ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
January 09th, 10:15 am
ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 09th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।୨୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 06th, 11:30 am
ନମସ୍କାର, ଦେଶର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, କାର୍ଯ୍ୟକ୍ରମରେ ଦେଶର କୋଣ ଅନୁକୋଣରୁ ଯୋଡ଼ି ହୋଇଥିବା କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟାନ୍ୟ ସଦସ୍ୟଗଣ, ବିଭିନ୍ନ ରାଜ୍ୟମାନଙ୍କର ରାଜ୍ୟପାଳଗଣ, ମୁଖ୍ୟମନ୍ତ୍ରୀଗଣ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଅନ୍ୟ ସମସ୍ତ ମହାନୁଭବ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !ସମଗ୍ର ଦେଶର ୫୦୮ ରେଳ ଷ୍ଟେସନର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ
August 06th, 11:05 am
ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାରା ଦେଶରେ ୫୦୮ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ୨୪,୪୭୦ କୋଟିରୁ ଅଧିକ ଟଙ୍କା ମୂଲ୍ୟରେ ପୁନଃ ବିକାଶ ହେବାକୁ ଥିବା ଏହି ୫୦୮ ଷ୍ଟେସନ ୨୭ ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ରହିଛି, ସେଥିମଧ୍ୟରେ ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ୫୫ଟି କରି, ବିହାରରେ ୪୯, ମହାରାଷ୍ଟ୍ରରେ ୪୪, ପଶ୍ଚିମବଙ୍ଗରେ ୩୭, ମଧ୍ୟପ୍ରଦେଶରେ ୩୪, ଅ।ସାମରେ ୩୨, ଓଡିଶାରେ ୨୫, ପଞ୍ଜାବରେ ୨୨, ଗୁଜୁରାଟ ଏବଂ ତେଲେଙ୍ଗାନାରେ ୨୧ଟି କରି, ଝାଡଡଖଣ୍ଡରେ ୨୦, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ୧୮ଟି କରି, ହରିୟାଣାରେ ୧୫, କର୍ଣ୍ଣାଟକରେ ୧୩ ଟି ରହିଛି ।ଭାରତ ଗୌରବ ପର୍ଯ୍ୟଟନ ଟ୍ରେନରେ ଗଙ୍ଗା ପୁଷ୍କରାଲା ଯାତ୍ରା ଦେଶରେ ଆଧ୍ୟାତ୍ମିକ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ : ପ୍ରଧାନମନ୍ତ୍ରୀ
May 01st, 03:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଭାରତ ଗୌରବ ପର୍ଯ୍ୟଟନ ଟ୍ରେନରେ ଆରମ୍ଭ କରାଯାଇଥିବା ‘‘ଗଙ୍ଗା ପୁଷ୍କରାଲା ଯାତ୍ରା’’ ଦେଶରେ ଆଧ୍ୟାତ୍ମିକ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ । ଏହି ଟ୍ରେନ ସିକନ୍ଦରାବାଦ ରେଳ ଷ୍ଟେସନରୁ ଆରମ୍ଭ ହୋଇଥିବା ବେଳେ ପୁରୀ, କାଶୀ ଏବଂ ଅଯୋଧ୍ୟା ଭଳି ଦେଶର ବିଭିନ୍ନ ଧାର୍ମିକ ସହରକୁ ଯାତ୍ରା କରିବ ।ବାବା ସାହେବ ଆମ୍ବେଦକର ଯାତ୍ରା- ଭାରତ ଗୌରବ ଟ୍ରେନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
April 15th, 09:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବାବା ସାହେବ ଆମ୍ବେଦକର ଯାତ୍ରା-ଭାରତ ଗୌରବ ଟ୍ରେନ ଉପକ୍ରମକୁ ପ୍ରଶଂସା କରିଛନ୍ତି । ଗତକାଲି ଆମ୍ବେଦକର ଜୟନ୍ତୀ ଅବସରରେ କେନ୍ଦ୍ର ମନ୍ତ୍ରୀ ଜି କ୍ରିଷ୍ଣା ରେଡ୍ଡୀ ଏହାକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।