RJD forced Congress to surrender its CM claim at gunpoint: PM Modi in Bhagalpur, Bihar
November 06th, 12:01 pm
In the Bhagalpur rally, PM Modi criticised RJD and Congress for never understanding the value of self-reliance or Swadeshi. He reminded the people that the Congress can never erase the stain of the Bhagalpur riots. Outlining NDA’s roadmap for progress, PM Modi said the government is working to make Bihar a hub for textiles, tourism and technology.PM Modi stirs up massive rallies with his addresses in Araria & Bhagalpur, Bihar
November 06th, 11:35 am
PM Modi addressed large public gatherings in Araria & Bhagalpur, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’ବିହାରର ପୁର୍ଣ୍ଣିୟାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 15th, 04:30 pm
ରାଜ୍ୟପାଳ ଶ୍ରୀ ଆରିଫ୍ ମହମ୍ମଦ ଖାନ୍ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ଜୀ, ମଞ୍ଚରେ ଉପସ୍ଥିତ ଅନ୍ୟ ବିଶିଷ୍ଟ ବ୍ୟକ୍ତିଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ!ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
September 15th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ପୂର୍ଣ୍ଣିଆରେ ପ୍ରାୟ ୪୦,୦୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ତାଙ୍କର ସମ୍ମାନଜନକ ଶୁଭେଚ୍ଛା ଜଣାଇଛନ୍ତି। ସେ ମତ ଦେଇଥିଲେ ଯେ ପୂର୍ଣ୍ଣିଆ ହେଉଛି ମା' ପୂର୍ଣ୍ଣ ଦେବୀ, ଭକ୍ତ ପ୍ରହଲ୍ଲାଦ ଏବଂ ମହର୍ଷି ମେହି ବାବାଙ୍କ ଭୂମି। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ ଏହି ମାଟି ଫଣୀଶ୍ୱରନାଥ ରେଣୁ ଏବଂ ସତୀନାଥ ଭାଦୁରିଙ୍କ ଭଳି ସାହିତ୍ୟିକ ବ୍ୟକ୍ତିମାନଙ୍କୁ ଜନ୍ମ ଦେଇଛି। ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହା ବିନୋବା ଭାବେଙ୍କ ଭଳି ସମର୍ପିତ କର୍ମଯୋଗୀଙ୍କ କର୍ମଭୂମି ଏବଂ ଏହି ଭୂମି ପ୍ରତି ତାଙ୍କର ଗଭୀର ଶ୍ରଦ୍ଧା ପୁନଃପ୍ରକାଶ କରିଥିଲା।୧୩ ରୁ ୧୫ ସେପ୍ଟେମ୍ବର: ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଓ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ
September 12th, 02:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ।Cabinet approves a railway project connecting Bihar, Jharkhand and West Bengal worth Rs. 3,169 Crore
September 10th, 03:05 pm
The Cabinet Committee on Economic Affairs, chaired by PM Modi, has approved doubling the 177 km Bhagalpur–Dumka–Rampurhat railway line across Bihar, Jharkhand, and West Bengal at a cost of ₹3,169 crore. This multi-tracking will ease congestion, improve connectivity for people and goods, boost tourism, and support PM Modi’s vision of an Atmanirbhar Bharat by creating more employment and self-employment opportunities in the region.କେବିନେଟ୍ ଅନୁମୋଦନ: ବିହାରରେ ₹୪,୪୪୭.୩୮ କୋଟି ବ୍ୟୟରେ ୮୨.୪ କି.ମି. ଲମ୍ବା ୪-ଲେନ୍ ମୋକାମା-ମୁଙ୍ଗେର ହାଇସ୍ପିଡ୍ କରିଡୋର ନିର୍ମାଣ
