ଆନ୍ଧ୍ର ପ୍ରଦେଶ କୁର୍ଣ୍ଣୁଲରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 16th, 03:00 pm
ଆନ୍ଧ୍ର ପ୍ରଦେଶର ମହାମହିମ ରାଜ୍ୟପାଳ ଏସ. ଅବଦୁଲ ନଜିରଜୀ, ଲୋକପ୍ରିୟ ଓ କର୍ମଠ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରମନ୍ତ୍ରୀ କେ. ରାମମୋହନ ନାଇଡୁଜୀ, ଚନ୍ଦ୍ରଶେଖର ପ୍ରେମାସାନିଜୀ, ଭୂପତିରାଜୁ ଶ୍ରୀନିବାସ ବର୍ମାଜୀ, ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଜୀ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀ ନାରା ଲୋକେଶଜୀ, ସମସ୍ତ ମନ୍ତ୍ରୀ, ରାଜ୍ୟ ବିଜେପି ସଭାପତି ପି.ଭି.ଏନ ମାଧବଜୀ, ସମସ୍ତ ସାଂସଦ, ବିଧାୟକଗଣ ଓ ଏଠାରେ ଆମକୁ ଆଶୀର୍ବାଦ କରିବାକୁ ଆସିଥିବା ମୋର ସମସ୍ତ ପ୍ରିୟ ଭାଇ ଓ ଉଭଣୀମାନେ ।ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲରେ 13,430 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 16th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲଠାରେ ପ୍ରାୟ 13,430 କୋଟି ଟଙ୍କାର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଅହୋବିଲମର ଭଗବାନ ନରସିଂହ ସ୍ୱାମୀ ଏବଂ ମହାନନ୍ଦିର ଶ୍ରୀ ମହାନନ୍ଦିଶ୍ୱର ସ୍ୱାମୀଙ୍କୁ ପ୍ରଣାମ କରିଥିଲେ। ସେ ସମସ୍ତଙ୍କ ମଙ୍ଗଳ ପାଇଁ ମନ୍ତ୍ରାଳୟମର ଗୁରୁ ଶ୍ରୀ ରାଘବେନ୍ଦ୍ର ସ୍ୱାମୀଙ୍କଠାରୁ ଆଶୀର୍ବାଦ ମଧ୍ୟ ଲୋଡ଼ିଥିଲେ।ଆୟୁଷ୍ମାନ ଭାରତର ସପ୍ତମ ବାର୍ଷିକୀ ପାଳନ କଲେ ପ୍ରଧାନମନ୍ତ୍ରୀ
September 23rd, 12:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆୟୁଷ୍ମାନ ଭାରତ ଯୋଜନା ୭ ବର୍ଷ ପୂର୍ଣ୍ଣ ଅବସରରେ ଆଜି ଏହା ପୁଣି ସ୍ପଷ୍ଟ କରିଛନ୍ତି କି; ଏହି ଯୋଜନା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ସାମର୍ଥ୍ୟ, ବିତ୍ତୀୟ ସୁରକ୍ଷା ଏବଂ ସମ୍ମାନ ସୁନିଶ୍ଚିତ କରି ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟସେବା ପାଇବାକୁ ସୁନିଶ୍ଚିତ କରିଛି ।ମଧ୍ୟପ୍ରଦେଶର ଧାରଠାରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 17th, 11:20 am
ମଧ୍ୟ ପ୍ରଦେଶର ରାଜ୍ୟପାଳ ମଙ୍ଗୁଭାଇ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ମୋହନ ଯାଦବ ଜୀ, କେନ୍ଦ୍ରରେ ମୋର ସହଯୋଗୀ ଭଉଣୀ ସାବିତ୍ରୀ ଠାକୁର ଜୀ, ଦେଶର କୋଣ ଅନୁକୋଣରୁ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆସିଥିବା ସମସ୍ତ କେନ୍ଦ୍ର ମନ୍ତ୍ରୀଗଣ, ରାଜ୍ୟମାନଙ୍କର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଗଣ, ମଞ୍ଚ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ ଏବଂ ଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ!ମଧ୍ୟପ୍ରଦେଶର ଧାରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 17th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଧାରରେ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଜ୍ଞାନର ଦେବୀ - ଧାର ଭୋଜଶାଳାର ପୂଜ୍ୟ ମାତା - ବାଗ୍ଦେବୀଙ୍କ ପାଦ ତଳେ ପ୍ରଣାମ କରିଥିଲେ। ଆଜି ଦିବ୍ୟ ସ୍ଥପତି , କୌଶଳ ଏବଂ ସୃଷ୍ଟିର ଦେବତା ଭଗବାନ ବିଶ୍ୱକର୍ମାଙ୍କ ଜନ୍ମବାର୍ଷିକୀ। ଏହା ସହିତ ପ୍ରଧାନମନ୍ତ୍ରୀ ଭଗବାନ ବିଶ୍ୱକର୍ମାଙ୍କ ପ୍ରତି ପ୍ରଣାମ ଜଣାଇ, କୋଟି କୋଟି ଭାଇଭଉଣୀଙ୍କୁ ମଧ୍ୟ ସମ୍ମାନ ଜଣାଇଥିଲେ । ଯେଉଁମାନେ ନିଜର କାରିଗରୀ ଏବଂ ସମର୍ପଣ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ନିୟୋଜିତ ଅଛନ୍ତି।Uttar Pradesh is no longer just a land of possibilities but of competence and accomplishments: PM Modi in Varanasi
April 11th, 11:00 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.PM Modi lays foundation stone, inaugurates development works worth over Rs 3,880 crore in Varanasi,Uttar Pradesh
