସାମରିକ ପରମାଣୁ ଶକ୍ତିରେ, ସେମାନେ ଉଲ୍ଲେଖ କରିଥିଲେ ଯେ ଭାରତର ଶାନ୍ତି ଆଇନ କ୍ଷୁଦ୍ର ଉନ୍ନତ ମଡୁ୍ୟଲାର ରିଆକ୍ଟର ସମେତ ସହଯୋଗ ପାଇଁ ନୂତନ ସୁଯୋଗ ସୃଷ୍ଟି କରେ ।The trust of 140 crore Indians is our greatest strength and responsibility: PM Modi at the NDA Leaders’ Conclave
June 10th, 06:33 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.PM Modi addresses NDA Leaders' Conclave, reaffirms commitment to Viksit Bharat
June 10th, 06:30 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.ପିପିପି ମୋଡ୍ରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ
May 13th, 03:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି କେନ୍ଦ୍ର କ୍ୟାବିନେଟ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ) ଦ୍ୱାରା ଏମଆଇଏଲ୍ (ଏମଆଇଏଚଏଏନ୍ ଇଣ୍ଡିଆ ଲିମିଟେଡ)କୁ ଲିଜ୍ ଦିଆଯାଇଥିବା ଜମିର ଲିଜ୍ ଅବଧି ୦୬.୦୮.୨୦୩୯ ପରେ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି। ଏହା ଦ୍ଵାରା ଏମଆଇଏଲ୍ ନାଗପୁର ବିମାନବନ୍ଦରକୁ ବାଣିଜ୍ୟିକ ପରିଚାଳନା ତାରିଖ (ସିଓଡି) ଠାରୁ ୩୦ ବର୍ଷ ପାଇଁ ରିହାତିଦାତା, ଅର୍ଥାତ୍ ଜିଏମଆର୍ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡ (ଜିଏନଆଇଏଏଲ୍)କୁ ଲାଇସେନ୍ସ ଦେଇପାରିବ।ପଶ୍ଚିମ ଏସିଆ ସଂଘର୍ଷ ପରିପ୍ରେକ୍ଷୀରେ ନିଆଯାଉଥିବା ପଦକ୍ଷେପର ସମୀକ୍ଷା ନିମନ୍ତେ ଆୟୋଜିତ ସିସିଏସ୍ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା
April 01st, 10:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୭ ଲୋକ କଲ୍ୟାଣ ମାର୍ଗରେ ନିରାପତ୍ତା ସମ୍ପର୍କିତ କ୍ୟାବିନେଟ କମିଟି (ସିସିଏସ୍)ର ଏକ ସ୍ୱତନ୍ତ୍ର ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ଅବସରରେ ସେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ପରିପ୍ରେକ୍ଷୀରେ ବିଭିନ୍ନ ମନ୍ତ୍ରଣାଳୟ / ବିଭାଗ ଦ୍ୱାରା ନିଆଯାଇଥିବା ପଦକ୍ଷେପଗୁଡ଼ିକର ସମୀକ୍ଷା କରିବା ଏବଂ ନିଆଯିବାକୁ ଥିବା ଅନ୍ୟ ପଦକ୍ଷେପ ବିଷୟରେ ଆଲୋଚନା କରିଥିଲେ। ଏହା ଏହି ପ୍ରସଙ୍ଗରେ ଦ୍ୱିତୀୟ ସ୍ୱତନ୍ତ୍ର ସିସିଏସ୍ ବୈଠକ ଥିଲା।୨୮ ମାର୍ଚ୍ଚରେ ଉତ୍ତର ପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 26th, 09:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ମାର୍ଚ୍ଚ ୨୦୨୬ରେ ଉତ୍ତର ପ୍ରଦେଶ ଗସ୍ତ କରିବେ । ସକାଳ ପ୍ରାୟ ୧୧:୩୦ ସମୟରେ, ସେ ଗୌତମ ବୁଦ୍ଧ ନଗରର ଜେୱରଠାରେ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ ବିଲ୍ଡିଂର ତଦାରଖ କରିବେ । ଏହା ପରେ, ପ୍ରାୟ ୧୨ଟା ସମୟରେ ପ୍ରଧାନମନ୍ତ୍ରୀ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟର ଉଦ୍ଘାଟନ କରିବେ ଏବଂ ଏହି ଅବସରରେ ଏକ ସାଧାରଣ ସମାବେଶକୁ ସମ୍ବୋଧିତ କରିବେ ।Cabinet approves Regional Connectivity Scheme – Modified UDAN with a total outlay of Rs.28,840 crore
