ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

March 02nd, 07:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଟେଲିଫୋନ୍ ଯୋଗେ ବାର୍ତ୍ତାଳାପ କରି ବର୍ତ୍ତମାନର ଆଞ୍ଚଳିକ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି।

Prime Minister meets with Prime Minister of Israel

February 26th, 08:56 pm

In Jerusalem, Prime Ministers Narendra Modi and Benjamin Netanyahu engaged in comprehensive discussions covering the entire gamut of the India-Israel partnership. Reflecting the deep trust and friendship between the two countries, the leaders decided to elevate the bilateral relationship to a Special Strategic Partnership for Peace, Innovation and Prosperity. The two leaders also discussed regional and global issues of mutual interest.

ଭାରତ - ଇସ୍ରାଏଲ ମିଳିତ ବିବୃତି

February 26th, 07:44 pm

ଭାରତ ଏବଂ ଇସ୍ରାଏଲ ମଧ୍ୟରେ ସ୍ନେହ, ସଦ୍ଭାବନା ଏବଂ ଗଭୀର ରଣନୀତିକ ଭାଗିଦାରୀକୁ ସ୍ୱୀକୃତି ଦେଇ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ଶ୍ରୀ ବେଞ୍ଜାମିନ ନେତନ୍ୟାହୁଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ରୁ ୨୬ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଇସ୍ରାଏଲ ଗସ୍ତ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହ ବରିଷ୍ଠ ମନ୍ତ୍ରୀ ଏବଂ ଅଧିକାରୀଙ୍କୁ ନେଇ ଗଠିତ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳ ମଧ୍ୟ ଆସିଥିଲେ। ୨୦୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଐତିହାସିକ ଇସ୍ରାଏଲ ଗସ୍ତ ଏବଂ ୨୦୧୮ରେ ପ୍ରଧାନମନ୍ତ୍ରୀ ନେତନ୍ୟାହୁଙ୍କ ଭାରତ ଗସ୍ତକୁ ଉଭୟ ପକ୍ଷ ସ୍ମରଣ କରିଥିଲେ। ଏହା ମିଳିତ ଭାବରେ ସହଭାଗୀତା ଏବଂ ସହଯୋଗର ଏକ ନୂତନ ଯୁଗର ମୂଳଦୁଆ ସ୍ଥାପନ କରିଥିଲା। ନେତାମାନେ ଉଦୀୟମାନ ପ୍ରଯୁକ୍ତିବିଦ୍ୟା, ସାଇବର, କୃଷି, ଜଳ ପରିଚାଳନା, ସ୍ୱାସ୍ଥ୍ୟ, ଉଦ୍ୟୋଗ, ପ୍ରତିରକ୍ଷା, ସୁରକ୍ଷା ଏବଂ ଅନ୍ୟାନ୍ୟ କ୍ଷେତ୍ର ସମେତ ଭାରତ-ଇସ୍ରାଏଲ ଦ୍ୱିପାକ୍ଷିକ ସମ୍ପର୍କରେ ହୋଇଥିବା ବିପୁଳ ପ୍ରଗତି ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ନେତନ୍ୟାହୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ଆପୋସ ସହମତି ଭିତ୍ତିରେ ରଣନୀତିକ ଭାଗିଦାରୀକୁ ଏକ ନୂତନ ସ୍ତରକୁ ଉନ୍ନୀତ କରିବାକୁ ନିଷ୍ପତ୍ତି ନେଇଥିଲେ – “ଶାନ୍ତି, ନବସୃଜନ ଏବଂ ସମୃଦ୍ଧି ପାଇଁ ଏକ ସ୍ୱତନ୍ତ୍ର ରଣନୀତିକ ସହଭାଗୀତା।’’

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଇସ୍ରାଏଲ ଗସ୍ତ

February 26th, 07:41 pm

ଭୂଭୌତିକ ଅନୁସନ୍ଧାନ କ୍ଷେତ୍ରରେ ସହଯୋଗ ପାଇଁ ବୁଝାମଣାପତ୍ର

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

February 26th, 03:30 pm

ନଅ ବର୍ଷ ପୂର୍ବେ, ମୋତେ ଇସ୍ରାଏଲକୁ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ଗସ୍ତ କରିବାର ସୌଭାଗ୍ୟ ମିଳିଥିଲା। ପୁଣିଥରେ ଇସ୍ରାଏଲ୍‌ର ଐତିହାସିକ ଭୂମିରେ ପଦାର୍ପଣ କରିବା ମୋ ପାଇଁ ଏକ ଗର୍ବ ଏବଂ ଭାବପ୍ରବଣ ମୁହୂର୍ତ୍ତ ଅଟେ।

Prime Minister visits Tech Exhibition in Jerusalem

February 26th, 10:37 am

PM Modi and Israel PM Benjamin Netanyahu visited an exhibition showcasing pioneering Israeli innovations across several sectors on February 25, 2026. During his interaction with the innovators, the PM noted that the cutting-edge technologies on display hold immense potential to scale up India-Israel innovation, start-ups and business partnerships, especially in areas such as agriculture, water management, healthcare and digital services.

