ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ଭୂପୃଷ୍ଠ କୋଇଲା/ଲିଗ୍ନାଇଟ୍ ବାଷ୍ପୀକରଣ ପ୍ରକଳ୍ପର ପ୍ରୋତ୍ସାହନ ଲାଗି ୩୭,୫୦୦ କୋଟି ଟଙ୍କାର ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ
May 13th, 03:29 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଭୂପୃଷ୍ଠ କୋଇଲା/ଲିଗ୍ନାଇଟ୍ ବାଷ୍ପୀକରଣ ପ୍ରକଳ୍ପର ପ୍ରୋତ୍ସାହନ ଲାଗି ଏକ ଯୋଜନାକୁ ମଞ୍ଜୁର କରାଯାଇଛି । ଏଥିପାଇଁ ୩୭,୫୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଏହି ଯୋଜନା ଭାରତର କୋଇଲା/ଲିଗ୍ନାଇଟ୍ ବାଷ୍ପୀକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ଦିଗରେ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ । ୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍ (ଏମଟି) କୋଇଲା ବାଷ୍ପୀକରଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏହା ଦେଶର ଇନ୍ଧନ ସୁରକ୍ଷାକୁ ସୁଦୃଢ଼ କରିବା ସହିତ ଏଲଏନଜି, ୟୁରିଆ, ଆମୋନିଆ ଏବଂ ମିଥାନଲ ଭଳି ପ୍ରମୁଖ ଉତ୍ପାଦ ଆମଦାନୀ ଉପରେ ନିର୍ଭରଶୀଳତା ହ୍ରାସ କରିବ । ବର୍ତ୍ତମାନ ଭାରତ ୫୦% ଏଲଏନଜି, ୨୦% ୟୁରିଆ, ୧୦୦% ଆମୋନିଆ ଏବଂ ୮୦ରୁ ୯୦% ମିଥାନଲ ଆମଦାନୀ କରୁଛି।କଂଗ୍ରେସ = ମିଛର ଦୋକାନ, ଲୋକଙ୍କ ପ୍ରତି ଅପମାନ: ଆସାମର ହୋଜାଇରେ ପ୍ରଧାନମନ୍ତ୍ରୀ ମୋଦୀ
April 06th, 11:20 am
ପ୍ରଧାନମନ୍ତ୍ରୀ ମୋଦୀ ଆସାମର ହୋଜାଇରେ ଏକ ବିଶାଳ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ, ସେ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକର ଉଦାହରଣ ଦେଇଥିଲେ ଏବଂ କହିଥିଲେ ଯେ ସେମାନଙ୍କର ଗ୍ୟାରେଣ୍ଟି ଭୂମିରେ ବିଫଳ ହେଉଛି। ସେ ଆସାମର ଭୋଟରମାନଙ୍କୁ ଭ୍ରାମକ ପ୍ରତିଶ୍ରୁତି ପ୍ରତି ସତର୍କ ରହିବାକୁ ଚେତାବନୀ ଦେଇଥିଲେ। ସେ ଅବୈଧ ଅନୁପ୍ରବେଶ ଏବଂ ଆସାମର ପରିଚୟ, ଜମି ଏବଂ ନିଯୁକ୍ତି ଉପରେ ଏହାର ପ୍ରଭାବ ଉପରେ ମଧ୍ୟ ଚିନ୍ତା ପ୍ରକାଶ କରିଥିଲେ।ବାରପେଟା, ହୋଜାଇ ଏବଂ ଦିବ୍ରୁଗଡ଼ରେ ବିଶାଳ ସାଧାରଣ ସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
April 06th, 11:00 am
ଆସାମରେ ନିର୍ବାଚନ ପ୍ରଚାର ଜୋରଦାର ଗତିରେ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦୀ ବାରପେଟା, ହୋଜାଇ ଏବଂ ଦିବ୍ରୁଗଡ଼ରେ ବିଶାଳ ସାଧାରଣ ସଭାକୁ ସମ୍ବୋଧିତ କଲେ। ଉତ୍ସାହୀ ଜନତାଙ୍କୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ମୋଦୀ ଏକ ଆତ୍ମନିର୍ଭରଶୀଳ ଏବଂ ବୀକ୍ଷିତ ଆସାମର ଦୃଷ୍ଟିକୋଣକୁ ଆଲୋକପାତ କଲେ। ସେ କଂଗ୍ରେସ ଉପରେ ଏକ ଦୃଢ଼ ଆକ୍ରମଣ କରିଥିଲେ, ଏହା ପରିବାର-ପ୍ରଥମେ ରାଜନୀତି, ଦୁର୍ନୀତି ଏବଂ ମିଥ୍ୟା ପ୍ରତିଶ୍ରୁତିକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗ କରିଥିଲେ। ସେ ନାରୀଶକ୍ତି ବନ୍ଦନ ଆଇନ ମାଧ୍ୟମରେ ମହିଳାମାନଙ୍କ ପାଇଁ ସଂରକ୍ଷଣ ସୁନିଶ୍ଚିତ କରିବା ସହିତ କଲ୍ୟାଣକାରୀ ପଦକ୍ଷେପଗୁଡ଼ିକୁ ବିସ୍ତାର କରିବା ବିଷୟରେ ମଧ୍ୟ କହିଥିଲେ।ପଶ୍ଚିମ ଏସିଆ ସଂଘର୍ଷ ପରିପ୍ରେକ୍ଷୀରେ ନିଆଯାଉଥିବା ପଦକ୍ଷେପର ସମୀକ୍ଷା ନିମନ୍ତେ ଆୟୋଜିତ ସିସିଏସ୍ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା
