ପ୍ରଧାନମନ୍ତ୍ରୀ ସ୍ଲୋଭାକିଆ ଗଣରାଜ୍ୟର ସର୍ବୋଚ୍ଚ ଜାତୀୟ ସମ୍ମାନ - ''ଅର୍ଡର ଅଫ୍ ଦି ହ୍ୱାଇଟ୍ ଡବଲ୍ କ୍ରସ୍, ଫାଷ୍ଟ କ୍ଳାସ୍''ରେ ସମ୍ମାନିତ

June 15th, 11:35 pm

ଏକ ସ୍ୱତନ୍ତ୍ର ଉତ୍ସବରେ, ସ୍ଲୋଭାକିଆ ଗଣରାଜ୍ୟର ରାଷ୍ଟ୍ରପତି, ମହାମହିମ ଶ୍ରୀ ପିଟର ପେଲେଗ୍ରୀନି, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ଲୋଭାକିଆର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ଦି ଅର୍ଡର ଅଫ୍ ଦି ହ୍ୱାଇଟ୍ ଡବଲ୍ କ୍ରସ୍, ଫାଷ୍ଟ କ୍ଲାସରେ ସମ୍ମାନିତ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ରୟାଲ୍ ନରୱେଜିଆନ୍ ଅର୍ଡର ଅଫ୍ ମେରିଟ୍ ପ୍ରଦାନ

May 18th, 07:35 pm

ଓସ୍ଲୋରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ, ନରୱେର ମହାମହିମ ରାଜା ହେରାଲ୍ଡ ପଞ୍ଚମ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ 'ଗ୍ରାଣ୍ଡ କ୍ରସ୍ ଅଫ୍ ଦି ରୟାଲ୍ ନରୱେଜିଆନ୍ ଅର୍ଡର ଅଫ୍ ମେରିଟ୍' ପ୍ରଦାନ କରିଛନ୍ତି। ଏହି ପୁରସ୍କାର ହେଉଛି ବିଦେଶୀ ସରକାର ମୁଖ୍ୟଙ୍କୁ ପ୍ରଦାନ କରାଯାଉଥିବା ନରୱେର ସର୍ବୋଚ୍ଚ ସମ୍ମାନ, ଏବଂ ନରୱେ ଏବଂ ମାନବଜାତିର ହିତରେ ଉଲ୍ଲେଖନୀୟ ସେବାର ସ୍ୱୀକୃତି ସ୍ୱରୂପ ପ୍ରଦାନ କରାଯାଏ।

Prime Minister receives the Royal Order of the Polar Star, Degree Commander Grand Cross in Sweden

May 17th, 11:13 pm

In a special ceremony hosted in Gothenburg, Sweden, Her Royal Highness Crown Princess Victoria conferred upon PM Modi the Royal Order of the Polar Star, Degree Commander Grand Cross, one of Sweden’s oldest and most distinguished honours. Expressing gratitude for the recognition, PM Modi dedicated the honour to the 1.4 billion people of India and to the enduring friendship between India and Sweden. PM Modi also became the first Asian leader to be conferred with this award.

ବ୍ରାଜିଲର ସର୍ବୋଚ୍ଚ ଜାତୀୟ ସମ୍ମାନ - “ଦି ଗ୍ରାଣ୍ଡ କଲାର ଅଫ୍ ଦି ନ୍ୟାସନାଲ୍ ଅର୍ଡର ଅଫ୍ ଦି ସାଉଦର୍ଣ୍ଣ କ୍ରସ୍”ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

July 09th, 12:58 am

ବ୍ରାଜିଲର ରାଷ୍ଟ୍ରପତି, ମହାମହିମ ଲୁଇଜ୍ ଇନାସିଓ ଲୁଲା ଡା ସିଲଭା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ବ୍ରାଜିଲର ସର୍ବୋଚ୍ଚ ଜାତୀୟ ସମ୍ମାନ - ଦି ଗ୍ରାଣ୍ଡ କଲାର ଅଫ୍ ଦି ନ୍ୟାସନାଲ୍ ଅର୍ଡର ଅଫ୍ ଦି ସାଉଦର୍ଣ୍ଣ କ୍ରସ୍ ସମ୍ମାନରେ ସମ୍ମାନୀତ କରିଛନ୍ତି ।

ସାଇପ୍ରସର ସର୍ବୋଚ୍ଚ ସମ୍ମାନ, ଗ୍ରାଣ୍ଡ କ୍ରସ ଅଫ ଦ ଅର୍ଡର ଅଫ ମାକାରିଅସ ୩ ଗ୍ରହଣ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

