Prime Minister pays tributes to Dharti Aaba Bhagwan Birsa Munda Ji on his martyrdom day
June 09th, 01:29 pm
Prime Minister Shri Narendra Modi today paid tributes to Dharti Aaba Bhagwan Birsa Munda Ji on his martyrdom day. The Prime Minister noted that he fought with indomitable courage against foreign rule for the protection of water, forest, and land.West Bengal continues to suffer under corruption and “cut money” culture: PM Modi in Medinipur
April 19th, 11:30 am
In Medinipur rally, PM Modi contrasted India’s rapid progress with Bengal’s stagnation under TMC, citing corruption, unemployment and migration. Calling for a “loot-free Bengal,” he emphasised the need for change - “Paltaano Dorkar!” He also highlighted Bengal’s untapped fisheries potential, promising a “Blue Revolution”.TMC syndicates will be removed from mandis so that exploitation stops: PM Modi in Jhargram, West Bengal
April 19th, 11:20 am
Jhargram rally witnessed PM Modi raise concerns over infiltration and its impact on Bengal’s identity, while warning against pisive politics. He also exposed issues of high electricity bills and shortages, promising relief through clean and affordable energy under PM Surya Ghar. He further outlined key guarantees for farmers, tribals and youth, higher MSP, expanded welfare schemes, improved schools, healthcare and freedom from syndicate control.TMC is blocking railway and road projects worth thousands of crores: PM Modi in Purulia, West Bengal
April 19th, 11:10 am
PM Modi highlighted farmers’ distress in the Purulia rally, due to stalled irrigation projects and syndicate control over mandis and cold storages. He assured better MSP, expanded PM-KISAN benefits, irrigation support, and access to PM-KUSUM and crop insurance, reiterating that “factories run on trust, not fear.”TMC is pushing for reservation based on religion, strangling the Constitution: PM Modi in Bishnupur, West Bengal
April 19th, 11:01 am
Addressing from the sacred lands of Bishnupur, PM Modi reaffirmed that women empowerment and women safety define BJP’s identity. He highlighted that while the Centre ensured 33% reservation for women, the TMC, in alliance with Congress, blocked its implementation in West Bengal.PM Modi’s enthusiastic rallies across West Bengal in Bishnupur, Purulia, Jhargram & Medinipur
April 19th, 11:00 am
PM Modi addressed massive and energetic public gatherings across Bishnupur, Purulia, Jhargram and Medinipur, delivering a strong and consistent message of women empowerment, development and decisive change in West Bengal.TMC came to power by lying in the name of “Maa, Maati, Manush”: PM Modi in Dakshin Dinajpur, West Bengal
April 11th, 11:40 am
PM Modi addressed a massive rally Dakshin Dinajpur, West Bengal. In his speech, he prioritised women’s safety, justice, and empowerment, outlining measures like fast-tracking cases, increasing women police recruitment, and financial support initiatives. He remarked that while the BJP believes in Sabka Saath, Sabka Vikas, it will also ensure that ‘hisaab’ is fulfilled in West Bengal.Massive public meetings in Purba Bardhaman, Jangipur & Dakshin Dinajpur, West Bengal
April 11th, 11:30 am
