ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ପିପିପି ମୋଡ୍ରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ
May 13th, 03:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି କେନ୍ଦ୍ର କ୍ୟାବିନେଟ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ) ଦ୍ୱାରା ଏମଆଇଏଲ୍ (ଏମଆଇଏଚଏଏନ୍ ଇଣ୍ଡିଆ ଲିମିଟେଡ)କୁ ଲିଜ୍ ଦିଆଯାଇଥିବା ଜମିର ଲିଜ୍ ଅବଧି ୦୬.୦୮.୨୦୩୯ ପରେ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି। ଏହା ଦ୍ଵାରା ଏମଆଇଏଲ୍ ନାଗପୁର ବିମାନବନ୍ଦରକୁ ବାଣିଜ୍ୟିକ ପରିଚାଳନା ତାରିଖ (ସିଓଡି) ଠାରୁ ୩୦ ବର୍ଷ ପାଇଁ ରିହାତିଦାତା, ଅର୍ଥାତ୍ ଜିଏମଆର୍ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡ (ଜିଏନଆଇଏଏଲ୍)କୁ ଲାଇସେନ୍ସ ଦେଇପାରିବ।The Dehradun-Delhi Economic Corridor will transform the entire region: PM Modi in Uttarakhand
April 14th, 01:25 pm
PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.Prime Minister Shri Narendra Modi inaugurates Delhi–Dehradun Economic Corridor
April 14th, 01:20 pm
PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.ସଂସଦ ପରିସରରେ ଡ. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
April 14th, 11:33 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ସଂସଦ ପରିସରରେ ଡ. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।Prime Minister pays tributes to Dr. B.R. Ambedkar on his birth anniversary
April 14th, 09:14 am
The Prime Minister, Narendra Modi, paid heartfelt tributes to Dr. B. R. Ambedkar on his birth anniversary.କଂଗ୍ରେସ ସବୁବେଳେ ଆସାମର ସ୍ୱାର୍ଥ ସହ ସାଲିସ କରିଛି: ବିଶ୍ୱନାଥରେ ପ୍ରଧାନମନ୍ତ୍ରୀ ମୋଦୀ
April 01st, 11:45 am
ଆସାମର ବିଶ୍ୱନାଥ ଠାରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣରେ କଂଗ୍ରେସକୁ 'ବିକାଶ ବିରୋଧୀ' ଏବଂ 'ସ୍ୱାଧୀନ ଭାରତରେ ଦୁର୍ନୀତିର ମୂଳ' ବୋଲି ଅଭିଯୋଗ କରି କଂଗ୍ରେସ ଉପରେ ତୀବ୍ର ଆକ୍ରମଣ କରିଥିଲେ। ବିଜେପି-ଏନଡିଏ ସରକାରଙ୍କ କାର୍ଯ୍ୟକଳାପ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ହଜାର ହଜାର ବିଘା ଜମିକୁ ବେଆଇନ ଜବରଦଖଲରୁ ମୁକ୍ତ କରାଯାଇଛି, ଯାହା ଆସାମର ଐତିହ୍ୟ ଏବଂ ପରିବେଶକୁ ପୁନଃସ୍ଥାପିତ କରିଛି। ସବକା ସାଥ, ସବକା ବିକାଶ ପାଇଁ ବିଜେପିର ପ୍ରତିବଦ୍ଧତାକୁ ଦୋହରାଇ ସେ ରେକର୍ଡ ମତଦାନ ସୁନିଶ୍ଚିତ କରିବା ଲାଗି ଭୋଟରମାନଙ୍କୁ ଅନୁରୋଧ କରିଥିଲେ ।ବିଜେପି-ଏନଡିଏ ସଂସଦରେ କଂଗ୍ରେସର ଅନ୍ୟାୟ ସାମ୍ପ୍ରଦାୟିକ ହିଂସା ବିଲକୁ ରୋକିଛି: ପ୍ରଧାନମନ୍ତ୍ରୀ ମୋଦୀ