April 01st, 10:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୭ ଲୋକ କଲ୍ୟାଣ ମାର୍ଗରେ ନିରାପତ୍ତା ସମ୍ପର୍କିତ କ୍ୟାବିନେଟ କମିଟି (ସିସିଏସ୍)ର ଏକ ସ୍ୱତନ୍ତ୍ର ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ଅବସରରେ ସେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ପରିପ୍ରେକ୍ଷୀରେ ବିଭିନ୍ନ ମନ୍ତ୍ରଣାଳୟ / ବିଭାଗ ଦ୍ୱାରା ନିଆଯାଇଥିବା ପଦକ୍ଷେପଗୁଡ଼ିକର ସମୀକ୍ଷା କରିବା ଏବଂ ନିଆଯିବାକୁ ଥିବା ଅନ୍ୟ ପଦକ୍ଷେପ ବିଷୟରେ ଆଲୋଚନା କରିଥିଲେ। ଏହା ଏହି ପ୍ରସଙ୍ଗରେ ଦ୍ୱିତୀୟ ସ୍ୱତନ୍ତ୍ର ସିସିଏସ୍ ବୈଠକ ଥିଲା।ପଶ୍ଚିମ ଏସିଆ ସଂଘର୍ଷ ଉପରେ ଲୋକସଭାରେ ପ୍ରଦତ୍ତ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 23rd, 02:15 pm
ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଏହା ଭାରତ ପାଇଁ ସୃଷ୍ଟି କରୁଥିବା ଆହ୍ବାନ ବିଷୟରେ କହିବାକୁ ମୁଁ ଏହି ମହାନ ସଦନକୁ ଆସିଛି। ପଶ୍ଚିମ ଏସିଆର ପରିସ୍ଥିତି ବର୍ତ୍ତମାନ ଚିନ୍ତାଜନକ। ଗତ ଦୁଇରୁ ତିନି ସପ୍ତାହ ଧରି, ଜୟଶଙ୍କର ଜୀ ଏବଂ ହରଦୀପ ପୁରୀ ଜୀ ଏହି ବିଷୟ ଉପରେ ସଦନକୁ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରିଛନ୍ତି। ଏହି ସଙ୍କଟ ବର୍ତ୍ତମାନ ତିନି ସପ୍ତାହରୁ ଅଧିକ ସମୟ ଧରି ଜାରି ରହିଛି। ଏହା ବିଶ୍ୱ ଅର୍ଥନୀତି ଏବଂ ଲୋକଙ୍କ ଜୀବନ ଉପରେ ଗଭୀର ପ୍ରଭାବ ପକାଉଛି। ତେଣୁ, ସମଗ୍ର ବିଶ୍ୱ ସମସ୍ତ ପକ୍ଷଙ୍କୁ ଏହି ସଙ୍କଟର ଯଥାଶୀଘ୍ର ସମାଧାନ କରିବାକୁ ଅନୁରୋଧ କରୁଛି।PM Modi addresses the Lok Sabha on the ongoing conflict in West Asia
March 23rd, 02:00 pm
Amid the West Asia conflict, PM Modi addressed the Lok Sabha and remarked that the whole world is urging all parties to work towards the earliest possible resolution of this crisis. Listing the various initiatives taken by the government to assist affected citizens, he reaffirmed India’s unwavering commitment to humanity and peace. He called upon the nation to remain united and cautioned against those who may seek to exploit the situation.ଆସାମର ନାମରୂପସ୍ଥିତ ବ୍ରହ୍ମପୁତ୍ର ଭ୍ୟାଲି ଫର୍ଟିଲାଇଜର କର୍ପୋରେସନ୍ ଲିମିଟେଡ୍ (ବିଭିଏଫସିଏଲ୍) ପରିସରରେ ଏକ ନୂତନ ବ୍ରାଉନଫିଲ୍ଡ ଆମୋନିଆ-ୟୁରିଆ କମ୍ପ୍ଲେକ୍ସ ନାମରୂପ-୪ ସାର କାରଖାନା ସ୍ଥାପନକୁ କ୍ୟାବିନେଟ୍ ଅନୁମୋଦନ
March 19th, 04:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍ ଆଜି ଆସାମର ନାମରୂପସ୍ଥିତ ବ୍ରହ୍ମପୁତ୍ର ଭ୍ୟାଲି ଫର୍ଟିଲାଇଜର କର୍ପୋରେସନ୍ ଲିମିଟେଡ୍ (ବିଭିଏଫ୍ସିଏଲ୍) ପରିସରରେ ବାର୍ଷିକ ୧.୨୭ ନିୟୁତ ମେଟ୍ରିକ ଟନ୍ (ଏଲ୍ଏମଟି) ବିଶିଷ୍ଟ ଏକ ନୂତନ ବ୍ରାଉନଫିଲଡ୍ ଆମୋନିଆ-ୟୁରିଆ କମ୍ପ୍ଲେକ୍ସ ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ କରିଛି। ଆନୁମାନିକ ମୋଟ ପ୍ରକଳ୍ପ ମୂଲ୍ୟ ୧୦,୬୦୧.୪୦ କୋଟି ଟଙ୍କା ଏବଂ ଋଣ-ଇକ୍ୱିଟି ଅନୁପାତ ୭୦:୩୦ ରହିଛି। ନୂତନ ନିବେଶ ନୀତି, ୨୦୧୨ (ଅକ୍ଟୋବର ୭, ୨୦୧୪ରେ ଏହାର ସଂଶୋଧନ ସମେତ) ଅଧୀନରେ ଏକ ମିଳିତ ଉଦ୍ୟୋଗ (ଜେଭି) ମାଧ୍ୟମରେ ଏହା ପ୍ରତିଷ୍ଠା କରାଯିବ। ନାମରୂପ-୪ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାର ସମ୍ଭାବ୍ୟ ସମୟସୀମା ହେଉଛି ୪୮ ମାସ।Even in global uncertainty, one thing is certain - India's rapid growth: PM Modi at Advantage Assam Summit
February 25th, 11:10 am
