List of Outcomes: Visit of the Chancellor of the Federal Republic of Germany to India (January 12-13, 2026)
January 12th, 03:47 pm
The state visit of German Chancellor Friedrich Merz to India resulted in several key MoUs and agreements covering Defence & Security, Trade & Economy, Critical Minerals, Emerging Technologies, Traditional Medicines, Renewable Energy, Culture and more. A MoU for the Development of National Maritime Heritage Complex (NMHC), Lothal, Gujarat is also signed.Close cooperation between India and Germany is important for the entire humanity: PM Modi during Joint Press Meet
January 12th, 12:49 pm
PM Modi and German Chancellor Friedrich Merz attended the joint press meet in Ahmedabad. In his remarks, PM Modi said that India is fully committed to further strengthening its friendship and partnership with Germany. He highlighted that bilateral trade has reached its highest-ever level, crossing the 50 billion dollar mark. The PM also noted that both countries held detailed discussions on several global and regional issues.‘Restoring Balance’ is a global urgency: PM Modi highlights global health challenges at WHO Global Summit on Traditional Medicine
December 19th, 08:11 pm
PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 19th, 07:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱସ୍ତରୀୟ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ଗତ ତିନି ଦିନ ଧରି, ପାରମ୍ପରିକ ଔଷଧ କ୍ଷେତ୍ରରେ ବିଶ୍ୱର ବିଶେଷଜ୍ଞମାନେ ଗମ୍ଭୀର ଏବଂ ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ । ଏହି ଉଦ୍ଦେଶ୍ୟରେ ଭାରତ ଏକ ଦୃଢ଼ ମଞ୍ଚ ଭାବରେ କାର୍ଯ୍ୟ କରୁଥିବାରୁ ସେ ଖୁସି ପ୍ରକାଶ କରି ଏହି ପ୍ରକ୍ରିୟାରେ ‘ହୁ’ର ସକ୍ରିୟ ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ସମ୍ମିଳନୀର ସଫଳ ଆୟୋଜନ ପାଇଁ ହୁ, ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏବଂ ଉପସ୍ଥିତ ସମସ୍ତ ଅଂଶଗ୍ରହଣକାରୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଥିଲେ।ଭାରତ-ଜୋର୍ଡାନ ବ୍ୟବସାୟିକ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 16th, 12:24 pm