June 16th, 01:35 pm

ଏହି ସମ୍ମାନ କେବଳ ମୋର, ନରେନ୍ଦ୍ର ମୋଦୀର ସମ୍ମାନ ନୁହେଁ । ଭାରତର ୧୪୦ କୋଟି ଜନସାଧାରଣଙ୍କ ସମ୍ମାନ । ସେମାନଙ୍କ ସାମର୍ଥ୍ୟ ଓ ଆକାଂକ୍ଷା ପାଇଁ ଏହା ସମ୍ମାନ ।

ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ମାକାରିଓସ୍ III ସମ୍ମାନ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ

June 16th, 01:33 pm

16.06.2025 : ସାଇପ୍ରସର ରାଷ୍ଟ୍ରପତି, ମହାମହିମ ନିକୋସ୍ କ୍ରିଷ୍ଟୋଡୋଲିଡ୍ସ, ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାଇପ୍ରସର ସମ୍ମାନ - ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ମାକାରିଓସ୍ III ପ୍ରଦାନ କରିଛନ୍ତି।

୨୧ ଅପ୍ରେଲରେ ସିଭିଲ ସର୍ଭିସେସ୍ ଦିବସରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

April 19th, 01:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ତମ ସିଭିଲ ସର୍ଭିସେସ୍ ଦିବସ ଅବସରରେ, ଅପ୍ରେଲ ୨୧ ତାରିଖ ଦିନ ପ୍ରାୟ ୧୧ଟା ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପ୍ରଶାସନିକ ସେବା ଅଧିକାରୀମାନଙ୍କୁ ସମ୍ବୋଧିତ କରିବେ । ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିବେ ।

ପ୍ରଧାନମନ୍ତ୍ରୀ ‘ଅନରାରୀ ଅର୍ଡର ଅଫ୍ ଫ୍ରିଡମ୍ ଅଫ୍ ବାର୍ବାଡୋସ୍’ ସମ୍ମାନ ପାଇଁ କୃତଜ୍ଞତା ଜଣାଇଲେ

March 07th, 10:02 am

‘ଅନରାରୀ ଅର୍ଡର ଅଫ୍ ଫ୍ରିଡମ୍ ଅଫ୍ ବାର୍ବାଡୋସ୍’ ସମ୍ମାନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାର୍ବାଡୋସର ସରକାର ଏବଂ ଜନସାଧାରଣଙ୍କୁ କୃତଜ୍ଞତା ଜଣାଇଛନ୍ତି । ୧୪୦ କୋଟି ଭାରତୀୟ ଏବଂ ଭାରତ ଓ ବାର୍ବାଡୋସ୍ ମଧ୍ୟରେ ଥିବା ଗୁଢ଼ ସମ୍ପର୍କ ଉଦେ୍ଦଶ୍ୟରେ ପ୍ରଧାନମନ୍ତ୍ରୀ ଏହି ସମ୍ମାନକୁ ଉତ୍ସର୍ଗ କରିଛନ୍ତି ।

ଜାତୀୟ ପଞ୍ଚାୟତ ପୁରସ୍କାର ବିଜେତାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 18th, 09:51 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜାତୀୟ ପଞ୍ଚାୟତ ପୁରସ୍କାର ବିଜେତାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସାଂସଦ ରତ୍ନ ପୁରସ୍କାର ପାଇବାକୁ ଯାଉଥିବା ସହକର୍ମୀ ସାଂସଦମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

February 22nd, 12:47 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାଂସଦ ସହକର୍ମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି, ଯେଉଁମାନେ ସାଂସଦ ରତ୍ନ ପୁରସ୍କାର ୨୦୨୩ ପାଇବେ ।

ଉପହାର ପାଇଁ ନାଗରିକ ପଦ୍ମ ପୁରସ୍କାର ବିଜେତା ଶ୍ରୀ ବୀରେନ କୁମାର ବସାକଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

November 13th, 09:08 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରସିଦ୍ଧ ବୁଣାକାର ତଥା ପଦ୍ମ ପୁରସ୍କାର ବିଜେତା ଶ୍ରୀ ବୀରେନ କୁମାର ବସାକଙ୍କ ସହ ତାଙ୍କ ଆଲୋଚନାକୁ ମନେ ପକାଇବା ସହ ଉପହାର ପାଇଁ ଧନ୍ୟବାଦ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ହେଲ୍‍ଥଗିରି ପୁରସ୍କାର ୨୧ ର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି

October 02nd, 06:17 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହେଲ୍‍ଥଗିରି ପୁରସ୍କାର ୨୧ ର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଖେଳ ରତ୍ନ ପୁରସ୍କାରକୁ ଏବେ ଠାରୁ ମେଜର ଧ୍ୟାନ ଚାନ୍ଦ ଖେଳ ରତ୍ନ ପୁରସ୍କାର କୁହାଯିବ : ପ୍ରଧାନମନ୍ତ୍ରୀ

