India-New Zealand relationship built on enduring friendship, shared values, common commitment: PM Modi in Auckland

July 11th, 01:15 pm

PM Modi addressed a vibrant community event in Auckland, praising the Indian diaspora as a strong bridge between India and New Zealand. He highlighted the elevation of bilateral ties to a Strategic Partnership, celebrated 100 years of sporting ties between the two countries and underscored the shared heritage and deepening partnership between the two nations.

Prime Minister Addresses the Indian Diaspora in New Zealand

July 11th, 12:35 pm

PM Modi addressed a vibrant community event in Auckland, praising the Indian diaspora as a strong bridge between India and New Zealand. He highlighted the elevation of bilateral ties to a Strategic Partnership, celebrated 100 years of sporting ties between the two countries and underscored the shared heritage and deepening partnership between the two nations.

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19th, 11:53 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ୨୦ ଜୁନ୍ ୨୦୨୬ରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଉପସ୍ଥିତ ରହିବେ ଯାହା ରାଜ୍ୟ ପାଇଁ ଏକ ବିରଳ ତଥା ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ହେବ ।

Cabinet approves a highway construction project in Odisha worth Rs.8300.79 crore

June 03rd, 03:10 pm

Under PM Modi’s leadership, the Cabinet approved an ₹8,300 crore coastal highway project in Odisha connecting Rameshwar to Paradeep across 160 km. The project will boost connectivity, reduce travel time by nearly 2.5 hours, strengthen logistics under PM GatiShakti and promote regional economic growth while lowering fuel consumption and carbon emissions.

Cabinet approves 6-Lane Ring Road project in Odisha worth Rs.8307.74 crore

August 19th, 03:17 pm

The Cabinet Committee on Economic Affairs chaired by PM Modi has approved construction of 6-Lane Access-Controlled Capital Region Ring Road project in Odisha worth Rs.8307.74 crore. It will play a pivotal role in regional economic growth, strengthening connectivity between major religious and economic centers and opening new avenues for trade and industrial development.

୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

June 19th, 05:48 pm

19.06.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ। ସେ ୨୦ ଜୁନରେ ବିହାରର ସିୱାନ ଗସ୍ତ କରିବେ ଏବଂ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।

ଭୁବନେଶ୍ୱର ସମେତ ଦେଶର ୫ଟି ସ୍ଥାନରେ ଦକ୍ଷତା ବିକାଶ ପାଇଁ ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠାକୁ କ୍ୟାବିନେଟ ମଞ୍ଜୁରି

May 07th, 02:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶରେ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଲାଗି ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରାଯାଇଛି। ଦେଶରେ ଥିବା ଶିଳ୍ପ ତାଲିମ ପ୍ରତିଷ୍ଠାନଗୁଡ଼ିକର ଉନ୍ନତିକରଣ ପାଇଁ ଏକ ଜାତୀୟ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି ମିଳିଛି। ସେହିପରି କେନ୍ଦ୍ର ପ୍ରାୟୋଜିତ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ପାଇଁ ୫ଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମଧ୍ୟ ଅନୁମୋଦନ କରାଯାଇଛି। ଭୁବନେଶ୍ୱରରେ ମଧ୍ୟ ଗୋଟିଏ କେନ୍ଦ୍ର ପ୍ରତିଷ୍ଠା ହେବ।

'ଉତ୍କର୍ଷ ଓଡ଼ିଶା'ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ - ଭୁବନେଶ୍ୱରରେ ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ

January 28th, 11:30 am

ରାଜ୍ୟପାଳ ଶ୍ରୀ ହରି ବାବୁ, ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ମନ୍ତ୍ରୀଗଣ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ, ସାଂସଦ, ବିଧାୟକ, ଶିଳ୍ପ ଓ ବ୍ୟବସାୟ ଜଗତର ପ୍ରମୁଖ ଉଦ୍ୟୋଗୀ, ଦେଶ ଓ ବିଶ୍ୱର ନିବେଶକ ଏବଂ ଓଡ଼ିଶାର ମୋର ପ୍ରିୟ ଭାଇ ଭଉଣୀମାନେ !

ଭୁବନେଶ୍ୱରରେ 'ଉତ୍କର୍ଷ ଓଡ଼ିଶା' - ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 28th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫ ଏବଂ ମେକ୍ ଇନ୍ ଓଡ଼ିଶା ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜାନୁଆରୀ ୨୦୨୫ରେ ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ । ପ୍ରବାସୀ ଭାରତୀୟ ଦିବସ ୨୦୨୫ର ଉଦଘାଟନ ପାଇଁ ତାଙ୍କର ଗସ୍ତକୁ ମନେପକାଇ ସେ ଏପରି କହିଥିଲେ । ଏହା ଓଡ଼ିଶାରେ ଏପର୍ଯ୍ୟନ୍ତ ଅନୁଷ୍ଠିତ ସର୍ବବୃହତ୍ ବ୍ୟବସାୟ ସମ୍ମିଳନୀ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ମେକ୍ ଇନ୍ ଓଡ଼ିଶା ୨୦୨୫ରେ ୫ରୁ ୬ ଗୁଣ ଅଧିକ ନିବେଶକ ଅଂଶଗ୍ରହଣ କରିଛନ୍ତି। ଏହି ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଓଡ଼ିଶାବାସୀ ଓ ସରକାରଙ୍କୁ ଅଭିନନ୍ଦନ ଜଣାଇଥିଲେ।

