ଋଷ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
December 05th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭାରତକୁ ସ୍ୱାଗତ କରିଛନ୍ତି।ପବିତ୍ର ଗୀତା ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
December 01st, 06:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀମଦ ଭଗବଦ୍ ଗୀତାର ଆଗମନ ସହ ଜଡ଼ିତ 'ଗୀତା ଜୟନ୍ତୀ'ର ପବିତ୍ର ଦିବସରେ ସାରା ଦେଶର ପରିବାର ସଦସ୍ୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ, କର୍ତ୍ତବ୍ୟର ପରିପୂରଣ ଉପରେ ଅମୂଲ୍ୟ ବାର୍ତ୍ତାରେ ସଜ୍ଜିତ ଏହି ଦିବ୍ୟ ଶାସ୍ତ୍ର ଭାରତୀୟ ପରିବାର, ସାମାଜିକ ଏବଂ ଆଧ୍ୟାତ୍ମିକ ଜୀବନରେ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି। ଏହାର ଦିବ୍ୟ ବାଣୀ ପ୍ରତ୍ୟେକ ପିଢ଼ିକୁ ନିଃସ୍ୱାର୍ଥପର କାର୍ଯ୍ୟ ପାଇଁ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ମୋଦୀ କହିଛନ୍ତି।ଜନସାଧାରଣଙ୍କ ସାମୂହିକ ପ୍ରୟାସକୁ ସାମ୍ନାକୁ ଆଣିବା ପାଇଁ 'ମନ୍ କୀ ବାତ୍' ଏକ ଉତ୍କୃଷ୍ଟ ପ୍ଲାଟଫର୍ମ: ପ୍ରଧାନମନ୍ତ୍ରୀ ମୋଦୀ
November 30th, 11:30 am
ଚଳିତ ମାସର ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ନଭେମ୍ବର ମାସର ପ୍ରମୁଖ ଘଟଣା ଉପରେ ଆଲୋକପାତ କରିଥିଲେ, ଯେଉଁଥିରେ ସମ୍ବିଧାନ ଦିବସ ଉତ୍ସବ, ବନ୍ଦେ ମାତରମର 150ତମ ବାର୍ଷିକୀ, ଅଯୋଧ୍ୟାରେ ଧର୍ମ ଧ୍ୱଜ ଉତ୍ତୋଳନ, ଆଇଏନଏସ 'ମାହେ' ଅନ୍ତର୍ଭୁକ୍ତ ଏବଂ କୁରୁକ୍ଷେତ୍ରରେ ଆନ୍ତର୍ଜାତୀୟ ଗୀତା ମହୋତ୍ସବ ଅନ୍ତର୍ଭୁକ୍ତ । ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଓ ମହୁ ଉତ୍ପାଦନ, ଭାରତର କ୍ରୀଡା ସଫଳତା, ସଂଗ୍ରହାଳୟ ଓ ପ୍ରାକୃତିକ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । କାଶୀ-ତାମିଲ ସଙ୍ଗମମର ଅଂଶ ହେବାକୁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।ନଭେମ୍ବର ୨୮ରେ ପ୍ରଧାନମନ୍ତ୍ରୀଙ୍କ କର୍ଣ୍ଣାଟକ ଓ ଗୋଆ ଗସ୍ତ
November 27th, 12:04 pm
ପ୍ରଧାନମନ୍ତ୍ରୀ ନଭେମ୍ବର ୨୮ରେ କର୍ଣ୍ଣାଟକ ଓ ଗୋଆ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୧ଟା ୩୦ରେ ପ୍ରଧାନମନ୍ତ୍ରୀ କର୍ଣ୍ଣାଟକର ଉଡୁପି ସ୍ଥିତ ଶ୍ରୀ କୃଷ୍ଣ ମଠକୁ ଗସ୍ତ କରିବେ । ପରେ ସେ ଗୋଆ ଯିବେ, ଯେଉଁଠାରେ ଅପରାହ୍ନ ୩ଟା ୧୫ରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ ବର୍ଷପୂର୍ତ୍ତି ଅବସରରେ ଅନୁଷ୍ଠିତ ‘ଶ୍ରାଦ୍ଧ ପଞ୍ଚଶତମନୋତ୍ସବ’ ପରିଦର୍ଶନ କରିବେ୨୫ ନଭେମ୍ବରରେ କୁରୁକ୍ଷେତ୍ର ଗସ୍ତ କରିବେ ପ୍ରଧାନମନ୍ତ୍ରୀ
November 24th, 12:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ନଭେମ୍ବରରେ ହରିୟାଣାର କୁରୁକ୍ଷେତ୍ର ଗସ୍ତ କରିବେ।ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ କର୍ତ୍ତବ୍ୟ ଭବନର ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 06th, 07:00 pm
କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସହଯୋଗୀଗଣ, ଉପସ୍ଥିତ ମାନ୍ୟବର ସାଂସଦଗଣ, ସରକାରଙ୍କ ସମସ୍ତ କର୍ମଚାରୀଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ଭଦ୍ରବ୍ୟକ୍ତିଗଣ!ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ ଉଦଘାଟନ କାର୍ଯ୍ୟକ୍ରମରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 06th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ-୩ର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ କହିଛନ୍ତି, ଅଗଷ୍ଟ ମାସ ହେଉଛି ବିପ୍ଳବର ମାସ। ଅଗଷ୍ଟ ୧୫ ତାରିଖ ପୂର୍ବରୁ ଆଉ ଏକ ଐତିହାସିକ ମାଇଲଖୁଣ୍ଟ ଆସିଛି। ଭାରତ ଏକ ଆଧୁନିକ ଭାରତ ଗଠନ ସହିତ ଜଡିତ ଅନେକ ପ୍ରମୁଖ ସଫଳତାକୁ ଦେଖୁଛି। ନୂଆଦିଲ୍ଲୀ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ ନିକଟରେ ହୋଇଥିବା ଭିତ୍ତିଭୂମି ସମ୍ବନ୍ଧୀୟ ସ୍ଥାନଗୁଡ଼ିକର ତାଲିକା ଦେଇଥିଲେ। କର୍ତ୍ତବ୍ୟ ପଥ, ନୂତନ ସଂସଦ ଭବନ, ନୂତନ ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସ, ଭାରତ ମଣ୍ଡପମ୍, ଯଶୋଭୂମି, ସହିଦମାନଙ୍କ ପାଇଁ ଉତ୍ସର୍ଗୀକୃତ ଜାତୀୟ ଯୁଦ୍ଧ ସ୍ମାରକୀ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଏବଂ ବର୍ତ୍ତମାନର