ବାଂଲାଦେଶ ନିର୍ବାଚନରେ ବିଜୟ ପାଇଁ ତାରିକ ରହମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ; ଦ୍ୱିପାକ୍ଷିକ ସମ୍ପର୍କ ପ୍ରତି ଭାରତର ପ୍ରତିବଦ୍ଧତାକୁ ଦୋହରାଇଲେ

February 13th, 04:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାଂଲାଦେଶ ନିର୍ବାଚନରେ ଉଲ୍ଲେଖନୀୟ ବିଜୟ ପାଇଁ ତାରିକ ରେହମାନଙ୍କ ସହ କଥା ହେବା ସହିତ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ବାଂଲାଦେଶର ସଂସଦୀୟ ନିର୍ବାଚନରେ ବି.ଏନ୍.ପି. ର ବିଜୟ ପାଇଁ ଶ୍ରୀ ତାରିକ ରେହମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

February 13th, 12:13 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାଂଲାଦେଶର ସଂସଦୀୟ ନିର୍ବାଚନରେ ବି. ଏନ୍. ପି. ର ନିର୍ଣ୍ଣାୟକ ବିଜୟ ପାଇଁ ଶ୍ରୀ ତାରିକ ରେହମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ଶ୍ରୀ ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ ଭାରତ ଏକ ଗଣତାନ୍ତ୍ରିକ, ପ୍ରଗତିଶୀଳ ଏବଂ ସମାବେଶୀ ବାଂଲାଦେଶକୁ ସମର୍ଥନ ଜାରି ରଖିବ। ଶ୍ରୀ ମୋଦୀ କହିଛନ୍ତି, ଆମର ବହୁମୁଖୀ ସମ୍ପର୍କକୁ ସୁଦୃଢ଼ କରିବା ଏବଂ ଆମର ସାଧାରଣ ବିକାଶ ଲକ୍ଷ୍ୟକୁ ଆଗକୁ ବଢ଼ାଇବା ପାଇଁ ମୁଁ ଆପଣଙ୍କ ସହିତ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି।”

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲିଦା ଜିଆଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

December 30th, 10:06 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବି. ଏନ୍. ପି. ଅଧ୍ୟକ୍ଷା ବେଗମ ଖାଲିଦା ଜିଆଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି।

Prime Minister wishes speedy recovery to Begum Khaleda Zia

December 01st, 10:30 pm

The Prime Minister, Shri Narendra Modi has expressed his deep concern about the health of Begum Khaleda Zia, who has contributed to Bangladesh’s public life for many years and wished speedy recovery to her. Shri Modi stated that India stands ready to extend all possible support, in whatever way we can.

Prime Minister condoles the the loss of lives in a tragic air crash in Dhaka

July 21st, 07:07 pm

Prime Minister Shri Narendra Modi today condoled the loss of lives, many of them young students, in a tragic air crash in Dhaka. He assured that India stands in solidarity with Bangladesh and is ready to extend all possible support and assistance.

ବିମ୍‌ସଟେକ୍ ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ମୁଖ୍ୟ ପରାମର୍ଶଦାତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

April 04th, 03:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଙ୍କକରେ ବିମ୍‌ସଟେକ ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ପ୍ରଫେସର ମହମ୍ମଦ ୟୁନୁସଙ୍କୁ ସାକ୍ଷାତ କରିଛନ୍ତି ।

ଏପ୍ରିଲ 3-6, 2025 ପ୍ରଧାନମନ୍ତ୍ରୀଙ୍କ ଥାଇଲାଣ୍ଡ ଓ ଶ୍ରୀଲଙ୍କା ଗସ୍ତ

April 02nd, 02:00 pm

ବ୍ୟାଙ୍କକରେ ଆୟୋଜିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (ଏପ୍ରିଲ 3-4, 2025) ରେ ଥାଇଲାଣ୍ଡ ଗସ୍ତରେ ଯିବେ। ଏହାପରେ ସେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକଙ୍କ ନିମନ୍ତ୍ରଣକ୍ରମେ (ଏପ୍ରିଲ 4-6, 2025)ରେ ଶ୍ରୀଲଙ୍କା ଗସ୍ତରେ ଯିବେ।