ଇସ୍ରାଏଲର ତେଲ ଆଭିଭରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

February 25th, 04:43 pm

କିଛି ସମୟ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଇସ୍ରାଏଲରେ ପହଞ୍ଚିଥିଲେ। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ 25-26 ଫେବୃଆରୀ 2026 ପର୍ଯ୍ୟନ୍ତ ଇସ୍ରାଏଲ ଗସ୍ତରେ ଯାଉଛନ୍ତି । ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ଏବଂ ବିମାନବନ୍ଦରରେ ଆନୁଷ୍ଠାନିକ ସ୍ୱାଗତ କରିଥିଲେ ।

ଇସ୍ରାଏଲ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନକାଳୀନ ବିବୃତ୍ତି

February 25th, 08:28 am

ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ନିମନ୍ତ୍ରଣରେ, ମୁଁ ୨୫–୨୬ ଫେବୃଆରୀ ୨୦୨୬ ମଧ୍ୟରେ ଇସ୍ରାଏଲ ଗସ୍ତ କରିବି।

Prime Minister Narendra Modi to visit Israel

February 24th, 05:34 pm

At the invitation of Israel PM Benjamin Netanyahu, PM Modi will pay a State visit to Israel on February 25-26, 2026. During the visit, the PM will meet PM Netanyahu to review the significant progress made in the India-Israel Strategic Partnership and discuss further opportunities across various areas of cooperation. The PM will also call on H.E. Mr. Isaac Herzog, President of Israel.

ପ୍ରଧାନମନ୍ତ୍ରୀଙ୍କୁ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ କଲ୍

January 07th, 03:03 pm

ସେମାନେ ଆଗାମୀ ବର୍ଷରେ ଭାରତ-ଇସ୍ରାଏଲ ରଣନୈତିକ ସହଭାଗୀତାକୁ ଆହୁରି ସୁଦୃଢ଼ କରିବା ପାଇଁ ମିଳିତ ପ୍ରାଥମିକତା ଚିହ୍ନଟ କରିଥିଲେ, ଯାହା ସାଧାରଣ ଗଣତାନ୍ତ୍ରିକ ମୂଲ୍ୟବୋଧ, ଗଭୀର ପାରସ୍ପରିକ ବିଶ୍ୱାସ ଏବଂ ଏକ ଦୂରଦୃଷ୍ଟିସମ୍ପନ୍ନ ଦୃଷ୍ଟିକୋଣ ଦ୍ୱାରା ପରିଚାଳିତ।

ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନରେ ଆଲୋଚନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

December 10th, 07:56 pm

ଭାରତ-ଇସ୍ରାଏଲ ରଣନୀତିକ ସହଭାଗିତାରେ ହେଉଥିବା ଅଗ୍ରଗତିରେ ଉଭୟ ନେତା ସନ୍ତୋଷ ପ୍ରକାଶ କରିଥିଲେ ଏବଂ ପାରସ୍ପରିକ ଲାଭ ପାଇଁ ଏହି ସମ୍ପର୍କକୁ ଅଧିକ ସୁଦୃଢ଼ କରିବାକୁ ସେମାନେ ପ୍ରତିବଦ୍ଧତା ଦୋହରାଇଥିଲେ ।

ଇସ୍ରାଏଲ‌ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଓ ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

October 21st, 11:23 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଦୁଇ ରାଷ୍ଟ୍ର ମଧ୍ୟରେ ସ୍ଥାୟୀ ବନ୍ଧୁତାକୁ ପୁନଃ ଦୋହରାଇବା ସହ ହୃଦୟସ୍ପର୍ଶୀ ଦୀପାବଳି ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶାନ୍ତି ବାର୍ତ୍ତା, ବନ୍ଧକ ମୁକ୍ତିକୁ ସ୍ୱାଗତ କରି ଟ୍ରମ୍ପଙ୍କ ଆନ୍ତରିକ ପ୍ରୟାସକୁ ସମର୍ଥନ