April 01st, 11:30 am
ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୋଗାମୁଖରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି, ଯାହା ନିର୍ବାଚନ ଘୋଷଣା ପରେ ଆସାମରେ ତାଙ୍କର ପ୍ରଥମ ରାଲି। ଏହି କାର୍ଯ୍ୟକ୍ରମରେ ଯୁବକ, ମହିଳା ଏବଂ ସ୍ଥାନୀୟ ସମ୍ପ୍ରଦାୟର ଉତ୍ସାହଜନକ ଅଂଶଗ୍ରହଣ ସହିତ ବିଜେପି ନେତୃତ୍ୱାଧୀନ ଏନଡିଏ ପାଇଁ ଦୃଢ ଗତିର ସଙ୍କେତ ଦେଇଥିଲା।ପ୍ରଧାନମନ୍ତ୍ରୀ ମୋଦୀ ଗୋଗାମୁଖ ଏବଂ ବିଶ୍ୱନାଥରେ ଉଚ୍ଚ-ଶକ୍ତି ରାଲି ସହିତ ଆସାମ ନିର୍ବାଚନ ପାଇଁ ସ୍ୱର ସ୍ଥିର କରିଛନ୍ତି
April 01st, 11:00 am
ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଅଭିଯାନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିର୍ବାଚନ ଘୋଷଣା ପରେ ଆସାମରେ ତାଙ୍କର ପ୍ରଥମ ରାଲି ଭାବରେ ଗୋଗାମୁଖ ଏବଂ ବିଶ୍ୱନାଥରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୁବ, ମହିଳା ଏବଂ ସ୍ଥାନୀୟ ସମ୍ପ୍ରଦାୟର ଉତ୍ସାହୀ ଅଂଶଗ୍ରହଣ ସହିତ ବିପୁଳ ଜନସମାବେଶ ଦେଖିବାକୁ ମିଳିଥିଲା, ଯାହା ବିଜେପି ନେତୃତ୍ୱାଧୀନ ଏନଡିଏ ପାଇଁ ଏକ ଦୃଢ଼ ଗତିକୁ ସୂଚିତ କରିଥିଲା।ପ୍ରଧାନମନ୍ତ୍ରୀ ମୋଦୀ ତାମିଲନାଡୁର ମଦୁରାଇରେ ଏକ ଉତ୍ସାହୀ ଜନ ସମାବେଶକୁ ସମ୍ବୋଧିତ କରିଛନ୍ତି
March 01st, 04:30 pm
ପ୍ରଧାନମନ୍ତ୍ରୀ ମୋଦୀ ମାଦୁରାଇରେ ଏକ ବିଶାଳ ଜନ ସମାବେଶକୁ ସମ୍ବୋଧିତ କରିଛନ୍ତି, ତାମିଲନାଡୁର ଆଧ୍ୟାତ୍ମିକ ଐତିହ୍ୟ ପ୍ରତି ଗଭୀର ଶ୍ରଦ୍ଧା ସହିତ ତାଙ୍କର ଭାଷଣ ଆରମ୍ଭ କରିଛନ୍ତି। ସେ କହିଛନ୍ତି ଯେ ସେ ବର୍ତ୍ତମାନ ତିରୁପ୍ପରଙ୍କୁଣ୍ଡ୍ରମ ଗସ୍ତ କରିଛନ୍ତି ଏବଂ ଭଗବାନ ମୁରୁଗନଙ୍କ ଦର୍ଶନ କରିଛନ୍ତି, ଏହାକୁ ଏକ ପ୍ରକୃତ ଦିବ୍ୟ ଅନୁଭୂତି ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ସେ ତାମିଲନାଡୁ ଏବଂ ସମଗ୍ର ଦେଶର ସମୃଦ୍ଧି ପାଇଁ ପ୍ରାର୍ଥନା କରିଛନ୍ତି।ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।ହିନ୍ଦୁସ୍ଥାନ ଟାଇମ୍ସ ନେତୃତ୍ୱ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
December 06th, 08:14 pm
ହିନ୍ଦୁସ୍ଥାନ ଟାଇମ୍ସର ଏହି ନେତୃତ୍ୱ ସମ୍ମିଳନୀରେ ଦେଶ ବିଦେଶରୁ ବହୁ ମାନ୍ୟ ଗଣ୍ୟ ଅତିଥି ଯୋଗ ଦେଇଛନ୍ତି । ଆୟୋଜକ ତଥା ନିଜ ମତ ରଖିଥିବା ସମସ୍ତ ମହାନୁଭବଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଏବେ ଶୋଭନାଜୀ ଦୁଇଟି କଥା କହିଲେ ଯାହା ମୁଁ ଅନୁଧ୍ୟାନ କରିଛି । ଗୋଟିଏ ହେଲା, ଗତଥର ମୋଦୀ ଆସିଥିଲେ ଓ ଏହି ପ୍ରସ୍ତାବ ଦେଇଥିଲେ । ଏହି ଦେଶରେ ମିଡିଆ ହାଉସକୁ କେହି କିଛି କାମ କହିବାକୁ ସାହାସ କରନ୍ତିନି । କିନ୍ତୁ ମୁଁ କରିଲି । ମୋ ପାଇଁ ଏହା ଏକ ଶୁଭ ଖବର ଯେ, ଶୋଭନାଜୀ ଓ ତାଙ୍କ ଟିମ ଅତି ଆଗ୍ରହର ସହ ଏହି କାମ ସମ୍ପନ୍ନ କରିଛନ୍ତି । ମୁଁ ପ୍ରଦର୍ଶନୀ ଦେଖି ଆସିବା ପରେ ସମସ୍ତେ ଏହା ଦେଖିବା ଲାଗି ମୁଁ ଅନୁରୋଧ କରିବି । ଫଟୋଗ୍ରାଫର ବନ୍ଧୁମାନେ ସ୍ମୃତି ସବୁକୁ ଏମିତି ଜାବୁଡି ଧରି ରଖିପାରିଛନ୍ତି ଯେ ସେହି ମୁହୂର୍ତ ସବୁ ଅମରତ୍ୱ ଲାଭ କରିପାରିଛି । ଦେଶ ମାତୃକାର ସେବା ଆଗକୁ ଏମିତି ଜାରି ରଖିବା ନେଇ ହିନ୍ଦୁସ୍ଥାନ ଟାଇମ୍ସ କହିବା ପରେ ମୁଁ ବିଶେଷ ଭାବରେ ଏନେଇ ଧନ୍ୟବାଦ ଜଣାଉଛି ।ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
December 06th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ଶୋଭନା ଜୀ ଦୁଇଟି ବିନ୍ଦୁ ଉଲ୍ଲେଖ କରିଥିଲେ ଯାହାକୁ ସେ ଭଲଭାବେ ହୃଦୟଙ୍ଗମ କରିଛନ୍ତି। ପ୍ରଥମଟି ଥିଲା ତାଙ୍କର ପୂର୍ବ ଗସ୍ତର ଉଲ୍ଲେଖ, ଯେତେବେଳେ ସେ ଏକ ପରାମର୍ଶ ଦେଇଥିଲେ, ଯାହା ଗଣମାଧ୍ୟମ ସଂସ୍ଥାଗୁଡ଼ିକ ସହିତ ବହୁତ କମ୍ କରାଯାଇଥାଏ, କିନ୍ତୁ ସେ ତାହା କରିଥିଲେ। ଶୋଭନା ଜୀ ଏବଂ ତାଙ୍କ ଦଳ ଏହାକୁ ଉତ୍ସାହର ସହିତ କାର୍ଯ୍ୟକାରୀ କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଦର୍ଶନୀ ପରିଦର୍ଶନ କରିବା ସମୟରେ ସେ ଦେଖିଥିଲେ ଯେ ଫଟୋଗ୍ରାଫରମାନେ ଏପରି ମୁହୂର୍ତ୍ତଗୁଡ଼ିକୁ କ୍ୟାମେରାରେ କଏଦ କରିଛନ୍ତି ଯାହା ଅମର ହୋଇଯାଇଛି । ସମସ୍ତଙ୍କୁ ଏହା ଦେଖିବାକୁ ସେ ଅନୁରୋଧ କରିଥିଲେ। ଶୋଭନା ଜୀଙ୍କ ଦ୍ୱିତୀୟ ବିନ୍ଦୁ ଉପରେ ପ୍ରଧାନମନ୍ତ୍ରୀ ମତ ରଖିଥିଲେ। ସେ କହିଥିଲେ, ଦେଶର ସେବା କରିବା କେବଳ ତାଙ୍କର ଇଚ୍ଛା ନୁହେଁ ବରଂ ହିନ୍ଦୁସ୍ତାନ ଟାଇମ୍ସ ମଧ୍ୟ ଚାହୁଁଛି ଯେ ସେ ଏହି ସେବା କରିବା ଜାରି ରଖିବା ଆବଶ୍ୟକ। ଏଥିପାଇଁ ପ୍ରଧାନମନ୍ତ୍ରୀ ବିଶେଷ ଭାବେ କୃତଜ୍ଞତା ପ୍ରକଟ କରିଥିଲେ।ମହାପରିନିର୍ବାଣ ଦିବସ ଅବସରରେ ଡ. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
December 06th, 09:11 am
ପ୍ରଧାନମନ୍ତ୍ରୀ ଆଜି ମହାପରିନିର୍ବାଣ ଦିବସ ଅବସରରେ ଡ. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ସମ୍ବିଧାନ ଦିବସରେ ପ୍ୟାରିସସ୍ଥିତ ୟୁନେସ୍କୋ ମୁଖ୍ୟାଳୟରେ ଡକ୍ଟର ବି.ଆର. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ନେଇ ପ୍ରଧାନମନ୍ତ୍ରୀଙ୍କ ଗର୍ବ ପ୍ରକାଶ
November 26th, 10:51 pm
ସମ୍ବିଧାନ ଦିବସରେ ପ୍ୟାରିସ ସ୍ଥିତ ୟୁନେସ୍କୋ ମୁଖ୍ୟାଳୟରେ ଡକ୍ଟର ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅତ୍ୟନ୍ତ ଗର୍ବ ପ୍ରକାଶ କରିଛନ୍ତି ।Bihar has defeated lies and upheld the truth: PM Modi from BJP HQ post NDA’s major victory
November 14th, 07:30 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.After NDA’s landslide Bihar victory, PM Modi takes the centre stage at BJP HQ
November 14th, 07:00 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.