କର୍ତ୍ତବ୍ୟ ଭବନ ବିଷୟରେ ସେ କହିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଏଗୁଡ଼ିକ କେବଳ ନୂତନ କୋଠା କିମ୍ବା ନିୟମିତ ଭିତ୍ତିଭୂମି ନୁହେଁ । ଅମୃତ କାଳରେ, ଏକ ବିକଶିତ ଭାରତକୁ ଗଢ଼ି ତୋଳିବା ପାଇଁ ନୀତିଗୁଡ଼ିକ ଏହି ଢାଞ୍ଚାଗୁଡ଼ିକରେ ପ୍ରସ୍ତୁତ କରାଯିବ ଏବଂ ଆଗାମୀ ଦଶନ୍ଧିରେ ଦେଶର ଗତିପଥ ଏହି ଅନୁଷ୍ଠାନଗୁଡ଼ିକରୁ ସ୍ଥିର କରାଯିବ। ସେ କର୍ତ୍ତବ୍ୟ ଭବନର ଉଦ୍ଘାଟନରେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏହାର ନିର୍ମାଣରେ ସମ୍ପୃକ୍ତ ଥିବା ଇଞ୍ଜିନିୟର ଏବଂ ଶ୍ରମଜୀବୀମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।ଗୀତା ଏବଂ ନାଟ୍ୟଶାସ୍ତ୍ରକୁ ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟର୍ରେ ସାମିଲ କରାଯିବାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
April 18th, 10:43 am
ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟରରେ ଗୀତା ଏବଂ ନାଟ୍ୟଶାସ୍ତ୍ରକୁ ସାମିଲ କରାଯିବା ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଶଂସା କରିଛନ୍ତି । ଏହା ଆମର କାଳଜୟୀ ଜ୍ଞାନ ଏବଂ ସମୃଦ୍ଧ ସଂସ୍କୃତିର ଏକ ବିଶ୍ୱସ୍ତରୀୟ ସ୍ୱୀକୃତି ବୋଲି ସେ କହିଛନ୍ତି ।Our language is the carrier of our culture: PM Modi at Akhil Bharatiya Marathi Sahitya Sammelan
February 21st, 05:00 pm
PM Modi inaugurated the 98th Akhil Bharatiya Marathi Sahitya Sammelan in New Delhi. Shri Modi highlighted that the Sammelan was taking place at a significant time when the nation was witnessing the 350th anniversary of Chhatrapati Shivaji Maharaj's coronation, the 300th birth anniversary of Punyashlok Ahilyabai Holkar, and the 75th anniversary of our Constitution, created through the efforts of Babasaheb Ambedkar.PM Modi inaugurates 98th Akhil Bharatiya Marathi Sahitya Sammelan
February 21st, 04:30 pm
PM Modi inaugurated the 98th Akhil Bharatiya Marathi Sahitya Sammelan in New Delhi. Shri Modi highlighted that the Sammelan was taking place at a significant time when the nation was witnessing the 350th anniversary of Chhatrapati Shivaji Maharaj's coronation, the 300th birth anniversary of Punyashlok Ahilyabai Holkar, and the 75th anniversary of our Constitution, created through the efforts of Babasaheb Ambedkar.ତାମିଲ କବି ସୁବ୍ରମଣ୍ୟମ ଭାରତୀଙ୍କ ସମ୍ପୂର୍ଣ୍ଣ ରଚନା ଗୁଡିକର ସଂକଳନ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 11th, 02:00 pm
କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, ରାଓ ଇନ୍ଦ୍ରଜିତ୍ ସିଂ, ଏଲ୍ ମୁରୁଗାନ୍ ଜୀ ଏବଂ ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ସାହିତ୍ୟ ସେଭି, ସିନି ବିଶ୍ୱନାଥନ ଜୀ, ପ୍ରକାଶକ ଭି ଶ୍ରୀନିବାସନ ଜୀ ଏବଂ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଭଦ୍ର..... ମହିଳା ଏବଂ ଭଦ୍ର ମାନେ।PM Modi releases compendium of complete works of great Tamil poet Subramania Bharati
December 11th, 01:30 pm
PM Modi released the compendium of complete works of great Tamil poet and freedom fighter Subramania Bharati at 7, Lok Kalyan Marg. The Prime Minister lauded the extraordinary, unprecedented and tireless work of six decades for the compilation of 'Kaala Varisaiyil Bharathiyar Padaippugal' in 21 volumes. He added that the hard work of Seeni Vishwanathan ji was such a penance, which will benefit many generations to come.PM Modi extends greetings on Gita Jayanti
December 11th, 10:24 am