Tapping into the growing momentum in West Bengal, PM Modi addressed a massive public gathering in Purba Bardhaman, highlighting BJP’s vision for a fear-free, Viksit Bengal while launching a sharp attack on the TMC government over corruption, lawlessness and appeasement politics.ନୂଆଦିଲ୍ଲୀର କରିଅପ୍ପା ଗ୍ରାଉଣ୍ଡରେ ଏନ୍ସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 04:00 pm
କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀମାନେ, ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ, ମଞ୍ଚରେ ଉପସ୍ଥିତ ସମସ୍ତ ମହାନ ବ୍ୟକ୍ତି, ସମଗ୍ର ଦେଶର ଏନ୍ସିସି ଏବଂ ଏନ୍ଏସ୍ଏସ୍ କ୍ୟାଡେଟ୍, ଡେବ୍ୟୁ କଳାକାର, ରାଷ୍ଟ୍ରୀୟ ରଙ୍ଗଶାଳାର ସହକର୍ମୀ ଏବଂ ମୋର ପ୍ରିୟ ଯୁବ ବନ୍ଧୁମାନେ । ଆପଣମାନଙ୍କ ସମସ୍ତଙ୍କ କଠିନ ପରିଶ୍ରମ ଏଠାରେ ଦୃଶ୍ୟମାନ ହେଉଛି । ତୁମେ ନିଜକୁ ବହୁତ ସମନ୍ୱିତ ଭାବରେ ପ୍ରଦର୍ଶନ କରିଛ ।ଦିଲ୍ଲୀରେ ଆୟୋଜିତ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଆପ୍ପା ପରେଡ୍ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି। ଏନ୍ସିସି ଦିବସ ଅବସରରେ ସମାବେଶକୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏନ୍ସିସି, ଏନ୍ଏସ୍ଏସ୍ କ୍ୟାଡେଟ୍, ଟାବ୍ଲୋ କଳାକାର, ଜାତୀୟ ରଙ୍ଗଶାଳାର ସାଥୀ ଏବଂ ସମଗ୍ର ଦେଶର ଯୁବ ଅଂଶଗ୍ରହଣକାରୀଙ୍କ ପ୍ରୟାସ ସେମାନଙ୍କର ସମନ୍ୱିତ ପ୍ରଦର୍ଶନରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ ହେଉଛି। ଶ୍ରୀ ମୋଦୀ ଦୁଃଖର ସହିତ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମହାରାଷ୍ଟ୍ରରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣା ଯୋଗୁଁ ଏହି ଦିନଟି ବହୁତ ଦୁଃଖ ଆଣି ଦେଇଛି, ଯେଉଁଥିରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର ଏବଂ କିଛି ସହକର୍ମୀଙ୍କ ଜୀବନ ହାନୀ ହୋଇଛି। ଅଜିତ ଦାଦା ମହାରାଷ୍ଟ୍ର ଓ ଦେଶର ବିକାଶରେ, ବିଶେଷକରି ଗ୍ରାମୀଣ ଜୀବନକୁ ଉନ୍ନତ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ। ଏଥି ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ଅଜିତ ପାୱାରଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏହି ଯନ୍ତ୍ରଣାର ମୁହୂର୍ତ୍ତରେ, ଦେଶ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହିତ ଠିଆ ହୋଇଛି। ପ୍ରଧାନମନ୍ତ୍ରୀ ଏହି ଦୁଃଖ ଓ ସମବେଦନାର ମୁହୂର୍ତ୍ତରେ, ବନ୍ଧୁ ରାଷ୍ଟ୍ରର କ୍ୟାଡେଟଙ୍କ ସମେତ ଉପସ୍ଥିତ ସମସ୍ତ କ୍ୟାଡେଟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଏହି ବର୍ଷ ବାଳିକା କ୍ୟାଡେଟ୍ମାନଙ୍କ ବିପୁଳ ଅଂଶଗ୍ରହଣକୁ ସ୍ୱୀକାର କରିଛନ୍ତି।ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।ବନ୍ଦେ ମାତରମର ଦେଢ ଶହ ବର୍ଷ ପୂର୍ତି ଉପଲକ୍ଷେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 08th, 12:30 pm
ମୁଁ ଆପଣଙ୍କୁ ଓ ଗୃହର ସବୁ ମାନନୀୟ ସଦସ୍ୟଙ୍କୁ ଏହି ଅବସରରେ ଏକ ସାମୂହିକ ଚର୍ଚ୍ଚାର ମାହୋଲ ସୃଷ୍ଟି କରିଥିବାରୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଯେଉଁ ମନ୍ତ୍ର ଓ ଯେଉଁ ଜୟଘୋଷ ଦେଶର ସ୍ୱାଧୀନତା ଆନ୍ଦୋଳନକୁ ଊର୍ଜ୍ଜା ଓ ପ୍ରେରଣା ଦେଇଥିଲା, ତ୍ୟାଗ ଓ ତପସ୍ୟାର ମାର୍ଗ ଦେଖାଇଥିଲା, ସେହି ବନ୍ଦେ ମାତରମର ପୁଣ୍ୟ ସ୍ମରଣ କରିବା, ଏହି ପବିତ୍ର ଗୃହରେ ଆମ ସମସ୍ତଙ୍କ ଲାଗି ବହୁତ ବଡ ସୌଭାଗ୍ୟ । ଆଉ ଆମ ସମସ୍ତଙ୍କ ଲାଗି ଗର୍ବର କଥା ଯେ, ବନ୍ଦେ ମାତରମର ଦେଢ ଶହ ବର୍ଷ ନିମିତ ଏହି ଐତିହାସିକ ଅବସରରେ ଆମେ ସାକ୍ଷୀ ପ୍ରସ୍ତୁତ କରୁଛୁ । ଏହା ଏପରି ଏକ କାଳଖଣ୍ଡ ଯାହା ଆମ ଇତିହାସର ଅଗଣିତ ଘଟଣାବଳୀକୁ ଆଗକୁ ନେଇ ଆସୁଛି । ଏହି ଚର୍ଚ୍ଚା ସଂସଦର ପ୍ରତିବଦ୍ଧତାକୁ ପ୍ରକଟ କରୁଛି । ଯଦି ଆମେ ମିଳିମିଶି ଏହାର ସଦୁପଯୋଗ କରନ୍ତି ତେବେ ଆସୁଥିବା ପିଢି ଲାଗି, ପ୍ରତି ପିଢି ଲାଗି ଏହା ଶିକ୍ଷାର କାରଣ ହୋଇପାରିବ ।"ବନ୍ଦେ ମାତରମ୍"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସଭାର ସ୍ୱତନ୍ତ୍ର ଆଲୋଚନାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 08th, 12:00 pm
ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଏପରି ଏକ ସମୟ ଯେତେବେଳେ ଇତିହାସର ଅନେକ ପ୍ରେରଣାଦାୟକ ଅଧ୍ୟାୟ ପୁନର୍ବାର ଜୀବିତ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ଦେଶ ସମ୍ପ୍ରତି ସମ୍ବିଧାନର ୭୫ ବର୍ଷକୁ ଗର୍ବର ସହିତ ପାଳନ କରିଛି। ସେ ଉଲ୍ଲେଖ କରିଛନ୍ତି ଯେ, ଦେଶ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ମଧ୍ୟ ପାଳନ କରୁଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମ୍ପ୍ରତି ଦେଶ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ତମ ସହିଦ ଦିବସ ପାଳନ କରିଛି।The Congress has now turned into ‘MMC’ - the Muslim League Maowadi Congress: PM Modi at Surat Airport
