The HPV vaccination campaign, launched from Ajmer, marks a significant step towards empowering the nation’s Nari Shakti: PM Modi in Rajasthan
February 28th, 12:00 pm
At a public gathering in Ajmer, PM Modi expressed satisfaction that the “double-engine government” in Rajasthan has completed two years of rapid progress. He launched projects worth approximately ₹17,000 crore and handed over appointment letters to youth. The PM also launched the nationwide HPV vaccination campaign, describing it as a pivotal step toward empowering India’s ‘Nari Shakti’ (women power) and ensuring the health of mothers and daughters.ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
February 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଜମେରଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ । ଏହା ରାଜସ୍ଥାନର ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା। ପ୍ରଧାନମନ୍ତ୍ରୀ ଏହି ଅଞ୍ଚଳର ସାଂସ୍କୃତିକ ଏବଂ ବୀରତ୍ୱପୂର୍ଣ୍ଣ ଐତିହ୍ୟ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ସୁରସୁରାର ତେଜାଜୀ ଧାମ ଏବଂ ହାଇଫାକୁ ମୁକ୍ତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରି ଏବେ ବି ଇସ୍ରାଏଲରେ ସମ୍ମାନିତ ମେଜର ଦଲପତ ସିଂହଙ୍କ ସାହସିକତା ପ୍ରତି ସମ୍ମାନ ପ୍ରଦର୍ଶନ କରିଥିଲେ।ରାଜସ୍ଥାନର ବିକାନେରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 22nd, 12:00 pm
ରାଜସ୍ଥାନର ରାଜ୍ୟପାଳ ହରିଭାଉ ବାଗଡେ ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି ଅଶ୍ୱିନୀ ବୈଷ୍ଣବ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଜୀ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥି ମଦନ ରାଠୋର ଜୀ, ଅନ୍ୟ ସାଂସଦମାନେ ଏବଂ ବିଧାୟକଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ରାଜସ୍ଥାନର ବିକାନେର ଠାରେ 26,000 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 22nd, 11:30 am
ରାଜସ୍ଥାନର ବିକାନେର ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 26,000 କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶକୁ ସମର୍ପଣ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ, ସେ କାର୍ଯ୍ୟକ୍ରମରେ ଉପସ୍ଥିତ ବିଶାଳ ସମାବେଶକୁ ସ୍ୱାଗତ କରିଥିଲେ, ଏବଂ 18ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ଅନଲାଇନରେ ଯୋଗ ଦେଇଥିବା ଲୋକଙ୍କ ଗୁରୁତ୍ୱପୂର୍ଣ୍ଣ ଅଂଶଗ୍ରହଣକୁ ସ୍ୱୀକାର କରିଥିଲେ। ସେ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ଅନ୍ୟାନ୍ୟ ଜନପ୍ରତିନିଧିଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ସମସ୍ତ ସମ୍ମାନିତ ବ୍ୟକ୍ତି ଏବଂ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଥିଲେ।ରାଜସ୍ଥାନର ପୋଖରାନରେ ' ଭାରତ ଶକ୍ତି ଅଭ୍ୟାସ' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 02:15 pm
ଆଜି ଆମେ ଏଠାରେ ଯେଉଁ ଦୃଶ୍ୟ ଦେଖିଛୁ, ଆମ ତିନି ସେନାର ବୀରତ୍ୱ ଆଶ୍ଚର୍ଯ୍ୟଜନକ । ଆକାଶରେ ଏହି ଗର୍ଜନ... ମାଟିରେ ଏହି ସାହସିକତା... ଏହି ବିଜୟ ଚିତ୍କାର ସବୁ ଦିଗରେ ଗୁଞ୍ଜରିତ ହୋଇଥିଲା... ଏହା ହେଉଛି ଏକ ନୂତନ ଭାରତର ଆହ୍ୱାନ । ଆଜି ଆମର ପୋଖରାନ ପୁଣି ଥରେ ଭାରତର ଆତ୍ମନିର୍ଭରଶୀଳତା, ଭାରତର ଆତ୍ମବିଶ୍ୱାସ ଏବଂ ଭାରତର ଆତ୍ମଗର୍ବର ଏହି ତ୍ରିମୂର୍ତ୍ତିର ସାକ୍ଷୀ ପାଲଟିଛି । ଏହା ହେଉଛି ପୋଖରାନ, ଯାହା ଭାରତର ପରମାଣୁ ଶକ୍ତିର ସାକ୍ଷୀ ହୋଇଛି ଏବଂ ଏଠାରେ ଆମେ ସ୍ୱଦେଶୀକରଣଠାରୁ ଆରମ୍ଭ କରି ସଶକ୍ତୀକରଣ ପର୍ଯ୍ୟନ୍ତ ଏହାର ଶକ୍ତି ମଧ୍ୟ ଦେଖୁଛୁ । ଆଜି ଭାରତ ଶକ୍ତିର ଏହି ପର୍ବ ବୀରତ୍ୱର ଭୂମି ରାଜସ୍ଥାନରେ ଅନୁଷ୍ଠିତ ହେଉଛି, କିନ୍ତୁ ଏହାର ଶବ୍ଦ କେବଳ ଭାରତରେ ନୁହେଁ ବରଂ ସମଗ୍ର ବିଶ୍ୱରେ ଶୁଣିବାକୁ ମିଳୁଛି ।'ଭାରତ ଶକ୍ତି' - ରାଜସ୍ଥାନର ପୋଖରାନରେ ଏକ ତ୍ରି-ସେବା ଫାୟାରିଂ ଏବଂ ଶକ୍ତି ଦକ୍ଷତା ଅଭ୍ୟାସ ସମୟରେ ଉପସ୍ଥିତ ରହିଥିଲେ ପ୍ରଧାନମନ୍ତ୍ରୀ
March 12th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ପୋଖରାନଠାରେ ତ୍ରି-ସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ ଦେଖିଥିଲେ । ଦେଶର ଆତ୍ମନିର୍ଭର ଭାରତ ଅଭିଯାନକୁ ଆଧାର କରି 'ଭାରତ ଶକ୍ତି' ଦେଶର ଦକ୍ଷତା ପ୍ରଦର୍ଶନ ପାଇଁ ବିଭିନ୍ନ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ପ୍ରଣାଳୀ ଏବଂ ପ୍ଲାଟଫର୍ମ ପ୍ରଦର୍ଶନ କରିବ ।PM congratulates Shri Bhajan Lal Sharma on taking oath as Chief Minister of Rajasthan
December 15th, 04:27 pm
PM Modi congratulated Bhajan Lal Sharma on taking oath as the Chief Minister of Rajasthan. He also congratulated Diya Kumari and Premchand Bairwa on taking oath as the Deputy Chief Ministers of the state. He said, The BJP government will tirelessly work to fulfill the trust and hope that my family members here have placed in us, providing us with abundant blessings.