March 25th, 04:16 pm
The Union Cabinet, chaired by PM Modi, has approved the launch and implementation of the Regional Connectivity Scheme – Modified UDAN for a period of ten years from FY 2026-27 to FY 2035-36, with a total outlay of Rs. 28,840 crore. In line with the Viksit Bharat 2047 vision, this initiative will enhance regional air connectivity, boost economic growth, trade and tourism and promote the indigenous aerospace sector.ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ (ଆଇ. ଭି. ଏଫ୍. ଆର୍. ଟି.) ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି
March 25th, 04:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ (ଆଇ. ଭି. ଏଫ୍. ଆର୍. ଟି.) ଯୋଜନାକୁ ୨୦୨୬ ମସିହା ମାର୍ଚ୍ଚ ମାସ ୩୧ ତାରିଖ ପରେ ୨୦୨୬ ମସିହା ଏପ୍ରିଲ ମାସ ୧ ତାରିଖ ଠାରୁ ୨୦୩୧ ମସିହା ମାର୍ଚ୍ଚ ମାସ ୩୧ ତାରିଖ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ପାଇଁ ଜାରି ରଖିବାକୁ ମଞ୍ଜୁରି ଦେଇଛନ୍ତି।Cabinet approves major expansion of Civil Enclave at Srinagar International Airport
February 24th, 04:21 pm
The Cabinet Committee on Economic Affairs, chaired by PM Modi, has approved the development of the Civil Enclave at Srinagar International Airport at an estimated cost of Rs. 1,677 crore. The state-of-the-art new terminal will reflect a harmonious blend of modern design and the rich cultural heritage of Kashmir. The project is expected to significantly boost tourism and economic growth in the region.In India, democracy means last mile delivery: PM Modi at 28th CSPOC
January 15th, 11:00 am
In his address while inaugurating the 28th CSPOC at the Central Hall of Samvidhan Sadan, PM Modi highlighted India’s democratic journey. Remarking that India is the mother of democracy, the PM noted the increasing representation of women in government bodies and persity of Indian languages. He further highlighted that India has begun using AI in Parliament to improve its functioning.ସମ୍ବିଧାନ ସଦନର କେନ୍ଦ୍ରୀୟ ହଲରେ ଆୟୋଜିତ ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପିଠାସୀନ ଅଧିକାରୀଙ୍କ ୨୮ତମ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 15th, 10:32 am