PM Modi inaugurated the Advantage Assam 2.0 Investment & Infrastructure Summit 2025 in Guwahati, highlighting Assam’s role in India’s growth journey. He emphasized the Northeast’s immense potential and praised Assam’s economic progress, which has doubled to ₹6 lakh crore in six years. Stressing improved connectivity, infrastructure, and investment opportunities, he urged industry leaders to harness Assam’s potential and join the journey towards Viksit Bharat.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ‘‘ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫" ଉଦଘାଟିତ
February 25th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୌହାଟୀଠାରେ 'ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫' କୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଛନ୍ତି, ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ ଭାରତ ଆଜି ଭବିଷ୍ୟତର ଏକ ନୂତନ ଯାତ୍ରା ଆରମ୍ଭ କରୁଛନ୍ତି ଏବଂ ଆସାମର ଅବିଶ୍ୱସନୀୟ ସମ୍ଭାବନା ଓ ପ୍ରଗତିକୁ ବିଶ୍ୱ ସହିତ ଯୋଡ଼ିବା ପାଇଁ ଆଡଭାଣ୍ଟେଜ୍ ଆସାମ ଏକ ବୃହତ ପଦକ୍ଷେପ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତର ସମୃଦ୍ଧିରେ ପୂର୍ବ ଭାରତର ପ୍ରମୁଖ ଭୂମିକା ଇତିହାସର ସାକ୍ଷୀ ଅଟେ। ପ୍ରଧାନମନ୍ତ୍ରୀ ଆଶାବ୍ୟକ୍ତ କରି କହିଥିଲେ, ଆଜି ଯେତେବେଳେ ଆମେ ବିକଶିତ ଭାରତ ଦିଗରେ ଅଗ୍ରସର ହେଉଛୁ, ସେତେବେଳେ ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ କ୍ଷେତ୍ର ନିଜର ପ୍ରକୃତ ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ କହିଥିଲେ ଯେ ଆଡଭାଣ୍ଟେଜ୍ ଆସାମ ସେହି ଭାବନାର ପ୍ରତିନିଧିତ୍ୱ କରୁଛି ଏବଂ ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଆସାମ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ୨୦୧୩ ମସିହାର ତାଙ୍କ ବକ୍ତବ୍ୟଗୁଡ଼ିକୁ ମନେ ପକାଇଥିଲେ, ଯେତେବେଳେ ସେ କହିଥିଲେ ଯେ 'ଏ ଫର୍ ଆସାମ’ ଯେବେ ପ୍ରଚଳିତ ହେବ ତାହା ବେଶୀ ଦୂର ନୁହେଁ।ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 02:35 pm
ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
February 24th, 02:30 pm
କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।The BJP has connected Haryana with the stream of development: PM Modi in Kurukshetra
September 14th, 03:47 pm
Today, Prime Minister Narendra Modi, while addressing a public meeting in Kurukshetra, passionately stated, I have come once again to ask for your support to form a BJP government on this sacred land. You have entrusted me with the opportunity to serve in Delhi for the third consecutive time, and the enthusiasm I see here today makes it clear, BJP’s hat-trick is inevitable.PM Modi addresses a massive gathering in Kurukshetra, Haryana
September 14th, 03:40 pm