ଜାନୁଆରୀ ୨୮ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଏବଂ ଉତ୍ତରାଖଣ୍ଡ ଗସ୍ତ

January 27th, 06:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ଜାନୁଆରୀ ୨୮ ତାରିଖରେ ଓଡ଼ିଶା ଏବଂ ଉତ୍ତରାଖଣ୍ଡ ଗସ୍ତ କରିବେ। ୨୮ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ଭୁବନେଶ୍ୱର ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫କୁ ଉଦଘାଟନ କରିବେ। ଏହା ପରେ ସେ ଉତ୍ତରାଖଣ୍ଡର ଡେରାଡୁନ ଗସ୍ତ କରିବେ ଏବଂ ସନ୍ଧ୍ୟା ପ୍ରାୟ ୬ଟାରେ ସେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିବେ।

ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

January 09th, 10:15 am

ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…

ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 09th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ ୮ ଓ ୯ ତାରିଖରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ

January 06th, 06:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୮ରୁ ୯ ଜାନୁଆରି ୨୦୨୫ ପର୍ଯ୍ୟନ୍ତ ଦୁଇଦିନିଆ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ। ନିରନ୍ତର ବିକାଶ, ଶିଳ୍ପ ଅଭିବୃଦ୍ଧି ଓ ଭିତ୍ତିଭୂମି ସଂପ୍ରସାରଣ ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ପ୍ରଧାନମନ୍ତ୍ରୀ ଆସନ୍ତା ୮ ଜାନୁଆରି ଅପରାହ୍ଣ ୫ଟା ୩୦ ମିନିଟ ସମୟରେ ବିଶାଖାପାଟଣାଠାରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଓ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ସେ ମଧ୍ୟ ୯ ଜାନୁଆରି ପୂର୍ବାହ୍ଣ ୧୦ଟା ସମୟରେ ଭୁବନେଶ୍ବରେ ଆୟୋଜିତ ୧୮ତମ ପ୍ରବାସୀ ଭାରତୀୟ ଦିବସ( ପିବିଡି) ସମାରୋହର ଉଦଘାଟନ କରିବେ ।

Odisha is experiencing unprecedented development: PM Modi in Bhubaneswar

November 29th, 04:31 pm

Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.

PM Modi's Commitment to Making Odisha a Global Hub of Growth and Opportunity

November 29th, 04:30 pm

Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.

ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ

November 29th, 09:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।

ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ

November 22nd, 03:02 am

ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍‌’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।

ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 22nd, 03:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ୍ ଅଲି, ପ୍ରଧାନମନ୍ତ୍ରୀ ମାର୍କ ଫିଲିପ୍ସ, ଉପରାଷ୍ଟ୍ରପତି ଭାରତ ଜଗଦେବ, ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ରାମୋତାରଙ୍କ ସହିତ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଗମନରେ ବିଶେଷ ଉତ୍ସାହ ସହ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବାରୁ ଖୁସି ବ୍ୟକ୍ତ କରିଥିଲେ । ସେ ଆହୁରି ମଧ୍ୟ ରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ସେମାନଙ୍କର ଆତିଥ୍ୟ ଏବଂ ସହୃଦୟତା ପାଇଁ ଧନ୍ୟବାଦ ଦେଇଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ, ଆତିଥ୍ୟର ଭାବନା ଆମ ସଂସ୍କୃତିର ଆତ୍ମାରେ ରହିଛି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସେ ଭାରତ ସରକାରଙ୍କର ‘ଏକ୍ ପେଡ୍ ମାଁ କେ ନାମ୍‌’ (ଗୋଟିଏ ଗଛ ମାଆଙ୍କ ନାମରେ) ଅଭିଯାନର ଅଂଶ ଭାବରେ ରାଷ୍ଟ୍ରପତି ଏବଂ ତାଙ୍କର ଜେଜେମାଆଙ୍କ ସହ ଏକ ବୃକ୍ଷ ରୋପଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଭାବପ୍ରମଣ ମୁହୂର୍ତ୍ତ, ଯାହାକୁ ସେ ସବୁଦିନ ପାଇଁ ମନେ ରଖିବେ ।

ଓଡ଼ିଶାର ଭୁବନେଶ୍ୱରରେ ନୂତନ ଘର ମାଲିକ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 17th, 04:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକ ଏବଂ ଯହଜା ନାୟକଙ୍କ ଘରକୁ ଯାଇଥିଲେ।

ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 17th, 04:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି ।