Prime Minister highlights six years of PM SVANidhi scheme and extends best wishes to beneficiaries
June 01st, 12:21 pm
The Prime Minister, Shri Narendra Modi, today highlighted six years of the PM SVANidhi scheme and underscored its role in transforming the lives of street vendors across the country.We have resolved that even the poorest of the poor in this country will have a roof over their head: PM
January 03rd, 08:30 pm
In the heartwarming conversation with the beneficiaries moving into Swabhiman Apartments, Prime Minister Shri Narendra Modi expressed his joy at the transformation brought about by the Government's housing initiative. The interaction reflected the positive changes in the lives of families who had previously lived in slums and now have access to permanent homes.Prime Minister Interacts with the Beneficiaries of Swabhiman Apartments
January 03rd, 08:24 pm
In the heartwarming conversation with the beneficiaries moving into Swabhiman Apartments, Prime Minister Shri Narendra Modi expressed his joy at the transformation brought about by the Government's housing initiative. The interaction reflected the positive changes in the lives of families who had previously lived in slums and now have access to permanent homes.ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 17th, 04:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି ।ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବାରୁ କେ ପି ଶର୍ମା ଓଲିଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ
July 15th, 11:39 am
ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବାରୁ ଶ୍ରୀ କେ ପି ଶର୍ମା ଓଲିଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଭାରତ ଓ ନେପାଳ ମଧ୍ୟରେ ବନ୍ଧୁତ୍ୱକୁ ସୁଦୃଢ଼ କରିବା ସହ ପାରସ୍ପରିକ ଉପଯୋଗୀ ସହଯୋଗିତା ଉପରେ ମିଳିତ ଭାବେ କାର୍ଯ୍ୟ କରିବାକୁ ସେ ଆଶା ପ୍ରକଟ କରିଛନ୍ତି ।ମାର୍ଚ୍ଚ ୧୪ ତାରିଖ ଦିନ ପିଏମ ସ୍ୱନିଧି ହିତାଧିକାରୀମାନଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
March 13th, 07:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୧୪ ତାରିଖ ଦିନ ଅପରାହ୍ନ ୫ଟାବେଳେ ଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡ଼ିୟମ୍ଠାରେ ପିଏମ ସ୍ୱନିଧି ହିତାଧିକାରୀମାନଙ୍କୁ ସମ୍ବୋଧିତ କରିବେ । ଏହି ଅବସରରେ ସେ ଦେଶର ୧ ଲକ୍ଷ ରାସ୍ତାକଡ଼ ବୁଲାବିକାଳୀଙ୍କୁ ପିଏମ ସ୍ୱନିଧି ଋଣ ବଣ୍ଟନ କରିବେ ଏବଂ ସେଥି ମଧ୍ୟରେ ଦିଲ୍ଲୀର ୫,୦୦୦ ସ୍ୱନିଧି ରାସ୍ତାକଡ଼ ବୁଲାବିକାଳୀ ସାମିଲ । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦିଲ୍ଲୀ ମେଟ୍ରୋ ଫେଜ୍ -୪ର ଦୁଇଟି ଅତିରିକ୍ତ କରିଡୋରର ଆଧାରଶିଳା ରଖିବେ ।ପିଏମ-ସୁରଜ ପୋର୍ଟାଲର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 13th, 04:30 pm