ଶ୍ରୀ ଶ୍ରୀ ହରିଚନ୍ଦ ଠାକୁରଙ୍କୁ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

March 27th, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଶ୍ରୀ ହରିଚନ୍ଦ ଠାକୁରଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବଂଚିତ ବର୍ଗର ଲୋକଙ୍କ ଉତ୍ଥାନ ଏବଂ ସମାନତା, କରୁଣା ଏବଂ ନ୍ୟାୟକୁ ପ୍ରୋତ୍ସାହିତ କରିବା ପାଇଁ ଶ୍ରୀ ଠାକୁରଙ୍କ କାର୍ଯ୍ୟକୁ ପ୍ରଶଂସା କରିବା ସହ ଶ୍ରୀ ମୋଦୀ ମତୁଆ ଧର୍ମ ମେଳା-୨୦୨୫ ପାଇଁ ଶୁଭକାମନା ଜଣାଇଛନ୍ତି ।

PM Modi and Trump Forge a MEGA India-US Partnership

February 14th, 06:46 pm

Prime Minister Narendra Modi’s recent visit to the United States was a momentous occasion, reflecting the deepening strategic, economic, and cultural ties between the two nations. Over his stay, PM Modi engaged in a series of high-profile meetings and discussions with U.S. leaders, business tycoons, and the Indian diaspora, covering critical areas such as defense, trade, investment, technology, and diplomacy. The visit reaffirmed the strong relationship between India and the U.S., positioning both nations as global partners in shaping a new world order.

ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:45 am

କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …

ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:30 am

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।

ରାଷ୍ଟ୍ରପତି ବାଇଡେନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

August 26th, 10:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଆମେରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ଜୋସେଫ୍ ଆର ବାଇଡେନଙ୍କ ଠାରୁ ଏକ ଟେଲିଫୋନ୍ କଲ୍ ଆସିଛି ।

ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତାଙ୍କଠାରୁ ଟେଲିଫୋନ୍ କଲ୍ ପାଇଲେ ପ୍ରଧାନମନ୍ତ୍ରୀ

August 16th, 04:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ପ୍ରଫେସର ମହମ୍ମଦ ୟୁନୁସଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି ।

ବାଂଲାଦେଶରେ ନୂତନ ଦାୟିତ୍ୱ ଗ୍ରହଣ ପାଇଁ ନୋବେଲ ବିଜେତା ପ୍ରଫେସର ମହମ୍ମଦ ୟୁନୁସଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 08th, 10:26 pm

ବାଂଲାଦେଶରେ ନୂତନ ଭାବେ ଗଠିତ ଅନ୍ତରୀଣ ସରକାରରେ ମୁଖ୍ୟ ପରାମର୍ଶଦାତା ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ନୋବେଲ ବିଜେତା ପ୍ରଫେସର ମହମ୍ମଦ ୟୁନୁସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶୁଭେଚ୍ଛା ଜଣାଇଛନ୍ତି ।

ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି

June 22nd, 01:00 pm

ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଏବଂ ତାଙ୍କପ୍ରତିନିଧି ଦଳକୁ ମୁଁ ହାର୍ଦ୍ଦିକ ସ୍ୱାଗତ ଜଣାଉଛି । ପ୍ରାୟ ଗତ ଏକ ବର୍ଷ ମଧ୍ୟରେ ଆମେ ୧୦ ଥର ସାକ୍ଷାତ କରିଛୁ । କିନ୍ତୁ ଆଜିର ବୈଠକ ହେଉଛି ସ୍ୱତନ୍ତ୍ର । କାରଣ ଆମ ସରକାରର ତୃତୀୟ ପାଳିରେ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଆମର ପ୍ରଥମ ରାଷ୍ଟ୍ର ଅତିଥି ।