ଏହି ବିଶେଷ ଅବସରରେ ଅତିଥିମାନଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ସେମାନଙ୍କ ଉପସ୍ଥିତି ପ୍ରତି ସମ୍ମାନ ଜଣାଇଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ, ପ୍ରତ୍ୟେକ ବ୍ୟକ୍ତି ଯେଉଁ ସ୍ଥାନରେ ବସିଛନ୍ତି ତାହା ଭାରତର ଗଣତାନ୍ତ୍ରିକ ଯାତ୍ରାରେ ବହୁତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରେ। ଉପନିବେଶବାଦୀ ଶାସନର ଶେଷ ବର୍ଷଗୁଡ଼ିକରେ, ଯେତେବେଳେ ଭାରତର ସ୍ୱାଧୀନତା ପାଖେଇ ଆସୁଥିଲା, ଦେଶର ସମ୍ବିଧାନ ପ୍ରସ୍ତୁତ କରିବା ପାଇଁ ସମ୍ବିଧାନ ସଭା ଏହି କେନ୍ଦ୍ରୀୟ ହଲରେ ଏକାଠି ହୋଇଥିଲା। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସ୍ୱାଧୀନତାର ୭୫ ବର୍ଷ ଧରି ଏହି ଭବନ ଭାରତର ସଂସଦ ଭାବରେ କାର୍ଯ୍ୟ କରିଥିଲା, ଯେଉଁଠାରେ ଦେଶର ଭବିଷ୍ୟତକୁ ଆକାର ଦେବାକୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏବଂ ବିତର୍କ ଅନୁଷ୍ଠିତ ହୋଇଥିଲା। ଶ୍ରୀ ମୋଦୀ ଆହୁରି କହିଛନ୍ତି ଯେ, ଭାରତ ଏବେ ଏହି ଐତିହାସିକ ସ୍ଥାନକୁ ସମ୍ବିଧାନ ସଦନ ଭାବରେ ନାମିତ କରିଛି ଏବଂ ଏହାକୁ ଗଣତନ୍ତ୍ର ପାଇଁ ଉତ୍ସର୍ଗ କରିଛି। ସେ ଉଲ୍ଲେଖ କରିଥିଲେ ଯେ, ନିକଟରେ ଭାରତ ସମ୍ବିଧାନ କାର୍ଯ୍ୟକାରୀ ହେବାର ୭୫ ବର୍ଷ ପୁର୍ତି ପାଳନ କରିଥିଲା। ସମ୍ବିଧାନ ଗୃହରେ ସମସ୍ତ ସମ୍ମାନିତ ଅତିଥିଙ୍କ ଉପସ୍ଥିତି ଭାରତର ଗଣତନ୍ତ୍ର ପାଇଁ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ମୁହୂର୍ତ୍ତ ବୋଲି ସେ କହିଥିଲେ।କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 11th, 02:45 pm
ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 11th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।ଭାରତ-ବ୍ରିଟେନ ମିଳିତ ବିବୃତ୍ତି
October 09th, 03:24 pm
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ବ୍ରିଟେନର ପ୍ରଧାନମନ୍ତ୍ରୀ ସାର୍ କୀର ଷ୍ଟାରମର ୮ ଓ ୯ ଅକ୍ଟୋବର, ୨୦୨୫ରେ ଭାରତ ଆସିଥିଲେ । ତାଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଆସିଥିଲେ, ଯେଉଁଥିରେ ବ୍ୟବସାୟ ଓ ବାଣିଜ୍ୟ ରାଷ୍ଟ୍ର ସଚିବ ତଥା ବାଣିଜ୍ୟ ବୋର୍ଡର ଅଧ୍ୟକ୍ଷ ସାଂସଦ ମାନ୍ୟବର ପିଟର କାଇଲ, ସ୍କଟଲ୍ୟାଣ୍ଡ ରାଷ୍ଟ୍ର ସଚିବ ତଥା ସାଂସଦ ମାନ୍ୟବର ଡଗ୍ଲସ୍ ଆଲେକଜାଣ୍ଡର, ନିବେଶ ମନ୍ତ୍ରୀ ଶ୍ରୀ ଜେସନ ଷ୍ଟକ୍ଉଡଙ୍କ ସହ ୧୨୫ ଜଣ ପ୍ରମୁଖ ସିଇଓ, ଉଦ୍ୟୋଗୀ, ବିଶ୍ୱବିଦ୍ୟାଳୟର କୁଳପତି ଓ ସାଂସ୍କୃତିକ ନେତୃବୃନ୍ଦ ଯୋଗ ଦେଇଥିଲେ। ଏହି ଗସ୍ତ ସମୟରେ ଭାରତ ଓ ବ୍ରିଟେନ ମଧ୍ୟରେ ଦ୍ୱିପକ୍ଷୀୟ ସମ୍ପର୍କ ସୁଦୃଢ଼ କରିବା, ବାଣିଜ୍ୟ, ନିବେଶ ଓ ଶିକ୍ଷା କ୍ଷେତ୍ରରେ ସହଯୋଗ ବୃଦ୍ଧି କରିବା ସହିତ ସାଂସ୍କୃତିକ ଆଦାନପ୍ରଦାନ ବିଷୟରେ ଆଲୋଚନା ହୋଇଥିଲା।