ସାମାଜିକ ନ୍ୟାୟ ମନ୍ତ୍ରୀ ଶ୍ରୀ ବୀରେନ୍ଦ୍ର କୁମାର ଜୀ, ଦେଶର କୋଣ ଅନୁକୋଣରୁ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀ, ଆମର ସଫେଇ କର୍ମଚାରୀ ଭାଇ ଭଉଣୀମାନେ, ଅନ୍ୟାନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତି ମାନେ! ଦେଶର ପ୍ରାୟ ୪୭୦ଟି ଜିଲ୍ଲାର ପ୍ରାୟ ୩ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ସିଧାସଳଖ ସାମିଲ ହୋଇଛନ୍ତି। ମୁଁ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।ଅବହେଳିତ ବର୍ଗଙ୍କୁ ଋଣ ସହାୟତା ପାଇଁ ଦେଶବ୍ୟାପୀ ଜନସମ୍ପର୍କ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 13th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅବହେଳିତ ବର୍ଗଙ୍କୁ ଋଣ ସହାୟତା ପାଇଁ ଦେଶବ୍ୟାପୀ ଜନସମ୍ପର୍କ ସ୍ଥାପନ ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏଥିସହିତ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ସାମାଜିକ ଉତ୍ଥାନ ଏବଂ ରୋଜଗାର ଆଧାର ଜନକଲ୍ୟାଣ (ପିଏମ-ସୁରଜ) ଜାତୀୟ ପୋର୍ଟାଲ ଉନ୍ମୋଚନ କରିବା ସହ ଦେଶର ଅବହେଳିତ ବର୍ଗର ଏକ ଲକ୍ଷ ଉଦ୍ୟୋଗୀଙ୍କୁ ଋଣ ସହାୟତା ମଞ୍ଜୁର କରିଛନ୍ତି । ଏହି ଅବସରରେ ସେ ଅନୁସୂଚିତ ଜାତି, ଅବହେଳିତ ବର୍ଗ ଓ ସଫେଇ କର୍ମଚାରୀଙ୍କ ସମେତ ପଛୁଆ ବର୍ଗର ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଥିଲେ।ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୧୩ ରେ ପଛୁଆ ବର୍ଗର ଲୋକମାନଙ୍କୁ ଋଣ ସହାୟତା ପାଇଁ ଦେଶବ୍ୟାପୀ ପହଂଚ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ
March 12th, 06:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୧୩ ତାରିଖ ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପଛୁଆ ବର୍ଗଙ୍କ ପାଇଁ ଋଣ ସହାୟତା ପାଇଁ ଦେଶବ୍ୟାପୀ ପହଂଚ କାର୍ଯ୍ୟକ୍ରମରେ ଯୋଗ ଦେବେ । ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ସାମାଜିକ ଉତ୍ଥାନ ଏବଂ ରୋଜଗାର ଆଧାର ଜନକଲ୍ୟାଣ (ପିଏମ୍ - ସୁରଜ) ଜାତୀୟ ପୋର୍ଟାଲର ଶୁଭାରମ୍ଭ କରିବେ ଏବଂ ଦେଶର ଅବହେଳିତ ବର୍ଗର ଏକ ଲକ୍ଷ ଉଦ୍ୟୋଗୀଙ୍କୁ ଋଣ ସହାୟତା ମଞ୍ଜୁର କରିବେ । ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ସଫେଇ କର୍ମଚାରୀଙ୍କ ସମେତ ଅବହେଳିତ ବର୍ଗର ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ସେ ସମାବେଶକୁ ସମ୍ବୋଧିତ କରିବେ ।ଜାନୁଆରୀ ୧୮ ରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
January 17th, 05:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୮, ୨୦୨୪ ଦିନ ୧୨:୩୦ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।ଜାନୁଆରୀ ୧୫ ରେ ପିଏମ୍-ଜନମନ ଅଧୀନରେ ପିଏମଏୱାଇ (ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
January 14th, 01:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୫, ୨୦୨୪ ମଧ୍ୟାହ୍ନ ୧୨ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହା ଅଭିଯାନ ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ଗ୍ରାମୀଣ (ପିଏମଏୱାଇ - ଜି) ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ-ଜନମନର ହିତାଧିକାରୀଙ୍କ ସହ ଆଲୋଚନା କରିବେ ।ଲାକ୍ଷାଦ୍ୱୀପରେ ଭାରତ ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
January 03rd, 01:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲାକ୍ଷାଦ୍ୱୀପରେ ଭାରତ ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହ ହୋଇଥିବା କଥାବାର୍ତ୍ତାର ଝଲକ ବାଣ୍ଟିଛନ୍ତି ।