ମିଳିତ ବିବୃତ୍ତି: ୟୁଏଇ ରାଷ୍ଟ୍ରପତି ମହାମହିମ ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହ୍ୟାନଙ୍କ ଭାରତ ଗସ୍ତ
January 19th, 08:10 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ସଂଯୁକ୍ତ ଆରବ ଏମିରେଟ୍ସର ରାଷ୍ଟ୍ରପତି, ମହାମହିମ ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନ 19 ଜାନୁଆରୀ 2026 ରେ ଭାରତକୁ ସରକାରୀ ଗସ୍ତ କରିଛନ୍ତି । ଗତ ଦଶ ବର୍ଷ ମଧ୍ୟରେ ଏହା ମହାମହିମ ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କ ପଞ୍ଚମ ଭାରତ ଗସ୍ତ ଏବଂ ୟୁଏଇର ରାଷ୍ଟ୍ରପତି ଭାବରେ ଭାରତକୁ ତାଙ୍କର ତୃତୀୟ ସରକାରୀ ଗସ୍ତ ଥିଲା।ଦୁବାଇର ଜେବେଲ ଅଲିରେ ଭାରତ ମାର୍ଟର ଭର୍ଚୁଆଲ ଶିଳାନ୍ୟାସ
February 14th, 03:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଦୁବାଇ ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଦୁବାଇ ଶାସକ ଶେଖ ମହମ୍ମଦ ବିନ୍ ରସିଦ ଅଲ୍ ମକ୍ତୌମ୍ ୨୦୨୪ ଫେବ୍ରୁଆରୀ ୧୪ରେ ଭର୍ଚୁଆଲ ଭାବେ ଦୁବାଇର ଜେବେଲ ଅଲି ଫ୍ରି ଟ୍ରେଡ୍ ଜୋନ୍ରେ ଡିପି ୱାର୍ଲ୍ଡ ଦ୍ୱାରା ନିର୍ମାଣ ହେବାକୁ ଥିବା ଭାରତ ମାର୍ଟର ଶିଳାନ୍ୟାସ କରିଛନ୍ତି ।