August 06th, 02:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ଖେଳରତ୍ନ ପୁରସ୍କାର ନାମକରଣ କରିବାପାଇଁ ସେ ସମଗ୍ର ଭାରତର ନାଗରିକମାନଙ୍କ ଠାରୁ ଅନୁରୋଧ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ସେମାନଙ୍କ ଭାବନାକୁ ସମ୍ମାନ ଜଣାଇ ଖେଳ ରତ୍ନ ପୁରସ୍କାର ଆଜି ଠାରୁ ମେଜର ଧ୍ୟାନ ଚାନ୍ଦ ଖେଳ ରତ୍ନ ପୁରସ୍କାର ନାମରେ ନାମିତ ହେଲା ।

ପିପୁଲ୍ସ ପଦ୍ମ ପୁରସ୍କାର ପାଇଁ ପ୍ରେରଣାଦାୟୀ ବ୍ୟକ୍ତିଙ୍କ ମନୋନୟନ ପାଇଁ ଜନତାଙ୍କୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ

July 11th, 11:40 am

ତୃଣମୂଳ ସ୍ତରରେ ଉଲ୍ଲେଖନୀୟ କାମ କରୁଥିବା ସତ୍ତ୍ୱେ ବିଶେଷ ପରିଚୟ ପାଇନଥିବା ବ୍ୟକ୍ତିଙ୍କୁ ପିପୁଲ୍ସ ପଦ୍ମ ପୁରସ୍କାର ପାଇଁ ମନୋନୀତ କରିବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ଜନତାଙ୍କୁ ଆହ୍ୱାନ ଦେଇଛନ୍ତି । ସେପ୍ଟେମ୍ବର ୧୫ ଯାଏଁ ଏହି ମନୋନୟନ ଦାଖଲ କରାଯାଇ ପାରିବ ।

ସେରାୱିକ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଦତ୍ତ ଭାଷଣ

March 05th, 06:59 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ସେରା ୱିକ 2021ରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଛନ୍ତି। ଏହି ଅବସରରେ ତାଙ୍କୁ ‘ସେରା ୱିକ ଗ୍ଲୋବାଲ ଏନର୍ଜି ଓ ଏନଭାଇରନମେଣ୍ଟ ଲିଡରଶିପ ପୁରସ୍କାର’ରେ ସମ୍ମାନିତ କରାଯାଇଥିଲା। ସେ କହିଥିଲେ ଯେ “ମୁଁ ଅତ୍ୟନ୍ତ ନମ୍ରତାର ସହିତ ସେରା ୱିକ ଗ୍ଲୋବାଲ ଏନର୍ଜି ଓ ଏନଭାଇରନମେଣ୍ଟ ଲିଡରଶିପ ପୁରସ୍କାର ଗ୍ରହଣ କରୁଛି। ମୁଁ ଏହି ପୁରସ୍କାର ଆମର ମହାନ ମାତୃଭୂମି, ଭାରତର ଜନସାଧାରଣଙ୍କୁ ସମର୍ପିତ କରୁଛି। ମୁଁ ଆମ ଦେଶର ମହାନ ପରମ୍ପରାକୁ ଏହି ପୁରସ୍କାର ଉତ୍ସର୍ଗ କରୁଛି। କାରଣ ପରିବେଶର ସୁରକ୍ଷା ପାଇଁ ଏହା ଆମକୁ ମାର୍ଗ ଦେଖାଇ ଆସିଛି।” ବହୁ ଶତାବ୍ଦୀ ଧରି ପରିବେଶ ସୁରକ୍ଷା କ୍ଷେତ୍ରରେ ଭାରତୀୟମାନେ ଅଗ୍ରଣୀ ରହିଆସିଛନ୍ତି। ଆମର ସଂସ୍କୃତି, ପ୍ରକୃତି ଏବଂ ଦେବତ୍ୱ ପରସ୍ପର ସହ ଯୋଡ଼ି ହୋଇ ରହିଛି ବୋଲି ସେ କହିଥିଲେ।

ବର୍ତ୍ତମାନ ଯୁକ୍ତିଯୁକ୍ତ ଏବଂ ପରିବେଶଗତ ଭାବରେ ଚିନ୍ତା କରିବାର ସମୟ ଆସିଛି। ଏହା ମୋର କିମ୍ବା ଆପଣଙ୍କ କଥା ନୁହେଁ। ଏହା ଆମ ଗ୍ରହର ଭବିଷ୍ୟତ ସହ ଜଡ଼ିତ : ପ୍ରଧାନମନ୍ତ୍ରୀ

