No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।Chhattisgarh is rapidly advancing on the path of development:PM Modi at Chhattisgarh Rajat Mahotsav
November 01st, 03:30 pm
In his address at the Chhattisgarh Rajat Mahotsav, PM Modi said that participating in the Silver Jubilee celebrations was a matter of great fortune for him. Launching multiple developmental projects worth over ₹14,260 crore across key sectors such as roads, industry, healthcare and energy, the PM remarked that Chhattisgarh is now emerging as an industrial state. He noted that regions like Bastar are now witnessing an atmosphere of celebration, free from the shadow of Maoist terrorism.ଛତିଶଗଡ଼ ରଜତ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 01st, 03:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୟା ରାୟପୁରରେ ଛତିଶଗଡ଼ ରାଜ୍ୟ ଗଠନର ୨୫ ବର୍ଷ ପୂର୍ତ୍ତି ଅବସରରେ ଛତିଶଗଡ଼ ରଜତ ମହୋତ୍ସବରେ ଉଦବୋଧନ ଦେଇଛନ୍ତି। ସେ ରାସ୍ତା, ଶିଳ୍ପ, ସ୍ୱାସ୍ଥ୍ୟସେବା ଏବଂ ଶକ୍ତି ଭଳି ପ୍ରମୁଖ କ୍ଷେତ୍ରଗୁଡ଼ିକୁ ଅନ୍ତର୍ଭୁକ୍ତ କରି ୧୪,୨୬୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ଏବଂ ପରିବର୍ତ୍ତନକାରୀ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ଭାଷଣ ଦେଇ ପ୍ରଧାନମନ୍ତ୍ରୀ ଛତିଶଗଡ଼ର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ଆଜି ଛତିଶଗଡ଼ ରାଜ୍ୟ ଗଠନର ୨୫ ବର୍ଷ ପୂରଣ କରିଛି। ଏହି ଅବସରରେ, ସେ ଛତିଶଗଡ଼ର ସମସ୍ତ ଜନସାଧାରଣଙ୍କୁ ହୃଦୟର ସହିତ ଅଭିନନ୍ଦନ ଏବଂ ଶୁଭକାମନା ଜଣାଇଛନ୍ତି।ନୟା ରାୟପୁରରେ ଛତିଶଗଡ଼ ବିଧାନ ସଭାର ନୂତନ ଭବନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 01st, 01:30 pm
ଛତିଶଗଡ଼ର ରାଜ୍ୟପାଳ ରମଣ ଡେକା ଜୀ, ଲୋକସଭା ବାଚସ୍ପତି ଓମ ବିର୍ଲା ଜୀ, ଛତିଶଗଡ଼ ବିଧାନସଭାର ଅଧ୍ୟକ୍ଷ ମୋର ବନ୍ଧୁ ରମଣ ସିଂହ ଜୀ, ରାଜ୍ୟର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ଜୀ, କେନ୍ଦ୍ର ସରକାରରେ ଥିବା ମୋର ସହଯୋଗୀ ମନ୍ତ୍ରୀ ତୋଖନ ସାହୁ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଜୀ, ଅରୁଣ ସାୱ ଜୀ, ରାଜ୍ୟ ବିଧାନସଭାରେ ବିରୋଧୀ ଦଳ ନେତା ଚରଣ ଦାସ ମହନ୍ତ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନ ପ୍ରତିନିଧିଗଣ ଏବଂ ଏଠାରେ ଥିବା ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡର ନୟା ରାୟପୁରରେ ଛତିଶଗଡ ବିଧାନସଭାର ନୂତନ ଭବନକୁ ଉଦଘାଟନ କରିଛନ୍ତି