ଗତକାଲି ମହାମହିମଙ୍କ ସହିତ ମୋର ଆଲୋଚନାର ସାରାଂଶ ମଧ୍ୟ ଏହା ଥିଲା। ଆମେ ଭୂଗୋଳକୁ କିପରି ସୁଯୋଗରେ ଏବଂ ସୁଯୋଗକୁ କିପରି ବିକାଶରେ ପରିଣତ କରାଯାଇପାରିବା ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲୁ।ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ପ୍ରଧାନମନ୍ତ୍ରୀ ଏବଂ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସମ୍ବୋଧନ
December 16th, 12:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଆଜି ଅମ୍ମାନରେ ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ଏହି ବୈଠକରେ ଜୋର୍ଡାନର କ୍ରାଉନ ପ୍ରିନ୍ସ ହୁସେନ ଏବଂ ସେଠାକାର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ତଥା ନିବେଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ରାଜା ଅବଦୁଲ୍ଲା ଦ୍ୱିତୀୟ ଏବଂ ପ୍ରଧାନମନ୍ତ୍ରୀ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ସମ୍ପର୍କକୁ ସୁଦୃଢ଼ କରିବାର ଗୁରୁତ୍ୱକୁ ସ୍ୱୀକାର କରିଥିଲେ। ଉଭୟ ନେତା ପ୍ରଗତି ଏବଂ ସମୃଦ୍ଧି ହାସଲ କରିବା ପାଇଁ ଏହି କ୍ଷେତ୍ରରେ ସମ୍ଭାବନା ଏବଂ ସୁଯୋଗକୁ ଉପଯୋଗ କରିବାକୁ ଉଭୟ ପକ୍ଷର ଶିଳ୍ପପତିମାନଙ୍କୁ ଆହ୍ୱାନ କରିଛନ୍ତି। ରାଜା ଅବଦୁଲ୍ଲା ଦ୍ୱିତୀୟ କହିଛନ୍ତି ଯେ, ଜୋର୍ଡାନର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏବଂ ଭାରତର ଆର୍ଥିକ ଶକ୍ତିକୁ ମିଶ୍ରଣ କରି ଦକ୍ଷିଣ ଏସିଆ ଏବଂ ପଶ୍ଚିମ ଏସିଆ ତଥା ଅନ୍ୟ ଅନ୍ତର୍ଜାତୀୟ ସ୍ତରରେ ଏକ ଆର୍ଥିକ କରିଡର ସୃଷ୍ଟି କରାଯାଇପାରିବ।ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରଜତ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
November 09th, 01:00 pm
ଦେବଭୂମି ଉତ୍ତରାଖଣ୍ଡର ମୋର ଭାଇ-ବନ୍ଧୁ, ବଡ଼ ଭଉଣୀ-ସାନ ଭଉଣୀ, ବୟସ୍କ-ଯୁବକ । ଆପଣ ସମସ୍ତଙ୍କୁ ମୋର ନମସ୍କାର ।ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରୌପ୍ୟ ଜୟନ୍ତୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 09th, 12:30 pm
ପ୍ରଧାନମନ୍ତ୍ରୀ କହିଥିଲେ ଯେ ନଭେମ୍ବର ୯ ତାରିଖ ହେଉଛି ଏକ ଦୀର୍ଘ ଏବଂ ଉତ୍ସର୍ଗୀକୃତ ସଂଘର୍ଷର ପରିଣାମ । ଏହି ଦିନ ଆମ ସମସ୍ତଙ୍କ ମଧ୍ୟରେ ଗର୍ବର ଗଭୀର ଭାବନା ସୃଷ୍ଟି କରେ। ସେ କହିଥିଲେ ଯେ ଉତ୍ତରାଖଣ୍ଡର ଦେବତୁଲ୍ୟ ଲୋକମାନେ ଏକ ସ୍ୱପ୍ନ ଦେଖିଥିଲେ, ଯାହା ୨୫ ବର୍ଷ ପୂର୍ବେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱରେ ପୂରଣ ହୋଇଥିଲା। ଗତ ୨୫ ବର୍ଷର ଯାତ୍ରା ଉପରେ ପ୍ରତିଫଳିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଉତ୍ତରାଖଣ୍ଡ ଯେଉଁ ଉଚ୍ଚତାରେ ପହଞ୍ଚିଛି ତାହା ଦେଖି, ଏହି ସୁନ୍ଦର ରାଜ୍ୟ ନିର୍ମାଣ ପାଇଁ ସଂଘର୍ଷ କରୁଥିବା ପ୍ରତ୍ୟେକଙ୍କ ପାଇଁ ଆନନ୍ଦିତ ହେବା ସ୍ୱାଭାବିକ। ସେ କହିଥିଲେ ଯେ ଯେଉଁମାନେ ପର୍ବତକୁ ଭଲ ପାଆନ୍ତି, ଉତ୍ତରାଖଣ୍ଡର ସଂସ୍କୃତି, ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆଦର କରନ୍ତି ଏବଂ ଦେବଭୂମିର ଲୋକଙ୍କ ପ୍ରତି ସ୍ନେହ ରଖନ୍ତି, ସେମାନେ ଆଜି ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ।ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ରେ ମଧ୍ୟପ୍ରଦେଶ ଗସ୍ତରେ ଯିବେ
September 16th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭ ତାରିଖରେ ମଧ୍ୟପ୍ରଦେଶ ଗସ୍ତରେ ଯିବେ । ମଧ୍ୟାହ୍ନ ୧୨ଟା ସମୟରେ ଧାରରେ ସେ ‘ସ୍ୱସ୍ଥ ନାରୀ ସଶକ୍ତ ପରିବାର’ ଏବଂ ‘ଅଷ୍ଟମ ରାଷ୍ଟ୍ରୀୟ ପୋଷଣ ମାହ’ ଅଭିଯାନର ଶୁଭାରମ୍ଭ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିବା ସହିତ, ଉପସ୍ଥିତ ବିଶାଳ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ନୂଆଦିଲ୍ଲୀରେ ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 12th, 04:54 pm
ଆଜି ବିଜ୍ଞାନ ଭବନ ଭାରତର ସୁବର୍ଣ୍ଣ ଅତୀତର ସାକ୍ଷୀ ଭାବରେ ଦଣ୍ଡାୟମାନ । କିଛି ଦିନ ପୂର୍ବରୁ ମୁଁ ଜ୍ଞାନ ଭାରତମ୍ ମିଶନର ଘୋଷଣା କରିଥିଲି। ଏବଂ ଆଜି ଏତେ କମ୍ ସମୟ ମଧ୍ୟରେ ଆମେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରୁଛୁ। ଏହା ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ନିକଟରେ ଶୁଭାରମ୍ଭ କରାଯାଇଛି। ଏହା କୌଣସି ସରକାରୀ କିମ୍ବା ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟକ୍ରମ ନୁହେଁ; ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଗୁରୁତ୍ଵ ବହନ କରୁଛି । ହଜାର ହଜାର ପିଢ଼ିର ଚିନ୍ତାଧାରା, ଭାରତର ବିଶିଷ୍ଟ ଋଷି , ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଗବେଷଣା, ଆମର ପାରମ୍ପରିକ ଜ୍ଞାନ ପରମ୍ପରା, ଆମର ବୈଜ୍ଞାନିକ ଐତିହ୍ୟ, ଆମେ ଜ୍ଞାନ ଭାରତମ୍ ମିଶନ ମାଧ୍ୟମରେ ସେଗୁଡ଼ିକୁ ଡିଜିଟାଇଜେସନ୍ କରିବାକୁ ଯାଉଛୁ। ଏହି ମିଶନ ପାଇଁ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଜ୍ଞାନ ଭାରତମ୍ ର ସମଗ୍ର ଦଳକୁ ଏବଂ ସଂସ୍କୃତି ମନ୍ତ୍ରଣାଳୟକୁ ମଧ୍ୟ ଶୁଭେଚ୍ଛା ଜଣାଉଛି।