October 13th, 07:59 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଇ ବର୍ଷରୁ ଅଧିକ ସମୟ ବନ୍ଦୀ ରହିବା ପରେ ସମସ୍ତ ବନ୍ଧକଙ୍କ ମୁକ୍ତିକୁ ସ୍ୱାଗତ କରିଛନ୍ତି । ସେ କହିଛନ୍ତି ଯେ, ସ୍ୱାଧୀନତା ସେମାନଙ୍କ ପରିବାରର ସାହସ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶାନ୍ତି ଉଦ୍ୟମ ଏବଂ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସଂକଳ୍ପର ପରିଣାମ ।

ଗାଜା ଶାନ୍ତି ଯୋଜନାରେ ଅଗ୍ରଗତି ପାଇଁ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

October 09th, 10:17 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ କଥା ହେବା ସହ ରାଷ୍ଟ୍ରପତି ଟ୍ରମ୍ପଙ୍କ ଗାଜା ଶାନ୍ତି ଯୋଜନାରେ ଅଗ୍ରଗତି ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ଇସ୍ରାଏଲ ପ୍ରଧାନମନ୍ତ୍ରୀ, ଜନସାଧାରଣ ଏବଂ ଇହୁଦୀ ସମ୍ପ୍ରଦାୟକୁ ‘ରୋଶ ହଶନାହ’ର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 22nd, 10:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ, ଇସ୍ରାଏଲର ଜନସାଧାରଣ ଏବଂ ବିଶ୍ୱବ୍ୟାପୀ ସମସ୍ତ ଇହୁଦୀ ସମ୍ପ୍ରଦାୟଙ୍କୁ ରୋଶ ହଶନାହର ଶୁଭେଚ୍ଛା ଜଣାଇଛନ୍ତି।

PM Modi expresses gratitude to world leaders for birthday wishes

September 17th, 03:03 pm

The Prime Minister Shri Narendra Modi expressed his gratitude to the world leaders for greetings on his 75th birthday, today.

ଜେରୁଜେଲମ ଆତଙ୍କୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା

September 08th, 10:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଜେରୁଜେଲମରେ ନିରୀହ ନାଗରିକଙ୍କ ଉପରେ ହୋଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣକୁ କଠୋର ଭାବେ ନିନ୍ଦା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଭାରତ ଯେକୌଣସି ପ୍ରକାରର ଆତଙ୍କବାଦ ଏବଂ ଏହାର ଯୋଜନାକୁ ନିନ୍ଦା କରୁଛି, ଆତଙ୍କବାଦ ପ୍ରସଙ୍ଗରେ ଶୂନ ସହନଶୀଳତା ନୀତିକୁ ସମର୍ଥନ କରୁଛି ।”

PM receives a telephone call from Prime Minister of Israel

June 13th, 07:42 pm

Prime Minister Shri Narendra Modi received a telephone call from the Prime Minister of Israel, H.E. Mr. Benjamin Netanyahu today.

ଜମ୍ମୁ କାଶ୍ମୀରରେ ପହଲଗାମ ଆତଙ୍କବାଦୀ ଆକ୍ରମଣର ଦୃଢ଼ ନିନ୍ଦା କରିଛି ବିଶ୍ୱ

April 24th, 03:29 pm

22 ଏପ୍ରିଲ, 2025 ରେ ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ନିରୀହ ଲୋକଙ୍କ ଜୀବନ ଯାଇଥିବା ବେଳେ ବିଶ୍ୱ ନେତାମାନଙ୍କଠାରୁ ଏକତାର ଏକ ଦୃଢ଼ ଲହରୀ ସୃଷ୍ଟି କରିଛି । ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱବ୍ୟାପୀ ସମର୍ଥନ ପାଇଁ କୃତଜ୍ଞତା ପ୍ରକାଶ କରି ପ୍ରତିଜ୍ଞା କରିଛନ୍ତି ଯେ ଭାରତ ଆତଙ୍କବାଦୀ ଏବଂ ସେମାନଙ୍କ ସମର୍ଥକମାନଙ୍କୁ ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ ପିଛା କରିବ।

ବେଞ୍ଜାମିନ ନେତନ୍ୟାହୁଙ୍କୁ ହନୁକା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

December 25th, 06:27 pm

ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଏବଂ ସମଗ୍ର ବିଶ୍ୱରେ ହନୁକା ଉତ୍ସବ ପାଳନ କରୁଥିବା ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହନୁକା ଶୁଭେଚ୍ଛା ଜଣାଇଛନ୍ତି ।