The Prime Minister Shri Narendra Modi extended his warm wishes on the occasion of Gita Jayanti today.ଜୋନାସ ମାସେଟ୍ଟି ଏବଂ ଦଳଙ୍କୁ ଭେଟି ବେଦାନ୍ତ ଏବଂ ଗୀତା ପ୍ରତି ତାଙ୍କର ଉତ୍ସାହ ପାଇଁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
November 20th, 07:54 am
ସମଗ୍ର ବିଶ୍ୱରେ ଭାରତୀୟ ସଂସ୍କୃତି କିପରି ପ୍ରଭାବ ପକାଉଛି ତାହା ପ୍ରଶଂସନୀୟ ବୋଲି ବେଦାନ୍ତ ଓ ଗୀତା ପ୍ରତି ଜୋନାସ ମାସେଟ୍ଟୀଙ୍କ ଆଗ୍ରହକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମନ୍ତବ୍ୟ ଦେଇଛନ୍ତି । ସଂସ୍କୃତରେ ରାମାୟଣର ପ୍ରଦର୍ଶନ ଦେଖିବା ପରେ ପ୍ରଧାନମନ୍ତ୍ରୀ ଜୋନାସ ମାସେଟ୍ଟି ଏବଂ ତାଙ୍କ ଦଳଙ୍କୁ ଭେଟିଥିଲେ ।ମୁମ୍ବାଇରେ ଅଭିଜାତ ମରାଠୀ ଭାଷା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 05th, 07:05 pm
ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ଏକନାଥ ସିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ, ଅଜିତ ପାୱାର, କେନ୍ଦ୍ରରେ ଥିବା ମୋର ସମସ୍ତ ସହଯୋଗୀ, ଅନେକ ପିଢି ଧରି ନିଜର ଗାୟକିର ଛାପ ଛାଡିଥିବା ଆଶା ପ୍ରସିଦ୍ଦ ଅଭିନେତା ଭାଇ ସଚିନ, ନାମଦେବ କାମ୍ବଲେ, ସଦାନନ୍ଦ ମୋରେ ଜୀ, ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଭାଇ ଦୀପକ, ମଙ୍ଗଳପ୍ରଭାତ ଲୋଧା, ମଙ୍ଗଲପ୍ରଭାତ ଲୋଧା, ବିଜେପିର ମୁମ୍ବାଇ ସଭାପତି ଭାଇ ଆଶିଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଭାଇ ଏବଂ ଭଉଣୀମାନେ !Prime Minister Shri Narendra Modi participates in Abhijat Marathi language program in Mumbai, Maharashtra
October 05th, 07:00 pm
Addressing the gathering, the Prime Minister remarked that the Marathi language has officially been granted the status of a classical langPrime Minister Narendra Modi participated in the Abhijat Marathi Language program in Mumbai, Maharashtra. Addressing the gathering, PM Modi remarked that the Marathi language has officially been granted the status of a classical language by the Central Government. PM Modi emphasized the significance of this moment, describing it as a golden milestone in the history of the Marathi language as he acknowledged the long-standing aspirations of Marathi-speaking people and expressed delight in contributing towards fulfilling Maharashtra's dream.uage by the Central Government. Shri Modi emphasized the significance of this moment, describing it as a golden milestone in the history of the Marathi language as he acknowledged the long-standing aspirations of Marathi-speaking people and expressed delight in contributing towards fulfilling Maharashtra's dream.Those who looted rights of poor, gave slogan of poverty eradication: PM Modi in Palwal
October 01st, 07:42 pm
PM Modi, while initiating his address at the Palwal, Haryana rally, expressed his gratitude for the opportunity to visit various parts of Haryana in recent days. The PM shared his observation that a strong wave of support for the BJP is sweeping through every village, with one resonating chant: Bharosa dil se…BJP phir se!PM Modi addresses an enthusiastic crowd in Palwal, Haryana
October 01st, 04:00 pm
PM Modi, while initiating his address at the Palwal, Haryana rally, expressed his gratitude for the opportunity to visit various parts of Haryana in recent days. The PM shared his observation that a strong wave of support for the BJP is sweeping through every village, with one resonating chant: Bharosa dil se…BJP phir se!