Today, Prime Minister Narendra Modi, while addressing a public meeting in Kurukshetra, passionately stated, I have come once again to ask for your support to form a BJP government on this sacred land. You have entrusted me with the opportunity to serve in Delhi for the third consecutive time, and the enthusiasm I see here today makes it clear, BJP’s hat-trick is inevitable.ଯେଉଁମାନେ ଭୋଟ ଜିହାଦ କରୁଛନ୍ତି ସେମାନଙ୍କୁ ଏସପି-କଂଗ୍ରେସ ଫାଇଦା ବଣ୍ଟନ କରିବ: ହମିରପୁରରେ ପ୍ରଧାନମନ୍ତ୍ରୀ ମୋଦୀ
May 17th, 11:25 am
ଉତ୍ତର ପ୍ରଦେଶର ହମିରପୁରରେ ନିଜର ତୃତୀୟ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ଶକ୍ତିଶାଳୀ ଭାଷଣ ଦେଇ ବିଜେପି ସରକାର ଅଧୀନରେ ବୁନ୍ଦେଲଖଣ୍ଡର ବିକାଶ ଏବଂ ପରିବର୍ତ୍ତନ ଉପରେ ଗୁରୁତ୍ୱ ାରୋପ କରିଥିଲେ । ପ୍ରଧାନମନ୍ତ୍ରୀ ସରକାରଙ୍କ ସଫଳତା ଉପରେ ଆଲୋକପାତ କରିବା ସହ ଏହି ଅଞ୍ଚଳର ଭବିଷ୍ୟତ ପାଇଁ ନିଜର ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ ।ଉତ୍ତରପ୍ରଦେଶର ବାରବାଙ୍କୀ, ଫତେପୁର ଓ ହମିରପୁରରେ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 17th, 11:10 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରବାଙ୍କୀ, ଫତେପୁର ଏବଂ ହମିରପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରି ଚଳିତ ନିର୍ବାଚନର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ବିଜେପିର ବିକାଶ ଓ ସଂସ୍କାର ଏଜେଣ୍ଡାଜାରି ରଖିବା ପାଇଁ ନିର୍ଣ୍ଣାୟକ ଜନାଦେଶ ର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ତାଙ୍କ ସରକାରଙ୍କ ସଫଳତା ଏବଂ ବିରୋଧୀ ଦଳମାନଙ୍କ ସହିତ ସଂପୂର୍ଣ୍ଣ ମତଭେଦ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ମୋଦୀ ବାରବାଙ୍କୀ ଏବଂ ମୋହନଲାଲଗଞ୍ଜବାସୀଙ୍କ ଆଶୀର୍ବାଦ ଏବଂ ସମର୍ଥନ ଲୋଡ଼ିଛନ୍ତି।We will ensure that the rights of SC/ST/OBC communities are protected at all costs: PM Modi in Bargarh
May 11th, 10:55 am
In his third rally of the day in Bargah, Odisha, PM Modi empathized with the farmers’ situations and remarked, “Modi is tirelessly working to improve the lives of villagers and farmers. Remember the struggles farmers faced for urea ten years ago? Today, there are no such issues. Thanks to the BJP government, many fertilizer factories, including Talcher, have been reopened. Work is progressing rapidly in Talcher. The same urea bag that costs Rs 3,000 worldwide is now available to you for less than Rs 300.”Odisha BJP has pledged to ensure that paddy farmers receive a MSP of Rs 3100: PM Modi in Balangir
May 11th, 10:50 am
Addressing the second rally of the day in Balangir, Odisha, PM Modi reflected, It was our government that approved the Paika Sangram Memorial, symbolizing Odia bravery. We also issued a coin and postage stamp in honor of Paika Sangram. Under the BJP government, a tribal daughter became the President of the country for the first time. Today, a daughter of Odisha holds the highest position in the nation.