November 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ନୟା ରାୟପୁରରେ ରାଜ୍ୟ ବିଧାନସଭାର ନୂତନ କୋଠା ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଛତିଶଗଡ଼ର ବିକାଶ ଯାତ୍ରା ପାଇଁ ଏକ ସୁବର୍ଣ୍ଣ ଆରମ୍ଭ। ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ, ବ୍ୟକ୍ତିଗତ ଭାବର ଏହା ତାଙ୍କ ପାଇଁ ଏକ ଅତ୍ୟନ୍ତ ଆନନ୍ଦଦାୟକ ଏବଂ ଗୁରୁତ୍ୱପୂର୍ଣ୍ଣ ଦିନ। ଏହି ଭୂମି ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କ ଉପରେ ମତ ଦେଇଥିଲେ, ଯାହା ଦଶନ୍ଧି ଧରି ପାଳିତ ହୋଇଥିଲା। ଜଣେ ଦଳୀୟ କର୍ମୀ ଭାବରେ ତାଙ୍କ ସମୟକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ସେ ଛତିଶଗଡ଼ରେ ବହୁତ ସମୟ ବିତାଇଥିଲେ ଏବଂ ବହୁତ କିଛି ଶିଖିଥିଲେ। ସେ ଛତିଶଗଡ଼ର ଦୃଷ୍ଟିକୋଣ, ଏହାର ସୃଷ୍ଟି ପାଇଁ ସଂକଳ୍ପ ଏବଂ ସେହି ସଂକଳ୍ପର ପୂରଣକୁ ଆହୁରି ମନେ ପକାଇ କହିଥିଲେ ଛତିଶଗଡ଼, ପରିବର୍ତ୍ତନର ପ୍ରତ୍ୟେକ ମୁହୂର୍ତ୍ତର ସେ ସାକ୍ଷୀ ଅଛନ୍ତି। ରାଜ୍ୟ ଏହାର ୨୫ ବର୍ଷର ଯାତ୍ରାରେ ଏକ ପ୍ରମୁଖ ମାଇଲଖୁଣ୍ଟରେ ପହଞ୍ଚିବା ସହିତ, ଏହି ମୁହୂର୍ତ୍ତର ଅଂଶ ହେବାର ସୁଯୋଗ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ। ରୌପ୍ୟ ଜୟନ୍ତୀ ପାଳନ ଅବସରରେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟବାସୀଙ୍କ ପାଇଁ ନୂତନ ବିଧାନସଭା କୋଠା ଉଦଘାଟନ କରିବାର ସୁଯୋଗ ତାଙ୍କୁ ମିଳିଛି। ଏହି ଅବସରରେ ସେ ଛତିଶଗଡ଼ର ଜନସାଧାରଣ ଏବଂ ରାଜ୍ୟ ସରକାରଙ୍କୁ ତାଙ୍କର ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଥିଲେ।ନୂଆଦିଲ୍ଲୀ ଏନଡିଟିଭି ୱାର୍ଲଡ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 17th, 11:09 pm
ମହାମହିମ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହାରିନି ଅମରସୂର୍ଯ୍ୟାଜୀ, ମହାମହିମ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମୋ ବନ୍ଧୁ ଟୋନି ଆବଟ୍ଟଜୀ, ମହାମହିମ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକଜୀ, ଅନ୍ୟାନ୍ୟ ବନ୍ଧୁଗଣ, ନମସ୍କାର ।ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୫ରେ ପ୍ରଧାମନ୍ତ୍ରୀଙ୍କ ଉଦବୋଧନ
October 17th, 08:00 pm
ନୂଆଦିଲ୍ଲୀ,୧୭.୧୦.୨୦୧୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ‘ଏନଡିଟିଭି ବିଶ୍ବ ସମ୍ମିଳନୀ ୨୦୨୫’ରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ସମ୍ବୋଧନ କରି ସେ ଉପସ୍ଥିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଲୋକମାନଙ୍କୁ ଦୀପାବଳୀର ଅଭିନନ୍ଦନ ଜଣାଇ ସେ କହିଥିଲେ ଯେ, ଏନଡିଟିଭି ବିଶ୍ବ ସମ୍ମିଳନୀ ପାର୍ବଣର ଉତ୍ସବମୁଖର ସମୟରେ ଆୟୋଜିତ ହୋଇଛି । ସେ ଅଧିବେଶନର ବିଷୟବସ୍ତୁ ଅଜେୟ ଭାରତକୁ ପ୍ରଶଂସା କରିଥିଲେ ଏବଂ କହିଥିଲେ ଯେ, ଏହା ଯଥେଷ୍ଟ ଉପଯୁକ୍ତ, କାରଣ ଆଜିର ଭାରତ ବନ୍ଦ ହେବାର ମନୋଭାବରେ ନାହିଁ। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ ବନ୍ଦ ହେବ ନାହିଁ, ଏହା ବନ୍ଦ ହେବ ନାହିଁ, ୧୪୦ କୋଟି ଭାରତୀୟ ଏକତ୍ର ଦ୍ରୁତ ଗତିରେ ଆଗକୁ ବଢ଼ୁଛନ୍ତି।”୭୯ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣର ମୁଖ୍ୟାଂଶ
