The Dehradun-Delhi Economic Corridor will transform the entire region: PM Modi in Uttarakhand

April 14th, 01:25 pm

PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.

Prime Minister Shri Narendra Modi inaugurates Delhi–Dehradun Economic Corridor

April 14th, 01:20 pm

PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.

PM greets everyone on occasion of Baisakhi

April 14th, 09:17 am

The Prime Minister Shri Narendra Modi greeted everyone on occasion of Baisakhi today.

ବୈଶାଖୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

April 13th, 08:59 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବୈଶାଖୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଗୌହାଟୀରେ ବିହୁ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

April 14th, 06:00 pm

ଆଜିର ଏହି ଦୃଶ୍ୟ, ଟିଭିରେ ଦେଖାଯିବାକୁ ଅଛି, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା କେବେ ମଧ୍ୟ ମୁଁ ଜୀବନରେ ଭୁଲିପାରିବି ନାହିଁ । ଏହା ଅବିସ୍ମରଣୀୟ ଅଟେ, ଅଦ୍ଭୁତ ଅଟେ, ଅଦ୍ଭୁତପୂର୍ବ ଅଟେ, ଏହା ଆସାମ । ଆକାଶରେ ଗୁଞ୍ଜରିତ ହେଉଥିବା ଢୋଲ, ପେପା ଅରୁ ଗାଙ୍ଗୋନା ଏହାର ସ୍ୱର ଆଜି ସମଗ୍ର ଭାରତବର୍ଷ ଶୁଣୁଛି । ଆସାମର ହଜାର ହଜାର କଳାକାର ଏହି ପରିଶ୍ରମ, କଠିନ ପରିଶ୍ରମ, ଏହି ତାଳମେଳ ଆଜି ଦେଶ ଏବଂ ଦୁନିଆ ବଡ଼ ଗର୍ବର ସହିତ ଦେଖୁଛନ୍ତି । ପ୍ରଥମତଃ ଏହି ଅବସର ଏତେ ବଡ଼ ଅଟେ, ଉତ୍ସବ ଏତେ ବଡ଼ ଅଟେ, ଦ୍ୱିତୀୟରେ ଆପଣଙ୍କର ଉତ୍ସାହ ଏବଂ ଆପଣଙ୍କର ଉଦ୍ଦୀପନା ମଧ୍ୟ ଆଶ୍ଚର୍ଯ୍ୟଜନକ ଅଟେ । ମୋର ମନେ ଅଛି, ଯେତେବେଳେ ମୁଁ ବିଧାନସଭା ନିର୍ବାଚନ ସମୟରେ ଏଠାକୁ ଆସିଥିଲି, ସେତେବେଳେ ମୁଁ କହିଥିଲି ଯେ ସେ ଦିନ ଆଉ ଦୂର ନାହିଁ । ଯେତେବେଳେ ଲୋକମାନେ ‘ଏ’ରେ ଆସାମ କହିବେ । ଆଜି ସତରେ ଆସାମ, ଏ-ୱାନ ପ୍ରଦେଶ ହୋଇପାରିଛି । ମୁଁ ଆସାମର ଲୋକମାନଙ୍କୁ, ଦେଶର ଲୋକମାନଙ୍କୁ ବିହୁର ବହୁତ ବହୁତ ଶୁଭକାମନା ଜଣାଉଛି ।

ଆସାମର ଗୌହାଟୀ ସ୍ଥିତ ସାରୁସାଜାଇ ଷ୍ଟାଡିୟମରେ ୧୦,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍‍ଘାଟନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ

April 14th, 05:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୌହାଟୀ ସ୍ଥିତ ସାରୁସାଜାଇ ଷ୍ଟାଡିୟମରେ ୧୦,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍‍ଘାଟନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ବ୍ରହ୍ମପୁତ୍ର ନଦୀରେ ପାଲାଶବରୀ ଏବଂ ସୁଆଲକୁଚିକୁ ସଂଯୋଗ କରୁଥିବା ଏକ ସେତୁର ଭିତ୍ତିପ୍ରସ୍ତର ସ୍ଥାପନ, ସିଭସାଗରରେ ରଙ୍ଗ ଘର ସୌନ୍ଦର୍ଯ୍ୟକରଣର ପାଇଁ ଏକ ପ୍ରକଳ୍ପ, ନାମରୂପରେ ୫୦୦ ଟିପିଡି ମେଥାନୋଲ ପ୍ଲାଣ୍ଟର ଉଦଘାଟନ ଏବଂ ଦେଶକୁ ପାଞ୍ଚଟି ରେଳ ପ୍ରକଳ୍ପ ଉତ୍ସର୍ଗ କରାଯାଇଛି । ଦଶ ହଜାରରୁ ଅଧିକ ବିହୁ ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପ୍ରଦର୍ଶିତ ଏକ ରଙ୍ଗୀନ ବିହୁ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ମଧ୍ୟ ଦେଖିଛନ୍ତି ।

ବୈଶାଖୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 14th, 08:36 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବୈଶାଖୀର ପବିତ୍ର ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ ଟେଲିଫୋନ୍‌ରେ ଆଲୋଚନା କରିଛନ୍ତି

April 13th, 09:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନ ପ୍ରଧାନମନ୍ତ୍ରୀ ମାନ୍ୟବର ଋଷି ସୁନକଙ୍କ ସହିତ ଟେଲିଫୋନରେ ଆଲୋଚନା କରିଛନ୍ତି ।

ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

April 14th, 05:29 pm

ଆଜି ଦେଶର ଭିନ୍ନ ଭିନ୍ନ ସ୍ଥାନରେ ପର୍ବ-ପର୍ବାଣି ଏବଂ ଉତ୍ସବ ପାଳନ କରାଯାଉଛି । ଆଜି ବୈଶାଖୀ, ବୋହାଗ, ବିହୁ, ଆଜି ଠାରୁ ଓଡ଼ିଆ ନବବର୍ଷ ମଧ୍ୟ ଆରମ୍ଭ ହେଉଛି, ଆମର ତାମିଲନାଡୁର ଭାଇ-ଭଉଣୀମାନେ ମଧ୍ୟ ନୂଆବର୍ଷର ସ୍ୱାଗତ କରୁଛନ୍ତି । ମୁଁ ସେମାନଙ୍କୁ ‘ପୁତାଣ୍ଡ’ଅବସରରେ ଶୁଭେଚ୍ଛା ଜଣାଉଛି । ଏହାବ୍ୟତୀତ ମଧ୍ୟ କେତେକ ସ୍ଥାନରେ ନବବର୍ଷ ଆରମ୍ଭ ହେଉଛି, ଅନେକ ପର୍ବ ମଧ୍ୟ ପାଳନ କରାଯାଉଛି । ମୁଁ ସମସ୍ତ ଦେଶବାସୀମାନଙ୍କୁ ସମସ୍ତ ପର୍ବ ଉପଲକ୍ଷେ ବହୁତ ବହୁତ ଅଭିନନ୍ଦନ ଜଣାଉଛି । ଆପଣ ସମସ୍ତଙ୍କୁ ଭଗବାନ ମହାବୀର ଜୟନ୍ତୀର ମଧ୍ୟ ବହୁତ ବହୁତ ଶୁଭକାମନା!

PM Modi inaugurates Pradhanmantri Sanghralaya in New Delhi

April 14th, 11:00 am

PM Modi inaugurated Pradhanmantri Sanghralaya in New Delhi. Addressing a gathering on the occasion, the PM said, “Every Prime Minister of the country has contributed immensely towards achieving of the goals of constitutional democracy. To remember them is to know the journey of independent India.”

ବୈଶାଖୀର ବିଶେଷ ଉତ୍ସବ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

April 14th, 09:10 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୈଶାଖୀର ବିଶେଷ ଉତ୍ସବ ଅବସରରେ ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି ।

କୌଣସି ଦେଶ ଏହାର ଅତୀତର ଭୟାବହତାକୁ ଅଣଦେଖା କରିବା ଠିକ୍ ନୁହେଁ: ପ୍ରଧାନମନ୍ତ୍ରୀ ମୋଦୀ

August 28th, 08:48 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀକରଣ ହୋଇଥିବା ଜାଲିଆନାୱାଲା ବାଗ ସ୍ମାରାକ କମ୍ପ୍ଲେକ୍ସକୁ ଦେଶକୁ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଜାଲିଆନାୱାଲା ବାଗ ହେଉଛି ସେହି ସ୍ଥାନ ଯାହା ସର୍ଦ୍ଦାର ଉଧମ ସିଂ ଏବଂ ଭଗତ ସିଂଙ୍କ ପରି ଅଗଣିତ କ୍ରାନ୍ତିବୀରଙ୍କୁ ଦେଶର ସ୍ୱାଧୀନତା ପାଇଁ ନିଜ ଜୀବନ ବଳିଦାନ ଦେବାକୁ ସାହସ ଦେଇଥିଲା ।ଆଗକୁ ସେ ଆହୁରି କହିଛନ୍ତି, 13 ଏପ୍ରିଲ , 1919 ର ସେହି 10 ମିନିଟ୍ ଆମର ସ୍ୱାଧୀନତା ସଂଗ୍ରାମର ଅମର କାହାଣୀ ହୋଇଗଲା, ଯେଉଁଥିପାଇଁ ଆମେ ଆଜି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବାକୁ ସକ୍ଷମ ହୋଇଛୁ।

ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି

August 28th, 08:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଜଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସେ ସ୍ମାରକ ଠାରେ ସଂଗ୍ରହାଳୟ ଗ୍ୟାଲେରୀର ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ କଂପ୍ଲେକ୍ସର ନବୀକରଣ ପାଇଁ ସରକାର ନେଇଥିବା ଏକାଧିକ ବିକାଶମୂଳକ ପଦକ୍ଷେପ ପ୍ରଦର୍ଶନ କରାଯାଇଥିଲା ।

ଦେଶବାସୀଙ୍କୁ ବୈଶାଖୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

April 13th, 09:31 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବୈଶାଖୀର ଶୁଭ ଅବସରରେ ଅଭିନନ୍ଦନ ଜଣାଇଛନ୍ତି ।

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍‌”ର ଓଡ଼ିଆ ଭାଷାନ୍ତର

March 28th, 11:30 am

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ମନ୍ କି ବାତ୍‌”ର ଓଡ଼ିଆ ଭାଷାନ୍ତର

Lockdown in India will be extended till 3rd May: PM Modi

April 14th, 11:30 am

Addressing the nation on COVID-19, PM Narendra Modi said the government has decided to extend the nationwide lockdown up to 3rd May. PM Modi said the Centre will closely monitor hotspots in states across India and added that those areas where there are no hotspots will get partial relief after April 20th.

PM addresses the nation for 4th time in 4 Weeks in India’s fight against COVID-19

April 14th, 09:37 am

Addressing the nation on COVID-19, PM Narendra Modi said the government has decided to extend the nationwide lockdown up to 3rd May. PM Modi said the Centre will closely monitor hotspots in states across India and added that those areas where there are no hotspots will get partial relief after April 20th.

PM greets people on Baisakhi

April 13th, 10:48 am

The Prime Minister, Shri Narendra Modi has greeted the people on Baisakhi.

ପ୍ରଧାନମନ୍ତ୍ରୀଙ୍କ ସ୍ୱାଧୀନତା ଦିବସ ଭାଷଣ 2018- ମୁଖ୍ୟାଂଶ

August 15th, 09:33 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 15 ରେ ଐତିହାସିକ ଲାଲକିଲ୍ଲାର ପ୍ରାଚୀର ଉପରୁ 72ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ।

72 ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

August 15th, 09:30 am

72ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଲାଲକିଲ୍ଲା ଦୁର୍ଗ ଉପରୁ ସମ୍ବୋଧନ କରିଛନ୍ତି । ଭାରତ ସମ୍ପ୍ରତି ଆତ୍ମବିଶ୍ୱାସରେ ଭରି ରହିଥିବା ନେଇ ଦୃଢ଼ୋକ୍ତି ପ୍ରକାଶ କରି ପ୍ରଧାନମନ୍ତ୍ରୀ 6 ଜଣ ଯୁବ ମହିଳା ନୌସେନା ପଦାଧିକାରୀଙ୍କ ସଫଳତା ଏବଂ ଗରିବ ପରିବାରରୁ ଆସିଥିବା ଭାରତୀୟ କ୍ରୀଡାବିତମାନଙ୍କ ସଫଳତା ସମ୍ବନ୍ଧରେ ପ୍ରକାଶ କରିଥିଲେ । ସେ ନୀଳଗିରି ପର୍ବତରେ ଫୁଟୁଥିବା ନୀଳକୁରୁଞ୍ଜି ଫୁଲ ସମ୍ବନ୍ଧରେ ପ୍ରକାଶ କରିଥିଲେ ଯାହାକି ଏପରି ଏକ ପ୍ରକ୍ରିୟା ଯାହା ପ୍ରତି 12 ବର୍ଷରେ ଥରେ ଘଟିଥାଏ । ସେ କହିଲେ ଯେ ସଂସଦର ସଦ୍ୟ ସମାପ୍ତ ଅଧିବେଶନ ସାମାଜିକ ନ୍ୟାୟ ପ୍ରତି ସମର୍ପିତ । ସେ କହିଲେ ଯେ ଭାରତ ହେଉଛି ସମ୍ପ୍ରତି ବିଶ୍ୱର ଷଷ୍ଠ ସର୍ବବୃହତ୍ ଗଣତନ୍ତ୍ର ।