‘ଜ୍ଞାନ ଭାରତମ୍’ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 12th, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ, ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ବିଜ୍ଞାନ ଭବନ ଆଜି ଭାରତର ସୁବର୍ଣ୍ଣ ଅତୀତର ପୁନରୁତ୍ଥାନର ସାକ୍ଷୀ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ମାତ୍ର କିଛି ଦିନ ପୂର୍ବରୁ ସେ ଜ୍ଞାନ ଭାରତମ୍ ମିଶନ ଘୋଷଣା କରିଥିଲେ ଏବଂ ଏତେ କମ୍ ସମୟ ମଧ୍ୟରେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଶ୍ରୀ ମୋଦୀ ସୂଚନା ଦେଇଥିଲେ ଯେ, ଏହି ମିଶନ ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହା ଏକ ସରକାରୀ କିମ୍ବା ଏକାଡେମିକ୍ କାର୍ଯ୍ୟକ୍ରମ ନୁହେଁ ଦର୍ଶାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଘୋଷଣାରେ ପରିଣତ ହେବାକୁ ଯାଉଛି। ସେ ହଜାର ହଜାର ପିଢ଼ିର ଚିନ୍ତନଶୀଳ ପରମ୍ପରା ଉପରେ ଆଲୋକପାତ କରିଥିଲେ। ଭାରତର ଜ୍ଞାନ, ପରମ୍ପରା ଏବଂ ବୈଜ୍ଞାନିକ ଐତିହ୍ୟକୁ ରେଖାଙ୍କିତ କରି ସେ ଭାରତର ମହାନ ଋଷି, ଆଚାର୍ଯ୍ୟ ଏବଂ ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଅନୁସନ୍ଧାନକୁ ସ୍ୱୀକାର କରିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଜ୍ଞାନ ଭାରତମ୍ ମିଶନ ଜରିଆରେ ଏହି ଐତିହ୍ୟଗୁଡ଼ିକର ଡିଜିଟାଇଜେସନ୍ କରାଯାଉଛି। ଏହି ଅଭିଯାନ ପାଇଁ ସେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ସମଗ୍ର ଜ୍ଞାନ ଭାରତମ୍ ଦଳ ତଥା ସଂସ୍କୃତି ମନ୍ତ୍ରଣାଳୟକୁ ଶୁଭେଚ୍ଛା ଜଣାଇଥିଲେ।ପରବର୍ତ୍ତୀ ଦଶନ୍ଧି ପାଇଁ ଭାରତ- ଜାପାନ ମିଳିତ ପରିକଳ୍ପନା : ଏହି ସ୍ୱତନ୍ତ୍ର ରଣନୀତିକ ଏବଂ ବୈଶ୍ୱିକ ସହଭାଗିତା ବୃଦ୍ଧି ନିମନ୍ତେ ଆଠଗୋଟି ଦିଗ
August 29th, 07:11 pm
ଆଇନର ଶାସନ ଉପରେ ଆଧାରିତ ଏକ ମୁକ୍ତ, ଶାନ୍ତିପୂର୍ଣ୍ଣ ସମୃଦ୍ଧି ଏବଂ ବଳପୂର୍ବକ ଦଖଲମୁକ୍ତ ଭାରତ - ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସମାନ ଦୃଷ୍ଟିକୋଣ ସହିତ ଭାରତ ଏବଂ ଜାପାନ, ପରିପୂରକ ସମ୍ବଳ ପ୍ରଦାନ, ପ୍ରଯୁକ୍ତିବିଦ୍ୟାର ଶକ୍ତି ଏବଂ ମୂଲ୍ୟ ପ୍ରତିଯୋଗିତା ସହିତ ଦୁଇ ଦେଶର ଅର୍ଥନୀତି ଏବଂ ବନ୍ଧୁତା ତଥା ପାରସ୍ପରିକ ସଦ୍ଭାବନାର ଦୀର୍ଘ ପରମ୍ପରା ସହିତ ଉଭୟ ରାଷ୍ଟ୍ର, ଆଗାମୀ ଏକ ଦଶନ୍ଧି ମଧ୍ୟରେ ନିଜ ନିଜର ରାଷ୍ଟ୍ର ଏବଂ ବିଶ୍ୱରେ ଘଟୁଥିବା ପରିବର୍ତ୍ତନ ତଥା ସୁଯୋଗମାନଙ୍କୁ ମିଳିତ ଭାବରେ ସନ୍ଧାନ କରିବା ନିମନ୍ତେ ପରସ୍ପରର ଅଭିପ୍ରାୟ ବ୍ୟକ୍ତ କରୁଛ, ଯାହା ଉଭୟ ରାଷ୍ଟ୍ରର ଘରୋଇ ଲକ୍ଷ୍ୟ ହାସଲ କରିବା ଦିଗରେ ସହାୟକ ଏବଂ ନିଜ ନିଜ ରାଷ୍ଟ୍ର ଏବଂ ପରବର୍ତ୍ତୀ ପିଢ଼ିର ଲୋକମାନଙ୍କୁ ପୂର୍ବାପେକ୍ଷା ଅଧିକ ନିକଟତର କରାଇବ ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ୨୦୨୪ ବ୍ୟାଚର ଆଇଏଫ୍ଏସ୍ ଶିକ୍ଷାନବୀଶ
August 19th, 08:34 pm