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା

June 05th, 08:04 pm

ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍ ହସିନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟେଲିଫୋନ୍ ମାଧ୍ୟମରେ ଅଭିନନ୍ଦନ ଜଣାଇଛନ୍ତି । ୧୮ତମ ଲୋକସଭା ନିର୍ବାଚନରେ ଏନ୍‌ଡିଏର ବିଜୟ ପାଇଁ ସେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

କ୍ରମାଗତ ଚତୁର୍ଥ ଥର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

January 08th, 07:54 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ସହ କଥା ହୋଇ ସଂସଦୀୟ ନିର୍ବାଚନରେ କ୍ରମାଗତ ଚତୁର୍ଥ ଥର ପାଇଁ ବିଜୟୀ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ତ୍ରିପୁରାରେ ଖୋୱାଇ-ହରିନା ରାସ୍ତାର ୧୩୫ କିଲୋମିଟର ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ କୁ କ୍ୟାବିନେଟ ମଞ୍ଜୁରୀ

December 27th, 08:36 pm

: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ତ୍ରିପୁରା ରାଜ୍ୟରେ ମୋଟ ୧୩୪.୯୧୩ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଜାତୀୟ ରାଜପଥ-୨୦୮ର କିଲୋମିଟର ୧୦୧.୩୦୦ (ଖୋୱାଇ) ରୁ କିଲୋମିଟର ୨୩୬.୨୧୩ (ହରିନା) ପର୍ଯ୍ୟନ୍ତ ରାସ୍ତାର ଉନ୍ନତି ଏବଂ ପ୍ରଶସ୍ତୀକରଣ ପାଇଁ ଅନୁମୋଦନ ଦେଇଛି ।

ନଭେମ୍ବର ୧ ରେ ଭାରତ ଓ ବାଂଲାଦେଶର ପ୍ରଧାନମନ୍ତ୍ରୀ ମିଳିତ ଭାବେ ୩ ଟି ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିବେ

October 31st, 05:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶର ପ୍ରଧାନମନ୍ତ୍ରୀମହାମହିମ ଶେଖ ହସିନା ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧ ନଭେମ୍ବର ୨୦୨୩ପୂର୍ବାହ୍ନ ପ୍ରାୟ ୧୧ଟା ରେ ମିଳିତ ଭାବେ ତିନୋଟି ଭାରତ ଦ୍ବାରା ସହାୟତା କରାଯାଇଥିବା ବିକାଶ ପ୍ରକଳ୍ପର ଉଦଘାଟନ କରିବେ । ଏହି ତିନୋଟି ପ୍ରକଳ୍ପ ହେଉଛିଆଖାଉରା - ଅଗରତାଲା ସୀମାପାର ରେଳ ସଂଯୋଗ; ଖୁଲନା - ମୋଙ୍ଗଲା ବନ୍ଦରରେଳ ଲାଇନ; ଏବଂ ମୈତ୍ରୀ ସୁପର ଥର୍ମାଲ ପାୱାର ପ୍ଲାଣ୍ଟର ୟୁନିଟ୍ - ୨ ।

ପୁରୁଷ କ୍ରିକେଟ ବିଶ୍ୱକପରେ ବାଂଲାଦେଶ ବିପକ୍ଷରେ ଭାରତୀୟ କ୍ରିକେଟ ଟିମର ଚମତ୍କାର ବିଜୟକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

October 19th, 10:25 pm

ପୁରୁଷ କ୍ରିକେଟ ବିଶ୍ୱକପରେ ବାଂଲାଦେଶ ବିପକ୍ଷରେ ଭାରତୀୟ କ୍ରିକେଟ ଟିମର ଚମତ୍କାର ବିଜୟକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।