August 15th, 03:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଲାଲକିଲ୍ଲାରୁ ୭୯ତମ ସ୍ୱାଧୀନତା ଦିବସରେ ଦେଶକୁ ସମ୍ବୋଧିତ କରିଛନ୍ତି। ଶ୍ରୀ ମୋଦୀଙ୍କ ଅଭିଭାଷଣ ଲାଲକିଲ୍ଲାରୁ ସବୁଠାରୁ ଲମ୍ବା ଏବଂ ନିର୍ଣ୍ଣାୟକ ଅଭିଭାଷଣ ଥିଲା, ଯାହା ୧୦୩ ମିନିଟ୍ ଧରି ଥିଲା, ଯେଉଁଥିରେ ସେ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଆତ୍ମନିର୍ଭରଶୀଳତା, ନବସୃଜନ ଏବଂ ନାଗରିକ ସଶକ୍ତିକରଣ ଉପରେ ଧ୍ୟାନ କେନ୍ଦ୍ରିତ କରିଥିଲା । ଏହା ମଧ୍ୟ ଅନ୍ୟ ଉପରେ ନିର୍ଭରଶୀଳ ଦେଶରୁ ବିଶ୍ୱସ୍ତରୀୟ ଆତ୍ମବିଶ୍ୱାସୀ, ପ୍ରଯୁକ୍ତିବିଦ୍ୟା ଦୃଷ୍ଟିରୁ ଉନ୍ନତ ଏବଂ ଆର୍ଥିକ ଦୃଷ୍ଟିରୁ ସ୍ଥିର ଦେଶ ହେବା ପାଇଁ ଭାରତର ଯାତ୍ରାକୁ ଆଲୋକପାତ କରିଥିଲା।୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 07:00 am
ସ୍ୱାଧୀନତାର ଏହି ମହାନ ପର୍ବ ହେଉଛି ୧୪୦ କୋଟି ଭାରତୀୟଙ୍କ ସଂକଳ୍ପର ପର୍ବ। ସ୍ୱାଧୀନତାର ଏହି ପର୍ବ ସାମୂହିକ ସିଦ୍ଧି ଓ ଗୌରବର ମୁହୂର୍ତ୍ତ ଏବଂ ଏହା ସମସ୍ତଙ୍କ ହୃଦୟକୁ ଉତ୍ସାହରେ ପରିପୂର୍ଣ୍ଣ କରି ଦେଇଛି। ଦେଶ ଏକତାର ଭାବନାକୁ ଏହା ନିରନ୍ତର ମଜବୁତ କରୁଛି। ଆଜି, ୧୪୦ କୋଟି ଦେଶବାସୀ ତ୍ରିରଙ୍ଗା ରଙ୍ଗରେ ରଙ୍ଗିତ। ଘରେ ଘରେ ତ୍ରିରଙ୍ଗା, ଭାରତର ପ୍ରତ୍ୟେକ କୋଣରୁ, ତାହା ମରୁଭୂମି ହେଉ ଅବା ହିମାଳୟର ଶିଖର ହେଉ, ସମୁଦ୍ର କୂଳ ହେଉ ଅବା ଘନ ଜନବସତି ଅଞ୍ଚଳ, ସବୁଠି ସମାନ ପ୍ରତିଧ୍ୱନି ଓ ସମାନ ଜୟଗାନ ଶୁଭୁଛି । ଆମ ପାଇଁ ଆମ ଜୀବନଠାରୁ ଅଧିକ ପ୍ରିୟ ମାତୃଭୂମିର ଜୟଗାନ ଚାରିଆଡ଼େ ଶୁଭୁଛି ।India celebrates 79th Independence Day
August 15th, 06:45 am
PM Modi, in his address to the nation on the 79th Independence day paid tribute to the Constituent Assembly, freedom fighters, and Constitution makers. He reiterated that India will always protect the interests of its farmers, livestock keepers and fishermen. He highlighted key initiatives—GST reforms, Pradhan Mantri Viksit Bharat Rozgar Yojana, National Sports Policy, and Sudharshan Chakra Mission—aimed at achieving a Viksit Bharat by 2047. Special guests like Panchayat members and “Drone Didis” graced the Red Fort celebrations.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
May 25th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ସାରା ଦେଶ ଆତଙ୍କବାଦ ବିରୁଦ୍ଧରେ ଏକଜୁଟ, ଆକ୍ରୋଶରେ ପୂର୍ଣ୍ଣ ଏବଂ ସଂକଳ୍ପବଦ୍ଧ । ଆଜି ପ୍ରତ୍ୟେକ ଭାରତୀୟର ସଂକଳ୍ପ ହେଉଛି, ଆମକୁ ଆତଙ୍କବାଦର ଅନ୍ତ ଘଟାଇବାକୁ ପଡ଼ିବ । ବନ୍ଧୁଗଣ, ଅପରେଶନ୍ ସିନ୍ଦୂର ସମୟରେ ଆମ ସେନାବାହିନୀ ଯେଉଁ ବୀରତ୍ୱ ପ୍ରଦର୍ଶନ କରିଛନ୍ତି, ତାହା ପ୍ରତ୍ୟେକ ଭାରତୀୟକୁ ଗର୍ବିତ କରିଛି । ଯେଉଁ ସଠିକତା ସହିତ ଆମ ସେନାବାହିନୀ ସୀମା ଆରପାରିରେ ରହିଥିବା ଆତଙ୍କବାଦୀ ଆଡ୍ଡାସ୍ଥଳୀଗୁଡ଼ିକୁ ଧ୍ୱଂସ କଲେ ତାହା ବେଶ୍ ଚମତ୍କାର । ଅପରେଶନ୍ ସିନ୍ଦୂର ସାରା ବିଶ୍ୱରେ ଆତଙ୍କ ବିରୁଦ୍ଧରେ ହେଉଥିବା ସଂଗ୍ରାମକୁ ନୂତନ ବିଶ୍ୱାସ ଏବଂ ଉତ୍ସାହରେ ଭରିଦେଇଛି ।ଛତିଶଗଡ଼ର ବିଳାସପୁରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 30th, 06:12 pm
ଛତିଶଗଡ଼ର ରାଜ୍ୟପାଳ, ଶ୍ରୀ ରମେନ ଡେକା ଜୀ, ରାଜ୍ୟର ଲୋକପ୍ରିୟ ଏବଂ ସକ୍ରିୟ ମୁଖ୍ୟମନ୍ତ୍ରୀ, ଶ୍ରୀ ବିଷ୍ଣୁଦେବ ସାଇ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ଏହି ଅଞ୍ଚଳର ସାଂସଦ ତଥା କେନ୍ଦ୍ର ମନ୍ତ୍ରୀ, ତୋଖାନ ସାହୁ ଜୀ, ଛତିଶଗଡ଼ ବିଧାନସଭାର ବାଚସ୍ପତି ଏବଂ ମୋର ପ୍ରିୟ ବନ୍ଧୁ, ରମଣ ସିଂହ ଜୀ, ଉପମୁଖ୍ୟମନ୍ତ୍ରୀ, ବିଜୟ ଶର୍ମା ଜୀ, ଅରୁଣ ସାହୁ ଜୀ, ଛତିଶଗଡ଼ ସରକାରଙ୍କ ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ, ଏବଂ ଦୂର ଦୂରାନ୍ତରୁ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ !ଛତିଶଗଡର ବିଳାସପୁରରେ ୩୩,୭୦୦ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 30th, 03:30 pm
ଭିତ୍ତିଭୂମି ବିକାଶ ଏବଂ ସ୍ଥାୟୀ ଜୀବିକା ବୃଦ୍ଧି ପାଇଁ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ବିଳାସପୁର ଠାରେ ୩୩,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ, କାର୍ଯ୍ୟ ଆରମ୍ଭ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ଆଜି ନୂଆ ବର୍ଷର ଶୁଭ ଆରମ୍ଭ ଏବଂ ନବରାତ୍ରିର ପ୍ରଥମ ଦିନରେ ସେ ମା' ମହାମାୟାଙ୍କ ଭୂମି ଏବଂ ମାତା କୌଶଲ୍ୟାଙ୍କ ମାତୃଭୂମି ଭାବେ ଛତିଶଗଡ଼ର ମହତ୍ତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟ ପାଇଁ ଦେବୀଙ୍କ ପ୍ରତି ସମର୍ପିତ ଏହି ନଅ ଦିନର ବିଶେଷ ମହତ୍ତ୍ୱ ଉପରେ ସେ ଆଲୋକପାତ କରିଥିଲେ। ନବରାତ୍ରିର ପ୍ରଥମ ଦିନରେ ଛତିଶଗଡ଼ରେ ରହିବାର ସୌଭାଗ୍ୟ ସମ୍ପର୍କରେ ଉଲ୍ଲେଖ କରିବା ସହ ଭକ୍ତ ଶିରୋମଣି ମାତା କର୍ମାଙ୍କ ସମ୍ମାନରେ ନିକଟରେ ଡାକ ଟିକଟ ଜାରି ହୋଇଥିବାରୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ, ନବରାତ୍ରି ପର୍ବ ରାମନବମୀ ପାଳନ ସହିତ ଶେଷ ହେବ , ଏହା ସହିତ ଯେ ଛତିଶଗଡ଼ରେ ଭଗବାନ ରାମଙ୍କ ପ୍ରତି ଅନନ୍ୟ ଭକ୍ତି, ବିଶେଷ କରି ରାମନାମୀ ସମାଜର ଅସାଧାରଣ ସମର୍ପଣ, ଯିଏ କି ଭଗବାନ ରାମଙ୍କ ନାମରେ ନିଜର ସମଗ୍ର ଅସ୍ତିତ୍ୱ ଉତ୍ସର୍ଗ କରିଛନ୍ତି, ତାହା ଉପରେ ଆଲୋକପାତ କରିଥିଲେ। ସେ ଛତିଶଗଡ଼ବାସୀଙ୍କୁ ଭଗବାନ ରାମଙ୍କ ମାମୁଁ ଘର ପରିବାର ବୋଲି ଦର୍ଶାଇ ଶୁଭେଚ୍ଛା ଜଣାଇଥିଲେ।You have seen that I have been serving you without taking any leave: PM Modi in Mahasamund
April 23rd, 02:50 pm