ଆଜି ସକାଳେ ଭାରତୀୟ ବୈଦେଶିକ ସେବା (ଆଇଏଫ୍ଏସ୍)ର ୨୦୨୪ ବ୍ୟାଚ ଶିକ୍ଷାନବୀଶମାନେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ବାସଭବନ ୭, ଲୋକ କଲ୍ୟାଣ ମାର୍ଗରେ ସାକ୍ଷାତ କରିଥିଲେ । ୨୦୨୪ ବ୍ୟାଚରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶରୁ ୩୩ ଜଣ ଆଇଏଫ୍ଏସ୍ ଶିକ୍ଷାନବୀଶ ଅଛନ୍ତି ।Prime Minister calls on His Majesty King Charles III of the United Kingdom
July 24th, 11:00 pm
PM Modi met His Majesty King Charles III at Sandringham Estate. They discussed sustainable living, including Ayurveda and Yoga, and how their benefits can be shared with the world. The two leaders noted that the signing of the India-UK Comprehensive Economic and Trade Agreement would lend fresh momentum to bilateral ties. They also spoke about strengthening collaboration on climate action and within the Commonwealth.ବ୍ରାଜିଲ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 08th, 08:30 pm
ରିଓ ଏବଂ ବ୍ରାସିଲିଆରେ ଭବ୍ୟ ସ୍ୱାଗତ ପାଇଁ ମୁଁ ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଲୁଲାଙ୍କୁ ଆନ୍ତରିକତାର ସହ ଧନ୍ୟବାଦ ଜଣାଉଛି । ଆମାଜନର ସୌନ୍ଦର୍ଯ୍ୟ ଏବଂ ଆପଣଙ୍କ ସୌଜନ୍ୟତା ଦ୍ୱାରା ଆମେ ପ୍ରକୃତରେ ଅତ୍ୟନ୍ତ ପ୍ରଭାବିତ ।୧୭ଶ ବ୍ରିକ୍ସ ସମ୍ମିଳନୀର ପରିବେଶ ଅଧିବେଶନ, ସିଓପି-୩୦ ଓ ବିଶ୍ୱ ସ୍ୱାସ୍ଥ୍ୟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ
July 07th, 11:38 pm
ପରିବେଶ, ସିଓପି-୩୦ ଓ ବିଶ୍ୱ ସ୍ୱାସ୍ଥ୍ୟ ସଂପର୍କିତ ଏକ ଅଧିବେଶନକୁ ଆଜି ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି। ଏହି ଅଧିବେଶନରେ ଯୋଗ ଦେଇଥିଲେ ବିକ୍ସ ସଦସ୍ୟ, ସହଯୋଗୀ ରାଷ୍ଟ୍ର ଓ ନିମନ୍ତ୍ରିତ ଦେଶ। ବିଶ୍ୱର ଭବିଷ୍ୟତ ପାଇଁ ଏତେ ବଡ଼ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ ଅଧିବେଶନ ଆୟୋଜନ କରିଥିବାରୁ ବ୍ରାଜିଲକୁ ସେ ଧନ୍ୟବାଦ ଜ୍ଞାପନ କରିଥିଲେ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭାରତ ପାଇଁ ଜଳବାୟୁ ପରିବର୍ତ୍ତନ କେବଳ ଏକ ଶକ୍ତି ସମସ୍ୟାର ମୁକାବିଲା ନୁହେଁ, ବରଂ ଏହା ହେଉଛି ଜୀବସତ୍ତା ଓ ପରିବେଶ ମଧ୍ୟରେ ସନ୍ତୁଳନକୁ ପ୍ରଭାବିତ କରୁଥିବା ପ୍ରସଙ୍ଗ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭାରତ ପାଇଁ ପରିବେଶ ନ୍ୟାୟ ହେଉଛି ଏକ ନୈତିକ ଦାୟିତ୍ୱ, ଯାହାକୁ ସେ ନିଶ୍ଚିତ ଭାବେ ସଂପାଦନ କରିବ। ପରିବେଶର ସୁରକ୍ଷା ପାଇଁ ଭାରତର ଗଭୀର ପ୍ରତିବଦ୍ଧତା ଦୋହରାଇ ଅନ୍ତର୍ଜାତୀୟ ସୌର ସହଯୋଗ, ବିପର୍ଯ୍ୟୟରହିତ ଭିତ୍ତିଭୂମି