ପ୍ରଖ୍ୟାତ ସାହିତ୍ୟିକ ଏବଂ ଶିକ୍ଷାବିତ ରାମଦରଶ ମିଶ୍ରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
November 01st, 02:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଖ୍ୟାତ ସାହିତ୍ୟିକ ଏବଂ ଶିକ୍ଷାବିତ ରାମଦରଶ ମିଶ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।Let’s take a pledge together — Bihar will stay away from Jungle Raj! Once again – NDA Government: PM Modi in Chhapra
October 30th, 11:15 am
In his public rally at Chhapra, Bihar, PM Modi launched a sharp attack on the INDI alliance, stating that the RJD-Congress bloc, driven by vote-bank appeasement and opposed to faith and development, can never respect the beliefs of the people. Highlighting women empowerment, he said NDA initiatives like Drone Didis, Bank Sakhis, Lakhpati Didis have strengthened women across Bihar and this support will be expanded when NDA returns to power.PM Modi’s grand rallies electrify Muzaffarpur and Chhapra, Bihar
October 30th, 11:00 am
PM Modi addressed two massive public meetings in Muzaffarpur and Chhapra, Bihar. Beginning his first rally, he noted that this was his first public meeting after the Chhath Mahaparv. He said that Chhath is the pride of Bihar and of the entire nation—a festival celebrated not just across India, but around the world. PM Modi also announced a campaign to promote Chhath songs nationwide, stating, “The public will choose the best tracks, and their creators will be awarded - helping preserve and celebrate the tradition of Chhath.”ପୋର୍ଟ ଅଫ ସ୍ପେନରେ ଭୋଜପୁରୀ ଚୌତାଲ ପ୍ରଦର୍ଶନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
July 04th, 09:06 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୋର୍ଟ ଅଫ୍ ସ୍ପେନରେ ଏକ ପ୍ରାଣବନ୍ତ ଭୋଜପୁରୀ ଚୌତାଲ ପ୍ରଦର୍ଶନକୁ ଖୁବ୍ ପ୍ରଶଂସା କରିଛନ୍ତି । ସେଥିରେ ଭାରତ ଏବଂ ତ୍ରିନିଦାଦ ଓ ଟୋବାଗୋ ମଧ୍ୟରେ ସ୍ଥାୟୀ ସାଂସ୍କୃତିକ ସମ୍ପର୍କକୁ ରେଖାଙ୍କିତ କରାଯାଇଥିଲା।Mauritius is not just a partner country; For us, Mauritius is family: PM Modi
March 12th, 06:07 am
PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।During Kargil War, Indian Army showed its might to the world: PM Modi during Mann Ki Baat
July 26th, 11:30 am
During Mann Ki Baat, PM Modi paid rich tributes to the martyrs of the Kargil War, spoke at length about India’s fight against the Coronavirus and shared several inspiring stories of self-reliant India. The Prime Minister also shared his conversation with youngsters who have performed well during the board exams this year.