November 15th, 06:00 pm
Addressing a large gathering at Surat Airport following the NDA’s landslide victory in the Bihar Assembly Elections, Prime Minister Narendra Modi said, “Bihar has achieved a historic victory and if we were to leave Surat without meeting the people of Bihar, our journey would feel incomplete. My Bihari brothers and sisters living in Gujarat, especially in Surat, have the right to this moment and it is my natural responsibility to be part of this celebration with you.”PM Modi greets and addresses a gathering at Surat Airport
November 15th, 05:49 pm
Addressing a large gathering at Surat Airport following the NDA’s landslide victory in the Bihar Assembly Elections, Prime Minister Narendra Modi said, “Bihar has achieved a historic victory and if we were to leave Surat without meeting the people of Bihar, our journey would feel incomplete. My Bihari brothers and sisters living in Gujarat, especially in Surat, have the right to this moment and it is my natural responsibility to be part of this celebration with you.”ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।ଗୁଜୁରାଟ ଡେଡିଆପଡାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଡେଡିଆପଡ଼ାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ, ସେ ୯,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମା’ ନର୍ମଦାର ପବିତ୍ର ଭୂମି ଆଜି ଆଉ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି ବୋଲି କହି ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ଯେ, ୩୧ ଅକ୍ଟୋବରରେ, ଭାରତର ଏକତା ଏବଂ ବିବିଧତାକୁ ପାଳନ କରିବା ପାଇଁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ସେହି ସ୍ଥାନରେ ପାଳନ କରାଯାଇଥିଲା, ଭାରତ ପର୍ବ ଆରମ୍ଭ ହୋଇଥିଲା। ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀର ମହାନ ଉତ୍ସବ ସହିତ, ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ, ଆମେ ଭାରତ ପର୍ବର ପରିଣାମ ଦେଖୁଛୁ। ଏହି ପବିତ୍ର ଅବସରରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି ଯେ, ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଆଦିବାସୀ ଅଞ୍ଚଳରେ ସ୍ୱାଧୀନତାର ଭାବନା ଜାଗ୍ରତ କରିଥିବା ଗୋବିନ୍ଦ ଗୁରୁଙ୍କ ଆଶୀର୍ବାଦ ମଧ୍ୟ ଏହି କାର୍ଯ୍ୟକ୍ରମ ସହିତ ଜଡିତ। ମଞ୍ଚ ଉପରୁ ସେ ଗୋବିନ୍ଦ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ କିଛି ସମୟ ପୂର୍ବରୁ ଦେବମୋଗ୍ରା ମାତାଙ୍କ ମନ୍ଦିରକୁ ଯିବାର ସୌଭାଗ୍ୟ ମିଳିଥିଲା ଏବଂ ପୁଣି ଥରେ ତାଙ୍କ ପାଦ ତଳେ ପ୍ରଣାମ କରିଥିଲେ।ଜନଜାତୀୟ ଗୌରବ ଦିବସ ଏବଂ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଦେଶର କଲ୍ୟାଣ ପାଇଁ ଦେବମୋଗ୍ରା ମାତା ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
November 15th, 02:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ଜନଜାତୀୟ ଗୌରବ ଦିବସ' ଅବସରରେ ଦେବମୋଗ୍ରା ମାତା ମନ୍ଦିର ପରିଦର୍ଶନ କରିଛନ୍ତି, ଏହି ଦିବସ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ପାଳନ କରାଯାଏ।ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଝାଡ଼ଖଣ୍ଡର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
November 15th, 08:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଝାଡ଼ଖଣ୍ଡର ସମସ୍ତ ଜନସାଧାରଣଙ୍କୁ ତାଙ୍କର ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଥିଲେ ଯେ ଝାଡ଼ଖଣ୍ଡ ହେଉଛି ଜୀବନ୍ତ ଆଦିବାସୀ ସଂସ୍କୃତିରେ ସମୃଦ୍ଧ ଏକ ଗୌରବମୟ ଭୂମି। ଭଗବାନ ବିର୍ସା ମୁଣ୍ଡାଙ୍କ ଐତିହ୍ୟକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଏହି ପବିତ୍ର ଭୂମିର ଇତିହାସ ସାହସ, ସଂଘର୍ଷ ଏବଂ ମର୍ଯ୍ୟାଦାର ପ୍ରେରଣାଦାୟୀ କାହାଣୀରେ ପରିପୂର୍ଣ୍ଣ।