ସହଯୋଗ, ବିଶ୍ୱ ଜୈବଇନ୍ଧନ ସହଯୋଗ, ଅନ୍ତର୍ଜାତୀୟ ବିଗ୍ କ୍ୟାଟ ସହଯୋଗ, ମିଶନ ଲାଇଫ୍, ମାଆ ନାଁରେ ଗଛଟିଏ ପରି ଭାରତର ଜନହିତ, ଗ୍ରହହିତ ଅଭିବୃଦ୍ଧି ଓ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସେ ବିସ୍ତୃତ ଭାବେ ଉଲ୍ଲେଖ କରିଥିଲେପରିବେଶ, COP-30 ଏବଂ ବିଶ୍ୱ ସ୍ୱାସ୍ଥ୍ୟ ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 07th, 11:13 pm
ମୁଁ ଖୁସି ଯେ ବ୍ରାଜିଲର ଅଧ୍ୟକ୍ଷତାରେ ବ୍ରିକ୍ସ ପରିବେଶ ଏବଂ ସ୍ୱାସ୍ଥ୍ୟ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକୁ ଉଚ୍ଚ ପ୍ରାଥମିକତା ଦେଇଛି। ଏହି ବିଷୟଗୁଡ଼ିକ କେବଳ ପରସ୍ପର ସହିତ ଜଡିତ ନୁହେଁ ବରଂ ମାନବତାର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।ବ୍ରାଜିଲର ରିଓ ଡି ଜେନେରୋରେ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କ୍ୟୁବାର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 07th, 05:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲ୍ର ରିଓ ଡି ଜେନେରୋଠାରେ ଅନୁଷ୍ଠିତ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କ୍ୟୁବାର ରାଷ୍ଟ୍ରପତି ମିଗୁଏଲ୍ ଡିଆଜ୍-କାନେଲ ବର୍ମୁଡେଜଙ୍କୁ ସାକ୍ଷାତ କରିଛନ୍ତି । ଏହା ପୂର୍ବରୁ ୨୦୨୩ରେ ଜୋହାର୍ନ୍ସବର୍ଗରେ ଅନୁଷ୍ଠିତ ବ୍ରିକ୍ସ ସମ୍ମିଳନୀରେ ରାଷ୍ଟ୍ରପତି ଡିଆଜ-କାନଲେଙ୍କୁ ଭେଟିଥିଲେ, ଯେଉଁଠାରେ କ୍ୟୁବା ସ୍ୱତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଥିଲେ ।ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଘାନା ଗସ୍ତ
July 03rd, 04:01 am
ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମ (ସିଇପି) ଉପରେ ବୁଝାମଣାପତ୍ର: କଳା, ସଙ୍ଗୀତ, ନୃତ୍ୟ, ସାହିତ୍ୟ ଏବଂ ଐତିହ୍ୟରେ ଅଧିକ ସାଂସ୍କୃତିକ ବୁଝାମଣା ଏବଂ ଆଦାନପ୍ରଦାନକୁ ପ୍ରୋତ୍ସାହିତ କରିବା।Let this Yoga Day mark the beginning of Yoga for Humanity 2.0, where Inner Peace becomes Global Policy: PM Modi
June 21st, 07:06 am
PM Modi addressed the 11th International Day of Yoga event in Visakhapatnam, Andhra Pradesh and took part in the Yoga session. The PM recalled the moment when India proposed the idea of International Yoga Day at the UN. He noted that more than two crore people have joined the Yogandhra Abhiyan, reflecting a vibrant spirit of public participation. He remarked that Yoga transitions inpiduals from Me to We.