September 10th, 03:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି, ବିହାରରେ ବକ୍ସର–ଭାଗଲପୁର ହାଇ-ସ୍ପିଡ୍ କରିଡର ଅନ୍ତର୍ଗତ ୪-ଲେନ୍ ଗ୍ରୀନଫିଲ୍ଡ ଆକ୍ସେସ-ନିୟନ୍ତ୍ରିତ ମୋକାମା–ମୁଙ୍ଗର ସେକ୍ସନ ନିର୍ମାଣକୁ ହାଇବ୍ରିଡ୍ ଆନୁଇଟି ମୋଡ୍ (ଏଚଏଏମ୍) ରେ ମଞ୍ଜୁରୀ ଦେଇଛି। ପ୍ରକଳ୍ପର ମୋଟ ଲମ୍ବ ୮୨.୪ କିଲୋମିଟର ହେବା ସହ, ଅନୁମାନିତ ବ୍ୟୟ ୪,୪୪୭.୩୮ କୋଟି ଟଙ୍କା ହେବ।ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି
August 27th, 04:50 pm
କେନ୍ଦ୍ର କ୍ୟାବିନେଟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ରେଳ ମନ୍ତ୍ରଣାଳୟର ପ୍ରାୟ ୧୨,୩୨୮ କୋଟି ଟଙ୍କା ମୂଲ୍ୟର ଚାରୋଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ହେଉଛି (୧) ଦେଶଲପାର - ହାଜିପିର - ଲୁନା ଏବଂ ଭୟୋର - ଲଖପତ ନୂତନ ଲାଇନ, (୨) ସିକନ୍ଦରାବାଦ (ସନାଥନଗର) - ୱାଡି ତୃତୀୟ ଏବଂ ଚତୁର୍ଥ ଲାଇନ, (୩) ଭାଗଲପୁର-ଜମାଲପୁର ତୃତୀୟ ଲାଇନ ଓ (୪) ଫୁରକେଟିଂ - ନୂତନ ତିନସୁକିଆ ଦୋହରୀକରଣ ।In the past 10 years, India has moved beyond incremental change to witness impactful transformation: PM Modi on Civil Services Day
April 21st, 11:30 am
PM Modi addressed civil servants on Civil Services Day, celebrating 75 years of the Constitution and Sardar Patel’s 150th birth anniversary. Emphasizing holistic development and next-gen reforms, he urged officers to drive impactful change and build a Viksit Bharat. He also conferred the PM’s Awards for Excellence in Public Administration.୧୭ତମ ପ୍ରଶାସନିକ ସେବା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
April 21st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 17ତମ ପ୍ରଶାସନିକ ସେବା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରଶାସନିକ ସେବା ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଚଳିତ ବର୍ଷ ଏହି ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, କାରଣ ଏହା ସମ୍ବିଧାନର 75ତମ ବର୍ଷ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମବାର୍ଷିକୀ ବୋଲି ସେ ଉଲ୍ଲେଖ କରିଥିଲେ । ୨୧ ଏପ୍ରିଲ୍ ୧୯୪୭ରେ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ବକ୍ତବ୍ୟ, ଯେଉଁଥିରେ ସେ ସରକାରୀ କର୍ମଚାରୀମାନଙ୍କୁ 'ଭାରତର ଇସ୍ପାତ ସଂରଚନା' ବୋଲି କହିଥିଲେ, ତାହାକୁ ମନେ ପକାଇ, ଶ୍ରୀ ମୋଦୀ ପଟେଲଙ୍କର ଅମଲାତନ୍ତ୍ରକୁ ନେଇ ରହିଥିବା ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଶୃଙ୍ଖଳା, ସଚ୍ଚୋଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖି ଦେଶକୁ ଅତ୍ୟନ୍ତ ସମର୍ପଣର ସହିତ ସେବା କରିବା ପାଇଁ କହିଥାଏ । ସେ ଭାରତକୁ ଏକ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ପରିପ୍ରେକ୍ଷୀରେ ସର୍ଦ୍ଦାର ପଟେଲଙ୍କ ଆଦର୍ଶର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣ ଏବଂ ଐତିହ୍ୟକୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 02:35 pm
ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
February 24th, 02:30 pm
କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।ଫେବୃଆରୀ ୨୩ରୁ ୨୫ ତାରିଖ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶ, ବିହାର ଓ ଆସାମ ଗସ୍ତରେ ଯିବେ
February 22nd, 02:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୨୩ ରୁ ୨୫ ତାରିଖ ମଧ୍ୟପ୍ରଦେଶ, ବିହାର ଏବଂ ଆସାମ ଗସ୍ତ କରିବେ । ଫେବୃଆରୀ ୨୩ ତାରିଖ ଅପରାହ୍ଣ ୨ଟାରେ ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାରେ ସେ ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ଶିଳାନ୍ୟାସ କରିବେ । ଫେବୃଆରୀ ୨୪ ତାରିଖ ପୂର୍ବାହ୍ନ ୧୦ଟାରେ ପ୍ରଧାନମନ୍ତ୍ରୀ ଭୋପାଳରେ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ ୨୦୨୫ (ବୈଶ୍ୱିକ ନିବେଶକ ସମ୍ମିଳନୀ) କୁ ଉଦଘାଟନ କରିବେ । ଏହାପରେ ସେ ବିହାରର ଭାଗଲପୁର ଗସ୍ତ କରିବେ ଏବଂ ଅପରାହ୍ଣ ପ୍ରାୟ ୨ ଟା ୧୫ ମିନିଟରେ ପିଏମ କିଷାନ ଯୋଜନାର ଉନବିଂଶତମ କିସ୍ତିର ଅର୍ଥ ଟ୍ରାନ୍ସଫର କରିବେ ଏବଂ ଜାତି ଉଦ୍ଦେଶ୍ୟରେ ବିହାରର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ଏହାପରେ ସେ ଗୌହାଟୀ ଯାତ୍ରା କରିବେ ଏବଂ ସନ୍ଧ୍ୟା ପ୍ରାୟ ୬ଟାରେ ଝୁମର ବିନାଦିନୀ ୨୦୨୫ କାର୍ଯ୍ୟକ୍ରମରେ ଯୋଗ ଦେବେ । ଫେବୃଆରୀ ୨୫ ତାରିଖ ପ୍ରାୟ ପୂର୍ବାହ୍ନ ୧୦ଟା ୪୫ ମିନିଟରେ ଗୌହାଟୀରେ ଆଡଭେଣ୍ଟେଜ ଆସାମ ୨.୦ ଇନଭେଷ୍ଟମେଣ୍ଟ ଏବଂ ଇନଫ୍ରାଷ୍ଟ୍ରକଚର ସମିଟ ୨୦୨୫କୁ ଉଦଘାଟନ କରିବେ ।4Ps of 'people, public, private partnership' make Surat special: PM Modi
September 29th, 11:31 am
PM Modi laid the foundation stone and dedicated various projects worth more than ₹3400 crores in Surat. Recalling the time during the early decades of this century, when 3 P i.e. public-private partnership was discussed in the world, the PM remarked that Surat is an example of 4 P. “4 P means people, public, private partnership. This model makes Surat special”, PM Modi added.PM Modi lays foundation stone & dedicates development projects in Surat, Gujarat
September 29th, 11:30 am
PM Modi laid the foundation stone and dedicated various projects worth more than ₹3400 crores in Surat. Recalling the time during the early decades of this century, when 3 P i.e. public-private partnership was discussed in the world, the PM remarked that Surat is an example of 4 P. “4 P means people, public, private partnership. This model makes Surat special”, PM Modi added.ଭାଗଲପୁର ବିସ୍ଫୋରଣରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
March 04th, 12:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଗଲପୁର ଠାରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାରଙ୍କ ସହ କଥାବାର୍ତ୍ତା କରିବା ସହିତ କହିଛନ୍ତି ଯେ ପ୍ରଶାସନ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛି ଏବଂ ପୀଡିତମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଛି ।Time of 'lantern' is gone now: PM Modi in Bhagalpur
October 23rd, 01:02 pm
Bihar, Election, BJP, Karyakarta, Novel Coronavirus, Jan Bhagidari, Good Governance, Infrastructure, Voters, Yuva Shakti, Jobs, Employment, Direct Benefit Transfer, MSP, Farmer Welfare, Agriculture, Defence, India First, Article 370, Jammu & Kashmir, Development, LPG, Pradhan Mantri Ujjwala Yojana, Swachh Bharat Abhiyan, Pradhan Mantri Awas Yojana, Empowering the Poor, Jal Jeevan Mission, Nari Shakti, Women Empowerment, Education, Tribal Community, Rural Development, SVAMITVA Scheme, Dalit Community, Common Eligibility Test, National Education Policy, MUDRA, Fishermen, Kisan Credit Cards, Pradhan Mantri Kisan Samman Nidhi Yojana, Connectivity, NDA, Road, Next Generation Infrastructure, Indian Railways, Farm Bills, Aatma Nirbhar Bharat Abhiyan, Ayushman Bharat Yojana, Pradhan Mantri Gram Sadak Yojana, Jan Dhan Yojana, Banking, Governance Reform, Garib Kalyan Rojgar Abhiyaan, Technology, Pradhan Mantri Krishi Sinchai Yojna, Sasaram, Gaya, Bhagalpur, Public Rally,PM Modi addresses public meetings in Sasaram, Gaya and Bhagalpur in Bihar
October 23rd, 10:30 am
Prime Minister Narendra Modi kickstarted NDA’s campaign for the upcoming Bihar Assembly polls. He addressed his public meetings in Sasaram, Gaya and Bhagalpur today. At the rally, PM Modi said, “Voters of Bihar have taken a resolve that they won't let those who have a history of making the state 'Bimaru' come near them.”ବିହାରରେ ତିନୋଟି ପ୍ରମୁଖ ପେଟ୍ରୋଲିୟମ ପ୍ରକଳ୍ପ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 12:01 pm
କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଁ ଆପଣମାନଙ୍କ ସହିତ ଏକ ଦୁଃଖଦ ଖବର ବାଣ୍ଟିବାକୁ ଚାହୁଁଛି । ବିହାରର ଜଣେ ବରିଷ୍ଠ ନେତା ଶ୍ରୀମାନ ରଘୁବଂଶ ପ୍ରସାଦ ସିଂହ ଆଉ ଆମମାନଙ୍କ ଗହଣରେ ନାହାନ୍ତି । ମୁଁ ତାଙ୍କ ଅମର ଆତ୍ମା ପ୍ରତି ନମସ୍କାର କରୁଛି । ରଘୁବଂଶ ବାବୁଙ୍କ ବିଦାୟ ସହିତ ବିହାର ଏବଂ ଦେଶର ଚଳନ୍ତି ରାଜନୀତିରେ ଏକ ଶୂନ୍ୟତା ସୃଷ୍ଟି ହୋଇଛି । ସେ ମାଟି ସହିତ ଯୋଡ଼ି ହୋଇ ରହିଥିବା ଜଣେ ବ୍ୟକ୍ତି ଥିଲେ, ରାଜନେତା ଥିଲେ । ଗରିବ ଲୋକଙ୍କ ଦୁଃଖଦୁର୍ଦ୍ଦଶାକୁ ବୁଝି ପାରୁଥିବା ଜଣେ ବ୍ୟକ୍ତିତ୍ୱ ଥିଲେ । ସମଗ୍ର ଜୀବନ ବିହାର ପାଇଁ ସଂଘର୍ଷ କରି ସେ ବିତାଇଛନ୍ତି । ସେ ଯେଉଁ ବିଚାରଧାରାରେ ଜନ୍ମଲାଭ କରିଥିଲେ ଏବଂ ବଢ଼ିଥିଲେ, ଜୀବନବ୍ୟାପୀ ସେହି ଭଳି ଜୀବନ ବଞ୍ଚିବାକୁ ପ୍ରୟାସ କରିଥିଲେ ।ପେଟ୍ରୋଲିୟମ କ୍ଷେତ୍ରରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ
September 13th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପକୁ ଜାତି ଉଦ୍ଦେଶ୍ୟରେ ଆଜି (13.09.2020) ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ହେଲା, ହଳଦିଆ – ଦୁର୍ଗାପୁର ପାଇପଲାଇନ ଅନ୍ତର୍ଗତ ଦୁର୍ଗାପୁର ବାଙ୍କା ସେକ୍ସନ ଏବଂ ଦୁଇଟି ଏଲପିଜି ବଟଲିଙ୍ଗ ପ୍ଳାଣ୍ଟ । ସେଗୁଡିକ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ଅଧିନସ୍ଥ ଭାରତୀୟ ତୈଳ ନିଗମ ଓ ଏଚପିସିଏଲରେ କମିଶନଭୁକ୍ତ ଅଛନ୍ତି ।