୬ ଜୁନ୍ରେ ଜମ୍ମୁ ଏବଂ କାଶ୍ମୀର ଯିବେ ପ୍ରଧାନମନ୍ତ୍ରୀ
June 04th, 12:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୬ ତାରିଖ ଦିନ ଜମ୍ମୁ ଏବଂ କାଶ୍ମୀର ଗସ୍ତ କରିବେ । ଏହି ଅଞ୍ଚଳରେ ରେଳ ଭିତ୍ତିଭୂମି ଏବଂ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ସକାଳ ପ୍ରାୟ ୧୧ଟା ସମୟରେ ଚେନାବ ସେତୁ ଉଦ୍ଘାଟନ କରିବେ ଏବଂ ସେତୁ ଡେକ୍ ପରିଦର୍ଶନ କରିବେ । ଏହା ପରେ, ସେ ଅଞ୍ଜି ସେତୁ ପରିଦର୍ଶନ ଏବଂ ଉଦ୍ଘାଟନ କରିବେ । ସେ ମଧ୍ୟାହ୍ନ ପ୍ରାୟ ୧୨ଟାରେ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହା ପରେ, ସେ କାଟରାଠାରେ ୪୬,୦୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବା ସହ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।ଜମ୍ମୁ-କଶ୍ମୀରରେ ସୋନମାର୍ଗ ଟନେଲ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 13th, 12:30 pm
ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ମୋ କ୍ୟାବିନେଟ୍ର ସହଯୋଗୀ ଶ୍ରୀ ନୀତିନ ଗଡକରୀ ଜୀ, ଶ୍ରୀ ଜିତେନ୍ଦ୍ର ସିଂ ଜୀ, ଅଜୟ ଟମ୍ଟା ଜୀ, ଡେପୁଟି ସିଏମ ସୁରେନ୍ଦ୍ର କୁମାର ଚୌଧୁରୀ ଜୀ, ବିରୋଧୀ ଦଳ ନେତା ସୁନୀଲ ଶର୍ମା ଜୀ, ସମସ୍ତ ସାଂସଦ, ବିଧାୟକ ଏବଂ ଜମ୍ମୁ ଓ କଶ୍ମୀରର ମୋର ପ୍ରିୟ ଭାଇ ଭଉଣୀ ।ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 13th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି ଏବଂ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଥିଲେ, ଆହ୍ୱାନ ସତ୍ତ୍ୱେ ଆମର ସଂକଳ୍ପ ଥମିବାର ନାଁ ଧରୁନାହିଁ। ଶ୍ରମିକମାନଙ୍କ ଦୃଢ଼ ସଂକଳ୍ପ ଓ ପ୍ରତିବଦ୍ଧତା ଏବଂ ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି କାର୍ଯ୍ୟ ସମ୍ପନ୍ନ କରିଥିବାରୁ ସେ ତାଙ୍କୁ ପ୍ରଶଂସା କରିଥିଲେ। ୭ ଜଣ ଶ୍ରମିକଙ୍କ ମୃତ୍ୟୁରେ ସେ ଶୋକ ପ୍ରକାଶ କରିଥିଲେ।PM to inaugurate and lay foundation stone of multiple railway projects on 6th January
January 05th, 06:28 pm
Prime Minister Narendra Modi will inaugurate and lay the foundation stone of various railway projects on 6th January at 12:30 PM via video conferencing. He will inaugurate the new Jammu Railway Division. He will also inaugurate the Charlapalli New Terminal Station in Telangana and lay the foundation stone of Rayagada Railway Division Building of East Coast Railway.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'
June 18th, 11:30 am
ନମସ୍କାର । ‘ମନ୍ କି ବାତ୍’ ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ‘ମନ୍ କି ବାତ୍’ ପ୍ରାୟତଃ ପ୍ରତି ମାସର ଶେଷ ରବିବାର ଦିନ ହୋଇଥାଏ, କିନ୍ତୁ ଏଥର ଗୋଟିଏ ସପ୍ତାହ ପୂର୍ବରୁ ହେଉଛି । ଆପଣମାନେ ତ ଜାଣିଛନ୍ତି, ଆସନ୍ତା ସପ୍ତାହରେ ମୁଁ ଆମେରିକାରେ ଥିବି ଆଉ ସେଠାରେ ଅନେକ କାର୍ଯ୍ୟବ୍ୟସ୍ତତା ମଧ୍ୟ ରହିବ । ତେଣୁ, ମୁଁ ଭାବିଲି ଯେ ସେଠାକୁ ଯିବା ଆଗରୁ ହିଁ ଆପଣମାନଙ୍କ ସହିତ କଥା ହେବି, ତା’ଠୁ ଭଲ ଆଉ କ’ଣ ହୋଇପାରେ? ଜନତା ଜନାର୍ଦ୍ଦନଙ୍କ ଆଶୀର୍ବାଦ, ଆପଣଙ୍କ ପ୍ରେରଣା ଯୋଗୁଁ ମୋ’ର ଶକ୍ତି ମଧ୍ୟ ବୃଦ୍ଧି ପାଇଚାଲିବ।ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ଆଫଗାନ ରାଷ୍ଟ୍ରପତି ଡଃ.ମହମ୍ମଦ ଅଶରଫ ଘନୀ, ଉରୀ ଆତଙ୍କବାଦୀ ଆକ୍ରମଣ ପାଇଁ କଲେ ଶୋକ ପ୍ରକଟ
September 20th, 04:37 pm
President Ashraf Ghani of Afghanistan spoke on telephone today with Prime Minister Shri Narendra Modi to condole the terror attack in Uri, Jammu & Kashmir. President Ghani strongly condemned the cross-border terror attack and conveyed Afghanistan’s solidarity and support with India against all actions to eliminate the threat of terrorism.ଉରିରେ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ ନିନ୍ଦା
September 18th, 02:15 pm
Prime Minister Narendra Modi strongly condemned the terror attack in Uri, Jammu and Kashmir. The PM said, We strongly condemn the cowardly terror attack in Uri. : assure the nation that those behind this despicable attack will not go unpunished.