ଭାରତ-ଜାପାନ ଅର୍ଥନୈତିକ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 29th, 11:20 am

ମୁଁ ଆଜି ସକାଳେ ଟୋକିଓରେ ପହଞ୍ଚିଛି। ମୁଁ ବହୁତ ଖୁସି ଯେ ମୋର ଏହି ଯାତ୍ରା, ବ୍ୟବସାୟ ଜଗତର ମହାନ ବ୍ୟକ୍ତିମାନଙ୍କ ସହିତ ଆରମ୍ଭ ହେଉଛି।

ଭାରତ-ଜାପାନ ଅର୍ଥନୈତିକ ଫୋରମରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

August 29th, 11:02 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଜାପାନ ପ୍ରଧାନମନ୍ତ୍ରୀ ଶ୍ରୀ ଶିଗେରୁ ଇଶିବା, ଆଜି ଜାପାନର ରାଜଧାନୀ ଟୋକିଓଠାରେ ଭାରତୀୟ ଶିଳ୍ପ ମହାସଂଘ ଏବଂ ଜାପାନ ବ୍ୟବସାୟ ମହାସଂଘ (କେଇଡାନରେନ) ଦ୍ୱାରା ଆୟୋଜିତ ଭାରତ-ଜାପାନ ଅର୍ଥନୈତିକ ଫୋରମରେ ଯୋଗ ଦେଇଥିଲେ। ଭାରତ ଓ ଜାପାନର ବିଶିଷ୍ଟ ବ୍ୟବସାୟୀ ଓ ସିଇଓମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ।

The foundation of India - France friendship is based on the spirit of deep trust, innovation, & public welfare: PM at India-France CEO Forum, Paris

February 12th, 12:45 am

Giving a boost to business ties between India and France, PM Modi and President Macron attended the CEO Forum in Paris. The PM highlighted India's rise as a global economic powerhouse fueled by stability, reforms and innovation.

ନୂଆଦିଲ୍ଲୀର ପ୍ରଗତି ମୈଦାନ ଠାରେ ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ-୨ଠ୨୨ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

June 09th, 11:01 am

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସମସ୍ତ ସହଯୋଗୀ, ବାୟୋଟେକ କ୍ଷେତ୍ର ସହିତ ଜଡ଼ିତ ସମସ୍ତ ମହାନୁଭବ, ଦେଶ ବିଦେଶରୁ ଆସିଥିବା ଅତିଥିଗଣ, ବିଶେଷଜ୍ଞ, ନିବେଶକ, ଏମଏସଏମଇ ଏବଂ ଷ୍ଟାର୍ଟଅପ୍ସ ସହିତ ଉଦ୍ୟୋଗର ସମସ୍ତ ବନ୍ଧୁ, ମହିଳାମାନେ ଏବଂ ଭଦ୍ର ବ୍ୟକ୍ତିମାନେ!

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ-୨୦୨୨ ଉଦଘାଟିତ

June 09th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମୈଦାନ ଠାରେ ବାୟୋଟେକ୍ ଷ୍ଟାର୍ଟଅପ ଏକ୍ସେପୋ-୨୦୨୨ ଉଦଘାଟନ କରିଛନ୍ତି । ସେ ମଧ୍ୟ ବାୟୋଟେକ ଦ୍ରବ୍ୟ ଇ-ପୋର୍ଟାଲର ଆରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ, ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଡକ୍ଟର ଜିତେନ୍ଦ୍ର ସିଂହ, ବାୟୋଟେକ କ୍ଷେତ୍ରର ଅଂଶୀଦାର, ବିଶେଷଜ୍ଞ, ପୁଞ୍ଜି ଲଗାଣକାରୀ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।

ସେରମ ଓ ଭାରତ ବାୟୋଟେକ୍‍ ପ୍ରତିଷ୍ଠାନର କରୋନା ଟିକାକୁ ଅନୁମୋଦନ ମଳିବା ପରେ ରାଷ୍ଟ୍ରକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

January 03rd, 12:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଡିସିଜିଆଇ ଦ୍ୱାରା ଭାରତୀୟ ସେରମ ପ୍ରତିଷ୍ଠାନ ଏବଂ ଭାରତ ବାୟୋଟେକ୍‍ କଂପାନୀ ଦ୍ୱାରା ପ୍ରସ୍ତୁତ କରୋନା ଟିକାକୁ ଅନୁମୋଦନ ମିଳିବା ଏକ ନିର୍ଣ୍ଣାୟକ ଘଟଣା । ଏହା କରୋନା ବିରୋଧୀ ଉତ୍ସାହଜନକ ଲଢେଇକୁ ଅଧିକ ବଳ ଦେଇ ଏକ ନୂଆ ମୋଡରେ ପହଞ୍ଚାଇଛି ।

କୋଭିଡ ଟିକା ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଅସନ୍ତାକାଲି ତିନୋଟି ମହାନଗର ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ

November 27th, 04:36 pm

କୋଭିଡ ଟିକାର ଅଗ୍ରଗତି ଓ ପ୍ରସ୍ତୁତି ସମ୍ପର୍କରେ ଅବଗତ ହେବାପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (28.11.2020) ତିନୋଟି ମହାନଗରୀ ପରିଦର୍ଶନ କରିବେ । ସେ ଅହମଦାବାଦାସ୍ଥିତ ଜାଇଡସ ବାୟୋଟେକ ପାର୍କ, ହାଇଦ୍ରାବାଦର ଭାରତ ବାୟୋଟେକ ଓ ପୁଣେର ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।