The Dehradun-Delhi Economic Corridor will transform the entire region: PM Modi in Uttarakhand

April 14th, 01:25 pm

PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.

Prime Minister Shri Narendra Modi inaugurates Delhi–Dehradun Economic Corridor

April 14th, 01:20 pm

PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.

ଉତ୍ତର ପ୍ରଦେଶର ମିରଟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର

February 22nd, 01:30 pm

ଉତ୍ତର ପ୍ରଦେଶର ସମ୍ମାନନୀୟ ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ପଙ୍କଜ ଚୌଧୁରୀ ଜୀ, ଜୟନ୍ତ ଚୌଧୁରୀ ଜୀ, ଉତ୍ତର ପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ୟୁପି ସରକାରଙ୍କ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀମାନେ, ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ଏଠାରେ ଏକତ୍ରିତ ହୋଇଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ!

ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡରକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

February 22nd, 01:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେରଠରେ ନମୋ ଭାରତ ରାପିଡ୍ ରେଳ ଏବଂ ମେରଠ ମେଟ୍ରୋ ମାର୍ଗକୁ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପ ‘ବିକଶିତ ଉତ୍ତର ପ୍ରଦେଶ' ଏବଂ ବିକଶିତ ଭାରତ’ ଲକ୍ଷ୍ୟକୁ ଗତିଶୀଳ କରିବ ବୋଲି ସେ କହିଛନ୍ତି। ଭାରତରେ ପ୍ରଥମ ଥର ପାଇଁ ଗୋଟିଏ ପ୍ଲାଟଫର୍ମରୁ ଗୋଟିଏ ଦିନରେ ଗୋଟିଏ ରାପିଡ୍‌ ରେଳ ଏବଂ ମେଟ୍ରୋ ସେବା ଆରମ୍ଭ ହୋଇଛି।

ଏନଏଚ-୩୩୪ବି’ରେ ୪୨.୨ କିଲୋମିଟର ପର୍ଯ୍ୟନ୍ତ ଦୀର୍ଘସ୍ଥାୟୀ ସାମଗ୍ରୀ ବ୍ୟବହାରକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

June 14th, 10:57 pm

ପ୍ଲାଷ୍ଟିକ୍ ବର୍ଜ୍ୟ ଏବଂ ଫ୍ଲାଏ ଆଶ୍ ଭଳି ସ୍ଥାୟୀ ସାମଗ୍ରୀର ଉପଯୋଗିତାକୁ ପ୍ରାଥମିକତା ଦିଆଯିବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ଏହାଦ୍ୱାରା ଏନଏଚ-୩୩୪ବି ଉପରେ ୪୦.୨ କିଲୋମିଟର ଦୂରତାକୁ ବ୍ୟୟ ବହୁଳ ହେବାରୁ ବଞ୍ଚାଇବା ସହ ପରିବେଶ ଅନୁକୂଳ ପଦକ୍ଷେପ ମଧ୍ୟ ନିଆଯାଇଛି । ରାଜପଥର ଏହି ଷ୍ଟ୍ରେଚ୍ ୟୁପି-ହରିୟାଣା ସୀମାର ବାଗପତରୁ ଆରମ୍ଭ ହୋଇ ହରିୟାଣାର ରୋହନା ପର୍ଯ୍ୟନ୍ତ ଯାଇଛି ।

ପ୍ରଧାନମନ୍ତ୍ରୀ ଡିସେମ୍ବର ୪ରେ ଡେରାଡୁନ ଠାରେ ପ୍ରାୟ ୧୮୦୦୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ

December 01st, 12:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୪, ୨୦୨୧ରେ ଡେରାଡୁନ ଗସ୍ତ କରି ମଧ୍ୟାହ୍ନ ୧ଟା ବେଳେ ପ୍ରାୟ ୧୮୦୦୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଗସ୍ତ ଅବସରରେ ସଡକ ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପଗୁଡିକୁ ଅଧିକ ଗୁରୁତ୍ୱ ପ୍ରଦାନ କରାଯିବ, ଯାହା ଯାତ୍ରାକୁ ସୁଗମ ଓ ସୁରକ୍ଷିତ କରିବା ସହ ଅଞ୍ଚଳରେ ପର୍ଯ୍ୟଟନକୁ ସମୃଦ୍ଧ କରିବ । ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପନା ଅନୁରୂପ ଏହି ପ୍ରକଳ୍ପଗୁଡିକ ଦୁର୍ଗମ ଅଞ୍ଚଳଗୁଡିକୁ ସଂଯୁକ୍ତ କରିବା ସହ ସୁଗମ କରିବ ।