ବିହାରର ପୁର୍ଣ୍ଣିୟାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 15th, 04:30 pm
ରାଜ୍ୟପାଳ ଶ୍ରୀ ଆରିଫ୍ ମହମ୍ମଦ ଖାନ୍ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ଜୀ, ମଞ୍ଚରେ ଉପସ୍ଥିତ ଅନ୍ୟ ବିଶିଷ୍ଟ ବ୍ୟକ୍ତିଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ!ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
September 15th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ପୂର୍ଣ୍ଣିଆରେ ପ୍ରାୟ ୪୦,୦୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ତାଙ୍କର ସମ୍ମାନଜନକ ଶୁଭେଚ୍ଛା ଜଣାଇଛନ୍ତି। ସେ ମତ ଦେଇଥିଲେ ଯେ ପୂର୍ଣ୍ଣିଆ ହେଉଛି ମା' ପୂର୍ଣ୍ଣ ଦେବୀ, ଭକ୍ତ ପ୍ରହଲ୍ଲାଦ ଏବଂ ମହର୍ଷି ମେହି ବାବାଙ୍କ ଭୂମି। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ ଏହି ମାଟି ଫଣୀଶ୍ୱରନାଥ ରେଣୁ ଏବଂ ସତୀନାଥ ଭାଦୁରିଙ୍କ ଭଳି ସାହିତ୍ୟିକ ବ୍ୟକ୍ତିମାନଙ୍କୁ ଜନ୍ମ ଦେଇଛି। ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହା ବିନୋବା ଭାବେଙ୍କ ଭଳି ସମର୍ପିତ କର୍ମଯୋଗୀଙ୍କ କର୍ମଭୂମି ଏବଂ ଏହି ଭୂମି ପ୍ରତି ତାଙ୍କର ଗଭୀର ଶ୍ରଦ୍ଧା ପୁନଃପ୍ରକାଶ କରିଥିଲା।ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କର ପ୍ରେସ ବିବୃତ୍ତି
August 29th, 03:59 pm
ଆଜି ଆମର ଆଲୋଚନା ଫଳପ୍ରଦ ଏବଂ ଉଦ୍ଦେଶ୍ୟମୂଳକ ଥିଲା। ଆମେ ଦୁହେଁ ଏକମତ ଯେ, ବିଶ୍ୱର ଦୁଇଟି ବୃହତ ଅର୍ଥ ବ୍ୟବସ୍ଥା ଏବଂ ସ୍ପନ୍ଦନଶୀଳ ଗଣତନ୍ତ୍ର ଭାବେ, ଆମର ସହଭାଗୀତା କେବଳ ଆମ ଦୁଇ ଦେଶ ପାଇଁ ନୁହେଁ ବରଂ ବିଶ୍ୱ ଶାନ୍ତି ଏବଂ ସ୍ଥିରତା ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ।India and Trinidad & Tobago share a relationship rooted in centuries-old bonds: PM Modi in Parliament of Trinidad & Tobago
July 04th, 09:30 pm
At the invitation of the President of the Senate, H.E. Wade Mark and the Speaker of the House, H.E. Jagdeo Singh, Prime Minister Shri Narendra Modi today addressed the Joint Assembly of the Parliament of Trinidad & Tobago [T&T]. He is the first Prime Minister from India to address the T&T Parliament and the occasion marked a milestone in India-Trinidad & Tobago bilateral relations.