Prime Minister Narendra Modi addressed mega rally today in Mahasamund, Chhattisgarh. Beginning his speech, PM Modi said, I have come to seek your abundant blessings. Our country has made significant progress in the last 10 years, but there is still much work to be done. The previous government in Chhattisgarh did not allow my work to progress here, but now that Vishnu Deo Sai is here, I must complete that work as well.”PM Modi campaigns in Chhattisgarh’s Janjgir-Champa and Mahasamund
April 23rd, 02:45 pm
Prime Minister Narendra Modi addressed two mega rallies today in Janjgir-Champa and Mahasamund, Chhattisgarh. Beginning his speech, PM Modi said, I have come to seek your abundant blessings. Our country has made significant progress in the last 10 years, but there is still much work to be done. The previous government in Chhattisgarh did not allow my work to progress here, but now that Vishnu Deo Sai is here, I must complete that work as well.”After many decades the country has seen a stable and strong government of BJP: PM Modi in Bastar
April 08th, 01:31 pm
In his ongoing election campaigning spree, PM Modi today addressed a public meeting in Bastar, Chhattisgarh. Kickstarting his poll campaign in the state ahead of Lok Sabha election, the PM stated, “Today, I am here not only to give an account of my 10 years of work but also to express my gratitude to all of you. You have not only formed a BJP government here but also strengthened the foundation of a ’Viksit Bharat’. You have placed your trust in Modi's guarantee. Today, the entire country is saying with that same confidence – ‘Phir Ek Baar, Modi Sarkar’!”PM Modi campaigns in Chhattisgarh’s Bastar
April 08th, 01:30 pm
In his ongoing election campaigning spree, PM Modi today addressed a public meeting in Bastar, Chhattisgarh. Kickstarting his poll campaign in the state ahead of Lok Sabha election, the PM stated, “Today, I am here not only to give an account of my 10 years of work but also to express my gratitude to all of you. You have not only formed a BJP government here but also strengthened the foundation of a ’Viksit Bharat’. You have placed your trust in Modi's guarantee. Today, the entire country is saying with that same confidence – ‘Phir Ek Baar, Modi Sarkar’!”