April 11th, 10:49 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.Government, society and saints are all united in the fight against cancer: PM Modi in Madhya Pradesh
February 23rd, 06:11 pm
PM Modi laid the foundation stone of Bageshwar Dham Medical and Science Research Institute in Chhatarpur, Madhya Pradesh. He remarked that when the country entrusted him with the opportunity to serve, he made the mantra ‘Sabka Saath, Sabka Vikas’ as the Government's resolution. He highlighted that a major foundation of ‘Sabka Saath, Sabka Vikas’ was ‘Sabka Ilaaj, Sabko Aarogya’ meaning Healthcare for all and underscored the focus on disease prevention at various levels.ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 23rd, 04:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି । ଅଳ୍ପ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବୁନ୍ଦେଲଖଣ୍ଡକୁ ଫେରିବା ତାଙ୍କ ସୌଭାଗ୍ୟ ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ ଆଧ୍ୟାତ୍ମିକ କେନ୍ଦ୍ର ଥିବା ବାଗେଶ୍ୱର ଧାମ ଖୁବଶୀଘ୍ର ଏକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ ହେବ । ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ୧୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ବିଶିଷ୍ଟ ସୁବିଧା ପ୍ରସ୍ତୁତ କରାଯିବ । ସେ ଶ୍ରୀ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇବା ସହ ବୁନ୍ଦେଲଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।ମ୍ୟାଲେରିଆ ବିରୋଧରେ ଚମତ୍କାର ବିଜୟ, ସ୍ୱାସ୍ଥ୍ୟସେବାରେ ବିପ୍ଳବ ଆଣିଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱ: ଜେପି ନଡ୍ଡା
December 16th, 10:06 am
ଭାରତ ମ୍ୟାଲେରିଆ ମାମଲାରେ ଉଲ୍ଲେଖନୀୟ 69 ହ୍ରାସ ହାସଲ କରିଛି, ଯାହା 2017 ରେ 6.4 ନିୟୁତ ଥିବା ବେଳେ 2023 ରେ ଏହା ମାତ୍ର 2 ନିୟୁତକୁ ଖସି ଆସିଛି - ଯାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କେନ୍ଦ୍ରୀଭୂତ ନୀତି ଏବଂ ନେତୃତ୍ୱ ପାଇଁ ଏକ ବଡ଼ ସଫଳତା ହୋଇଛି । 2030 ସୁଦ୍ଧା ମ୍ୟାଲେରିଆକୁ ମୂଳୋତ୍ପାଟନ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୃହତ ଲକ୍ଷ୍ୟର ଏକ ଅଂଶ ହେଉଛି ଏହି ମାଇଲଖୁଣ୍ଟ, ଯାହା କି 2015 ପୂର୍ବ ଏସିଆ ଶିଖର ସମ୍ମିଳନୀରେ ଦିଆଯାଇଥିବା ପ୍ରତିଶ୍ରୁତି ।Congress has always followed the formula of divide and get power: PM Modi
October 09th, 01:09 pm
The Prime Minister, Shri Narendra Modi laid the foundation stone for various development projects in Maharashtra worth over Rs 7600 crore via video conference today. The projects of today include the foundation stone laying of the upgradation of Dr Babasaheb Ambedkar International Airport, Nagpur and the New Integrated Terminal Building at Shirdi Airport. Shri Modi also launched the operationalization of 10 Government Medical Colleges in Maharashtra and inaugurated the Indian Institute of Skills (IIS), Mumbai and Vidya Samiksha Kendra (VSK) of Maharashtra.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୭୬୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି
October 09th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୭୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ପ୍ରକଳ୍ପଗୁଡ଼ିକ ମଧ୍ୟରେ ନାଗପୁରସ୍ଥିତ ଡକ୍ଟର ବାବାସାହେବ ଆମ୍ବେଦକର ଅନ୍ତର୍ଜାତୀୟ ବିମାନବନ୍ଦରର ଉନ୍ନତିକରଣ ଏବଂ ଶିରିଡି ବିମାନବନ୍ଦରରେ ନୂତନ ସମନ୍ୱିତ ଟର୍ମିନାଲ କୋଠାର ଶିଳାନ୍ୟାସ ଅନ୍ତର୍ଭୁକ୍ତ । ଶ୍ରୀ ମୋଦୀ ମହାରାଷ୍ଟ୍ରର ୧୦ଟି ସରକାରୀ ମେଡିକାଲ କଲେଜ କାର୍ଯ୍ୟର ଶୁଭାରମ୍ଭ କରିବା ସହ ମୁମ୍ବାଇର ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ସ୍କିଲ୍ସ (ଆଇଆଇଏସ୍) ଏବଂ ମହାରାଷ୍ଟ୍ରର ବିଦ୍ୟା ସମୀକ୍ଷା କେନ୍ଦ୍ର (ଭିଏସକେ)ର ଉଦଘାଟନ କରିଥିଲେ ।ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ଅନୁମୋଦନ
September 18th, 03:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଏବଂ ଆକାଂକ୍ଷୀ ଜିଲ୍ଲାରେ ଆଦିବାସୀ ପରିବାରମାନଙ୍କ ପୂର୍ଣ୍ଣାଙ୍ଗ ବିକାଶକୁ ଆଖିଆଗରେ ରଖି ଆଦିବାସୀ ସମ୍ପ୍ରଦାୟର ସାମାଜିକ-ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ମୋଟ ୭୯,୧୫୬ କୋଟି ଟଙ୍କା (କେନ୍ଦ୍ରୀୟ ଭାଗ: ୫୬,୩୩୩ କୋଟି ଟଙ୍କା ଏବଂ ରାଜ୍ୟ ଭାଗ: ୨୨,୮୨୩ କୋଟି ଟଙ୍କା) ବ୍ୟୟ ବରାଦ ସହିତ ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ ଅନୁମୋଦନ ମିଳିଛି ।Congress & INDI alliance possess no roadmap, agenda or vision for development of India: PM
March 18th, 08:28 pm
Ahead of the 2024 Lok Sabha elections, PM Modi addressed a public rally in Karnataka’s Shivamogga. He said, “The unwavering support of Karnataka for the BJP has given the corruption-ridden I.N.D.I alliance, sleepless nights”. He said that he is confident that the people of Karnataka will surely vote for the BJP to enable it garner 400+ seats in the upcoming Lok Sabha elections.Shivamogga’s splendid welcome for PM Modi at public rally
March 18th, 03:10 pm
Ahead of the 2024 Lok Sabha elections, PM Modi addressed a public rally in Karnataka’s Shivamogga. He said, “The unwavering support of Karnataka for the BJP has given the corruption-ridden I.N.D.I alliance, sleepless nights”. He said that he is confident that the people of Karnataka will surely vote for the BJP to enable it garner 400+ seats in the upcoming Lok Sabha elections.ପିଏମ-ସୁରଜ ପୋର୍ଟାଲର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 13th, 04:30 pm
ସାମାଜିକ ନ୍ୟାୟ ମନ୍ତ୍ରୀ ଶ୍ରୀ ବୀରେନ୍ଦ୍ର କୁମାର ଜୀ, ଦେଶର କୋଣ ଅନୁକୋଣରୁ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀ, ଆମର ସଫେଇ କର୍ମଚାରୀ ଭାଇ ଭଉଣୀମାନେ, ଅନ୍ୟାନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତି ମାନେ! ଦେଶର ପ୍ରାୟ ୪୭୦ଟି ଜିଲ୍ଲାର ପ୍ରାୟ ୩ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ସିଧାସଳଖ ସାମିଲ ହୋଇଛନ୍ତି। ମୁଁ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।ଅବହେଳିତ ବର୍ଗଙ୍କୁ ଋଣ ସହାୟତା ପାଇଁ ଦେଶବ୍ୟାପୀ ଜନସମ୍ପର୍କ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 13th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅବହେଳିତ ବର୍ଗଙ୍କୁ ଋଣ ସହାୟତା ପାଇଁ ଦେଶବ୍ୟାପୀ ଜନସମ୍ପର୍କ ସ୍ଥାପନ ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏଥିସହିତ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ସାମାଜିକ ଉତ୍ଥାନ ଏବଂ ରୋଜଗାର ଆଧାର ଜନକଲ୍ୟାଣ (ପିଏମ-ସୁରଜ) ଜାତୀୟ ପୋର୍ଟାଲ ଉନ୍ମୋଚନ କରିବା ସହ ଦେଶର ଅବହେଳିତ ବର୍ଗର ଏକ ଲକ୍ଷ ଉଦ୍ୟୋଗୀଙ୍କୁ ଋଣ ସହାୟତା ମଞ୍ଜୁର କରିଛନ୍ତି । ଏହି ଅବସରରେ ସେ ଅନୁସୂଚିତ ଜାତି, ଅବହେଳିତ ବର୍ଗ ଓ ସଫେଇ କର୍ମଚାରୀଙ୍କ ସମେତ ପଛୁଆ ବର୍ଗର ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଥିଲେ।