This is the New India that leaves no stone unturned for development: PM Modi
March 23rd, 08:30 pm
PM Modi addressed the TV9 Summit and emphasized that India's economy is progressing rapidly, leaving behind the pre-2014 conditions. He affirmed that India stands with its own interests, with peace and with dialogue and gave a detailed account of the country's development momentum over the last 23 days. Asserting that national interest must be placed above party interest, the PM drew inspiration from icons who always placed the nation above self.Prime Minister Shri Narendra Modi addresses TV9 Network Summit
March 23rd, 08:00 pm
PM Modi addressed the TV9 Summit and emphasized that India's economy is progressing rapidly, leaving behind the pre-2014 conditions. He affirmed that India stands with its own interests, with peace and with dialogue and gave a detailed account of the country's development momentum over the last 23 days. Asserting that national interest must be placed above party interest, the PM drew inspiration from icons who always placed the nation above self.Prime Minister pays tribute to Bhagat Singh, Rajguru, and Sukhdev on Shaheed Diwas
March 23rd, 08:29 am
On the occasion of Shaheed Diwas, PM Modi paid rich tributes to the great freedom fighters Bhagat Singh, Rajguru and Sukhdev. Lauding their bravery, he observed that the martyrdom of these iconic heroes for the nation remains deeply etched in India's collective memory. He highlighted that they chose the path of sacrifice with conviction, placing the nation above their own lives..“ପରୀକ୍ଷା ପେ ଚର୍ଚ୍ଚା ୨୦୨୬” କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
February 06th, 10:21 am
ମୁଁ, ସାନଭୀ ଆଚାର୍ଯ୍ୟ। ମୁଁ ଆପଣଙ୍କ ରାଜ୍ୟ, ଅର୍ଥାତ୍ ଗୁଜରାଟରୁ ଆସିଛି। ମୋର ପ୍ରଥମ ପ୍ରଶ୍ନ ହେଉଛି ଯେ, ଆମର ପିତାମାତା ଆମ ବିଷୟରେ ଚିନ୍ତା କରନ୍ତି, ଆମର ଶିକ୍ଷକମାନେ ମଧ୍ୟ ଆମକୁ ସହଯୋଗ କରନ୍ତି। କିନ୍ତୁ ମୁଖ୍ୟ ସମସ୍ୟା ସେତେବେଳେ ଉପୁଜେ, ଯେତେବେଳେ ଆମର ଶିକ୍ଷକମାନେ ପାଠପଢ଼ାର ଏକ ଭିନ୍ନ ଢାଞ୍ଚା ଗ୍ରହଣ କରିବାକୁ ପରାମର୍ଶ ଦିଅନ୍ତି। ପିତାମାତା ଆଉ ଗୋଟିଏ ଅଲଗା ପ୍ରକାର ଢାଞ୍ଚା ଅନୁସରଣ କରିବାକୁ କହନ୍ତି ଏବଂ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ତ ଆଉ ଗୋଟିଏ ଅଲଗା ଟ୍ରେଣ୍ଡ ଚାଲୁଥାଏ। ଏମିତି ସମୟରେ ଆମେ ଭ୍ରମିତ ହୋଇଯାଉଛୁ ଯେ, ପ୍ରକୃତରେ କେଉଁ ଢାଞ୍ଚା ଗ୍ରହଣ କରିବୁପରୀକ୍ଷା ପେ ଚର୍ଚ୍ଚା 2026ରେ ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 06th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପରୀକ୍ଷା ପେ ଚର୍ଚ୍ଚା (ପିପିସି)ର ନବମ ସଂସ୍କରଣରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ଏକଜାମ୍ ୱାରିୟର୍ସମାନଙ୍କ ସହ ଏକ ଅନୌପଚାରିକ ଆଲୋଚନା କରିଥିଲେ।ମନ୍ କୀ ବାତ୍ ସେପ୍ଟେମ୍ବର 2025
September 28th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କ ସହିତ ଯୋଡିହେବା, ଆପଣ ସମସ୍ତଙ୍କଠାରୁ ଶିଖିବା, ଦେଶର ଲୋକଙ୍କ ଉପଲବ୍ଧି ବିଷୟରେ ଜାଣିବା, ପ୍ରକୃତରେ ମୋତେ ବହୁତ ସୁଖଦ ଅନୁଭୂତି ପ୍ରଦାନ କରିଥାଏ । ପରସ୍ପର ସହିତ ନିଜ କଥା ବାଣ୍ଟି, ନିଜ ମନର କଥା କହିବା ଭିତରେ ଜଣାପଡ଼ିଲାନି ଯେ, ଏହି କାର୍ଯ୍ୟକ୍ରମ ୧୨୫ ଅଧ୍ୟାୟ ପୂରଣ କରିସାରିଲାଣି । ଆଜି ହେଉଛି ଏହି କାର୍ଯ୍ୟକ୍ରମର ୧୨୬ତମ ଅଧ୍ୟାୟ ଏବଂ ଆଜିର ଦିନ ସହିତ କିଛି ବିଶେଷ କଥା ମଧ୍ୟ ଯୋଡ଼ି ହୋଇ ରହିଛି । ଆଜି ହେଉଛି ଭାରତର ଦୁଇ ମହାନ ବ୍ୟକ୍ତିଙ୍କ ଜୟନ୍ତୀ । ମୁଁ କହୁଛି ଶହୀଦ ଭଗତ ସିଂ ଏବଂ ଲତା ଦିଦିଙ୍କ କଥା ।Prime Minister pays tributes to Bhagat Singh, Rajguru, and Sukhdev on Shaheed Diwas
March 23rd, 09:04 am
The Prime Minister, Shri Narendra Modi today paid tributes to the great freedom fighters Bhagat Singh, Rajguru, and Sukhdev on the occasion of Shaheed Diwas, honoring their supreme sacrifice for the nation.ଜୟନ୍ତୀରେ ଶହୀଦ ଭଗତ ସିଂହଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 28th, 09:40 am
ସ୍ୱାଧୀନତା ସଂଗ୍ରାମୀ ଭଗତ ସିଂହଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।ମହାରାଷ୍ଟ୍ରର ନାସିକରେ ୨୭ତମ ଜାତୀୟ ଯୁବ ମହୋତ୍ସବର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 12th, 01:15 pm
ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅନୁରାଗ ଠାକୁର, ଭାରତୀ ପାୱାର, ନିସିଥ ପ୍ରାମାଣିକ, ମହାରାଷ୍ଟ୍ରର ଡେପୁଟି ସିଏମ ଦେବେନ୍ଦ୍ର ଫଡନାଭିସ, ଅଜିତ ପାୱାରଜୀ, ସରକାରଙ୍କ ଅନ୍ୟ ମନ୍ତ୍ରୀ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ଯୁବ ବନ୍ଧୁମାନେ,ମହାରାଷ୍ଟ୍ରର ନାସିକରେ ୨୭ତମ ଜାତୀୟ ଯୁବ ମହୋତ୍ସବର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
January 12th, 12:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ନାସିକଠାରେ ୨୭ତମ ଜାତୀୟ ଯୁବ ମହୋତ୍ସବକୁ ଉଦଘାଟନ କରିଛନ୍ତି । ସ୍ୱାମୀ ବିବେକାନନ୍ଦ ଓ ରାଜମାତା ଜୀଜାଉଙ୍କ ପ୍ରତିମୂର୍ତ୍ତିରେ ଶ୍ରୀ ମୋଦୀ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏଥିସହିତ ରାଜ୍ୟ ଦଳର ଶୋଭାଯାତ୍ରା ଓ 'ବିକଶିତ ଭାରତ @ ୨୦୪୭- ୟୁବା କେ ଲିଏ, ୟୁବା କେ ଦ୍ୱାରା' ଶୀର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମରେ ରିଦମିକ୍ ଜିମ୍ନାଷ୍ଟିକ୍ସ, ମଲ୍ଲଖମ୍ବ, ଯୋଗାସନ ଓ ଜାତୀୟ ଯୁବ ମହୋତ୍ସବ ଗୀତ ସାମିଲ ଥିଲା।The soil of India creates an affinity for the soul towards spirituality: PM Modi
October 31st, 09:23 pm
PM Modi participated in the programme marking the culmination of Meri Maati Mera Desh campaign’s Amrit Kalash Yatra at Kartavya Path in New Delhi. Addressing the gathering, PM Modi said, Dandi March reignited the flame of independence while Amrit Kaal is turning out to be the resolution of the 75-year-old journey of India’s development journey.” He underlined that the 2 year long celebrations of Azadi Ka Amrit Mahotsav are coming to a conclusion with the ‘Meri Maati Mera Desh’ Abhiyan.PM participates in program marking culmination of Meri Maati Mera Desh campaign’s Amrit Kalash Yatra
October 31st, 05:27 pm
PM Modi participated in the programme marking the culmination of Meri Maati Mera Desh campaign’s Amrit Kalash Yatra at Kartavya Path in New Delhi. Addressing the gathering, PM Modi said, Dandi March reignited the flame of independence while Amrit Kaal is turning out to be the resolution of the 75-year-old journey of India’s development journey.” He underlined that the 2 year long celebrations of Azadi Ka Amrit Mahotsav are coming to a conclusion with the ‘Meri Maati Mera Desh’ Abhiyan.ସହିଦ ଭଗତ ସିଂହଙ୍କ ତାଙ୍କ ଜନ୍ମବାର୍ଷିକୀରେ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
September 28th, 01:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସହିଦ ଭଗତ ସିଂହଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ସହିଦ ଭଗତ ସିଂହଙ୍କ ଉପରେ ନିଜ ବିଚାରର ଏକ ଭିଡିଓ ବି ସେୟାର କରିଛନ୍ତି ।ଶହୀଦ ଦିବସ ଅବସରରେ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
March 23rd, 09:46 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଶହୀଦ ଦିବସ ଅବସରରେ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।'ମନ୍ କୀ ବାତ୍' ଜନ ଭାଗିଦାରୀର ପରିପ୍ରକାଶର ଏକ ଅଦ୍ଭୁତ ମାଧ୍ୟମ ପାଲଟିଛି: ପ୍ରଧାନମନ୍ତ୍ରୀ ମୋଦୀ
February 26th, 11:00 am
ଆପଣମାନଙ୍କର ମନେଥିବ, ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅର୍ଥାତ ଏକତା ଦିବସ ଅବସରରେ ‘ମନ୍ କି ବାତ୍’ରେ ଆମେ ତିନୋଟି ପ୍ରତିଯୋଗିତା କଥା କହିଥିଲୁ । ଏହି ପ୍ରତିଯୋଗିତାଗୁଡ଼ିକ ଦେଶଭକ୍ତି ଗୀତ ରଚନା, ନାନାବାୟା ଗୀତ ରଚନା ଏବଂ ରଙ୍ଗୋଲି ଅଙ୍କନ ଉପରେ ଆଧାରିତ ଥିଲା । ଏ କଥା କହିବାରେ ମୋତେ ଖୁସି ଲାଗୁଛି ଯେ, ସମଗ୍ର ଦେଶର ୭୦୦ରୁ ଅଧିକ ଜିଲ୍ଲାରୁ ୫ ଲକ୍ଷରୁ ଅଧିକ ଲୋକେ ଏଥିରେ ଉତ୍ସାହର ସହିତ ଅଂଶଗ୍ରହଣ କରିଛନ୍ତି । ପିଲା, ବୟସ୍କ ବ୍ୟକ୍ତି, ବରିଷ୍ଠ ଲୋକେ, ସମସ୍ତେ ଉତ୍ସାହର ସହିତ ଏଥିରେ ଅଂଶଗ୍ରହଣ କରି ୨୦ରୁ ଅଧିକ ଭାଷାରେ ନିଜର କୃତିମାନ ପଠାଇଛନ୍ତି । ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ସମସ୍ତ ଅଂଶ ଗ୍ରହଣକାରୀ ମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଆପଣମାନଙ୍କ ମଧ୍ୟରୁ ପ୍ରତ୍ୟେକେ ଜଣେ ଜଣେ ଚମ୍ପିଆନ୍, କଳାର ସାଧକ । ନିଜ ଦେଶର ବିବିଧତା ଏବଂ ସଂସ୍କୃତି ପ୍ରତି ଆପଣମାନଙ୍କ ହୃଦୟରେ କେତେ କେତେ ପ୍ରେମ ଭରି ରହିଛି, ତାହା ଆପଣମାନେ ଦର୍ଶାଇଛନ୍ତି ।ଶାରୀରିକ ଏବଂ ମାନସିକ ସୁସ୍ଥତା ପାଇଁ ଯୋଗ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ବିଶ୍ୱ ସ୍ୱୀକାର କରିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
September 25th, 11:00 am
ବିଗତ ଦିନରେ ଯେଉଁ କଥା ଆମ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ତାହା ହେଲା ଚିତା । ଚିତା ଉପରେ କଥା ହେବା ପାଇଁ ବହୁତ ଗୁଡ଼ିଏ ଆସିଛି । ଉତ୍ତରପ୍ରଦେଶର ଅରୁଣ କୁମାର ଗୁପ୍ତା ହୁଅନ୍ତୁ କି ତେଲଙ୍ଗାନାର ଏନ୍.ରାମଚନ୍ଦ୍ରନ ରଘୁରାମ୍ ଜୀ, ଗୁଜରାଟର ରାଜନ୍ ଜୀ ହୋଇଥାଆନ୍ତୁ କିମ୍ବା ଦିଲ୍ଲୀର ସୁବ୍ରତ୍ ଜୀ । ଦେଶର କୋଣ ଅନୁକୋଣରୁ ଲୋକେ ଚିତା ଭାରତକୁ ଫେରିବା ନେଇ ଆନନ୍ଦ ପ୍ରକାଶ କରିଛନ୍ତି । ୧୩୦ କୋଟି ଭାରତବାସୀ ଆନନ୍ଦିତ, ଗର୍ବିତ । ଏହାହିଁ ହେଉଛି ଭାରତର ପ୍ରକୃତି ପ୍ରେମ । ଏ ବିଷୟରେ ଲୋକଙ୍କର ଗୋଟିଏ ହିଁ ପ୍ରଶ୍ନ, ମୋଦିଜୀ ଆମକୁ ଚିତା ଦେଖିବାର ସୁଯୋଗ କେବେ ମିଳିବ ?୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 02:30 pm
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:01 am
ସ୍ୱାଧୀନତାର ୭୫ ବର୍ଷ ପୂରଣ ହେବା ଅବସରରେ ଦେଶବାସୀଙ୍କୁ ଅନେକ ଅନେକ ଶୁଭକାମନା । ଅନେକ ଅନେକ ଶୁଭେଚ୍ଛା । କେବଳ ଭାରତର ପ୍ରତ୍ୟେକ କୋଣରେ ନୁହେଁ, ବରଂ ବିଶ୍ୱର ପ୍ରତ୍ୟେକ କୋଣ ଅନୁକୋଣରେ ଆଜି କୌଣସି ନା କୌଣସି ପ୍ରକାରରେ ଭାରତୀୟମାନଙ୍କ ଦ୍ୱାରା କିମ୍ବା ଭାରତକୁ ଅପାର ସ୍ନେହ କରୁଥିବା ଲୋକମାନଙ୍କ ଦ୍ୱାରା ସମ୍ମାନର ସହିତ ଆମ ତ୍ରିରଙ୍ଗା ଉତ୍ତୋଳନ କରାଯାଇଛି । ମୁଁ ସାରା ବିଶ୍ୱରେ ଥିବା ଭାରତପ୍ରେମୀମାନଙ୍କୁ, ଭାରତୀୟମାନଙ୍କର ସ୍ୱାଧୀନତାର ଏହି ଅମୃତ ମହୋତ୍ସବରେ ଅନେକ ଅନେକ ଶୁଭକାମନା ଜଣାଉଛି ।ଭାରତ 76ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:00 am
ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଭାରତର ଶକ୍ତି ଏହାର ବିବିଧତା ମଧ୍ୟରେ ରହିଛି। ସେ ଦେଶକୁ ଗଣତନ୍ତ୍ରର ଜନନୀ ବୋଲି ଅଭିହିତ କରିଥିଲେ ଏବଂ ଅମୃତ କାଳର ପଞ୍ଚ ପ୍ରାଣର ଗଣନା କରିଥିଲେ - ଏକ ବିକଶିତ ଭାରତର ଲକ୍ଷ୍ୟ, ଉପନିବେଶିକ ମାନସିକତାର କୌଣସି ଚିହ୍ନକୁ ହଟାଇବା, ଆମର ମୂଳ, ଏକତା ଏବଂ କର୍ତ୍ତବ୍ୟବୋଧ ଉପରେ ଗର୍ବ କରିବା ।ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨ଠ୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟର ମୂଳପାଠ
August 13th, 11:31 am
ଚାଲନ୍ତୁ, ଏମିତି ଭାବେ ସମସ୍ତଙ୍କ ସହିତ କଥାବାର୍ତ୍ତା କରିବା ମୋ ପାଇଁ ବହୁତ ପ୍ରେରଣାଦାୟକ ଅଟେ, କିନ୍ତୁ ସମସ୍ତଙ୍କ ସହିତ ବୋଧହୁଏ କଥାବାର୍ତ୍ତା କରିବା ସମ୍ଭବ ହୋଇନଥାଏ, କିନ୍ତୁ ଭିନ୍ନ ଭିନ୍ନ ସମୟରେ ଆପଣଙ୍କ ମଧ୍ୟରେ କେତେକଙ୍କ ସହିତ କୌଣସି ନା କୌଣସି ଭାବରେ ମୋତେ ସମ୍ପର୍କରେ ରହିବାର ସୁଯୋଗ ମିଳିଥାଏ, କଥାବାର୍ତ୍ତା ହେବାର ଅବସର ମିଳିଛି, କିନ୍ତୁ ମୋ ପାଇଁ ଖୁସି ଯେ ଆପଣ ସମୟ ବାହାର କରି ମୋର ଘରକୁ ଆସିଲେ ଏବଂ ପରିବାରର ଜଣେ ସଦସ୍ୟ ଭାବରେ ଆସିଛନ୍ତି । ତେବେ ଆପଣଙ୍କ ସିଦ୍ଧିର ଯଶ ଆପଣଙ୍କ ସହିତ ଯୋଡ଼ି ହୋଇ ଯେମିତି ପ୍ରତ୍ୟେକ ଭାରତୀୟ ଗର୍ବ କରୁଛନ୍ତି, ମୁଁ ମଧ୍ୟ ଗର୍ବ କରୁଛି । ଆପଣ ସମସ୍ତଙ୍କୁ ମୋର ଏହି ସ୍ଥାନକୁ ବହୁତ ବହୁତ ସ୍ୱାଗତ ।