March 05th, 06:56 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ସେରା ୱିକ 2021ରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଛନ୍ତି। ଏହି ଅବସରରେ ତାଙ୍କୁ ‘ସେରା ୱିକ ଗ୍ଲୋବାଲ ଏନର୍ଜି ଓ ଏନଭାଇରନମେଣ୍ଟ ଲିଡରଶିପ ପୁରସ୍କାର’ରେ ସମ୍ମାନିତ କରାଯାଇଥିଲା। ସେ କହିଥିଲେ ଯେ “ମୁଁ ଅତ୍ୟନ୍ତ ନମ୍ରତାର ସହିତ ସେରା ୱିକ ଗ୍ଲୋବାଲ ଏନର୍ଜି ଓ ଏନଭାଇରନମେଣ୍ଟ ଲିଡରଶିପ ପୁରସ୍କାର ଗ୍ରହଣ କରୁଛି। ମୁଁ ଏହି ପୁରସ୍କାର ଆମର ମହାନ ମାତୃଭୂମି, ଭାରତର ଜନସାଧାରଣଙ୍କୁ ସମର୍ପିତ କରୁଛି। ମୁଁ ଆମ ଦେଶର ମହାନ ପରମ୍ପରାକୁ ଏହି ପୁରସ୍କାର ଉତ୍ସର୍ଗ କରୁଛି। କାରଣ ପରିବେଶର ସୁରକ୍ଷା ପାଇଁ ଏହା ଆମକୁ ମାର୍ଗ ଦେଖାଇ ଆସିଛି।” ବହୁ ଶତାବ୍ଦୀ ଧରି ପରିବେଶ ସୁରକ୍ଷା କ୍ଷେତ୍ରରେ ଭାରତୀୟମାନେ ଅଗ୍ରଣୀ ରହିଆସିଛନ୍ତି। ଆମର ସଂସ୍କୃତି, ପ୍ରକୃତି ଏବଂ ଦେବତ୍ୱ ପରସ୍ପର ସହ ଯୋଡ଼ି ହୋଇ ରହିଛି ବୋଲି ସେ କହିଥିଲେ।

ମାର୍ଚ୍ଚ 5ରେ CERA Week ବୈଶ୍ଵିକ ଶକ୍ତି ଏବଂ ପରିବେଶ ନେତୃତ୍ୱ ପୁରସ୍କାର ଗ୍ରହଣ କରିବା ସହିତ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

March 04th, 06:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ମାଧ୍ୟମରେ ମାର୍ଚ୍ଚ 05, 2021 ସନ୍ଧ୍ୟା 7ଟା ସମୟରେ ଏନର୍ଜି ରିସର୍ଚ୍ଚ ଆସୋସିଏଟ୍ସ ସପ୍ତାହ (CERA Week) ବୈଶ୍ଵିକ ଶକ୍ତି ଏବଂ ପରିବେଶ ନେତୃତ୍ୱ ପୁରସ୍କାର ଗ୍ରହଣ କରିବା ସହିତ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ ।

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‍ ପୁରସ୍କାର ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ

January 25th, 12:08 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ବାଳ ପୁରସ୍କାର ପାଇଥିବା ଶିଶୁମାନଙ୍କ ସହ ଆଜି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଳାପ ଆଳୋଚନା କରିଛନ୍ତି । ଏହି ଆଲୋଚନାରେ ମହିଳା ଏବଂ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ସ୍ମୃତିଯୁବିନ୍ ଇରାନୀ ମଧ୍ୟ ଅଂଶଗ୍ରହଣ କରିଥିଲେ ।

ରାଷ୍ଟ୍ରୀୟ ବାଳ ପୁରସ୍କାର ପାଇଥିବା ଶିଶୁଙ୍କସହ ପ୍ରଧାନମନ୍ତ୍ରୀଙ୍କ ଆଳାପ

January 25th, 12:00 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ବାଳ ପୁରସ୍କାର ପାଇଥିବା ଶିଶୁମାନଙ୍କ ସହ ଆଜି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଳାପ ଆଳୋଚନା କରିଛନ୍ତି । ଏହି ଆଲୋଚନାରେ ମହିଳା ଏବଂ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ସ୍ମୃତିଯୁବିନ୍ ଇରାନୀ ମଧ୍ୟ ଅଂଶଗ୍ରହଣ କରିଥିଲେ ।

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ ଆସନ୍ତାକାଲି ମତ ବିନିମୟ କରିବେ ପ୍ରଧାନମନ୍ତ୍ରୀ

January 24th, 04:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ 25, 2021 ମଧ୍ୟାହ୍ନ 12 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର(ପିଏମଆରବିପି) ବିଜେତାଙ୍କ ସହ ମତ ବିନିମୟ କରିବେ । ଏହି ଅବସରରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।